Posted inଖେଳ

ଶେଷ ମ୍ୟାଚରେ ପାର୍ଟନର ହୋଇ ଖେଳିବେ ଫେଡରର

ଲଣ୍ଡନ,୨୨ା୯: ଶୁକ୍ରବାର ଲାଭର କପ୍‌ରେ ପୁରୁଷ ଡବଲ୍ସରେ ରୋଜର ଫେଡେରର ଓ ରାଫାଲ ନାଡାଲ ପାର୍ଟନର ହୋଇ ଖେଳିବେ। ଫେଡରରଙ୍କ କ୍ୟାରିୟରର ଏହା ଶେଷ ମ୍ୟାଚ ବୋଲି ସେ ପୂର୍ବରୁ ଘୋଷଣା କରିସାରିଛନ୍ତି। ଫେଡେରର ହେଉଛନ୍ତି ୨୦ ଗ୍ରାଣ୍ଡସ୍ଲାମ ବିଜେତା। ତାଙ୍କ ଦୀର୍ଘ ଦିନର ପ୍ରତିଦ୍ୱନ୍ଦ୍ୱୀ ୨୨ଗ୍ରାଣ୍ଡସ୍ଲାମ ସହ ପୁରୁଷ ବିଭାଗରେ ରେକର୍ଡ ପ୍ରତିଷ୍ଠା କରିଛନ୍ତି। ଏହି ଯୋଡ଼ି ୟୁରୋପ ଟିମ୍‌ ତରଫରୁ ଓ୍ବାଲର୍‌ଡ ଟିମ୍‌ ଯୋଡ଼ି ୟୁଏସ୍‌ ଓପନ ସେମିଫାଇନାଲିଷ୍ଟ ଫ୍ରାନ୍‌ସେସ୍‌ ଟିଆଫୋ ଓ ଜ୍ୟାକ୍‌ ସକ୍‌ଙ୍କ ବିପକ୍ଷରେ ଖେଳିବେ। ପ୍ରତିଯୋଗିତାର ପ୍ରଥମ ଦିବସରେ ଏହି ମ୍ୟାଚ ଖେଳାଯିବ ବୋଲି ଫେଡେରରଙ୍କ ମ୍ୟାନେଜମେଣ୍ଟ କମ୍ପାନୀ ପକ୍ଷରୁ ଗୁରୁବାର ଘୋଷଣା କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସିଲେଟପଡାଠାରୁ କୁଶୁର୍ଲା ଛକ ପର୍ଯ୍ୟନ୍ତ ରାସ୍ତା ମରାମତି ଦାବି: ପ୍ରତିଶ୍ରୁତି ମିଳିବା ପରେ ଧାରଣା ପ୍ରତ୍ୟାହୃତ

କର୍ଲାମୁଣ୍ଡା,୮।୪(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଜୋରାଡବରା ପଞ୍ଚାୟତ କୁଶୁର୍ଲା ହରଗୌରୀ ମନ୍ଦିର ଛକ ଠାରୁ ସିଲେଟପଡା ରାସ୍ତା ମରଣଯନ୍ତା ପାଲଟିଛି। ଉକ୍ତରାସ୍ତାର ମରାମତି…

ମାମୁଘର ଗାଁକୁ ଯାତ୍ରା ଦେଖିବାକୁ ଆସିଥିଲେ ଭଣଜା: ମିଳିଲା ଗୋଡ଼ହାତ ଅଲଗା ହୋଇଥିବା ମୃତଦେହ

ନନ୍ଦପୁର,୧୧ା୪(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ଦେଇ ଯାଇଥିବା ବିଶାଖାପାଟଣା-କିରାଣ୍ଡୁଳ ସଂଯୋଗୀ କେକେ ରେଳପଥରେ ମାଳି ବେଲଗାଁ ପଞ୍ଚାୟତ ଖୁଜେଲ ଗ୍ରାମ ନିକଟ ରେଳଧାରଣାରେ ଶନିବାର…

ବଢ଼ିଲା ତାତି: ଆଜିଠୁ ୬ ଦିନ ଅସହ୍ୟ ସ୍ଥିତି

ଭୁବନେଶ୍ୱର,୧୧ା୪(ବନ୍ଦନା ସେଠୀ):ରାଜ୍ୟରେ ପୁଣି ପାରଦ ଉପରମୁହଁା ହୋଇଛି। ଝଡ଼ବର୍ଷା କମିଯିବା ପରେ ଗରମ ଓ ଗୁଳୁଗୁଳି ଆରମ୍ଭ ହୋଇଛି। ଗୁରୁବାର ରାଜ୍ୟର ସର୍ବାଧିକ ତାପମାତ୍ରା ବୌଦ୍ଧରେ ୩୮.୯…

ମା’ ଦଣ୍ଡକାଳୀଙ୍କ ଯାତ୍ରା: ମହୁରୀ, ଢୋଲ ଶବ୍ଦରେ ପ୍ରକମ୍ପିତ ହେଲା ସହର

ଗଞ୍ଜାମ,୧୧।୪(ବିଦ୍ୟାଧର ସାହୁ ) : ଆଉ ଚାରି ଦିନ ପରେ ମା’ ଦଣ୍ଡ କାଳୀଙ୍କ ଯାତ୍ରା ସମାପନ ହେବ । ଆସନ୍ତା ମେରୁ ଯାତ୍ରା ପରେ ନିଜ…

ମୁହଁରେ ତୁଣ୍ଡି ବାନ୍ଧି ଦେଇଛନ୍ତି ୩ ଦଳ: ସିଜିମାଳି ଘଟଣାରେ ସମସ୍ତେ ନୀରବ

ଭୁବନେଶ୍ୱର,୧୧।୪(ସୁନିତ୍‌ ମିଶ୍ର): ରାୟଗଡ଼ା ଜିଲା କାଶୀପୁର ବ୍ଲକ୍‌ର ସିଜିମାଳି ବକ୍ସାଇଟ୍‌ ଖଣିକୁ ୨୦୨୩ ଫେବୃଆରୀ ୨୧ରେ ବେଦାନ୍ତ ଲିଜ୍‌ ନେଇଥିଲା। ସେବେଠାରୁ ଏହାକୁ ସ୍ଥାନୀୟ ଆଦିବାସୀ ଲୋକମାନେ…

ଛେଲବାହାଲ ଗ୍ରାମବାସୀଙ୍କ ଆନ୍ଦୋଳନ ଚେତାବନୀ: ବାଲିଘାଟ ଲିଜ୍‌ ଋଦ୍ଦ ଦାବି

ଲୋଇସିଂହା,୧୧।୪(ସୁଶାନ୍ତ ବାରିକ):ପାନୀୟ ଜଳ ଯୋଗାଣ ବ୍ୟାହତ ଯୋଗୁ ବଲାଙ୍ଗୀର ଜିଲା ଲୋଇସିଂହା ତହସିଲ ଅଧୀନ ଛେଲବାହାଲ ବାଲିଘାଟ ଲିଜ୍‌କୁ ରଦ୍ଦ କରିବାକୁ ଛେଲବାହାଲ ଗ୍ରାମବାସୀ ସ୍ଥାନୀୟ ବିଧାୟକ…

ପ୍ରେମିକ ସହ ମିଶି ସ୍ବାମୀଙ୍କୁ ହତ୍ୟାକଲେ ସ୍ତ୍ରୀ, ଏମିତି ରଚିଥିଲେ ଷଡ଼ଯନ୍ତ୍ର

ଭୋପାଳ,୧୧ା୪: ରୋମାଞ୍ଚକର କ୍ରାଇମ୍‌ ଥ୍ରିଲର ଭଳି ଲାଗୁଥିବା ଏକ ସତ୍ୟ ଘଟଣା ମଧ୍ୟପ୍ରଦେଶର ଧର୍‌ ଅଞ୍ଚଳରେ ସାମନାକୁ ଆସିଛି, ଯାହା ପଛରେ ପ୍ରତାରଣା, ଅପମାନ ଓ ସୁଚିନ୍ତିତ…

ଝିଅର ମୃତଦେହ ସହିତ ପ୍ରାୟ ପାଞ୍ଚ ମାସ ଧରି ରହୁଥିଲେ ବାପା: ହଠାତ୍‌ ଦିନେ ଘଟିଲା…

ଲକ୍ଷ୍ନୌ,୧୧।୪: ଉତ୍ତର ପ୍ରଦେଶର ମିରଟ ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଏବଂ ହୃଦୟ ବିଦାରକ ଘଟଣା ସାମ୍ନାକୁ ଆସିଛି। ସଦର ପୋଲିସ ଷ୍ଟେଶନ ଅଞ୍ଚଳର ଜଣେ ବାପା ତାଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri