Posted inଫୁରସତ

ବୋର୍‌ୱେଲ୍‌ରେ ପଡୁଥିବା ଶିଶୁଙ୍କୁ ବଞ୍ଚାଇବ ରୋବୋ

ଅହମ୍ମଦାବାଦ: ଅହମ୍ମଦାବାଦ ସରକାରୀ ପଲିଟେକ୍ନିକ୍‌ କଲେଜର ଇନ୍‌ଷ୍ଟ୍ରୁମେଣ୍ଟେଶନ୍‌ ଆଣ୍ଡ୍‌ କଣ୍ଟ୍ରୋଲ୍‌ ଇଞ୍ଜିନିୟରିଂ ବିଭାଗର ୬ ଜଣ ଛାତ୍ର ଏକ ରୋବୋ ପ୍ରୋଟୋଟାଇପ୍‌ ପ୍ରସ୍ତୁତ କରିଛନ୍ତି। ଏହା କ୍ୟାମେରା ସାହାଯ୍ୟରେ ବିଭିନ୍ନ ବୋର୍‌ୱେଲ୍‌ରେ ପଡ଼ିଯାଉଥିବା ଶିଶୁମାନଙ୍କୁ ବଞ୍ଚାଇବାରେ ସାହାଯ୍ୟ କରିପାରିବ। ପ୍ରୋଜେକ୍ଟ କରିଥିବା ଜଣେ ଛାତ୍ର କହିଛନ୍ତି, ନିକଟ ଅତୀତରେ ଅନେକ ଶିଶୁ ବୋର୍‌ୱେଲ୍‌ରେ ପଡ଼ି ଜୀବନ ହରାଇଛନ୍ତି। ତେଣୁ ଆମେ ଏନେଇ ଏକ ରୋବୋ ବିକଶିତ କରିବାକୁ ଚିନ୍ତା କରି ଟେକ୍ନୋଲୋଜିର ବ୍ୟବହାରରେ ଏହାର କାର୍ଯ୍ୟ ଆରମ୍ଭ କରିଥିଲୁ। ଉକ୍ତ ରୋବୋରେ ୱାଇଫାଇ କ୍ୟାମେରା ଏବଂ କଣ୍ଟ୍ରୋଲର ବ୍ୟବହୃତ ହୋଇଛି, ଯାହା ମାଧ୍ୟମରେ ରିଅଲ ଟାଇମ୍‌ ଡାଟା ଉପଲବ୍ଧ ହୋଇପାରିବ। ଏହି ରୋବୋ ବୋର୍‌ଓ୍ବେଲ୍‌ର ୨୩ ଫୁଟ ପର୍ଯ୍ୟନ୍ତ ଗଭୀରକୁ ଯାଇ ତଥ୍ୟ ପ୍ରଦାନ କରିପାରିବ। ୱାଇଫାଇ କ୍ୟାମେରା ସାହାଯ୍ୟରେ ଏହା ବୋର୍‌ଓ୍ବେଲ୍‌ ମଧ୍ୟରେ ଫସି ରହିଥିବା ଶିଶୁର ସ୍ଥିତିକୁ ଜଣାଇପାରିବ।


Enter your email to get our daily news in your inbox.

All Right Reserved By Dharitri.Com

ବିଲରେ ଛୁଆକୁ ଶୁଆଇଥିବା ବେଳେ କାମୁଡିଦେଲା ସାପ; ହଠାତ୍ ଫୁଲିଗଲା ମୁହଁ, ତାପରେ…

ପଟ୍ଟାଙ୍ଗି,୬।୮(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ ପୁକାଲି ଗ୍ରାମପଞ୍ଚାୟତର ମାଳିଗୁଡା ଗ୍ରାମରେ ସାପ କାମୁଡାରେ ଜଣେ ନାବାଳକଙ୍କର ମୃତ୍ୟୁ ହୋଇଛି । କୋରାପୁଟ…

ରାଜ୍ୟ ସରକାରଙ୍କ ଉଦ୍ଦେଶ୍ୟରେ ବିଡିଓଙ୍କୁ ଦାବିପତ୍ର, ସ୍କୁଲ, କଲେଜ ଶିକ୍ଷକ କର୍ମଚାରୀଙ୍କ…

ମହାକାଳପଡ଼ା,୬ା ୮(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ସମ୍ମୁଖରେ ଓଡ଼ିଶା ସ୍କୁଲ, କଲେଜ ଶିକ୍ଷକ, କର୍ମଚାରୀ ସମନ୍ବୟ ସମିତି ପକ୍ଷରୁ ୪ ଦଫା ଦାବି…

ବଳାତ୍କାର ମାମଲାରେ ଦୋଷୀ ସାବ୍ୟସ୍ତ ହେଲେ ‘ତେହେଲକା’ ସମ୍ପାଦକ: ହାଇକୋର୍ଟଙ୍କ ବଡ଼ ରାୟ

ନୂଆଦିଲ୍ଲୀ,୬।୮: ୨୦୧୩ ମସିହାର ବହୁଚର୍ଚ୍ଚିତ ବଳାତ୍କାର ମାମଲା ସମ୍ପର୍କରେ ପୂର୍ବତନ ‘ତେହେଲକା’ ସମ୍ପାଦକ ତରୁଣ ତେଜପାଲଙ୍କୁ ଏକ ବଡ଼ ଝଟକା ଲାଗିଛି। ବମ୍ବେ ହାଇକୋର୍ଟର ଗୋଆ ବେଞ୍ଚ…

Gen Zଙ୍କୁ ବଡ଼ ଉପହାର ଦେଲେ ବିଜୟ, କଲେ ବଡ଼ ଘୋଷଣା: ମିଳିବ…

ଚେନ୍ନାଇ,୬।୮: ତାମିଲନାଡୁରେ ଟିଭିକେ ସରକାର ୨୦୨୬-୨୭ ଆର୍ଥିକ ବର୍ଷ ପାଇଁ ପ୍ରଥମ ବଜେଟ ବିଧାନସଭାରେ ଉପସ୍ଥାପନ କରିଛି। ମୁଖ୍ୟମନ୍ତ୍ରୀ ସି. ଜୋସେଫ ବିଜୟଙ୍କ ନେତୃତ୍ୱାଧୀନ ଏହି ନୂଆ…

କେନ୍ଦ୍ର ସରକାରଙ୍କ ବଡ଼ ନିଷ୍ପତ୍ତି, ଆହୁରି ୧୮ଟଙ୍କା ବଢିଯିବ LPG ସିଲିଣ୍ଡର! ଜାରି ହେଲା ନୂଆ ଦର…

ନୂଆଦିଲ୍ଲୀ,୬।୮: ଭାରତରେ ଆଗାମୀ ଦିନରେ ଘରୋଇ ଏଲପିଜି (LPG) ସିଲିଣ୍ଡର ପିଛା ଦାମ୍ ପ୍ରାୟ ୧୮ ଟଙ୍କା ବୃଦ୍ଧି ହୋଇପାରେ। ଏହାସହିତ ପେଟ୍ରୋଲ-ଡିଜେଲ ଏବଂ ସିଏନ୍‌ଜି (CNG)ର…

ପୁଣି ହଜାର ହଜାର ଟଙ୍କା ବଢିଲା ସୁନା ଦର: ରୁପା ମୂଲ୍ୟରେ ମଧ୍ୟ…

ନୂଆଦିଲ୍ଲୀ,୬।୮: ପୁଣି ବଢିଲା ସୁନା ଦର। ଗତକାଲି ତୁଳନାରେ ୨୪ କ୍ୟାରେଟ ସୁନା ୧୦ ଗ୍ରାମ ପ୍ରତି ୨,୮୯୦ ବୃଦ୍ଧି ପାଇଛି। ରୁପା ମୂଲ୍ୟରେ ମଧ୍ୟ ଏକ…

ଭାରତର ଏମିତି ଏକ ଗାଁ: ୫ ଦିନ ବିନା ପୋଷାକରେ ରୁହନ୍ତି ମହିଳା, ରହସ୍ୟ ଜାଣି ହେବେ ତାଜୁବ

ପୃଥିବୀ ବହୁତ ବିଶାଳ ଏବଂ ଏହାର ପ୍ରତ୍ୟେକ କୋଣରେ ଲୋକମାନଙ୍କର ନିଜସ୍ବ ପରମ୍ପରା ଓ ରୀତିନୀତି ରହିଛି। କେତେକ ପରମ୍ପରା ଆମ ପାଖପାଖି ସାଧାରଣ ଲାଗେ, ଆଉ…

Gen-Zଙ୍କ ପାଇଁ RSS ନେଲା ବଡ଼ ପଦକ୍ଷେପ: ଆଗକୁ…

ନୂଆଦିଲ୍ଲୀ,୫।୮: ରାଷ୍ଟ୍ରୀୟ ସ୍ବୟଂସେବକ ସଂଘ (RSS)ର ମୁଖ୍ୟ ମୋହନ ଭାଗବତ ସଂଗଠନର ଶତବାର୍ଷିକୀ ବର୍ଷ ପାଳନ ପାଇଁ ଆମେରିକା ଏବଂ କାନାଡା ଗସ୍ତ କରିବେ। ଅଗଷ୍ଟ ୨୯ରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri