Posted inଖେଳ

ଛକା, ଚୌକା ବର୍ଷା ଭାଙ୍ଗିଲା ରେକର୍ଡ

ଆବୁଧାବି,୮।୧୦: ପ୍ଲେ-ଅପ୍‌ରେ ସ୍ଥାନ ପାଇବା ପାଇଁ ସନରାଇଜର୍ସ ହାଇଦ୍ରାବାଦ୍‌ ବିପକ୍ଷ ମ୍ୟାଚ୍‌ରେ ବିଶାଳ ସ୍କୋର ଛିଡ଼ା କରିବା ପାଇଁ ଦୃଢ଼ ମୂଳଦୁଆ ପକାଇଛି ମୁମ୍ବାଇ ଇଣ୍ଡିଆନ୍ସ। ମୁମ୍ବାଇ ପାଓ୍ବରପ୍ଲେର ୬ ଓଭରରେ ୧ ଉଇକେଟ ହରାଇ ୮୩ ରନ୍‌ କରିଛି। ଅଧିନାୟକ ରୋହିତ ଶର୍ମା (୧୮) ଆଉଟ୍‌ ହୋଇ ପ୍ୟାଭିଲିଅନ ଫେରିଥିବା ବେଳେ ଝଡ଼ ଭଳି ଛକା, ଚୌକା ବର୍ଷା କରୁଛନ୍ତି ଇଶାନ କିଷନ।

ସେ ଛକା, ଚୌକା ବର୍ଷା କରି ଆଇପିଏଲର ରେକର୍ଡ ଭାଙ୍ଗି ଦେଇଛନ୍ତି। ମାତ୍ର ୧୬ ବଲର ସେ ପୂରଣ କରିଛନ୍ତି ଅର୍ଦ୍ଧଶତକ। ଏହା ଆଇପିଏଲ ଇତିହାସର ଦୃତତମ ଅର୍ଦ୍ଧଶତକ। ତାଙ୍କ ବିସ୍ଫୋରକ ହାଫ୍‌ ସେଞ୍ଚୁରିରେ ସାମିଲ ଥିଲା ୮ ଚୌକା ଓ ୨ ଛକା। ରିପୋର୍ଟ ଲେଖାହେବା ସୁଦ୍ଧା କିଷନ ୨୨ ବଲରେ ୬୩ ରନ୍‌ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଶୋଇଥିଲେ ସ୍ତ୍ରୀ-ସ୍ବାମୀ, ଭୁଶୁଡିଲା କାନ୍ଥ: ଆଉ ତା’ପରେ ଘଟିଲା…

ମାର୍ଶାଘାଇ,୪।୯(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ):କେନ୍ଦ୍ରାପଡ଼ା ଜିଲା ମାର୍ଶାଘାଇ ବ୍ଲଜ ଅନ୍ତର୍ଗତ ତୁଳସୀପୁର ଗ୍ରାମରେ ଏକ ଅଭାବନୀୟ ଘଟଣାରେ ସ୍ବାମୀର ମୃତ୍ୟୁ ହୋଇଯାଇଥିବାବେଳେ ସ୍ତ୍ରୀ ଗୁରୁତର ହୋଇ କେନ୍ଦ୍ରାପଡା ଡାକ୍ତରଖାନାରେ…

ତ୍ରିଶୂଳୀ ସୁଡ଼ଙ୍ଗ ଭିତରେ ‘ହରେ କୃଷ୍ଣ’ ଜପ କରୁଥିଲେ ସଞ୍ଜୟ; ଜନ୍ମାଷ୍ଟମୀରେ ମିଳିଲା ନୂଆ ଜୀବନ

କାଠମାଣ୍ଠୁ,୪।୯: ନେପାଳର ତ୍ରିଶୁଳିରେ ଥିବା ଏକ ଜଳବିଦ୍ୟୁତ ପ୍ରକଳ୍ପର ସୁଡ଼ଙ୍ଗରୁ ଶୁକ୍ରବାର ଦୁଇଜଣ ଶ୍ରମିକଙ୍କୁ ଜୀବିତ ଉଦ୍ଧାର କରାଯାଇଛି। ଅଗଷ୍ଟ ୨୬ରେ ନେପାଳରେ ଆସିଥିବା ଭୟଙ୍କର ବନ୍ୟା…

ସାମୁଦ୍ରିକ ଜୁଆର ମାଡ଼ରେ ଧସିଲା ଘେରିବନ୍ଧ, ଗାଁ ପ୍ରତି ଘନେଇଲା ବିପଦ

ମହାକାଳପଡ଼ା,୪ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ସାମୁଦ୍ରିକ ଝଡ଼ ଜୁଆର ମାଡ଼ିବା ଅଞ୍ଚଳକୁ ସୁରକ୍ଷା ବ୍ୟବସ୍ଥା ପାଇଁ କୋଟି କୋଟି ଟଙ୍କା ବ୍ୟୟରେ…

ତୁମ ପରି କେହି ନାହିଁ…ଇମୋଶନାଲ ହେଲେ ଅକ୍ଷୟ କୁମାର

ପ୍ରବୀଣ ହାସ୍ୟ ଅଭିନେତା ଏବଂ ଅଭିନେତା ଅସରାନି ଆଉ ନାହାନ୍ତି ସେ ତାଙ୍କ ଚଳଚ୍ଚିତ୍ର ଏବଂ ଚମତ୍କାର ଅଭିନୟ ମାଧ୍ୟମରେ ସର୍ବଦା ଦର୍ଶକଙ୍କ ହୃଦୟରେ ଜୀବିତ ରହିବେ।…

ରୁଷିଆ-କରାଚି ରୁଟରେ ଭାରତୀୟ ଜାହାଜ ଉପରେ ଡ୍ରୋନ ଆକ୍ରମଣ; ଅଳ୍ପକେ ବର୍ତ୍ତିଲେ ୨୩ ଭାରତୀୟ ନାବିକ

ନୂଆଦିଲ୍ଲୀ,୪।୯: ସେପ୍ଟେମ୍ବର ୨, ୨୦୨୬ ରେ, ଭାରତୀୟ କର୍ମଚାରୀଙ୍କ ଦ୍ୱାରା ପରିଚାଳିତ ଏବଂ ରୁଷିଆର ନୋଭୋରୋସିସ୍କରୁ କରାଚୀ ଯାଉଥିବା ମାଲବାହୀ ଜାହାଜ MV BARYON (IMO 9151412)…

‘ଭାରତର ୪ବନ୍ଧ ଆମ ପାଇଁ ଡେଥ ଓ୍ବାରେଣ୍ଟ’, ଘାବରେଇଲେଣି ପାକିସ୍ତାନୀ ଏକ୍ସପର୍ଟ, ଧମକ ଦେଇ କହିଲେ…

ଇସଲାମାବାଦ,୪।୯: ଭାରତ ସିନ୍ଧୁ ଜଳ ଚୁକ୍ତିନାମାକୁ ସ୍ଥଗିତ ରଖିବାକୁ ପଦକ୍ଷେପ ନେବା ପରଠାରୁ ପାକିସ୍ତାନ ବିଷ ଓଗାଳି ଚାଲିଛି। ଇତିମଧ୍ୟରେ, ପାକିସ୍ତାନୀ ଜଳ ବିଶେଷଜ୍ଞ ରସିଦ ଆବାସି…

ଜନ୍ମାଷ୍ଟମୀ ପରଦିନ ସୃଷ୍ଟି ହେବ ଦୁର୍ଲଭ ମହାଲକ୍ଷ୍ମୀ ରାଜଯୋଗ, କେବଳ ଏହି ୩ ରାଶି ଉପରେ ହେବ ଧନବର୍ଷା

ଜ୍ୟୋତିଷ ଶାସ୍ତ୍ରରେ ମହାଲକ୍ଷ୍ମୀ ରାଜଯୋଗକୁ ଅତ୍ୟନ୍ତ ଶୁଭ ଯୋଗ ବୋଲି ମନେ କରାଯାଏ । ଚନ୍ଦ୍ରମା ଓ ମଙ୍ଗଳ ଗ୍ରହ ଗୋଟିଏ ରାଶିରେ ଏକତ୍ର ହେଲେ ଏହି…

ରିଷିଡ଼ାରେ ଧୂମ୍‌ଧାମ୍‌ରେ ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ, ସମଗ୍ର ବିଦ୍ୟାଳୟରେ ଆଧ୍ୟାତ୍ମିକ ପରିବେଶ

ରିଷିଡ଼ା,୪ା୯(ସୁଶାନ୍ତ ମଲ୍ଲିକ): ସ୍ଥାନୀୟ ସରସ୍ବତୀ ଶିଶୁ ବିଦ୍ୟାମନ୍ଦିର ମାତୃରାମ ସୋହନ ଲାଲ ବିହାର ରିଷିଡ଼ା ପରିସରରେ ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ ମହାସମାରୋହରେ ପାଳିତ ହୋଇଯାଇଛି। ଭଗବାନ ଶ୍ରୀକୃଷ୍ଣଙ୍କ ଜନ୍ମୋତ୍ସବକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri