Posted inଖେଳ

ବିସ୍ଫୋରକ ଆରମ୍ଭ ଦେଲେ ରୋହିତ – କୋହଲି

ଅହମ୍ମଦାବାଦ,୨୦।୩: ସ୍ଥାନୀୟ ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଶନିବାର ଚାଲିଥିବା ଅନ୍ତିମ ଟି୨୦ ମ୍ୟାଚରେ ଭାରତୀୟ ଦଳକୁ ବିସ୍ଫୋରକ ଆରମ୍ଭ ଦେଇଛନ୍ତି ଅଧିନାୟକ ବିରାଟ କୋହଲି ଏବଂ ଉପ ଅଧିନାୟକ ରୋହିତ ଶର୍ମା। ପ୍ରଥମ ୬ ଓଭର ତଥା ପାୱାରପ୍ଲେରେ ଏହି ଯୋଡ଼ି ଦଳୀୟ ସ୍କୋରରେ ୬୦ ରନ୍‌ ଯୋଗ କରିଥିଲେ। ରୋହିତ ୬୪ ରନ୍‌ କରି ଆଉଟ ହୋଇଥିବା ବେଳେ ସୂର୍ଯ୍ୟକୁମାର ଯାଦବ ୩୨ ରନ୍‌ କରିବାରେ ସକ୍ଷମ ହୋଇଥିଲେ। ୧୪ ଉଭର ସୁଦ୍ଧା କୋହଲି ୬୪ ରନ୍‌ କରି ଖେଳୁଥିବା ବେଳେ ହାର୍ଦ୍ଦିକ ପାଣ୍ଡ୍ୟା ୭ ରନ୍‌ କରିଛନ୍ତି। ୫ ମ୍ୟାଚ ବିଶିଷ୍ଟ ମ୍ୟାଚ ସିରିଜ ଏବେ ୨-୨ ବରାବର ସ୍ଥିତିରେ ଅଛି।


Enter your email to get our daily news in your inbox.

All Right Reserved By Dharitri.Com

ଯୁଦ୍ଧ ମଧ୍ୟରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଲା ଇସ୍ରାଏଲ, ନେତାନ୍ୟାହୁ କରିବେ ଏମିତି କାମ, ଇରାନ କାବା

ନୂଆଦିଲ୍ଲୀ,୧।୪: ଇରାନ ବିରୁଦ୍ଧରେ ଚାଲିଥିବା ଯୁଦ୍ଧ ମଧ୍ୟରେ ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ଏକ ନୂତନ ଏବଂ ପ୍ରମୁଖ ରଣନୈତିକ ପଦକ୍ଷେପର ସଙ୍କେତ ଦେଇଛନ୍ତି। ନେତାନ୍ୟାହୁ କହିଛନ୍ତି…

ସାବଧାନ! ୧ ଏପ୍ରିଲରୁ ବଦଳିଲା UPIର ପ୍ରକ୍ରିୟା, ପେମେଣ୍ଟ ଉପରେ ଲାଗିଲା…

ନୂଆଦିଲ୍ଲୀ,୧।୪: ଯଦି ଆପଣ ଚା ଦୋକାନ ଠାରୁ ଆରମ୍ଭ କରି ସପିଂ ମଲ ପର୍ଯ୍ୟନ୍ତ ସବୁଠି ପେମେଣ୍ଟ ପାଇଁ PhonePe, Google Pay, କିମ୍ବା Paytm ଭଳି…

ବଢିଲା ପେଟ୍ରୋଲ-ଡିଜେଲ ଦାମ୍‌, ଏଥର ମୁଣ୍ଡରେ ହାତ ଦେବେ ଗ୍ରାହକ

ନୂଆଦିଲ୍ଲୀ,୧।୪: ଦେଶବ୍ୟାପୀ ପ୍ରିମିୟମ ପେଟ୍ରୋଲ ମୂଲ୍ୟ ବୃଦ୍ଧି ପରେ, ପ୍ରିମିୟମ ଡିଜେଲ ମଧ୍ୟ ମହଙ୍ଗା ହୋଇଯାଇଛି। ତେଲ କମ୍ପାନୀଗୁଡ଼ିକ ସୋମବାର ମଧ୍ୟରାତ୍ରିରୁ ପ୍ରିମିୟମ ଡିଜେଲ ମୂଲ୍ୟ ପ୍ରାୟ…

ରାହୁଲଙ୍କ ବଡ଼ ଚେତାବନୀ, ଦେଶରେ ଆସିବ ‘Economic Earthquake’, ମୋଦି କହିଲେ…

ନୂଆଦିଲ୍ଲୀ,୧।୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀଙ୍କ ଭାଷଣରେ ପଶ୍ଚିମ ଏସିଆର ସଙ୍କଟ କେନ୍ଦ୍ରବିନ୍ଦୁ ପାଲଟିଥିଲା। ଉଭୟ ନେତା ଭାରତ ଉପରେ…

ନା ଖୋଲିଲା ହର୍ମୁଜ, ନା ହେଲା କୌଣସି ଚୁକ୍ତି… ଏହାପରେ ବି କାହିଁକି ଯୁଦ୍ଧ ବନ୍ଦ କରିବାକୁ ଚାହୁଁଛନ୍ତି ଟ୍ରମ୍ପ୍‌? ଜାଣନ୍ତୁ କ’ଣ ରହିଛି ଏହାର ବଡ଼ କାରଣ

ଓ୍ବାଶିଂଟନ,୧।୪: ଇରାନ ଏବଂ ଆମେରିକା ମଧ୍ୟରେ ସଂଘର୍ଷ ଏକ ନୂତନ ମୋଡ଼ ନେଇଛି। ଇରାନ ସହିତ ଯୁଦ୍ଧ ଏବେ ଯେକୌଣସି ମୁହୂର୍ତ୍ତରେ ଶେଷ ହୋଇପାରେ। ଆମେରିକା ମଧ୍ୟ…

ଓଲଟିଲା ମାଛ ବୋଝେଇ ମିନି ଟ୍ରକ: ଆଉ ତା’ପରେ ଘଟିଲା…

ଗଞ୍ଜାମ,୧।୪(ଅନାଥ ତରାଇ): ଗଞ୍ଜାମ ଥାନା ଅନ୍ତର୍ଗତ ବିଞ୍ଚଣାପଲି ଛକ ୧୬ ନମ୍ବର ଜାତୀୟ ରାଜପଥଠାରେ ଗତକାଲି ବିଳମ୍ବିତ ରାତି ପ୍ରାୟ ୧୨ଟା ୩୦ ମିନିଟ ସମୟରେ ଏକ…

ଗଞ୍ଜାମ ଜିଲାକୁ ୩ ଜାତୀୟ ପୁରସ୍କାର: ଚାରିଆଡ଼ୁ ଛୁଟିଲା ଶୁଭେଚ୍ଛାର ସୁଅ

ଛତ୍ରପୁର, ୧/୪(ଦିଲ୍ଲୀପ ସାମଲ): ପୁଣି ରାଜ୍ୟରେ ଗଞ୍ଜାମ ଜିଲା ସୁନାମ ଆଣିଛି । ଜିଲାକୁ ୩ଟି ଜାତୀୟ ପୁରସ୍କାର ମିଳିଛି । ଦୀନଦୟାଲ ଉପାଧ୍ୟାୟ ପଞ୍ଚାୟତ ସତତ…

ବଡ଼ ଦୁର୍ଘଟଣା, ସେନା ବିମାନ ଦୁର୍ଘଟଣାଗ୍ରସ୍ତ, ୨୯ ମୃତ

ମସ୍କୋ,୧।୪: ରୁଷିଆରେ ଏକ ବଡ଼ ବିମାନ ଦୁର୍ଘଟଣାର ରିପୋର୍ଟ ସାମ୍ନାକୁ ଆସିଛି। ରୁଷିଆ ପ୍ରତିରକ୍ଷା ମନ୍ତ୍ରଣାଳୟକୁ ଉଦ୍ଧୃତ କରି, ସମ୍ବାଦ ସଂସ୍ଥା TASS ବୁଧବାର ରିପୋର୍ଟ କରିଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri