ପଥର ଧସି ରାସ୍ତା ଅବରୋଧ

ଅଡ଼ବା,୨୧ା୭(ଇମ୍ରାନ୍‌ ଖାନ୍‌): ଗଜପତି ଜିଲା ମୋହନା ବ୍ଲକ ଅଞ୍ଚଳରେ ଲଗାଣ ବର୍ଷା ଜାରି ରହିଛି। ବର୍ଷା ଯୋଗୁ ବ୍ଲକ ଅନ୍ତର୍ଗତ ବିରିକୋଟ ପଞ୍ଚାୟତ ହରଭଙ୍ଗି ଡ୍ୟାମ ନିକଟ ପାହାଡ଼ରୁ ସୋମବାର ପୂର୍ବାହ୍ନରେ ପଥର ଧସି ରାସ୍ତା ଅବରୋଧ ହୋଇଥିଲା। ଫଳରେ ଉକ୍ତ ରାସ୍ତାରେ ଯାତାୟତ ବାଧାପ୍ରାପ୍ତ ହୋଇଥିଲା। ରାଜବାସ, ଗୁଡ଼ି ସାହି ଓ ପୋଇପାଣି ଆଦି ୩ ଖଣ୍ଡ ଗାଁ ଲୋକେ ବିରିକୋଟ ପଞ୍ଚାୟତକୁ ଲୋକ ଚାଊଳ ଆଣିବା ପାଇଁ ଯିବା ସମୟରେ ଅସୁବିଧାର ସମ୍ମୁଖୀନ ହୋଇଥିଲେ। ଘଟଣାସ୍ଥଳକୁ ପୋଲିସ କିମ୍ବା ପ୍ରଶାସନ ଯିବା ପୂର୍ବରୁ ଲୋକେ ରାସ୍ତାରୁ ପଥର ହଟାଇ ଯା’ଆସ କରିଥିବା ଦେଖାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ପାଟଣା:ରଘୁନାଥ ଜିଉ ମଠରେ ରାମନବମୀ ଉତ୍ସବ,ବିଶ୍ୱ ହିନ୍ଦୁ ପରିଷଦ ପକ୍ଷରୁ ଶ୍ରୀରାମ ଝଣ୍ଡା ଯାତ୍ରା

ପାଟଣା, ୨୭।୩ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକର ବିଭିନ୍ନ ସ୍ଥାନରେ ମହାସମାରୋହରେ ପବିତ୍ର ରାମ ନବମୀ ଉତ୍ସବ ପାଳିତ ହୋଇଯାଇଛି। ରଘୁନାଥ ଜିଉ…

ଚଳନ୍ତା ଟ୍ରେନ୍‌ରୁ ଡେଇଁ ପଡ଼ିଲେ ଯୁବକ, ଆଉ ତା’ପରେ…

ଛତ୍ରପୁର,୨୭ା୩(ଦିଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ନିକଟରେ ଚଳନ୍ତା ଟ୍ରେନରୁ ଖସିପଡି ଜଣେ ଯୁବକ ଆହତ ହୋଇଛନ୍ତି। ସେ ହେଲେ କେନ୍ଦୁଝର ଜିଲା ଗୁଣ୍ଠପୁର ଅଞ୍ଚଳର ବିକ୍ରମ…

ରାସ୍ତାକଡ଼ ବୁଦା ଭିତରୁ ମିଳିଲା ପୁଳାପୁଳା ସରକାରୀ ଔଷଧ, ଏକ୍ସପାଏରୀ ଡେଟ୍‌ ଥିଲେ ସୁଦ୍ଧା କିଏ ଫିଙ୍ଗିଲା ସେ ନେଇ…

ସୁନ୍ଦରଗଡ଼, ୨୭।୩(ଜୟ ନାରାୟଣ ମେଣ୍ଡୁଳି): ସରକାର ଗରିବ ଲୋକଙ୍କୁ ମାଗଣାରେ ସ୍ବାସ୍ଥ୍ୟସେବା ଓ ଔଷଧ ଯୋଗାଇବା ପାଇଁ କୋଟି କୋଟି ଟଙ୍କା ଖର୍ଚ୍ଚ କରୁଥିବା ବେଳେ, ସୁନ୍ଦରଗଡ଼ରେ…

ବିଦ୍ୟୁତ୍‌ କାଟ୍‌କୁ ନେଇ ବଢୁଛି ଅସନ୍ତୋଷ

ଶେରଗଡ଼,୨୭ା୩(ସୂର୍ଯ୍ୟ ନାରାୟଣ ଦାଶ): ଶେରଗଡ଼ରେ ବିଦ୍ୟୁତ୍‌ ବିଭ୍ରାଟ ଦିନକୁ ଦିନ ବଢ଼ିବାରେ ଲାଗିଛି। ମେଣ୍ଟେନାନ୍ସ ଆଳରେ ଏପରି ବିଦ୍ୟୁତ୍‌ କାଟ କରାଯାଉଥିବା ଅଭିଯୋଗ ହେଉଛି। ଏପରି ଦିନକୁ…

୩ୟ ବିଶ୍ୱଯୁଦ୍ଧର ଭୟଙ୍କର ରୂପ! ଆମେରିକା ସହ ଯୁଦ୍ଧ କରିବେ ୧୨ବର୍ଷର ପିଲା

ତେହରାନ,୨୭।୩: ଇରାନ-ଇସ୍ରାଏଲ ବିବାଦ ମଧ୍ୟରେ, ଯେତେବେଳେ ଆମେରିକା ଗୋଟିଏ ମୋର୍ଚ୍ଚାରେ ଇରାନରେ ତାର ସୈନ୍ୟ ମୁତୟନ କରିବାକୁ ପ୍ରସ୍ତୁତ ହେଉଛି, ଅନ୍ୟପଟେ ଇରାନ ଏବେ ତାର ସୈନ୍ୟବାହିନୀକୁ…

ଏପ୍ରିଲ ୧ରୁ ଆରମ୍ଭ ହେବ ମାରାଗୁଡ଼ା ଲୋକମହୋତ୍ସବ

ନୂଆପଡ଼ା,୨୭ା୩(ମକାରୁ ବେମାଲ): ନୂଆପଡ଼ା ଜିଲାର ଐତିହ୍ୟ, ଲୋକକଳା ଓ ସଂସ୍କୃତିର ମହାପାର୍ବଣ ମାରାଗୁଡ଼ା ଲୋକମହୋତ୍ସବ ଆସନ୍ତା ଏପ୍ରିଲ ୧ରୁ ୫ ତାରିଖ ପର୍ଯ୍ୟନ୍ତ ନୂଆପଡ଼ାର ନ୍ୟାଶନାଲ ମହାବିଦ୍ୟାଳୟ…

ଖେଳାଳିଙ୍କ ଗସ୍ତ ଉପରେ କଟକଣା ଲଗାଇଲା ଇରାନ

ତେହେରାନ,୨୭ା୩: ଇରାନ ଶତ୍ରୁରାଷ୍ଟ୍ର ଭାବେ ବିବେଚନା ଦେଶଗୁଡ଼ିକୁ ଖେଳାଳିଙ୍କ ଗସ୍ତ ଉପରେ କଟକଣା ଜାରି କରିଛି। ସାଉଦି ଆରବରେ ଟ୍ରାକ୍ଟର ଏଫ୍‌ସି ବିପକ୍ଷ ଗେମ୍‌ ପୂର୍ବରୁ ଇରାନ…

ଓଡିଶାର ଶ୍ରେଷ୍ଠ ପୋଲିସ ଥାନା ଘୋଷଣା: ବାଜିମାରିଲା ଏହି ଥାନା

ଛତ୍ରପୁର, ୨୭/୩ (ଦିଲ୍ଲୀପ ସାମଲ): ଭାରତ ସରକାରଙ୍କ ଗୃହ ମନ୍ତ୍ରଣାଳୟ ଦ୍ୱାରା ଗଞ୍ଜାମ ପୋଲିସ ଜିଲାର ବଡ଼ଗଡ଼ ପୋଲିସ ଥାନା ୨୦୨୫ ବର୍ଷ ପାଇଁ ଓଡ଼ିଶାର ଶ୍ରେଷ୍ଠ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri