Posted inଫୁରସତ

ଗଭୀର ନଦୀରେ ବିୟର ବୋତଲ ଖୋଲି ଦେଲା କୁମ୍ଭୀର, ପୂରା ଭିଡିଓ ଦେଖିଲେ…

ପ୍ରତ୍ୟେକ ଦିନ ସୋସିଆଲ ମିଡିଆରେ କିଛିନା କିଛି ଭିଡିଓ ଭାଇରାଲ ହୋଇଥାଏ। ବର୍ତ୍ତମାନ ଭାଇରାଲ ହେଉଥିବା ଭିଡିଓକୁ ଦେଖିଲେ ଯେ କେହି ଆଶ୍ଚର୍ଯ୍ୟ ହୋଇଯିବ। ଏହି ଭିଡିଓଟି ଆମେରିକାର ଫ୍ଲୋରିଡା ସହରର। ଭିଡିଓରେ ଦେଖିବାକୁ ମିଳୁଛି ନଦୀର ନୀଳ ଜଳରାଶିରେ ଡଙ୍ଗାରେ ଯାତ୍ରା କରୁଥିବା କିଛି ଯୁବକ ବିୟର ବୋତଲ ଖୋଲିବାକୁ କୁମ୍ଭୀର ସାହାର୍ଯ୍ୟ ନେଉଛନ୍ତି। ପ୍ରଥମେ ସେମାନେ ବୋତଲ ଖୋଲିବାକୁ ଚେଷ୍ଟା କରୁଛନ୍ତି। ଏହାକୁ ନ ଖୋଲିପାରି ନଦୀରେ ଥିବା ଏକ କୁମ୍ଭୀରକୁ ଦେଖାଉଛନ୍ତି। କୁମ୍ଭୀର ଏହାକୁ ଖୋଲିହେଉଛି। ପରେ ଯୁବକ ଜଣକ ଏହାକୁ ପିଉଛନ୍ତି। ଯେଉଁଠାରେ କୁମ୍ଭୀରକୁ ପ୍ରାୟ ସମସ୍ତେ ଭୟ କରୁଥିବା କରନ୍ତି ସେଠାରେ ଏହି ଯୁବକମାନେ ଦୁଃସାହସିକ କାର୍ଯ୍ୟ କରିଛନ୍ତି। ଯଦି କୁମ୍ଭୀର ଆକ୍ରମଣ କରିଥାନ୍ତା ଏହା ତାଙ୍କ ଉପରେ ମହଙ୍ଗା ପଡ଼ିଥାନ୍ତା ମାତ୍ର ସେପରି କିଛି ହୋଇନାହିଁ। ଏଭି ଭିଡିଓକୁ @ ୱାଲଷ୍ଟ୍ରିଟ ସିଲଭ ସହିତ ଏକ୍ସରେ ଶେୟାର କରିଛନ୍ତି। କ୍ୟାପସନ୍‌ ଲେଖିଛନ୍ତି, ଫ୍ଲୋରିଡାର ଜଣେ ବ୍ୟକ୍ତି ବିୟର କ୍ୟାନ ଖୋଲିବା ପାଇଁ ଏକ ଆଲିଗେଟର ବ୍ୟବହାର କରନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପଞ୍ଚାୟତ ନିର୍ବାଚନ ପାଇଁ ସଂଗଠନ ସୁଦୃଢ଼ କରିବାକୁ କଂଗ୍ରେସର ଆହ୍ବାନ

ଥୁଆମୂଳ ରାମପୁର,୨୨ା୬(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁରସ୍ଥିତ ବରଙ୍ଗା ତୋଟାଠାରେ ଥୁଆମୂଳ ରାମପୁର ପଞ୍ଚାୟତ କଂଗ୍ରେସ କମିଟି ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ କର୍ମୀ ସମ୍ମିଳନୀ ଅନୁଷ୍ଠିତ…

ସ୍ବିଜରଲ୍ୟାଣ୍ଡ ବୈଠକ ଶେଷ: ହର୍ମୁଜରେ ହଟିଲା ଅବରୋଧ, ସମ୍ପତ୍ତି ଫ୍ରିଜ ଆରମ୍ଭ, ହେଲେ ଏବେବି ବାକି ଅଛି…

ତେହରାନ,୨୨।୬: ସ୍ବିଜରଲ୍ୟାଣ୍ଡରେ ଆମେରିକା ଏବଂ ଇରାନ ମଧ୍ୟରେ ବୈଠକ ଶେଷ ହୋଇଛି। ଇରାନ ବୈଠକ ଶେଷ ହେବାର ଘୋଷଣା କରିଛି ଏବଂ ସମାଧାନ ହୋଇଥିବା ସମସ୍ୟାଗୁଡ଼ିକୁ ଉଲ୍ଲେଖ…

ତୁର୍କୀରେ ଇତିହାସ ରଚିଲେ କଳାହାଣ୍ଡି ପୁଅ ଆକାଶ, ଭାରତ ପାଇଁ ଆଣିଲେ…

ଭବାନୀପାଟଣା,୨୨ା୬(ଉତ୍ତମ କୁମାର ଦାଶ): ତୁର୍କୀ ଦେଶର ମରସିନ ସହରରେ ଗତ ୧୮ରୁ ଚାଲିଥିବା ଓ୍ବାଲର୍‌ଡ ଆବିଲିଟିସ୍ପୋର୍ଟ ୟୁଥ୍‌ ଗେମ୍ସ-୨୦୨୬ରେ କଳାହାଣ୍ଡି ପୁଅ ଆକାଶ ରଞ୍ଜନ ମୁଣ୍ଡ ଇତିହାସ…

ଏଇ ଭାରତରେ

ଦିଲ୍ଲୀର ‘ମାଠିଆ ମଣିଷ’ ନଟରାଜନ- ଏଭଳି ସମ୍ବୋଧନ ଅଜବ ଲାଗୁଥିଲେ ବି ଏହା ପଛରେ ରହିଛି ଏକ ବାସ୍ତବ କାହାଣୀ। ନଟରାଜନ ଦିଲ୍ଲୀର ଲୋକଙ୍କୁ ଥଣ୍ଡା ମାଠିଆ…

ପୁଞ୍ଜି ବଜାରରେ ଅବିଶ୍ୱାସ

ଞ୍ଜି ବଜାର ଏକ ଦେଶର ଅର୍ଥନୀତିର ଦର୍ପଣ ସଦୃଶ। ଏହା କେବଳ ଶେୟାର ଓ ଅନ୍ୟାନ୍ୟ ଆର୍ଥିକ ସମ୍ପତ୍ତିର କାରବାର ସ୍ଥଳ ନୁହେଁ, ବରଂ ଏହା ସଞ୍ଚୟ…

ସତ୍ୟର ପ୍ରୟୋଗ ବନାମ କାଳର ପ୍ରଭାବ

ବଡ଼ ବଡ଼ ମାଛ ଛୋଟ ଛୋଟ ମାଛକୁ ଖାଇ ସଫା କରିଦେଲା ପରି ବଡ଼ ବଡ଼ ଖବର ଦାଉରେ ଆଜିକାଲି ଛୋଟ ଛୋଟ ଖବର ଆଖିରେ ପଡ଼ୁନାହାନ୍ତି।…

ଇସ୍ତଫା ଦେବେ ବ୍ରିଟେନ୍‌ ପ୍ରଧାନମନ୍ତ୍ରୀ

ଲଣ୍ଡନ,୨୨ା୬: ବ୍ରିଟେନ୍‌ ପ୍ରଧାନମନ୍ତ୍ରୀ ପଦରୁ କିର୍‌ ଷ୍ଟାର୍ମର ଇସ୍ତଫା ଦେବାକୁ ଯାଉଥିବା ରବିବାର ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ କହିଛନ୍ତି। ଆଣ୍ଡି ବର୍ନହାମ୍‌ଙ୍କୁ ନୂଆ ପ୍ରଧାନମନ୍ତ୍ରୀ ଭାବେ…

ଜାଣନ୍ତି କି କାହିଁକି ଖରାପ ହୁଏ କିଡ୍‌ନୀ?

କିଡ୍‌ନୀ ଏପରି ଏକ ଅଙ୍ଗ ଯାହାର କାର୍ଯ୍ୟ ଅକ୍ଷମତା ଅନେକ ଡେରିରେ ଧରାପଡ଼େ। ଅଙ୍ଗଟି ପ୍ରାୟ ୮୦-୯୦ ଶତାଂଶ ଅକ୍ଷମ ନ ହୋଇପଡ଼ିବାର ପୂର୍ବ ପର୍ଯ୍ୟନ୍ତ ରୋଗୀକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri