Posted inଖେଳ

ରୋହିତ ଡ. ଟ୍ରଷ୍ଟର ବ୍ରାଣ୍ଡ୍‌ ଆମ୍ବାସାଡର

ମୁମ୍ବାଇ,୨୯।୧୦(ପି.ଟି.): ଭାରତୀୟ ଅଭିଜ୍ଞ କ୍ରିକେଟର ରୋହିତ ଶର୍ମା ଜଣାଶୁଣା ହେଲ୍‌ଥ କେୟାର କମ୍ପାନୀ ଡ. ଟ୍ରଷ୍ଟର ବ୍ରାଣ୍ଡ୍‌ ଆମ୍ବାସାଡର ନିଯୁକ୍ତ ହୋଇଛନ୍ତି। ଏହି କମ୍ପାନୀ ବ୍ଲଡ୍‌ ପ୍ରେସର, ରକ୍ତରେ ଅମ୍ଳଜାନ ସ୍ତର, ନିଃଶ୍ୱାସ ପ୍ରଶ୍ୱାସ ହାର, ପଲ୍ସ ରେଟ୍‌ ଓ ଅନ୍ୟାନ୍ୟ ସ୍ବାସ୍ଥଗତ ସମସ୍ୟା ନେଇ ମନିଟୋରିଂ ଭିଡିଓ ଉତ୍ପାଦନ କରିଥାଏ। ଡ. ଟ୍ରଷ୍ଟର ନୂଆ ଏକିକୃତ ଅଭିଯାନରେ ରୋହିତ ସାମିଲ ହେବେ। ଟିଭି, ପ୍ରିଣ୍ଟ ଓ ଅନ୍‌ଲାଇନ୍‌ ଚ୍ୟାନେଲଗୁଡକ ସହିତ ଇନ୍‌ଷ୍ଟୋର ରୋଲିଂ ଆଉଟ୍‌ରେ ରୋହିତ ଉପଲବ୍ଧ ହେବେ।
ଆଜିର ଦୁନିଆରେ ସ୍ବାସ୍ଥ୍ୟ ଓ କଲ୍ୟାଣ ଉପରେ ଫୋକସ କରିବାର ଆବଶ୍ୟକତା ରହିଛି। ତେଣୁ ଲୋକଙ୍କୁ ସ୍ବାସ୍ଥ୍ୟ ସମ୍ପର୍କରେ ଅବଗତ କରାଇବା ପାଇଁ ଏଭଳି ଅଭିଯାନର ଆବଶ୍ୟକତା ରହିଛି ବୋଲି ରୋହିତ ଏକ ପ୍ରେସ୍‌ ବିଜ୍ଞପ୍ତିରେ କହିଛନ୍ତି। ରୋହିତ ଜଣେ ଉଚ୍ଚକୋଟୀର କ୍ରୀଡ଼ାବିତ ହେବା ସହିତ ଜଣେ ଦୃଢ ମନୋଭାବ ସମ୍ପନ୍ନ ବ୍ୟକ୍ତି। ସେ ଜଣେ ଷ୍ଟ୍ରଙ୍ଗ୍‌ ସେଲିବ୍ରିଟି। ତେଣୁ ସେ ବ୍ରାଣ୍ଡ ଆମ୍ବାସାଡର ନିଯୁକ୍ତ ହେବା ଦ୍ୱାର ଆମ କମ୍ପାନୀ ଓ ସାଧାରଣ ଲୋକଙ୍କର ହିତସାଧନ ହେବ ବୋଲି ଡ. ଟ୍ରଷ୍ଟର ମାଲିକାନା ହାସଲ କରିଥିବା ନୁରେକା ଲିମିଟେଡର ମୁଖ୍ୟ କାର୍ଯ୍ୟନିର୍ବାହୀ ଆର୍ଯ୍ୟନ ଗୋଏଲ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ହକି ତାରକା ମନପ୍ରୀତଙ୍କ ରେକର୍ଡ, ଫିଟନେସ ପାଇଁ କୋହଲିଙ୍କୁ ଦେଲେ ଶ୍ରେୟ

ନୂଆଦିଲ୍ଲୀ, ୧୮।୬: ଭାରତୀୟ ହକି ତାରକା ମନପ୍ରୀତ ସିଂ ନିକଟରେ ଭାରତ ପକ୍ଷରୁ ସର୍ବାଧିକ ୪୧୩ ମ୍ୟାଚ ଖେଳିବାର ରେକର୍ଡ ଅର୍ଜନ କରିଛନ୍ତି। ମନପ୍ରୀତ ପୂର୍ବତନ ଅଧିନାୟକ…

୨୦୨୭ ଆଇପିଏଲ୍‌ ଆଗୁଆ ହୋଇପାରେ, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୧୮ା୬- ମେ’ ମାସର ଅତ୍ୟଧିକ ଗ୍ରୀଷ୍ମ ପ୍ରବାହରୁ ବର୍ତ୍ତିବା ଲାଗି ବିସିସିଆଇ ଆଇପିଏଲ୍‌କୁ ଆଗୁଆ କରିବାକୁ ଯୋଜନା ଚଳାଇଛି। ଆସନ୍ତା ବର୍ଷଠାରୁ ପରବର୍ତ୍ତୀ ସଂସ୍କରଣ ଲାଗି ମାର୍ଚ୍ଚ…

ମ୍ୟାଚ୍‌ ପୂର୍ବରୁ ଟ୍ରେନିଂ କ୍ୟାମ୍ପ ପାଖରେ ଖସିଲା ଡ୍ରୋନ

ଗୁଆଡାଲାଜାରା,୧୮ା୬: ମେକ୍ସିକୋ ବିପକ୍ଷ ମ୍ୟାଚ୍‌ ପୂର୍ବରୁ ଦକ୍ଷିଣ କୋରିଆର ଜାତୀୟ ଫୁଟବଲ ଦଳର ଟ୍ରେନିଂ କ୍ୟାମ୍ପ ପାଖରେ ଗୁରୁବାର ଉଡ଼ୁଥିବା ଏକ ଡ୍ରୋନକୁ ମେକ୍ସିକାନ ସାମରିକ ବାହିନୀ…

Video: ପ୍ରକୃତ ବିଜୟ ପୂର୍ବରୁ ଉତ୍ସବ ପାଳିଲେ ଖେଳାଳି, ତା’ପରେ ପୁଣି ପଡ଼ିଆକୁ ଫେରିଲେ, ହେଲେ ପୂର୍ବରୁ ଷ୍ଟମ୍ପଗୁଡ଼ିକୁ ଟାଣି ସାରିଥିଲେ

ନୂଆଦିଲ୍ଲୀ,୧୮।୬: ଛତିଶଗଡ଼ କ୍ରିକେଟ ପ୍ରିମିୟର ଲିଗର ତୃତୀୟ ସଂସ୍କରଣରେ ଶେଷ ଓଭରର ଘଟଣାଗୁଡ଼ିକ ବହୁତ ମଜାଦାର ଥିଲା। ପରାଜିତ ଦଳ ସ୍ବାଭାବିକ ଭାବରେ ନିରାଶ ହୋଇଥିଲେ ମଧ୍ୟ,…

ଭାରତ ବିପକ୍ଷ ଟେଷ୍ଟ ପାଇଁ ଇଂଲଣ୍ଡ ଦଳ ଘୋଷଣା; ଦଳର ଅଧିନାୟକ ନୂଆ ଖେଳାଳି

ନୂଆଦିଲ୍ଲୀ,୧୮।୬: ଇଂଲଣ୍ଡ ଏବଂ ୱେଲ୍ସ କ୍ରିକେଟ ବୋର୍ଡ (ECB) ଗୁରୁବାର (ଜୁନ ୧୮) ଭାରତୀୟ ମହିଳା ଦଳ ବିପକ୍ଷରେ ଐତିହାସିକ ଏକମାତ୍ର ଟେଷ୍ଟ ପାଇଁ ୧୫ ଜଣିଆ…

ବୈଭବ ସୂର୍ଯ୍ୟବଂଶୀଙ୍କ ଲଢ଼େଇ ଉପରେ ବିସିସିଆଇ ଦେଲା ଏଭଳି ବୟାନ, ସମସ୍ତେ ଚକିତ

ନୂଆଦିଲ୍ଲୀ, ୧୮।୬: ଭାରତୀୟ ’ଏ’ ଦଳ ବର୍ତ୍ତମାନ ଶ୍ରୀଲଙ୍କା ଗସ୍ତରେ ଅଛନ୍ତି, ଯେଉଁଠାରେ ତ୍ରିଦେଶୀୟ ସିରିଜ (ଟ୍ରାଇ-ନେସନ ସିରିଜ) ଖେଳାଯାଉଛି। ଏହି ସିରିଜରେ ଶ୍ରୀଲଙ୍କା ‘ଏ’ ଏବଂ…

ଏମିତି ରେକର୍ଡ କଲେ ସ୍ମୃତି ମନ୍ଧାନା, କୋଶେ ଦୂରରେ ରିହିବେ ପୁରୁଷ କ୍ରିକେଟର

ନୂଆଦିଲ୍ଲୀ,୧୮।୬: ସ୍ମୃତି ମନ୍ଧାନା ଆଇସିସି ମହିଳା ବିଶ୍ୱକପ 2026 ରେ ତାଙ୍କର କ୍ରମାଗତ ଦ୍ୱିତୀୟ ଅର୍ଦ୍ଧଶତକ ହାସଲ କରିଥିଲେ; ପାକିସ୍ତାନ ବିପକ୍ଷରେ ୬୮ ରନର ଇନିଂସ ପରେ,…

ଫିଫା ବିଶ୍ୱକପ୍‌: ରୋନାଲ୍ଡୋଙ୍କ ରେକର୍ଡ ଭାଙ୍ଗିଲେ ମେସି

ଇଷ୍ଟ ରଦରଫୋର୍ଡ (ଆମେରିକା),୧୮।୬: ଫୁଟ୍‌ବଲ ସୁପର ଷ୍ଟାର ଲିଓନେଲ ମେସିଙ୍କ ହାଟ୍ରିକ୍‌ ଗୋଲ ବଳରେ ଡିଫେଣ୍ଡିଂ ଚାମ୍ପିୟନ ଆର୍ଜେଣ୍ଟିନା ୩-୦ ଗୋଲରେ ଆଲ୍‌ଜେରିଆକୁ ପରାସ୍ତ କରିଛି। ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri