Posted inଖେଳ

ଦ୍ଵିତୀୟ ଥର ପାଇଁ ବାପା ହେଲେ ରୋହିତ ଶର୍ମା

ନୂଆଦିଲ୍ଲୀ,୧୬/୧୧: ଖୁସି ଖବର ଦେଲେ ଭାରତୀୟ କ୍ରିକେଟର ରୋହିତ ଶର୍ମା। ସେ ଦ୍ଵିତୀୟ ଥର ପାଇଁ ବାପା ହୋଇଛନ୍ତି। ତାଙ୍କ ସ୍ତ୍ରୀ ରିତିକା ଏକ ପୁତ୍ର ସନ୍ତାନକୁ ଜନ୍ମ ଦେଇଛନ୍ତି। ଏହା ପୂର୍ବରୁ ତାଙ୍କର ଏକ ଝିଅ ଥିଲା। ଏହି ଖବର ଆସିବା ପରେ ବିଭିନ୍ନ ଆଡ଼ୁ ଶୁଭେଚ୍ଛାର ସୁଅ ଛୁଟିଛି। ତେବେ ଏ ପର୍ଯ୍ୟନ୍ତ ରୋହିତ କିମ୍ବା ରିତିକା ଏ ସମ୍ପର୍କରେ କୌଣସି ସରକାରୀ ସୂଚନା ଦେଇନାହାନ୍ତି।

ଟିମ ଇଣ୍ଡିଆକୁ ଅଷ୍ଟ୍ରେଲିଆ ବିପକ୍ଷରେ ପାଞ୍ଚ ମ୍ୟାଚ ଟେଷ୍ଟ ସିରିଜ ଖେଳିବାକୁ ପଡିବ। ଏଥିପାଇଁ ବିରାଟ କୋହଲିଙ୍କ ସମେତ ଅନେକ ବରିଷ୍ଠ ଖେଳାଳି ଅଷ୍ଟ୍ରେଲିଆରେ ପହଞ୍ଚିଛନ୍ତି। କିନ୍ତୁ ରୋହିତ ଏପର୍ଯ୍ୟନ୍ତ ଯାଇ ନାହାଁନ୍ତି। ରୋହିତ ଭାରତରେ କ୍ରିକେଟ ପାଇଁ କଣ୍ଟ୍ରୋଲ ବୋର୍ଡରୁ ଛୁଟି ମାଗିଛନ୍ତି ବୋଲି ଖବର ଆସିଥିଲା। ବର୍ତ୍ତମାନ ଗଣମାଧ୍ୟମ ରିପୋର୍ଟରେ ଦର୍ଶାଯାଇଛି ଯେ ରିତିକା ଏକ ପୁତ୍ର ସନ୍ତାନ ଜନ୍ମ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରେସଲିଂ ଫେରିବା ଆଶା ଧୂଳିସାତ

ନୂଆଦିଲ୍ଲୀ,୩୦ା୫- ଅଲିମ୍ପିଆନ ଭିନେଶ ଫୋଗତଙ୍କ ପ୍ରତିଦ୍ୱନ୍ଦ୍ୱିତାମୂଳକ ରେସଲିଂକୁ ଫେରିବା ଆଶା ଧୂଳିସାତ ହୋଇଛି। ଶନିବାର ଏସିଆନ ଗେମ୍ସ ଚୟନ ପ୍ରକ୍ରିୟାରେ ୫୩ କେଜି ସେମିଫାଇନାଲରେ ସେ ମୀନାକ୍ଷୀଙ୍କଠାରୁ…

ଟିଏମ୍‌ସି ନେତା ଅଭିଷେକଙ୍କୁ ଆକ୍ରମଣ

କୋଲକାତା,୩୦।୫: ଟିଏମ୍‌ସି ନେତା ତଥା ସାଂସଦ ଅଭିଷେକ ବାନାର୍ଜୀଙ୍କ ଉପରେ ଶନିବାର ସନ୍ଧ୍ୟାରେ କିଛି ଲୋକ ଆକ୍ରମଣ କରିଥିବା ଅଭିଯୋଗ ହୋଇଛି। ମିଳିଥିବା ସୂଚନା ମୁତାବକ, ଅଭିଷେକ…

କାଳବୈଶାଖୀର କରାଳ ରୂପ:  ଭାଙ୍ଗିଗଲା ଦାଦନ ଶ୍ରମିକର ସପ୍ନର ଘର, ହାର୍ଡଖୁର୍ସି ଗ୍ରାମରେ ଏକାଧିକ ପରିବାର ବାସହୀନ

ଥୁଆମୂଳ ରାମପୁର, ୩୦।୫ (ଦୁର୍ଗା କୀର୍ତ୍ତି):ଦୁଃଖ ଉପରେ ଦୁଃଖ। ବିଧାତାଙ୍କ ବିଚିତ୍ର ଲୀଳା ଆଗରେ ହାର ମାନିଛି ଗରିବ ପରିବାର। କେରଳ ରାଜ୍ୟକୁ ଦାଦନ ଖଟିବାକୁ ଯାଇ…

ବଂଶଧାରା ଆନିକଟ ପାଇଁ ଦାବି ଉଠାଇଲା ଏବିଭିପି: ମୁଖ୍ୟମନ୍ତ୍ରୀଙ୍କୁ ଭେଟି…

ଗୁଣପୁର, ୩୦।୫ (ସୁଜାତା ପାଢ଼ୀ): ଭୁବନେଶ୍ୱରରେ ଆୟୋଜିତ ଏବିଭିପିର ରାଷ୍ଟ୍ରୀୟ କାର୍ଯ୍ୟକାରିଣୀ ଅବସରରେ ଗୁଣପୁର ଶାଖାର କର୍ମକର୍ତ୍ତାମାନେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝିଙ୍କୁ ସାକ୍ଷାତ କରି ବଂଶଧାରା…

କେନ୍ଦ୍ରାପଡା କଲେଜର ଯୁକ୍ତ–୩ ଫଳ ପ୍ରକାଶିତ: ଅର୍ଚ୍ଚିତା, ଲକ୍ଷ୍ମୀପ୍ରିୟା ,ଶାନ୍ତନୁ ବିଭାଗୀୟ ଟପ୍ପର

କେନ୍ଦ୍ରାପଡା, ୩୦।୫ (ଜଗନ୍ନାଥ ଧଳ): କେନ୍ଦ୍ରାପଡା ସ୍ୱୟଂଶାସିତ ମହାବିଦ୍ୟାଳୟର ଯୁକ୍ତ–୩ ପରୀକ୍ଷାର ଫଳ ଶନିବାର ପ୍ରକାଶ ପାଇଛି। ଏଥର ଛାତ୍ରମାନଙ୍କ ତୁଳନାରେ ଛାତ୍ରୀମାନେ ଉତ୍କୃଷ୍ଟ ଫଳାଫଳ କରି…

ବିଦ୍ୟୁତ୍‌ତାର ଚୋରି ଘଟଣାରେ ଯୁବକଙ୍କୁ ଥାନାରେ ଅଟକ ରଖି ଛାଡ଼ିଦେଲା ପୋଲିସ, ତାତିଲେ ଗ୍ରାମବାସୀ

ବାସୁଦେବପୁର,୩୦ା୫(କାଳୀପଦ ରାୟ): ଭଦ୍ରକ ଜିଲା ବାସୁଦେବପୁର ଜାମଝାଡ଼ି ରାସ୍ତାର ପରପୋଖରୀ ଛକଠାରେ ବିଦ୍ୟୁତତାର ଚୋରି ଘଟଣାରେ ଦୁଇ ଯୁବକଙ୍କୁ ଥାନାରେ ଅଟକ ଘଟଣାକୁ ନେଇ ଉତ୍ତ୍ୟକ୍ତ ଗ୍ରାମବାସୀ…

ଜନଗଣନା ଫର୍ମ ବାଣ୍ଟିଲେ ଜିଲାପାଳ, SIRକୁ ନେଇ ଗଞ୍ଜାମବାସୀ ଉତ୍ସାହିତ

ଛତ୍ରପୁର,୩୦ା୫(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାରେ ଶନିବାରଠାରୁ ପରିଗଣନା ଫର୍ମ ବଣ୍ଟନ ଆରମ୍ଭ ହୋଇଛି। ସ୍ଥାନୀୟ ବିଏଲ୍‌ଓ ଜିଲାପାଳ ତଥା ଜିଲା ନିର୍ବାଚନ ଅଧିକାରୀ ଭି କୀର୍ତ୍ତି ଭାସନଙ୍କ…

ପାରାଦୀପ ବନ୍ଦରରେ ଦୁର୍ଘଟଣା: କ୍ରେନ୍ ବକେଟ୍ ପଡି ଚାଳକଙ୍କ ମୃତ୍ୟୁ

ପାରାଦୀପ, ୩୦।୫ (ଶରତ ରାଉତ): ପାରାଦୀପ ବନ୍ଦରର ନିଷିଦ୍ଧାଞ୍ଚଳ ସି କ୍ୟୁ–୧ ନମ୍ବର ବର୍ଥ ନିକଟରେ ଶନିବାର ମଧ୍ୟାହ୍ନରେ ଦୁର୍ଘଟଣା ଘଟିଛି। ଏଥିରେ ଣେ ଚାଳକଙ୍କ ମୃତ୍ୟୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri