Posted inଖେଳ

ରୋହିତ ବିରତି ନେବା ଆବଶ୍ୟକ: ଗାଭାସ୍କର…

କୋଲକାତା,୨୬।୪ : ମଙ୍ଗଳବାର ଆଇପିଏଲj ୩୫ତମ ମ୍ୟାଚରେ ଅହମ୍ମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଗୁଜରାଟ ଟାଇଟାନ୍ସ ବିପକ୍ଷରେ ପାଞ୍ଚ ଥର ଚାମ୍ପିୟନ ମୁମ୍ବାଇ ଇଣ୍ଡିଆନ୍ସ ଅପମାନଜନକ ପରାଜୟର ସମ୍ମୁଖୀନ ହୋଇଛି। ଏହି ପରାଜୟ ପରେ ଭାରତର ପୂର୍ବତନ ଅଧିନାୟକ ତଥା ଭେଟେରାନ ବ୍ୟାଟ୍ସମ୍ୟାନ ସୁନୀଲ ଗାଭାସ୍କର ରୋହିତ ଶର୍ମାଙ୍କୁ ଏକ ବିଶେଷ ପରାମର୍ଶ ଦେଇଛନ୍ତି। ସେ କହିଛନ୍ତି, ମୁମ୍ବାଇ ଇଣ୍ଡିଆନ୍ସର ଅଧିନାୟକ କିଛି ଦିନ ପାଇଁ ଆଇପିଏଲରୁ ବିରତି ନେବା ଉଚିତ।

ଗତ ବର୍ଷ ଭାରତର ତାରକା ବ୍ୟାଟ୍ସମ୍ୟାନ ବିରାଟ କୋହଲି ମଧ୍ୟ କିଛି ଦିନ ବିରତି ନେଇଥିଲେ। ସେ ସତେଜ ହୋଇ ଫେରି ଆସି ପୁଣି ଭଲ ଫର୍ମରେ ଅଛନ୍ତି। ମୁମ୍ବାଇ ବିପକ୍ଷରେ ଆଠଟି ବଲରୁ ଦୁଇଟି ରନ କରି ରୋହିତ ଶର୍ମା ଆଉଟ ହୋଇଥିଲେ। ଗାଭାସ୍କର ହିଟମ୍ୟାନଙ୍କୁ ପରାମର୍ଶ ଦେଇଛନ୍ତି, ରୋହିତ ଆଗାମୀ ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ ଫାଇନାଲ ଉପରେ ଅଧିକ ଧ୍ୟାନ ଦେବା ଜରୁରୀ।

ଗାଭାସ୍କର କହିଛନ୍ତି, ମୁଁ ମୁମ୍ବାଇ ଇଣ୍ଡିଆନ୍ସର ବ୍ୟାଟିଂ କ୍ରମରେ କିଛି ପରିବର୍ତ୍ତନ ଦେଖିବାକୁ ଚାହେଁ। ସତ କହିବାକୁ ଗଲେ ମୁଁ ଏହା ମଧ୍ୟ କହିବି, ରୋହିତ ଏହି ସମୟରେ ବିରତି ନେବା ଉଚିତ ଏବଂ ବିଶ୍ୱ ଟେଷ୍ଟ ଚାମ୍ପିଅନଶିପ ଫାଇନାଲ ପାଇଁ ନିଜକୁ ଫିଟ ରଖିବା ଉଚିତ। ସେ ଏଥିରୁ ମୁକ୍ତି ପାଇବା ଆବଶ୍ୟକ। ସେ ଟିକେ ଚିନ୍ତିତ ଦେଖାଯାଉଛନ୍ତି।

ବୋଧହୁଏ ଏହି ପର୍ଯ୍ୟାୟରେ ସେ ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ ବିଷୟରେ ଚିନ୍ତା କରୁଛନ୍ତି। ତଥାପି, ମୁଁ ଏ ବିଷୟରେ ଜାଣି ନାହିଁ। ମୁଁ ଭାବୁଛି ତାଙ୍କୁ ଏକ ବିରତି ଦରକାର । ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ ଫାଇନାଲ ପାଇଁ ନିଜକୁ ସେ ଫିଟରେ ରଖିବା ଜରୁରୀ।


Enter your email to get our daily news in your inbox.

All Right Reserved By Dharitri.Com

ବ୍ରହ୍ମବରଦା ଥାନାରୁ ଅଭିଯୁକ୍ତ ଚମ୍ପଟ ଘଟଣା: ଏଏସ୍‌ଆଇଙ୍କ ସମେତ ୩ ପୋଲିସ କର୍ମଚାରୀ ସସ୍‌ପେଣ୍ଡ

ଧର୍ମଶାଳା, ୨୮।୩(ଶିିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ବ୍ରହ୍ମବରଦା ଥାନାରୁ ଜଣେ ଅଭିଯୁକ୍ତ ଚମ୍ପଟ ମାରିବା ଘଟଣାରେ ଜିଲା ଆରକ୍ଷୀ ଅଧୀକ୍ଷକ (ଏସ୍‌ପି) କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ…

ସରକାରଙ୍କ ବିରୋଧରେ ଗର୍ଜିଲା କଂଗ୍ରେସ

ବଞ୍ଚୋ,୨୮ା୩(ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲାର ଆନନ୍ଦପୁର ଉପଖଣ୍ଡ ହାଟଡିହୀ ବ୍ଲକ ଅନ୍ତର୍ଗତ ମରେଇଗାଁ ପଡ଼ିଆରେ କଂଗ୍ରେସ ଦଳର ଡାକରାରେ ଏକ ବିଶାଳ ଜନସମାବେଶ ଅନୁଷ୍ଠିତ ହୋଇଯାଇଛି।…

୧୦ ମାସ ତଳେ ବିବାହ କରିଥିଲେ ଅନୁପମା, ବେକରେ ଦାଗ ଦେଖି ବାପଘର ଲୋକେ ଆଣିଲେ ହତ୍ୟା ଅଭିଯୋଗ

ବଲାଙ୍ଗୀର,୨୮ା୩(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ତୁଷୁରା ଥାନା ମହିପୁର ଗାଁରେ ଜଣେ ନବବଧୂକୁ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ୧୦ ମାସ ତଳେ ବାହା ହୋଇଥିବା…

ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହେଲେ ହିମାଂଶୁ-ଦେବେନ୍ଦ୍ର, କାର୍ଯ୍ୟଭାର ନେବା ପରେ…

ବରପାଲି,୨୮ା୩(ଚିତ୍ତରଞ୍ଜନ ସାହୁ): ଶନିବାର ବରପାଲି ଓକିଲ ସଂଘର ନୂତନ କର୍ମକର୍ତ୍ତା ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହୋଇଛନ୍ତି। ଚଳିତ ବର୍ଷ ପାଇଁ ସଭାପତି ହିମାଂଶୁ ଶେଖର ସାହୁ ଓ ସମ୍ପାଦକ…

ବାଣଫୁଟାଇ ମିଠାଖୁଆଇ ବିଜୟ ଉତ୍ସବ ପାଳିଲେ ପ୍ରକାଶ-ରବୀନ୍ଦ୍ର

ପୁରୁଷୋତ୍ତମପୁର,୨୮ା୩(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଓକିଲ ସଂଘ ନିର୍ବାଚନ ଶାନ୍ତିଶୃଙ୍ଖଳାର ସହ ଶେଷ ହୋଇଛି। ଏଥିରେ ସଭାପତି ଭାବେ ପ୍ରକାଶ ଚନ୍ଦ୍ର ତ୍ରିପାଠୀ ତାଙ୍କ ପ୍ରତିଦ୍ୱନ୍ଦ୍ୱୀ…

ମଧ୍ୟପ୍ରାଚ୍ୟରେ ଅଶାନ୍ତି ମଧ୍ୟରେ, ଆମେରିକାକୁ କଡ଼ା ଚେତାବନୀ ଦେଲେ ଇରାନ ରାଷ୍ଟ୍ରପତି, କହିଲେ ଏଥର…

ତେହରନ୍‌,୨୮।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ଉତ୍ତେଜନା ଆରମ୍ଭ ହେବାର ଏକ ମାସ ବିତିଗଲାଣି। ଇରାନ ଏବଂ ଇସ୍ରାଏଲ ମଧ୍ୟରେ ନିରନ୍ତର କ୍ଷେପଣାସ୍ତ୍ର ଆକ୍ରମଣ ବିନିମୟ ହୋଇଛି। ଇରାନ ରାଷ୍ଟ୍ରପତି…

ସରିଲା ଓକିଲ ସଂଘ ନିର୍ବାଚନ: ବାଜି ମାରିଲେ ହୃଦୟରଞ୍ଜନ-ସନ୍ତୋଷ

ଦିଗପହଣ୍ଡି,୨୮ା୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦଗିଗପହଣ୍ଡିସ୍ଥିତ ଖେମୁଣ୍ଡି ଓକିଲ ସଂଘର ନିର୍ବାଚନ ଶନିବାର ଶାନ୍ତିପୂର୍ଣ୍ଣ ଭାବେ ସରିଛି। ଓକିଲ ସଂଘର ସଭାପତି ଭାବେ ହୃଦୟରଞ୍ଜନ ମେକାପ…

ସୁଭଦ୍ରାକୁ ନେଇ ଉପମୁଖ୍ୟମନ୍ତ୍ରୀଙ୍କ ବଡ଼ ସୂଚନା: ଏପ୍ରିଲ ୧ରୁ ନୂଆ ଆବେଦନ, ଏଥିରେ ସାମିଲ ହେବେ…

ଭୁବନେଶ୍ୱର,୨୮ା୩: ସୁଭଦ୍ରା ଯୋଜନାକୁ ନେଇ ସରକାର ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ଏପ୍ରିଲ ୧ରୁ ନୂଆ ସୁଭଦ୍ରା ପଞ୍ଜୀକରଣ ଆରମ୍ଭ ହେବ ବୋଲି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri