Posted inଖେଳ

ପଡ଼ିଲା ରୋହିତଙ୍କ ଉଇକେଟ

ଟ୍ରେଣ୍ଟ ବ୍ରିଜ,୫।୮:ଏଠାରେ ଭାରତ ବିପକ୍ଷରେ ଚାଲିଥିବା ପ୍ରଥମ ଟେଷ୍ଟର ଦ୍ୱିତୀୟ ଦିନରେ ଇଂଲଣ୍ଡ ବୋଲରଙ୍କୁ ମିଳିଛି ପ୍ରଥମ ସଫଳତା। ଭାରତୀୟ ଓପନର ରୋହିତ ଶର୍ମା ୩୬ ରନ୍‌ କରି ଓଲି ରବିନସନଙ୍କ ବଲରେ ସାମ କୁରାନଙ୍କ ହାତରେ କ୍ୟାଚ୍‌ ଆଉଟ୍‌ ହୋଇ ପ୍ୟାଭିଲିଅନ ଫେରିଛନ୍ତି। ଆଉଟ୍‌ ହେବା ପୂର୍ବରୁ ରୋହିତ ଅନ୍ୟତମ ଓପନର ଲୋକେଶ ରାହୁଲଙ୍କ ସହ ମିଶି ଯୋଡ଼ିଥିଲେ ୯୭ ରନ୍‌। ଏବେ ୪୮ ରନ୍‌ରେ ଖେଳୁଛନ୍ତି ରାହୁଲ।
ରୋହିତଙ୍କ ଉଇକେଟ ସହ ଦ୍ୱିତୀୟ ଦିନର ପ୍ରଥମ ସେସନ ସମାପ୍ତି ଘୋଷଣା କରାଯାଇଛି। ମଧ୍ୟାହ୍ନ ଭୋଜନ ସୁଦ୍ଧା ଭାରତ ଏକ ଉଇକେଟ ହରାଇ ୯୭ ରନ୍‌ କରିଛି। ଦଳକୁ ପ୍ରଥମ ଇନିଂସରେ ଅଗ୍ରଣୀ ପାଇଁ ବଳକା ୯ ଉଇକେଟରେ ଆଉ ୮୭ ରନ୍‌ କରିବାକୁ ପଡ଼ିବ। ପୂର୍ବରୁ ଟସ୍‌ ଜିତି ପ୍ରଥମେ ବ୍ୟାଟିଂ କରିଥିବା ଇଂଲଣ୍ଡ ମାତ୍ର ୧୮୩ ରନ୍‌ରେ ଅଲଆଉଟ୍‌ ହୋଇଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବିଜୟଙ୍କ ଉପରେ ସଙ୍ଗୀନ ଅଭିଯୋଗ ଆଣିଲେ ଜୁନିୟର ଷ୍ଟାଲିନ୍‌, କହିଲେ ମୋ ସହ…

ନୂଆଦିଲ୍ଲୀ,୪।୮: ତାମିଲନାଡୁର ବିରୋଧୀ ଦଳ ନେତା ଏବଂ ଡିଏମକେ ନେତା ଉଦୟନିଧି ଷ୍ଟାଲିନ୍ ମଙ୍ଗଳବାର ଦିନ ଟିଭିକେ ସରକାରଙ୍କ ବିରୋଧରେ ଗମ୍ଭୀର ଅଭିଯୋଗ ଆଣିଛନ୍ତି। ଏକ ଜନସଭାରେ…

ପୃଥିବୀରେ ମାଡ଼ ହେବ ଭୟଙ୍କର ଆଷ୍ଟ୍ରୋଏଡ, ବୈଜ୍ଞାନିକ କହିଦେଲେ ତାରିଖ; ୨୨ଟି ପରମାଣୁ ବୋମା ଭଳି ଘଟିବ ପ୍ରଳୟ !

ନୂଆଦିଲ୍ଲୀ,୪।୮: ପୃଥିବୀରେ ମାଡ଼ ହେବ ବିରାଟ ଆଷ୍ଟ୍ରୋଏଡ୍ । ଧ୍ୱଂସ ହୋଇଯିବ ସବୁ କିଛି । ଛାରଖାର ହୋଇଯିବ ପୃଥିବୀ। ଯାହାକୁ ନେଇ ବୈଜ୍ଞାନିକମାନେ ଛାନିଆ ହେଲେଣି…

ବୁଧବାର ଚନ୍ଦ୍ରରେ ହେବ ଭୟଙ୍କର ବିସ୍ଫୋରଣ, ପ୍ରଚଣ୍ଡ ଶବ୍ଦରେ ହୋଇଯିବ ଛାରଖାର!

ନୂଆଦିଲ୍ଲୀ,୪।୮: ଆସନ୍ତା ୫ ତାରିଖ ବୁଧବାରରେ ସ୍ପେସ୍ ଏକ୍ସ ରକେଟର ୩,୯୦୦ କି.ଗ୍ରା ଓଜନର ଏକ ଟୁକୁଡା ଚନ୍ଦ୍ରପୃଷ୍ଠରେ ବିସ୍ଫୋରଣ ହେବ। ୨୦୨୫ ଜାନୁଆରୀ ୧୫ରେ ସ୍ପେସ…

ଏଣିକି UPI ପେମେଣ୍ଟରେ ଲାଗିବ ଏକ୍ସର୍ଟା ଚାର୍ଜ? ଜାଣନ୍ତୁ କେତେ ଟ୍ରାଞ୍ଜାକ୍ସନ କଲେ ଦେବାକୁ ପଡିବ ଟଙ୍କା…

ନୂଆଦିଲ୍ଲୀ,୪।୮: ସରକାର ୟୁପିଆଇ (UPI) ମାଧ୍ୟମରେ ପେମେଣ୍ଟ କରିବାକୁ ନେଇ ଏକ ବଡ଼ ପରିବର୍ତ୍ତନ କରିବାକୁ ପ୍ରସ୍ତୁତି କରୁଛନ୍ତି। ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ସଂସଦରେ ‘ପେମେଣ୍ଟ ଆଣ୍ଡ୍…

ଭାରତକୁ ବଡ଼ ଝଟ୍‌କା: ଏସିଆନ୍‌ ଗେମ୍ସରେ ଖେଳିବେନି ହର୍ଡଲ୍ସ ଷ୍ଟାର ଶୀର୍ସେ, ଜାଣନ୍ତୁ…

ନୂଆଦିଲ୍ଲୀ,୪ା୮: ଆସନ୍ତା ମାସରେ ଜାପାନରେ ହେବାକୁ ଥିବା ଏସିଆନ ଗେମ୍ସରେ ଭାରତର ୧୧୦ ମି. ହର୍ଡଲ୍ସ ଷ୍ଟାର ତେଜସ ଶୀର୍ସେ ପ୍ରତିଦ୍ୱନ୍ଦ୍ୱିତା କରିବେ ନାହିଁ। ଏ ନେଇ…

ଅନ୍ତର୍ଜାତୀୟ କ୍ରୀଡ଼ା ଇଭେଣ୍ଟରେ ଲଜ୍ଜିତ ହେଲା ପାକିସ୍ତାନ, ଜାଣନ୍ତୁ ସମ୍ପୂର୍ଣ୍ଣ ଘଟଣା…

କରାଚି,୪ା୮: ପୁଣି ଥରେ ଅନ୍ତର୍ଜାତୀୟ କ୍ରୀଡ଼ା ଇଭେଣ୍ଟରେ ଲଜ୍ଜିତ ହୋଇଛି ପାକିସ୍ତାନ। ନିକଟରେ ଶେଷ ହୋଇଥିବା ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ଭାଗ ନେଇଥିବା ପାକିସ୍ତାନୀ ବକ୍ସର କୁଦ୍ରାତୁଲା ଦଳୀୟ…

କ୍ରାଇମବ୍ରାଞ୍ଚ ନିକଟରେ ଆତ୍ମସମର୍ପଣ କଲେ ଶରଣକୁଳ ନିଲମ୍ବିତ IIC

ଭୁବନେଶ୍ୱର,୪।୮: ଶରଣକୁଳ ନିଲମ୍ବିତ IIC ସୁଜିତ ଦାସ ମଙ୍ଗଳବାର କ୍ରାଇମବ୍ରାଞ୍ଚ ନିକଟରେ ଆତ୍ମସମର୍ପଣ କରିଛନ୍ତି। ହାଇକୋର୍ଟଙ୍କ ନିର୍ଦ୍ଦେଶ କ୍ରମେ ସୁଜିତ କ୍ରାଇମବ୍ରାଞ୍ଚରେ ହାଜର ହୋଇ ଆତ୍ମସମର୍ପଣ କରିଥିବା…

ବ୍ଲକ ଅଫିସରେ ପିସି କାରବାର, ଭିଡିଓ ଭାଇରାଲ

ଖଡ଼ିଆଳ,୪ା୮ (ସୁଜିତ କୁମାର ପ୍ରଧାନ): ଖଡ଼ିଆଳ ବ୍ଲକ କାର୍ଯ୍ୟାଳୟରେ ପିସି କାରବାର ହେଉଥିବାର ଏକ ଭିଡିଓ ଭାଇରାଲ ହେବାରେ ଲାଗିଛି। ଭିଡିଓରେ ଜଣେ ବ୍ୟକ୍ତିଙ୍କଠାରୁ ଅଫିସ କର୍ମଚାରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri