Posted inଖେଳ

ଲଜ୍ଜାଜନକ ରେକର୍ଡ ହାସଲ କଲେ ରୋହିତ

ମୁମ୍ବାଇ,୨୨।୪: ଆଇପିଏଲ ୨୦୨୨ର ୩୩ତମ ମ୍ୟାଚରେ ମୁମ୍ବାଇ ଇଣ୍ଡିଆନ୍ସ ଅଧିନାୟକ ରୋହିତ ଶର୍ମା ଏକ ଲଜ୍ଜାଜନକ ରେକର୍ଡ ହାସଲ କରିଛନ୍ତି। ଚେନ୍ନାଇ ସୁପର କିଙ୍ଗ୍ସ (ସିଏସକେ) ବିପକ୍ଷରେ ଖେଳାଯାଇଥିବା ମ୍ୟାଚ୍‌ରେ ରୋହିତ ଶର୍ମା ‘ଶୂନ’ରେ ପ୍ୟାଭିଲିୟନକୁ ଫେରିଥିଲେ। ରୋହିତଙ୍କୁ ଚେନ୍ନାଇ ସୁପର କିଙ୍ଗ୍ସ ଦ୍ରୁତ ବୋଲର ମୁକେଶ ଚୌଧୁରୀ ପ୍ରଥମ ଓଭରର ଦ୍ୱିତୀୟ ବଲରେ ଆଉଟ୍‌ କରିଥିଲେ।
ଚେନ୍ନାଇ ବିପକ୍ଷ ମ୍ୟାଚରେ ‘ଶୂନ’ରେ ଆଉଟ୍‌ ହେବା ମାତ୍ରେ ରୋହିତ ଏକ ଲଜ୍ଜାଜନକ ରେକର୍ଡ ହାସଲ କରିଛନ୍ତି। ଆଇପିଏଲ ଇତିହାସରେ ସର୍ବାଧିକ ୧୪ତମ ଥର ‘ଶୂନ’ରେ ଆଉଟ୍‌ ହୋଇଥିଲେ।
ଏହି ପ୍ରସଙ୍ଗରେ ରୋହିତ ଶର୍ମା ପୀୟୁଷ ଚାୱଲାଙ୍କ ରେକର୍ଡ ଭାଙ୍ଗିଛନ୍ତି। ଏହାପୂର୍ବରୁ, ପୀୟୁଷ ଚାୱଲାଙ୍କ ଆଇପିଏଲରେ ୧୩ଥର ଶୂନରୁ ଆଉଟ୍‌ ରେକର୍ଡ ଥିଲା।

ଆଇପିଏଲରେ ସର୍ବାଧିକଥର ଶୂନରେ ଆଉଟ୍‌ ହୋଇଥିବା ବ୍ୟାଟ୍ସମ୍ୟାନ୍‌
ରୋହିତ ଶର୍ମା-୧୪ଥର
ପୀୟୁଷ ଚାୱଲା-୧୩ଥର
ହରଭଜନ ସିଂ-୧୩ଥର
ପାର୍ଥିବ ପଟେଲ-୧୩ଥର
ମନଦୀପ ସିଂ-୧୩ଥର
ଅଜିଙ୍କ୍ୟ ରାହାଣେ-୧୩ଥର
ଅମ୍ବାତି ରାୟୁଡୁ-୧୩ଥର


Enter your email to get our daily news in your inbox.

All Right Reserved By Dharitri.Com

ପୁରସ୍କାର ବିତରଣ ଉତ୍ସବରୁ ବାଦ୍‌ ପଡ଼ିଲେ ଆଦର୍ଶ ବିଦ୍ୟାଳୟର ଦଶମ ଶ୍ରେଣୀ ଟପ୍ପର ଛାତ୍ର

ଦାରିଙ୍ଗବାଡ଼ି,୧୭ା୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ହେଲିପ୍ୟାଡ୍‌ ପଡ଼ିଆଠାରେ ବ୍ଲକସ୍ତରୀୟ ୮୦ତମ ସ୍ବାଧୀନତା ଦିବସ ପାଳନ ପରିପ୍ରେକ୍ଷୀରେ ବ୍ଲକ ଅଞ୍ଚଳରେ ରହିଥିବା ବିଭିନ୍ନ ବିଦ୍ୟାଳୟ, ଉଚ୍ଚ ବିଦ୍ୟାଳୟ,…

ହମାସ ସହ ଏକ ଚୁକ୍ତି କରିବାକୁ ଜ୍ୱାଇଁଙ୍କୁ ପଠାଇଥିଲେ ଟ୍ରମ୍ପ; ଗାଜା ସମ୍ପର୍କରେ କ’ଣ ଆଲୋଚନା ହେଲା ଜାଣନ୍ତୁ

ଓ୍ବାଶିଂଟନ,୧୭।୮: ଗାଜାରେ ଦୀର୍ଘକାଳୀନ ସଂଘର୍ଷର ଅନ୍ତ ଘଟାଇବା ପାଇଁ ପ୍ରୟାସ ମଧ୍ୟରେ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଜ୍ୱାଇଁ ଏବଂ ମଧ୍ୟପ୍ରାଚ୍ୟ ରାଷ୍ଟ୍ରଦୂତ ଜାରେଡ କୁଶନର ଇଜିପ୍ଟରେ…

ୟୁକ୍ରେନ୍‌-ରୁଷିଆ ଯୁଦ୍ଧ: ୟୁକ୍ରେନ୍‌ର ଡ୍ରୋନ ଆକ୍ରମଣରେ ଜଳିଗଲା ରୁଷିଆର ବଡ଼ ଗୋଦାମ ଘର

ମସ୍କୋ,୧୬ା୮: ରୁଷିଆ ୟୁକ୍ରେନ୍‌ ଉପରେ ଜୋର୍‌ଦାର ଏୟାରଷ୍ଟ୍ରାଇକ୍‌ କରିଥିବା ବେଳେ କିଭ୍‌ ମଧ୍ୟ ଏହାର କଡ଼ା ଜବାବ ଦେଇଛି। ମସ୍କୋ ଅଞ୍ଚଳରେ ୟୁକ୍ରେନ୍‌ ଓଜନଦାର ଡ୍ରୋନ୍‌ ଯୋଗେ…

ଗାଲେ ଟେଷ୍ଟରେ ପଡିକଲଙ୍କ ଦମ୍‌ଦାର ଶତକ, ଭାରତ ୪୬୦/୯

ଗାଲେ, ୧୬ା୮: ଶ୍ରୀଲଙ୍କା ବିପକ୍ଷରେ ଚାଲିଥିବା ପ୍ରଥମ ଟେଷ୍ଟ କ୍ରିକେଟ ମ୍ୟାଚ୍‌ରେ ଭାରତୀୟ ବ୍ୟାଟର ଦମ୍‌ଦାର ପ୍ରଦର୍ଶନ କରିଛନ୍ତି। ବ୍ୟାଟର ଦେବଦତ୍ତ ପଡିକଲଙ୍କ ଶତକ ବଳରେ ଭାରତ…

କେନାଲରେ ଫସି ରହିଥିଲା ବାର୍‌ହା, ଏମିତି ଉଦ୍ଧାର କଲେ ଅଗ୍ନିଶମ କର୍ମଚାରୀ

ଗଞ୍ଜାମ,୧୬।୮(ବିଦ୍ୟାଧର ସାହୁ): ଗଞ୍ଜାମ ସହର ସ୍ଥିତ ପୋତାଗଡ଼ ପାର୍ଶ୍ୱରେ ଥିବା ଋଷୁକୂଲ୍ୟା ନଦୀ ଜଳରେ ବୋଟିଙ୍ଗ ପାଇଁ ନିର୍ମାଣ ହୋଇଥିବା କ୍ଷୁଦ୍ର କେନାଲରେ ଫସି ରହିଥିବା ଏକ…

Ananya Raj Death: ୩୫ ବର୍ଷରେ ଅଭିନେତ୍ରୀ ଅନନ୍ୟା ରାଜଙ୍କ ପରଲୋକ, ମାସେ ପରେ ସାମ୍ନାକୁ ଆସିଲା ଖବର

ମୁମ୍ବାଇ,୧୬।୮: ଅଭିନେତ୍ରୀ ତଥା ସୋସିଆଲ ମିଡିଆ ଷ୍ଟାର ଅନନ୍ୟା ରାଜଙ୍କ ୩୫ ବର୍ଷ ବୟସରେ ଦେହାନ୍ତ ହୋଇଛି । ତାଙ୍କ ମୃତ୍ୟୁର ପ୍ରାୟ ଏକ ମାସ ପରେ…

ଛକରେ କଫସିରପ ବିକ୍ରି ବେଳେ ମାଡିବସିଲା ସୋହେଲା ପୋଲିସ, ୩ ଗିରଫ

ସୋହେଲା,୧୬।୮(ଅଶ୍ୱିନୀ ପାତ୍ର): ବରଗଡ଼ ଜିଲା ସୋହେଲା ପୋଲିସ ଆଜି ବାଉଁସେନମୁରା ଗ୍ରାମ ପଂଚାୟତ ଅନ୍ତର୍ଗତ କେନ୍ଦବାହାଲ ରାସ୍ତାରେ ପେଟ୍ରୋଲିଂ ସମୟରେ ତିନିଜଣ କଫସିରପ ବ୍ୟବସାୟୀଙ୍କୁ ଗିରଫ କରି…

UGC NET 2026: ପରୀକ୍ଷା ନେଇ ବଡ଼ ଖବର: ଏହି ୩ବିଷୟରେ ପୁନଃ ପରୀକ୍ଷା ଦେବେ ଛାତ୍ରୀଛାତ୍ର!

ନୂଆଦିଲ୍ଲୀ,୧୬।୮: UGC-NET ଜୁନ୍ ୨୦୨୬ ପରୀକ୍ଷାକୁ ନେଇ ବଡ଼ ଖବର ସାମ୍ନାକୁ ଆସିଛି । ସୂଚନା ଅନୁସାରେ, ନ୍ୟାସନାଲ ଟେଷ୍ଟିଂ ଏଜେନ୍ସି (NTA) ଇଂରାଜୀ, କମର୍ସ ଏବଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri