ଭେଣ୍ଟିଲେଟରରେ ରୋହିତ ବଳ

ମୁମ୍ବାଇ,୨୮।୧୧: ପ୍ରସିଦ୍ଧ ଫ୍ୟାଶନ ଡିଜାଇନର୍‌ ରୋହିତ ବଳଙ୍କ ସ୍ବାସ୍ଥାବସ୍ଥା ଗୁରୁତର ହୋଇଯାଇଛି ଏବଂ ତାଙ୍କୁ ଭେଣ୍ଟିଲେଟରରେ ରଖାଯାଇଛି। ଖବର ଅନୁଯାୟୀ, ତାଙ୍କ ଅବସ୍ଥା ଗୁରୁତର ରହିଛି ଏବଂ ତାଙ୍କୁ ଏନସିଆରର ମେଦାନ୍ତ ହସ୍ପିଟାଲରେ ଭେଣ୍ଟିଲେଟରରେ ରଖାଯାଇଛି। ରୋହିତ ବଳଙ୍କ ସ୍ବାସ୍ଥ୍ୟ ବିଷୟରେ ଆସୁଥିବା ଖବର ବି-ଟାଉନ ସେଲିବ୍ରିଟ ଏବଂ ସେମାନଙ୍କ ପ୍ରଶଂସକଙ୍କୁ ଚିନ୍ତାରେ ପକାଇଛି। ସୂଚନା ଅନୁଯାୟୀ, ବର୍ତ୍ତମାନ ରୋହିତଙ୍କ ସ୍ବାସ୍ଥ୍ୟରେ ଉନ୍ନତି ଆସୁନାହିଁ।
ତାଙ୍କ ସ୍ବାସ୍ଥ୍ୟରେ ଉନ୍ନତି ପାଇଁ ସମସ୍ତେ ପ୍ରାର୍ଥନା କରୁଛନ୍ତି। ୨୦୧୦ରେ ତାଙ୍କର ଏକ ବଡ଼ ଆଟାକ୍‌ ହୋଇଥିଲା ଏବଂ ଏହି କାରଣରୁ ତାଙ୍କ ସ୍ବାସ୍ଥ୍ୟ ଅବସ୍ଥା ଖରାପ ହୋଇଯାଇଥିଲା। ଏହି ଆଟାକ୍‌ ପରେ ସେ କିଛି ସମୟ ପାଇଁ ଅନେକ କମ୍ପଲିକେଶନର ସମ୍ମୁଖୀନ ହୋଇଥିଲେ।
ରୋହିତଙ୍କ ବିଷୟରେ ଆସୁଥିବା ଖବର ଅନୁଯାୟୀ ତାଙ୍କ ଅବସ୍ଥା ଗୁରୁତର ଏବଂ ତାଙ୍କୁ ଭେଣ୍ଟିଲେଟରରେ ରଖାଯାଇଛି। ତାଙ୍କର ବି ଟାଉନ ସାଙ୍ଗମାନେ ରୋହିତଙ୍କୁ ନେଇ ବହୁତ ଚିନ୍ତିତ। ସୂଚନାଯୋଗ୍ୟ, ଏହି ଫ୍ୟାଶନ ଡିଜାଇନର ୮ ମେ ୧୯୬୧ରେ ଶ୍ରୀନଗରରେ ଜନ୍ମଗ୍ରହଣ କରିଥିଲେ, ତାଙ୍କ ଡିଜାଇନ ମାଧ୍ୟମରେ ସେ ସମସ୍ତଙ୍କୁ ପ୍ରଭାବିତ କରିଛନ୍ତି। ସେ ଅନେକ ବଲିଉଡ ସେଲିବ୍ରିଟିଙ୍କ ପାଇଁ ପୋଷାକ ଡିଜାଇନ କରିଛନ୍ତି। ରୋହିତ ନ୍ୟାସନାଲ ଇନଷ୍ଟିଚ୍ୟୁଟ ଅଫ ଫ୍ୟାଶନ ଟେକ୍ନୋଲୋଜିରୁ ଫ୍ୟାଶନ ଡିଜାଇନ ଅଧ୍ୟୟନ କରିଥିଲେ ଏବଂ ଏହା ପରେ ସେ ଡିଜାଇନ ଇଣ୍ଡଷ୍ଟ୍ରିରେ ସ୍ବାଧୀନ ଭାବରେ କାର୍ଯ୍ୟ କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଯୁଦ୍ଧକାଳୀନ ଭିତ୍ତିରେ ଆରମ୍ଭ କରାଯିବ କାମ: ଛତ୍ରପୁର ବିଧାୟକ ଦେଲେ କଡ଼ା ନିର୍ଦ୍ଦେଶ

ଛତ୍ରପୁର,୧୭।୮(ଦିଲ୍ଲୀପ ସାମଲ): ଆର୍ଯ୍ୟପଲ୍ଲୀ ପ୍ରଭାବିତ ଅଞ୍ଚଳରେ ସମୁଦ୍ର କୂଳ ସୁରକ୍ଷା ଓ କ୍ଷୟ ରୋକିବା ଦାବିରେ ଚାଲିଥିବା ଆନ୍ଦୋଳନ ମଧ୍ୟରେ ସୋମବାର ସନ୍ଧ୍ୟାରେ ଗଞ୍ଜାମ ଜିଲାପାଳଙ୍କ ସମ୍ମିଳନୀ…

ଶୋଇଥିଲେ ୭ ବର୍ଷର ଶିଶୁ, କାମୁଡ଼ିଲା ସାପ: ଆଉ ତା’ପରେ…

ନର୍ଲା,୧୭।୮(ସନ୍ତୋଷ ପାତ୍ର)-କଳାହାଣ୍ଡି ଜିଲା ନର୍ଲା ଥାନା ଅନ୍ତର୍ଗତ କମର୍ଦ୍ଧା ପଞ୍ଚାୟତ ଉଲିଗୁଞ୍ଜେର ଗାଁରୁ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଏଠାରେ ସାପ କାମୁଡାରେ ଜଣେ ୭…

JSSC CGL ପରୀକ୍ଷା ବାତିଲ: ଶେଷରେ ଛାତ୍ରଙ୍କ ଆଗରେ ନଇଁଲେ ମୁଖ୍ୟମନ୍ତ୍ରୀ

ରାଞ୍ଚି,୧୭।୮: ରାଞ୍ଚିରେ ଛାତ୍ର ବିରୋଧ ମଧ୍ୟରେ ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ ଏକ ବଡ଼ ଘୋଷଣା କରିଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି, କ୍ୟାବିନେଟ JSSC-CGL ପରୀକ୍ଷା ବାତିଲ କରିବାକୁ…

ଘାଟିରେ ଡାଳିମ୍ବ ବୋଝେଇ ମିନିଟ୍ରକ ଦୁର୍ଘଟଣାଗ୍ରସ୍ତ: ବୁଲାଣିରେ ଘଟିଲା…

ଦାରିଙ୍ଗବାଡି, ୧୭।୮(ଅରୁଣ ସାହୁ): କନ୍ଧମାଳ-ଗଞ୍ଜାମ ଜିଲା ସିମା ଗାଜଲବାଡି ଘାଟିରେ ଏକ ଡାଳିମ୍ବ ବୋଝେଇ ମିନିଟ୍ରକ ଦୁର୍ଘଟଣାଗ୍ରସ୍ତ ହୋଇଛି। ତେବେ ଏହି ଦୁର୍ଘଟଣାରେ କାହାର କିଛି କ୍ଷତି…

କେନାଲ ପାର ହୋଇ ମୃତଦେହ ଦାହ ପ୍ରସଙ୍ଗ, ଗାଁରେ ପହଞ୍ଚିଲା କଂଗ୍ରେସ ଟିମ୍‌

ଗଞ୍ଜାମ,୧୭ା୮(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ଛତ୍ରପୁର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ହୁମା ପଞ୍ଚାୟତ ବାଉଁଶିଆପଡା ଗ୍ରାମ ଶ୍ମଶାନକୁ ରାସ୍ତା ନ ଥିବାରୁ ଲୋକେ ମୃତଦେହ ଦାହ ପାଇଁ…

ଭାରତ-ଆମେରିକା ମଧ୍ୟରେ ବଡ଼ ଡିଲ୍‌: ଟେନ୍‌ସନ୍‌ରେ ଚାଇନା

ନୂଆଦିଲ୍ଲୀ,୧୭।୮:ଇରାନ ସହିତ ସଂଘର୍ଷ ମଧ୍ୟରେ ଭାରତ ପୁଣି ଥରେ ଦୁଇଟି MQ-9 ସି ଗାର୍ଡିଆନ ଡ୍ରୋନ ଲିଜ କରିବା ପାଇଁ ଆମେରିକା ସହିତ ଏକ ଚୁକ୍ତି ସ୍ବାକ୍ଷର…

ଦୁର୍ଘଟଣାରେ ଚାଲିଗଲା ଯୁବକଙ୍କ ଜୀବନ, କ୍ଷତିପୂରଣ ଦାବିରେ ତେଜିଲା ଆନ୍ଦୋଳନ

ପୁରୁଷୋତ୍ତମପୁର,୧୭ା୮(ସବିତା ମିଶ୍ର): ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ବ୍ରହ୍ମପୁର-ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ବାଇଧର ମନ୍ଦିର ନିକଟରେ ସୋମବାର ସନ୍ଧ୍ୟାରେ ଏକ ଡାଲାଗାଡି ଧକ୍କାରେ ଯୁବକଙ୍କ ମୃତ୍ୟୁ ଘଟିଛି। ସେ…

ଇତିହାସ ରଚିଲେ ରବୀନ୍ଦ୍ର ଜାଡେଜା, ଏପରି କରିବାରେ ହେଲେ ଦ୍ୱିତୀୟ ଭାରତୀୟ

ନୂଆଦିଲ୍ଲୀ, ୧୭।୮: ଶ୍ରୀଲଙ୍କା ବିପକ୍ଷରେ ଗଲ୍‌ରେ ଖେଳାଯାଉଥିବା ପ୍ରଥମ ଟେଷ୍ଟ ମ୍ୟାଚରେ ଭାରତୀୟ ସ୍ପିନ ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା ନିଜ ନାମରେ ଏକ ବଡ଼ ରେକର୍ଡ କରିଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri