Posted inଖେଳ

ବିସ୍ଫୋରକ ଆରମ୍ଭ ଦେଲେ ରୋହିତ – କୋହଲି

ଅହମ୍ମଦାବାଦ,୨୦।୩: ସ୍ଥାନୀୟ ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଶନିବାର ଚାଲିଥିବା ଅନ୍ତିମ ଟି୨୦ ମ୍ୟାଚରେ ଭାରତୀୟ ଦଳକୁ ବିସ୍ଫୋରକ ଆରମ୍ଭ ଦେଇଛନ୍ତି ଅଧିନାୟକ ବିରାଟ କୋହଲି ଏବଂ ଉପ ଅଧିନାୟକ ରୋହିତ ଶର୍ମା। ପ୍ରଥମ ୬ ଓଭର ତଥା ପାୱାରପ୍ଲେରେ ଏହି ଯୋଡ଼ି ଦଳୀୟ ସ୍କୋରରେ ୬୦ ରନ୍‌ ଯୋଗ କରିଥିଲେ। ରୋହିତ ୬୪ ରନ୍‌ କରି ଆଉଟ ହୋଇଥିବା ବେଳେ ସୂର୍ଯ୍ୟକୁମାର ଯାଦବ ୩୨ ରନ୍‌ କରିବାରେ ସକ୍ଷମ ହୋଇଥିଲେ। ୧୪ ଉଭର ସୁଦ୍ଧା କୋହଲି ୬୪ ରନ୍‌ କରି ଖେଳୁଥିବା ବେଳେ ହାର୍ଦ୍ଦିକ ପାଣ୍ଡ୍ୟା ୭ ରନ୍‌ କରିଛନ୍ତି। ୫ ମ୍ୟାଚ ବିଶିଷ୍ଟ ମ୍ୟାଚ ସିରିଜ ଏବେ ୨-୨ ବରାବର ସ୍ଥିତିରେ ଅଛି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ହକି ଇଣ୍ଡିଆକୁ ଏଫ୍‌ଆଇଏଚ୍‌ ପୁରସ୍କାର

ଲାଉସାନେ, ୨୨ା୫(ପି.ଟି.)- ଦେଶରେ ହକି ଖେଳର ସମୃଦ୍ଧି ଓ ବିକାଶ କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ପାଇଁ ହକି ଇଣ୍ଡିଆକୁ ଶୁକ୍ରବାର ସମ୍ମାନଜନକ ଇଟିନ୍‌ ଗ୍ଲିଚିଚ୍‌ ପୁରସ୍କାର...

ଏଫ୍‌ଆଇଏଚ୍‌ ସିରିଜ ଫାଇନାଲ୍ସ: ଟିମ ଇଣ୍ଡିଆର ନୂଆ ଜର୍ସି

ଭୁବନେଶ୍ୱର,୫।୬(ସ୍ପୋଟର୍‌ସ ବ୍ୟୁରୋ)- ସ୍ଥାନୀୟ କଳିଙ୍ଗ ଷ୍ଟାଡିୟମରେ ଆସନ୍ତା ୬ ତାରିଖରୁ ଆରମ୍ଭ ହେବାକୁ ଯାଉଥିବା ଆନ୍ତର୍ଜାତିକ ହକି ଫେହେରେଶନ (ଏଫ୍‌ଆଇଏଚ୍‌) ସିରିଜ ଫାଇନାଲରେ ଭାଗ ନେବାକୁ...

ଅଶ୍ୱିନ କରୋନା ପଜିଟିଭ, ଟିମ ସହ ଯିବେ ନାହିଁ ଇଂଲଣ୍ଡ

ବେଙ୍ଗାଲୁରୁ,୨୧ ।୬: ଭାରତୀୟ କ୍ରିକେଟ ଦଳର ଅଫ ସ୍ପିନର ରବିଚନ୍ଦ୍ରନ ଅଶ୍ୱିନ କରୋନା ମହାମାରୀ ଦ୍ୱାରା ସଂକ୍ରମିତ ହୋଇଛନ୍ତି । ଯେଉଁଥିପାଇଁ ପଞ୍ଚମ ଯେଷ୍ଟ ମ୍ୟାଚ...

ଭାଙ୍ଗିଲା ଅପରାଜେୟ ଧାରା

ଇଣ୍ଡିଆନ ଓ୍ବେଲ୍ସ,୨୧।୩: ଚଳିତ ବର୍ଷ ଲଗାତାର ୧୯ ମ୍ୟାଚ୍‌ ଜିତିବା ପରେ ସ୍ପାନିଶ କିମ୍ବଦନ୍ତୀ ରାଫାଲ ନାଡାଲ ପ୍ରଥମ ଥର ପାଇଁ ପରାଜୟ ସ୍ବାଦ ଚାଖିଛନ୍ତି।...

ଭାରତ ୭-୪ରେ ନ୍ୟୁଜିଲାଣ୍ଡକୁ ହରାଇଲା

ଭୁବନେଶ୍ୱର, ୫ା୧୧(କ୍ରୀଡ଼ା ପ୍ରତିନିଧି): ଏଫ୍‌ଆଇଏଚ୍‌ ପ୍ରୋ ଲିଗ୍‌ର ଶୁକ୍ରବାର ଅନୁଷ୍ଠିତ ଭାରତ-ନ୍ୟୁଜିଲାଣ୍ଡ ମ୍ୟାଚରେ ଗୋଲ ଏବଂ ପେନାଲ୍ଟି କର୍ନର ବର୍ଷା ମଧ୍ୟରେ ଘରୋଇ ଦଳ ବିଜୟୀ...

ଫ୍ରିହିଟ୍‌ ବଲରେ ବୋଲ୍ଡ ଆଉଟ୍‌ ହେଲେ ଗେଲ୍‌

ଲଣ୍ଡନ,୭।୬- ଓ୍ବେଷ୍ଟଇଣ୍ଡିଜ ଦଳର ବିସ୍ଫୋରକ ଓପନର କ୍ରିସ୍‌ ଗେଲ୍‌ ଅଷ୍ଟ୍ରେଲିଆ ବିପକ୍ଷରେ ଟ୍ରେଣ୍ଟ ବ୍ରିଜ୍‌ଠାରେ ଖେଳାଯାଇଥିବା ବିଶ୍ୱକପ୍‌ ମ୍ୟାଚ୍‌ରେ ଫ୍ରିହିଟ୍‌ ବଲରେ ବୋଲ୍ଡ ଆଉଟ୍‌ ହୋଇଛନ୍ତି।...

ଆଇପିଏଲ୍‌ରେ ପୁଅ କରୁଛନ୍ତି ଚମତ୍କାର, ସେପଟେ ରାସ୍ତାକଡ଼ରେ ଫଳ ବିକୁଛନ୍ତି ବାପା

ମୁମ୍ବାଇ,୨୯।୪:ଆଇପିଏଲ୍‌ ୨୦୨୨ରେ ଭାରତୀୟ ଯୁବ ଦ୍ରୁତ ବୋଲର ଉମ୍‌ରାନ ମଲିକଙ୍କ ଚର୍ଚ୍ଚା ସବୁଠି ଚାଲିଛି। ଉମ୍‌ରାନଙ୍କ ବୋଲିଂ ଗତି ଦେଖି କେବଳ କ୍ରିକେଟ୍‌ ପ୍ରଶଂସକ ନୁହେଁ,କ୍ରିକେଟ୍‌...

ସୟଦ ମୁସ୍ତାକ ଅଲୀ ଟ୍ରଫି ଜିତିଲା ତାମିଲନାଡୁ

ଅହମ୍ମଦାବାଦ, ୧ା୨ (ପି.ଟି.)-ବରୋଦାକୁ ୭ ଉଇକେଟରେ ପରାସ୍ତ କରି ତାମିଲନାଡୁ ସୟଦ ମୁସ୍ତାକ ଅଲୀ ଟ୍ରଫି ଟି୨୦ ଟୁର୍ନାମେଣ୍ଟ ଟାଇଟଲ ହାସଲ କରିଛି। ବରୋଦା ଦ୍ୱାରା...

Advertisement
Archives

Model This Week