Posted inଖେଳ

ଟିମ୍‌ ଇଣ୍ଡିଆରେ ଯୋଗଦେଲେ ରୋହିତ

ମେଲବୋର୍ନ,୩୦ା୧୨- ଷ୍ଟାର ବ୍ୟାଟ୍ସମ୍ୟାନ ରୋହିତ ଶର୍ମା ଦୁଇ ସପ୍ତାହ କ୍ୱାରାଣ୍ଟାଇନ୍‌ ପିରିୟଡ୍‌ ଶେଷ କରିଛନ୍ତି। ଭାରତୀୟ ଦଳରେ ବୁଧବାର ଯୋଗ ଦେଇଛନ୍ତି ଏହି ବିସ୍ଫୋରକ ବ୍ୟାଟ୍ସମ୍ୟାନ। ଆଇପିଏଲ ପରଠୁ କ୍ରିକେଟରୁ ଦୂରେଇ ରହିଥିବା ରୋହିତ ଦୀର୍ଘ ଦିନର ବ୍ୟବଧାନ ପରେ ଫେରିଛନ୍ତି ଜାତୀୟ ଦଳକୁ। ସେ ସାମିଲ ହୋଇଥିବାରୁ ଭାରତୀୟ ଦଳର ଶକ୍ତି ବୃଦ୍ଧି ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କନ୍ଧମାଳରୁ ଗଞ୍ଜେଇ ଚଲାଣ ବେଳେ ମାଡ଼ି ବସିଲା ପୋଲିସ, ଆଉ ତା’ପରେ…

ଭଞ୍ଜନଗର,୧୨।୭(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ପୋଲିସ ରବିବାର ଗଞ୍ଜେଇ ଚୋରା ଚାଲାଣ ଅଭିଯୋଗରେ ଜଣଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତ ଜଣକ ହେଲେ ବୁଗୁଡ଼ା ଥାନା…

ଡେଲିଭରି ବୟର ସଙ୍ଗୀନ କାରନାମା! ଅର୍ଡର ଦେବା ପରେ ପଶିଲେ, ମହିଳାଙ୍କୁ ପ୍ରାଇଭେଟ୍ ପାର୍ଟ…

ବେଙ୍ଗାଲୁରୁ,୧୨।୭: ଶନିବାର ବେଙ୍ଗାଲୁରୁରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଜଣେ ଡେଲିଭରି ଏଜେଣ୍ଟ ଘରେ ଜୋରଜବରଦସ୍ତ ପ୍ରବେଶ କରି ମହିଳାଙ୍କ ସମ୍ମୁଖରେ ଅଶ୍ଳୀଳ କାର୍ଯ୍ୟ…

ଜାତୀୟସ୍ତରରେ ସମ୍ମାନିତ ହେଲେ ବ୍ରାହ୍ମଣୀଗାଁର ଝିଅ ଲକ୍ଷ୍ମୀପ୍ରିୟା

ଦାରିଙ୍ଗବାଡ଼ି, ୧୨ା୭ (ଅରୁଣ ସାହୁ): ଦାରିଙ୍ଗବାଡ଼ି ବ୍ଲକ୍‌ ବ୍ରାହ୍ମଣୀଗାଁ ଅଞ୍ଚଳରର ଝିଅ ଲକ୍ଷ୍ମୀପ୍ରିୟା ପରିଡ଼ା ପୁଣିଥରେ ଜାତୀୟସ୍ତରରେ ସମ୍ବର୍ଦ୍ଧିତ ହୋଇ ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଛନ୍ତି।…

ପ୍ରଭାତ ଭାଜପାରେ ସାମିଲ ହେବା ପରେ ବର୍ଷିଲେ ମୁଖ୍ୟମନ୍ତ୍ରୀ, ବିଜେଡିରେ ଭୂକମ୍ପ….

ଭୁବନେଶ୍ବର,୧୨ା୭: ଭାଜପାରେ ମିଶିଲେ ବିଜେଡିରୁ ବିତାଡ଼ିତ ହୋଇଥିବା ବରିଷ୍ଠ ନେତା ପ୍ରଭାତ ବିଶ୍ୱାଳ । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏବଂ ରାଜ୍ୟ ସଭାପତି ମନମୋହନ ସାମଲଙ୍କ ଉପସ୍ଥିତିରେ…

ପୂର୍ବତନ ବିଧାୟକଙ୍କ ଜନ୍ମଜୟନ୍ତୀ ସମାରୋହ

ଦିଗପହଣ୍ଡି,୧୨ା୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଏକ କଲ୍ୟାଣମଣ୍ଡପରେ ପୂର୍ବତନ ବିଧାୟକ ତଥା ପ୍ରବୀଣ କୃଷକ ନେତା ସ୍ବର୍ଗତ ବିଶ୍ୱନାଥ ସାହୁ ଜନ୍ମ ଶତବାର୍ଷିକୀ…

ରେଳଧାରଣାରୁ ମିଳିଲା ଯୁବତୀଙ୍କ ମୃତଦେହ, ବଢ଼ିଲା ସନ୍ଦେହ…

ଛତ୍ରପୁର,୧୨।୭(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ପୌରପରିଷଦ ନିକଟ ହୁମ୍ବର ଗ୍ରାମ ଦେଇ ଯାଉଥିବା ଚେନ୍ନାଇ-ହାୱଡ଼ା ରେଳଧାରଣା କଡ଼ରୁ ରବିବାର ଜଣେ ଯୁବତୀଙ୍କ ମୃତଦେହ ଉଦ୍ଧାର ହୋଇଛି।…

୩୦ ଦିନ ଜେଲରେ ରହିଲେ PM-CMଙ୍କ ବିରୋଧରେ କ’ଣ ହେବ ଆକ୍ସନ? ସଂସଦୀୟ କମିଟି ଦେଲା ବଡ଼ ପରାମର୍ଶ

ନୂଆଦିଲ୍ଲୀ,୧୨।୭: ବିରୋଧୀ ଦଳଗୁଡ଼ିକ ଦ୍ୱାରା ଉଠାଯାଇଥିବା ଚିନ୍ତା ମଧ୍ୟରେ, ସଂସଦୀୟ କମିଟି ଏକ ସୁପାରିଶ କରିଛି । ଯେ ଯଦି କୌଣସି ପ୍ରଧାନମନ୍ତ୍ରୀ, କେନ୍ଦ୍ରମନ୍ତ୍ରୀ କିମ୍ବା ମୁଖ୍ୟମନ୍ତ୍ରୀଙ୍କୁ…

ନିଶାମୁକ୍ତ ଓଡ଼ିଶା ପାଇଁ ସରକାରଙ୍କ ବଡ଼ ମାଷ୍ଟର ପ୍ଲାନ

ଭୁବନେଶ୍ୱର,୧୨।୭: ନିଶାମୁକ୍ତ ଓଡ଼ିଶା ପାଇଁ ରାଜ୍ୟ ସରକାର ଏକ ବଡ଼ ମାଷ୍ଟର ପ୍ଲାନ ପ୍ରସ୍ତୁତ କରିଛନ୍ତି। ଏହାର ଅନୁମୋଦନ ପାଇଁ ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri