Posted inଖେଳ

ବିସିସିଆଇରୁ ବିଦାୟ ନେବେ ଗାଙ୍ଗୁଲି, ଜାଣନ୍ତୁ ତାଙ୍କ ସ୍ଥାନରେ କିଏ ଅଛନ୍ତି ପ୍ରମୁଖ ଦାବିଦାର…

ମୁମ୍ବାଇ,୭।୧୦: ଭାରତର ପୂର୍ବତନ ଅଧିନାୟକ ତଥା ବର୍ତ୍ତମାନର ବିସିସିଆଇ ସଭାପତି ସୌରଭ ଗାଙ୍ଗୁଲି ଆସନ୍ତା ସପ୍ତାହରେ ବୋର୍ଡରୁ ବିଦାୟ ଦେଇପାରନ୍ତି। ଗାଙ୍ଗୁଲି ତାଙ୍କ କାର୍ଯ୍ୟକାଳ ମଧ୍ୟରେ ଅନେକ ବଡ଼ ନିଷ୍ପତ୍ତି ନେଇଛନ୍ତି। ତେବେ ନିକଟରେ ବରିଷ୍ଠ ଅଧିକାରୀଙ୍କ ଏକ ରାଉଣ୍ଡ ବୈଠକ ଅନୁଷ୍ଠିତ ହୋଇଛି,ଯେଉଁଥିରେ ପରବର୍ତ୍ତୀ ନିର୍ବାଚନ ଉପରେ ଆଲୋଚନା କରାଯାଇଥିଲା। ତେବେ ଆସନ୍ତା ସପ୍ତାହରେ ଦିଲ୍ଲୀରେ ପରବର୍ତ୍ତୀ ବୈଠକ ହେବ ବୋଲି ଆଶା କରାଯାଉଛି। ଉକ୍ତ ବୈଠକରେ ଆସନ୍ତା ବିସିସିଆଇ ନିର୍ବାଚନ ରାଜ୍ୟ ସଙ୍ଗଠନମାନେ ସେମାନଙ୍କ ମତାମତ ରଖିବେ।

ତେବେ ୧୯୮୩ ବିଶ୍ୱକପ ବିଜେତା ଦଳର ସଦସ୍ୟ ଥିବା ପୂର୍ବତନ ଅଲରାଉଣ୍ଡର ରୋଜର ବିନି ବିସିସିଆଇ ସଭାପତି ସୌରଭ ଗାଙ୍ଗୁଲିଙ୍କ ସ୍ଥାନ ନେବା ଲାଗି ସବୁଠାରୁ ବଡ ଦାବିଦାର ବୋଲି ବିବେଚନା କରାଯାଉଛି। ଜୟ ଶାହା ବିସିସିଆଇ ସଚିବ ଭାବରେ କାର୍ଯ୍ୟ କରିବେ। ନିକଟରେ ସୁପ୍ରିମକୋର୍ଟରୁ ଗାଙ୍ଗୁଲି ଏବଂ ଶାହାଙ୍କୁ ସେମାନଙ୍କ କାର୍ଯ୍ୟାଳୟର ଦାୟିତ୍ୱ ଜାରି ରଖିବାକୁ ଅନୁମତି ମିଳିଥିଲା। ଏପରିକି ଭାରତୀୟ ବୋର୍ଡକୁ ମଧ୍ୟ ଏହାର ସମ୍ବିଧାନରେ ସଂଶୋଧନ କରିବାକୁ ଅନୁମତି ଦିଆଯାଇଥିଲା। ବିସିସିଆଇ ଏବେ ଅଧ୍ୟକ୍ଷ, ଉପାଧ୍ୟକ୍ଷ, ସଚିବ, ଯୁଗ୍ମ ସଚିବ ଏବଂ କୋଷାଧ୍ୟକ୍ଷଙ୍କ ପାଇଁ ନିର୍ବାଚନ କରିବ ବୋଲି କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ପାଣ୍ଡିଆନଙ୍କ ଭୂମିକାକୁ ନେଇ ଏମିତି କହିଲେ ସମ୍ବିତ ରାଉତରାୟ, କହିଲେ ୨୦୨୬ରେ ବହୁତ କିଛି…

ଭୁବନେଶ୍ୱର,୨୧ା୧୨: ୨୦୨୬ରେ ବହୁତ କିଛି ହେବ। କିଛି ମେଳି ନାହିଁ ବୋଲି କହିଛନ୍ତି ବିଜେଡି ନେତା ସମ୍ବିତ ରାଉତରାୟ। ସେ କହିଛନ୍ତି, ରାଜନୀତି କଲେ ଚର୍ଚ୍ଚା...

ଥାନାରେ ଏତଲା ଦେଲେ ହ୍ୟୁମାନ ସାଗରଙ୍କ ମା, ମୋ’ ପୁଅକୁ…

କଟକ,୨୧ା୧୨: ଓଡ଼ିଶାର ଜଣାଶୁଣା କଣ୍ଠଶିଳ୍ପୀ ହ୍ୟୁମାନ ସାଗରଙ୍କ ମୃତ୍ୟୁ ମାମଲାରେ ଥାନାରେ ଏତଲା ଦିଆଯାଇଛି। ତେବେ କଟକ ମର୍କତ ନଗର ଥାନାରେ ଏତଲା ଦେଇଛନ୍ତି ହ୍ୟୁମାନଙ୍କ...

ବାସୁଦେବପୁରରେ ଭୟଙ୍କର ଦୁର୍ଘଟଣା: ହାଇଓ୍ବା- ଟ୍ରେଲର ମୁହାଁମୁହିଁ ଧକ୍କା

ବାସୁଦେବପୁର,୨୧।୧୨(କାଳୀପଦ ରାୟ): ବାସୁଦେବପୁର ବ୍ଲକ ଅଧୀନ ଜାମଝାଡି, ଧାମରା ରାସ୍ତାର ମାତାଜୀ ମଠ ଛକଠାରେ ଏକ ହାଇଓ୍ବା ଓ ଟ୍ରେଲର ମୁହାଁମୁହିଁ ଧକ୍କା ହୋଇଛନ୍ତି। ହାଇଓ୍ବାଟି...

କାହିଁକି ଭଡ଼ା ବୃଦ୍ଧି କଲା ରେଳ ବିଭାଗ ଜାଣନ୍ତୁ…

ନୂଆଦିଲ୍ଲୀ,୨୧ା୧୨: ଭାରତୀୟ ରେଳ ବିଭାଗ ୨୬ ଡିସେମ୍ବରରୁ ଯାତ୍ରୀ ଭଡ଼ାରେ ପରିବର୍ତ୍ତନ ଘୋଷଣା କରିଛି। ତେବେ ଏହି ଭଡ଼ା ବୃଦ୍ଧି ପଛରେ ମୁଖ୍ୟ କାରଣ ହେଉଛି...

ବ୍ୟାଟରୁ ବିଜନେସ, କେମିତି ୧୦୦୦କୋଟିର ସାମ୍ରାଜ୍ୟ ଠିଆ କଲେ ବିରାଟ? ଜାଣନ୍ତୁ…

ନୂଆଦିଲ୍ଲୀ,୨୧।୧୨: ଯେତେବେଳେ ବିରାଟ କୋହଲି ପଡ଼ିଆରେ ଚୌକା ଏବଂ ଛକା ମାରିଥାନ୍ତି, ଷ୍ଟାଡିୟମ କରତାଳିରେ ପ୍ରତିଧ୍ୱନିତ ହୋଇଯାଏ। କିନ୍ତୁ ବହୁତ କମ ଲୋକ ଜାଣନ୍ତି ଯେ...

ବିଜେଡିକୁ ନେଇ ଏମିତି କହିଲେ ଅଶୋକ ପଣ୍ଡା, ଭାଜପା କଂଗ୍ରେସରେ ଯେଭଳି…

ଭୁବନେଶ୍ୱର,୨୧ା୧୨: ବିଜେଡିକୁ ନେଇ ବରିଷ୍ଠ ନେତା ଅଶୋକ ପଣ୍ଡା ଏକ ବୟାନ ଦେଇଛନ୍ତି। ସେ କହିଛନ୍ତି, ଭାଜପା-କଂଗ୍ରେସରେ ଯେଭଳି କନ୍ଦଳ ଥିଲା ବିଜେଡିରେ ସେଭଳି ନାହିଁ...

ସାଜସଜ୍ଜା ଅନନ୍ୟ, ଅପେକ୍ଷାରେ ଅଭିନୟ

ବରଗଡ଼,୨୧।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା। ଆସନ୍ତା ୨୪ରୁ ଏହି ମହୋତ୍ସବ ଆରମ୍ଭ ହେବ। ୨୦୨୬ ଜାନୁଆରୀ ୩ ପର୍ଯ୍ୟନ୍ତ ଏହା ଚାଲିବ।...

ବଡ଼ ଖବର: ୨୬ ଡିସେମ୍ୱରରୁ ମହଙ୍ଗା ହେବ ଟ୍ରେନଯାତ୍ରା, ଜେନରାଲ ସିଟ୍‌ ପାଇଁ ଦେବାକୁ ପଡିବ ଏତେ ଟଙ୍କା

ନୂଆଦିଲ୍ଲୀ,୨୧।୧୨: ଯାତ୍ରୀଗଣ ଦୟାକରି ଧ୍ୟାନ ଦିଅନ୍ତୁ। ଟ୍ରେନରେ ଯାତ୍ରା କରୁଥିଲେ ଆପଣଙ୍କ ପାଇଁ ଜରୁରୀ ଖବର। ଟ୍ରେନରେ ଯାତ୍ରା କରିବା ଏବେ ପଡିପାରେ ମହଙ୍ଗା। ଡିସେମ୍ୱର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri