Posted inଖେଳ

ମହାନ ଖେଳାଳିଙ୍କୁ ପଛରେ ଛାଡ଼ିଲେ ରୋହିତ

ଲିଡ୍ସ,୨୭।୮: ଇଂଲଣ୍ଡ ବିପକ୍ଷ ତୃତୀୟ ଟେଷ୍ଟର ଦ୍ୱିତୀୟ ଇନିଂସରେ ଭାରତୀୟ ଓପନର ରୋହିତ ଶର୍ମା ୫୯ ରନ୍‌ର ଇନିଂସ ଖେଳିଛନ୍ତି। ତାଙ୍କ ଅର୍ଦ୍ଧଶତକୀୟ ପାଳିରେ ସାମିଲ ଥିଲା ୭ ଚୌକା ଓ ଗୋଟିଏ ଛକା ଲଗାଇଥିଲେ। ଏହି ଛକା ସହିତ ସେ ପୂର୍ବତନ ଭାରତୀୟ ଅଧିନାୟକ କପିଳ ଦେବଙ୍କୁ ପଛରେ ପକାଇ ଦେଇଛନ୍ତି। ଟେଷ୍ଟ ଫର୍ମାଟରେ ସର୍ବାଧିକ ସଂଖ୍ୟକ ଛକା ମାରିଥିବା ଭାରତୀୟ ବ୍ୟାଟ୍ସମ୍ୟାନଙ୍କ ତାଲିକାରେ ଚତୁର୍ଥ ସ୍ଥାନକୁ ଉଠିଛନ୍ତି ରୋହିତ।

ତାଙ୍କ ନାମରେ ୬୨ଟି ଛକା ଥିବା ବେଳେ କପିଳ ଦେବ ତାଙ୍କ ଟେଷ୍ଟ କ୍ୟାରିୟରରେ ୬୧ ଛକା ଲଗାଇଥିଲେ। ଏହି ତାଲିକା ଶୀର୍ଷରେ ଅଛନ୍ତି ପୂର୍ବତନ ଭାରତୀୟ ଓପନର ବୀରେନ୍ଦ୍ର ସେହ୍ବାଗ। ସେ ଅନ୍ତର୍ଜାତୀୟ ଟେଷ୍ଟ କ୍ରିକେଟରେ ୯୦ ଛକା ମାରିଥିଲେ। ତାଙ୍କ ପଛକୁ ତାଲିକାରେ ରହିଛନ୍ତି ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂ ଧୋନୀ (୭୮ ଛକା) ଓ ମହାନ ବ୍ୟାଟ୍ସମ୍ୟାନ ସଚିନ ତେନ୍ଦୁଲକର (୬୯)।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଜୁଭେଣ୍ଟସ ଇଟାଲିଆନ କପ୍‌ ଫାଇନାଲରେ

ତୁରିନ୍‌,୧୩ା୬(ଏପି): ଶେଷରେ ଇଟାଲୀରେ ପୁନର୍ବାର ଫୁଟ୍‌ବଲ ଖେଳ ଆରମ୍ଭ ହୋଇଛି। ନୀରବ ପରିବେଶ ମଧ୍ୟରେ ଜୁଭେଣ୍ଟସ ଓ ଏସି ମିଲାନ ମଧ୍ୟରେ ଅନୁଷ୍ଠିତ ମ୍ୟାଚ ଗୋଲଶୂନ୍ୟ...

କାହାକୁ ବିବାହ କରିବେ ଜଶପ୍ରୀତ ବୁମ୍‌ରା

ଭାରତୀୟ ଦ୍ରୁତ ବୋଲର ଜସପ୍ରୀତ ବୁମ୍‌ରା ଖୁବ୍‌ଶୀଘ୍ର ବିବାହ ବନ୍ଧନରେ ଆବଦ୍ଧ ହେବାକୁ ଯାଉଛନ୍ତି। ଏହି କାରଣରୁ ସେ ଇଂଲଣ୍ଡ ବିପକ୍ଷ ଶେଷ ଟେଷ୍ଟ ନ...

ସଚିନଙ୍କୁ ରାଜନୀତିଠାରୁ ଦୂରେଇ ରହିବାକୁ ପରାମର୍ଶ ଦେଇଥିଲେ ଏହି ରାଜନେତା

ଶିବସେନାର ସଂସ୍ଥାପକ ବାଲ୍‌ ଠାକରେ ଆଜିର ଦିନରେ ହିଁ ଦୁନିଆରୁ ବିଦାୟ ନେଇଥିଲେ। ଜୀବନରେ କେବେ ନିର୍ବାଚନ ଲଢି ନ ଥିଲେ ମଧ୍ୟ ସେ ରାଜନୀତିରେ...

ଫୁଟବଲ ରେଫରି ଶିବପ୍ରସାଦଙ୍କ ପରଲୋକ

ଭୁବନେଶ୍ୱର(ସ୍ପୋଟର୍‌ସ ବ୍ୟୁରୋ)/କଟକ ଅଫିସ,୨୫ା୯: ସୁନାମଧନ୍ୟ ଜାତୀୟ ସ୍ତରୀୟ ଫୁଟବଲ ରେଫରି, ପୂର୍ବତନ ଖେଳାଳି ତଥା ଇଷ୍ଟକୋଷ୍ଟ ରେଲୱେ ଦଳର କୋଚ୍‌ ଶିବପ୍ରସାଦ ଦାସଙ୍କ ଭୁବନେଶ୍ୱରର ଏକ...

ଜାତୀୟ ସବ୍‌ଜୁନିୟର ବାସ୍କେଟବଲ୍‌: ରାଜସ୍ଥାନ, ତାମିଲନାଡୁ କ୍ବାର୍ଟର ଫାଇନାଲରେ

କଟକ ଅଫିସ,୬ା୯- କଟକରେ ଚାଲିଥିବା ୪୬ତମ ଜାତୀୟ ସବଜୁନିୟର ବାସ୍କେଟବଲ ଚାମ୍ପିୟନଶିପର ବାଳକ ବର୍ଗରେ ରାଜସ୍ଥାନ ଓ ବାଳିକା ବର୍ଗରେ ତାମିଲନାଡୁ କ୍ବାର୍ଟର ଫାଇନାଲରେ ସ୍ଥାନ...

ଭାରତୀୟ ବ୍ୟାଟ୍ସମ୍ୟାନଙ୍କୁ ଗାଭାସ୍କରଙ୍କ ସମର୍ଥନ

ଆଡିଲେଡ,୨୦।୧୨(ପି.ଟି.): ପରାଜୟ ସତ୍ତ୍ୱେ କିମ୍ବଦନ୍ତୀ କ୍ରିକେଟର ସୁନୀଲ ଗାଭାସ୍କର ଭାରତୀୟ ବ୍ୟାଟ୍ସମ୍ୟାନଙ୍କୁ ସମର୍ଥନ କରିଛନ୍ତି। ଅଷ୍ଟ୍ରେଲୀୟ ବୋଲରମାନେ ଉଚ୍ଚକୋଟୀର ବୋଲିଂ ପ୍ରଦର୍ଶନ କରିଥିଲେ। ତେଣୁ ବିପର୍ଯ୍ୟୟ...

ଭାରତକୁ ଚାପରେ ଦେଖିବା ଖୁସି ଦେଉଛି; ଏଣୁ ପୂର୍ବ ଖେଳାଳିଙ୍କ ସହ ପଡ଼ିଆକୁ ଓହ୍ଲାଇବ ଅଷ୍ଟ୍ରେଲିଆ: ଲାଙ୍ଗର

ମେଲବର୍ନ,୨୪।୧୨: ଭାରତ ବିପକ୍ଷରେ ଶନିବାର ଖେଲାଯିବାକୁ ଥିବା ଦ୍ୱିତୀୟ ଟେଷ୍ଟ ମ୍ୟାଚ୍‌ରେ କୌଣସି ପରିବର୍ତ୍ତନ କରାଯିବ ନାହିଁ। ଗୁରୁବାର ଅଷ୍ଟ୍ରେଲିଆର ପ୍ରମୁଖ କୋଚ୍‌ ଜଷ୍ଟିନ ଲାଙ୍ଗର...

କ୍ରିକେଟ ରେଷ୍ଟୁରାଣ୍ଟ ଉଦ୍‌ଘାଟନ କଲେ ଗାଙ୍ଗୁଲି

କୋଲକାତା,୨୦।୯(ପିଟି): ଏଠାରେ କ୍ରିକେଟ ଉପରେ ଆଧାରିତ ରେଷ୍ଟୁରାଣ୍ଟକୁ ପୂର୍ବତନ ଭାରତୀୟ ଅଧିନାୟକ ସୌରଭ ଗାଙ୍ଗୁଲି ଶୁକ୍ରବାର ଉଦ୍‌ଘାଟନ କରିଛନ୍ତି। ରେଷ୍ଟୁରାଣ୍ଟରେ ରହିଛି ଭାରତୀୟ କ୍ରିକେଟର ୧୦୦ରୁ...

Advertisement
Archives

Model This Week