ପାହାଡ଼ରୁ ଖସିଲା ପଥର, ଯାତାୟାତ ବାଧାପ୍ରାପ୍ତ

କୋରୁକୋଣ୍ଡା,୧୮।୮(ଡି.ଏନ୍‌.ଏ.): ରାଜ୍ୟରେ ଲଘୁଚାପ ଜନିତ ବର୍ଷା ଯୋଗୁ କୋରୁକୋଣ୍ଡା ବ୍ଲକ ତର୍ଲାକୋଟ ପାହାଡ଼ରୁ ପଥର ଖସି ରାସ୍ତାରେ ପଡିଥିବା ଦେଖିବାକୁ ମିଳିଛି। ସୂଚନାନୁସାରେ, ତର୍ଲାକୋଟା ପାହାଡ଼ରୁ ଗୁରୁବାର ପଥର ଖସି ମାଲକାନଗିରି ଜିଲା ସଦର-ବାଲିମେଳାକୁ ସଂଯୋଗ କରୁଥିବା ମୁଖ୍ୟ ରାସ୍ତାରେ ଉପରେ ପଡିଥିଲା। ଫଳରେ ରାସ୍ତାରେ କିଛି ସମୟ ପାଇଁ ଗାଡି ଚଳାଚଳ ବନ୍ଦ ହୋଇଯାଇଥିଲା। ସ୍ଥାନୀୟ ଲୋକେ ପଥର ଖଣ୍ଡକୁ ରାସ୍ତାରୁ ହଟାଇବା ପରେ ଯାତାୟାତ ସ୍ବାଭାବିକ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଥରୁଛି କନ୍ଧମାଳ: ଫୁଲବାଣୀରେ ୪, ଦାରିଙ୍ଗିବାଡିରେ ୫ ଡିଗ୍ରୀ ତଳକୁ ଖସିଲା ପାରଦ

ଫୁଲବାଣୀ ଅଫିସ, ୨୩ା୧୨: କନ୍ଧମାଳ ଜିଲାରେ ଶୀତର ପ୍ରକୋପ ହଠାତ୍‌ ବଢ଼ିଯାଇଛି । ବିଗତ ତିନି ଦିନ ହେବ ଜିଲାରେ ତାପମାତ୍ରା କମିବାରେ ଲାଗିଛି ।...

ଜାମିନରେ ମୁକୁଳିଲେ ଜଗଦ୍ଦେବ

ଖୋର୍ଦ୍ଧା ଅଫିସ,୨୭।୭: ଖୋର୍ଦ୍ଧା ଜିଲା ବାଣପୁର ବ୍ଲକ କାର୍ଯ୍ୟାଳୟ ସମ୍ମୁଖରେ ସାଧାରଣ ଲୋକ ଓ ପୋଲିସ ଉପରକୁ ଗାଡ଼ି ମଡ଼ାଇଦେବା ଅଭିଯୋଗରେ ଗିରଫ ହୋଇ ଜେଲରେ...

କରୋନା ମୁକାବିଲା କ୍ଷେତ୍ରରେ ଉଲ୍ଲେଖନୀୟ କାର୍ଯ୍ୟ: ଗଞ୍ଜାମ ଜିଲାପାଳଙ୍କୁ ଫୋନକରି ପ୍ରଶଂସା କଲେ ମୁଖ୍ୟମନ୍ତ୍ରୀ

ଛତ୍ରପୁର, ୧୪।୪(ଡି.ଏନ୍‌.ଏ.): କରୋନା ମୁକାବିଲା ନେଇ ଗଞ୍ଜାମ ଜିଲାପାଳ ବିଜୟ ଅମୃତ କୁଲାଙ୍ଗେ ବହୁତ ଭଲ କାମ କରୁଛନ୍ତି। ଏ ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ...

ଗାଁରେ ବନ୍ୟାଜଳ, ଦୁର୍ଦ୍ଦଶାରେ ଲୋକେ

ଖୋର୍ଦ୍ଧା ଅଫିସ,୧୯।୯:  ହୀରାକୁଦ ଗେଟ୍‌ ଖୋଲିବା ପରେ ରାଜୁଆ, ମଲାଗୁଣୀ ଓ ଦୟା ନଦୀରେ ଜଳସ୍ତର ବୃଦ୍ଧି ପାଇଛି। ଏହାର ପ୍ରଭାବରେ ଖୋର୍ଦ୍ଧ ବ୍ଲକରେ ବନ୍ୟା...

ପଞ୍ଚାୟତିରାଜ ମନ୍ତ୍ରୀଙ୍କ ଦ୍ୱାରା ବିଭିନ୍ନ ପ୍ରକଳ୍ପ ଉଦ୍‌ଘାଟିତ

ଦାରିଙ୍ଗବାଡି,୧୯ା୧୨(ଡି.ଏନ୍‌.ଏ.)-କନ୍ଧମାଳ ଜିଲାର ବିଭିନ୍ନ ବ୍ଲକରେ ପଞ୍ଚାୟତିରାଜ, ପାନୀୟଜଳ, ଗୃହ ନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ପ୍ରତାପ ଜେନାଙ୍କ ଦ୍ୱାରା ବହୁ ପ୍ରକଳ୍ପ ଉଦ୍‌ଘାଟିତ ହୋଇଯାଇଛି।...

ଦମାପଲା ଗ୍ରାମରେ ନୂଆଁଖାଇ ଭେଟ୍‌ଘାଟ୍‌, କବିତା ପାଠୋତ୍ସବ

ଖଡିଆଳ,୧୧।୯(ଡି.ଏନ.ଏ.)-ନୂଆପଡା ଜିଲା ଖଡିଆଳ ବ୍ଲକ ଚିନ୍ଦାଗୁଡା ପଞ୍ଚାୟତ ଦମାପଲା କ୍ଲବ ଗୃହରେ ନୂଆଁଖାଇ ଭେଟ୍‌ଘାଟ୍‌ ଓ କବିତା ପାଠୋତ୍ସବ ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ଅବସରପ୍ରାପ୍ତ...

ବିଡିଓ, ତହସିଲଦାରଙ୍କୁ ସଂଘବଦ୍ଧ ଆକ୍ରମଣ ଉଦ୍ୟମ, ୩ ଅଟକ

ଯାଜପୁର ଅଫିସ,୧୮ା୪: ରସୁଲପୁର ବ୍ଲକ ଅନ୍ତର୍ଗତ ବଡ଼କଇଁଚି ପଞ୍ଚାୟତର ଗୋପୀନାଥପୁର ବଡ଼କଇଁଚି ଗ୍ରାମରେ କିଛି ବ୍ୟକ୍ତି ସଂଘବଦ୍ଧ ଭାବେ ରସୁଲପୁର ବିଡିଓ ଉମାକାନ୍ତ ପରିଡ଼ା ଓ...

ନିର୍ବାଚିତ ପରିଷଦ କାର୍ଯ୍ୟକାଳ ସରିବାର ୧୫ ମାସ ଝୁଲାଇ ରଖାଯାଇଛି ନିର୍ବାଚନ

ବ୍ରହ୍ମପୁର ଅଫିସ,୩୧ା୧୨-ବ୍ରହ୍ମପୁର ମହାନଗର ନିଗମ ନିର୍ବାଚିତ ପରିଷଦ ୫ ବର୍ଷିଆ କାର୍ଯ୍ୟକାଳ ୨୦୧୮ ସେପ୍ଟେମ୍ବର ୩୦ରେ ଶେଷ ହୋଇଛି। ଗତ ୧୫ ମାସ ହେବ ଗଞ୍ଜାମ...

Advertisement
Archives

Model This Week