ରୋହିତଙ୍କୁ ୧୨ ଲକ୍ଷ ଜରିମାନା

ଚେନ୍ନାଇ, ୨୨।୪(ପି.ଟି.)- ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ)ରେ ମଙ୍ଗଳବାର ଅନୁଷ୍ଠିତ ଦିଲ୍ଲୀ କ୍ୟାପିଟାଲ୍ସ ବିପକ୍ଷ ମ୍ୟାଚରେ ସ୍ଲୋ ଓଭରରେଟ୍‌ ବୋଲିଂ ପାଇଁ ମୁମ୍ବାଇ ଇଣ୍ଡିଆନ୍ସ ଅଧିନାୟକ ରୋହିତ ଶର୍ମାଙ୍କୁ ୧୨ ଲକ୍ଷ ଟଙ୍କା ଜରିମାନା କରାଯାଇଛି। ଏହି ମ୍ୟାଚରେ ମୁମ୍ବାଇ ୯ ଉଇକେଟ ହରାଇ ମାତ୍ର ୧୩୭ ରନ କରିଥିବାବେଳେ ଦିଲ୍ଲୀ ନିକଟରୁ ପରାଜିତ ହୋଇଥିଲା। ମୁମ୍ବାଇ ଇଣ୍ଡିଆନ୍ସ ପ୍ରଥମ ଥର ପାଇଁ ସ୍ଲୋ ଓଭରରେଟ୍‌ ବୋଲିଂ କରିଥିବାରୁ ଆଇପିଏଲ ଆଚରଣ ସଂହିତା ଅନୁସାରେ ଅଧିନାୟକଙ୍କୁ ୧୨ ଲକ୍ଷ ଟଙ୍କାରେ ଦଣ୍ଡିତ କରାଯାଇଥିବା ଆଇପିଏଲ ପକ୍ଷରୁ ଏକ ବିବୃତିରେ ପ୍ରକାଶ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ନେଦରଲାଣ୍ଡ୍ସ ୭ ଉଇକେଟରେ ବିଜୟୀ: ସୁପର-୮ ଆଶା ଉଜ୍ଜୀବିତ

ନୂଆଦିଲ୍ଲୀ, ୧୦ା୨: ଆଇସିସି ଟି୨୦ କ୍ରିକେଟ ବିଶ୍ୱକପ୍‌ରେ ମଙ୍ଗଳବାର ଖେଳାଯାଇଥିବା ଗ୍ରୁପ୍‌ ‘ଏ’ ମ୍ୟାଚରେ ନେଦରଲାଣ୍ଡ୍ସ ୭ ଉଇକେଟରେ ନାମିବିୟାକୁ ହରାଇ ଦେଇଛି। ପ୍ରଥମ ମ୍ୟାଚରେ ପାକିସ୍ତାନଠାରୁ…

ଭାରତ ସହିତ ଖେଳିବାକୁ ପାକିସ୍ତାନ ରାଜି ହେବା ପରେ ରାତାରାତି ଦ୍ୱିଗୁଣିତ ହୋଇଗଲା ଫ୍ଲାଇଟ୍‌ ଟିକେଟ୍‌ ଦାମ୍‌

ନୂଆଦିଲ୍ଲୀ,୧୦।୨: ICC ସହିତ ଏକ ବୈଠକ ପରେ, ପାକିସ୍ତାନ କ୍ରିକେଟ ବୋର୍ଡ ୨୦୨୬ ଟି୨୦ ବିଶ୍ୱକପରେ ଭାରତ ସହିତ ଖେଳିବାକୁ ରାଜି ହୋଇଛି। ମ୍ୟାଚ ୧୫ ଫେବୃଆରୀରେ…

ଆମେ ନିଜ ପାଇଁ ନୁହେଁ ବରଂ…ଭାରତ ବିପକ୍ଷ ମ୍ୟାଚ ଖେଳିବାକୁ ପାକିସ୍ତାନ ରାଜି ପରେ ମୁହଁ ଖୋଲିଲେ ନକ୍‌ବି

ଇସଲାମାବାଦ୍‌,୧୦।୨: ପାକିସ୍ତାନ କ୍ରିକେଟ ବୋର୍ଡ ଅଧ୍ୟକ୍ଷ ମୋହସିନ ନକବିଙ୍କ ICC T20 ବିଶ୍ୱକପ ୨୦୨୬ରେ ଭାରତ ବିପକ୍ଷ ମ୍ୟାଚ ବର୍ଜନ କରିବା ସମ୍ପର୍କରେ ବୟାନ ପରେ ଏହା…

ପାକିସ୍ତାନ ପ୍ରଧାନମନ୍ତ୍ରୀଙ୍କୁ କାହିଁକି ଧନ୍ୟବାଦ ଦେଲେ ଶ୍ରୀଲଙ୍କା ରାଷ୍ଟ୍ରପତି? ଜାଣନ୍ତୁ ଏହାର କାରଣ

ନୂଆଦିଲ୍ଲୀ,୧୦।୨: ICC ପୁରୁଷ T20 ବିଶ୍ୱକପ 2026 ର ସବୁଠାରୁ ବଡ଼ ମ୍ୟାଚ, ଭାରତ ବନାମ ପାକିସ୍ତାନ, ନେଇ ସୃଷ୍ଟି ହୋଇଥିବା ବିବାଦର ଏବେ ଅନ୍ତ ଘଟିଛି।…

ପାକିସ୍ତାନର ନାହିଁ ଦମ୍‌! ପୂର୍ବରୁ ଭାରତ କରି ସାରିଛି ମ୍ୟାଚ ବୟକଟ

ନୂଆଦିଲ୍ଲୀ,୧୦।୨: ଭାରତ ଏବଂ ପାକିସ୍ତାନ ମଧ୍ୟରେ ICC T20 ବିଶ୍ୱକପ ମ୍ୟାଚ ନେଇ ବିବାଦର ଅନ୍ତ ଘଟିଛି। ICC ବୈଠକ ପରେ ସୋମବାର PCB ଏବଂ ପାକିସ୍ତାନ…

Video: ଶ୍ରୀଲଙ୍କାରେ ପାକିସ୍ତାନ ଟିମ୍‌କୁ ଏମିତି କରାଗଲା ସ୍ବାଗତ! ଭାଇରାଲ ଭିଡ଼ିଓକୁ ନେଇ ମଜା ଉଡାଉଛନ୍ତି ୟୁଜର

ନୂଆଦିଲ୍ଲୀ,୧୦।୨: ICC T20 ବିଶ୍ୱକପ 2026 ଆରମ୍ଭ ହୋଇସାରିଛି, ଏବଂ ପାକିସ୍ତାନ ଦଳ ଶ୍ରୀଲଙ୍କାରେ ତାର ସମସ୍ତ ମ୍ୟାଚ ଖେଳୁଛି। ତଥାପି, କ୍ରିକେଟ ଅପେକ୍ଷା ଅଧିକ ଆଲୋଚନା…

ଏହିଦିନ ଭାରତ ସହ ମୁକାବିଲା କରିବ ‘ଡ୍ରାମେବାଜ୍‌’, ଜାଣନ୍ତୁ କେଉଁଠି ଦେଖିବେ ମ୍ୟାଚ

ନୂଆଦିଲ୍ଲୀ,୧୦।୨: ପାକିସ୍ତାନ ନିଜ ନିଷ୍ପତ୍ତିରୁ ୟୁ-ଟର୍ଣ୍ଣ ନେବାକୁ ବାଧ୍ୟ ହୋଇଛି। ଫେବୃଆରୀ ୧ରେ ପାକିସ୍ତାନ ସରକାର ଘୋଷଣା କରିଥିଲେ ଯେ ତାଙ୍କ ଦଳ ଟି-୨୦ ବିଶ୍ୱକପରେ ଭାରତ…

ଭାରତ ସହିତ ମ୍ୟାଚକୁ ନେଇ ସେନା ମୁଖ୍ୟ ଅସୀମ ମୁନିରଙ୍କୁ ଟାଣି ଆଣିଲା ପାକିସ୍ତାନ! ‘ମୁଁ ଭୟ କରେ ନାହିଁ…’ ବୋଲି ଏକ ସ୍ପଷ୍ଟ ଧମକ ମଧ୍ୟ …

ଇସଲାମାବାଦ,୧୦।୨: ବର୍ଷ ବର୍ଷ ଧରି ବାରମ୍ବାର ମନା କରିବା ପରେ, ପାକିସ୍ତାନ ଶେଷରେ ଭାରତ ସହିତ ଏକ ଟି-୨୦ ମ୍ୟାଚ ଖେଳିବାକୁ ରାଜି ହୋଇଛି, ମ୍ୟାଚ ହେବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri