ଜନ୍ମଦିନରେ ସ୍ବାମୀଙ୍କଠାରୁ ଏମିତି ଖାସ୍‌ ପ୍ରତିଶ୍ରୁତି ପାଇଲେ ନେହା କକ୍କର

ବଲିଉଡ୍‌ ଗାୟିକା ନେହା କକ୍କର ଆଜି ନିଜର ୩୩ତମ ଜନ୍ମଦିନ ପାଳନ କରୁଛନ୍ତି। ବିବାହ ପରେ ଏହା ତାଙ୍କର ପ୍ରଥମ ଜନ୍ମଦିନ। ସ୍ବାମୀ ରୋହନପ୍ରୀତ ସିଂଙ୍କ ସହ ଏହି ଜନ୍ମଦିନକୁ ଅତି ସ୍ବତନ୍ତ୍ର ଭାବରେ ସେ ପାଳନ କରିଛନ୍ତି। ରୋନପ୍ରୀତ ଏହି ଅବସରରେ ସୋସିଆଲ ମିଡିଆରେ ନେହାଙ୍କୁ ଏକ ବିଶେଷ ଢଙ୍ଗରେ ଶୁଭେଚ୍ଛା ଜଣାଇ ସମସ୍ତଙ୍କ ଜଣାଇଛନ୍ତି। କେବଳ ଏତିକି ନୁହେଁ, ସେ ଜୀବନର ପ୍ରତ୍ୟେକ ମିନିଟରେ ତାଙ୍କୁ ଭଲ ପାଇବାକୁ ପ୍ରତିଶ୍ରୁତି ମଧ୍ୟ ଦେଇଛନ୍ତି।
ରୋହନପ୍ରୀତ ସିଂ ବିବାହ ପରେ ନେହା କକ୍କରଙ୍କ ପ୍ରଥମ ଜନ୍ମଦିନରେ ଏକ ସୁନ୍ଦର ଫଟୋ ସହିତ ଏକ ପୋଷ୍ଟ ଶେୟାର କରିଛନ୍ତି, ଫଟୋରେ ନେହା ତାଙ୍କ ସ୍ବାମୀମୀଙ୍କ କୋଳାଗ୍ରତ କରିଥିବା ନଜର ଆସିଛନ୍ତି। ସେ ଏହି ଫଟୋ ସହିତ ଏକ ଲମ୍ବା ପୋଷ୍ଟ ଲେଖିଛନ୍ତି । ସେ ଲେଖିଛନ୍ତି- ମୋ ପ୍ରେମର ମୋର ରାଣୀ ନେହା କକ୍କର, ଆଜି ତୁମର ଜନ୍ମଦିନ। ମୁଁ ଆଜି ପର୍ଯ୍ୟନ୍ତ ଯେତିକି ତୁମର ଯତ୍ନ ନେଇଛି ଆଗାମୀ ଦିନରେ ମୁଁ ତୁମର ଅଧିକ ଯତ୍ନ ନେବି। ତୁମେ ମୋତେ ପ୍ରତ୍ୟେକଥର ବହୁତ ମିଠା ଲାଗୁଛ! ମୁଁ ତୁମକୁ ପ୍ରତିଜ୍ଞା କରୁଛି ଯେ ମୁଁ ମଧ୍ୟ ତୁମକୁ ସମସ୍ତ ଖୁସି ଦେବି। ମୁଁ ତୁମ ସ୍ବାମୀ ହୋଇଥିବାରୁ ଗୌରବାନ୍ବିତ ମନେ କରୁଛି ବୋଲି ରୋହନ କହିଛନ୍ତି। ଦୁହେଁ ଗତ ବର୍ଷ ଅର୍ଥାତ୍‌ ଅକ୍ଟୋବର ୨୦୨୦ରେ ବିବାହ କରିଥିଲେ। ବିବାହ ପରେ ରୋହନ ଏବଂ ନେହା ପ୍ରାୟତଃ ସୋସିଆଲ ମିଡିଆରେ ଫଟୋ ଶେୟାର କରି ପରସ୍ପରକୁ ପ୍ରେମ କରନ୍ତି।

 Rohanpreet Singh, Neha Kakkar birthday special, Neha Kakkar birthday, Neha Kakkar, Rohanpreet Singh Special Post, Rohanpreet Singh feelings to Neha, Rohanpreet promised Neha Kakkar, नेहा कक्कड़, रोहनप्रीत


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?