Posted inଖେଳ

ରୋହିତଙ୍କୁ ଦିନିକିଆ ଦଳର ନେତୃତ୍ୱଭାର

ନୂଆଦିଲ୍ଲୀ,୮।୧୨: ଟି୨୦ ଫର୍ମାଟରେ ଟିମ୍‌ ଇଣ୍ଡିଆର ନେତୃତ୍ୱ ନେଉଥିବା ରୋହିତ ଶର୍ମାଙ୍କୁ ବୁଧବାର ଦିନିକିଆ ଦଳର ଅଧିନାୟକ ନିଯୁକ୍ତ କରାଯାଇଛି। ଏଥିସହ ବରିଷ୍ଠ ଓପନିଂ ବ୍ୟାଟରଙ୍କୁ ବରିଷ୍ଠ ମିଡଲ ଅର୍ଡର ବ୍ୟାଟର ଅଜିଙ୍କ୍ୟ ରାହାନେଙ୍କ ବଦଳରେ ଦିଆଯାଇଛି ଟେଷ୍ଟ ଫର୍ମାଟରେ ଉପ ଅଧିନାୟକ ଦାୟିତ୍ୱ। ଆଗାମୀ ଦକ୍ଷିଣ ଆଫ୍ରିକା ବିପକ୍ଷ ୩ ମ୍ୟାଚ୍‌ ବିଶିଷ୍ଟ ଟେଷ୍ଟ ସିରିଜ୍‌ ଲାଗି ୧୮ ଜଣିଆ ଭାରତୀୟ ଦଳ ଘୋଷଣା କରିବା ଅବସରରେ ଏହି ସୂଚନା ଦେଇଛି ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ)।

“ସର୍ବଭାରତୀୟ ସିନିୟର ଚୟନ କମିଟି ରୋହିତଙ୍କୁ ଦିନିକିଆ ଓ ଟି୨୦ ଦଳର ନେତୃତ୍ୱଭାର ଦେବାକୁ ନିଷ୍ପତ୍ତି ନେଇଛି” ବୋଲି ବିସିସିଆଇ ଟୁଇଟ୍‌ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଝଡାଫୁଙ୍କା ବାହାନାରେ ନାବାଳିକାଙ୍କୁ ବଳାତ୍କାର, ସୋନପୁର ଜେଲକୁ ଗଲେ…

ଡୁଙ୍ଗୁରିପାଲି, ୧୦ା୨(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ରାମପୁର ଥାନା ଅଞ୍ଚଳରେ ଝଡାଫୁଙ୍କା ବାହାନା କରି ଜଣେ ମାନସିକ ବିକାରଗ୍ରସ୍ତ ନାବାଳିକାଙ୍କୁ ବଳାତ୍କାର ଅଭିଯୋଗ ହୋଇଛି। ପୀଡିତା…

ଖୁଣ୍ଟାପୁର ଗ୍ରାମରେ ଡକାୟତି: ଫେରାର ହେବାକୁ ଉଦ୍ୟମ ବେଳେ ଜଣଙ୍କୁ ମାଡ଼ି ବସି ନିର୍ଧୁମ ଛେଚିଲେ ଗ୍ରାମବାସୀ, ପୋଲିସ…

ବୈଶିଙ୍ଗା,୧୦।୨(ରତନ ଦାଶ): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ଥାନା ଅର୍ନ୍ତଗତ ଖୁଣ୍ଟାପୁର ଗ୍ରାମରେ ମଙ୍ଗଳବାର ସା ୭.୩୦ ସମୟରେ ୬ ଜଣ ଦୁର୍ବୃତ୍ତ ଡକାୟତି ଉଦ୍ଦେଶ୍ୟରେ ଚିନ୍ମୟ ମିଶ୍ରଙ୍କ…

ଶକ୍ତି ଉତ୍ତୋଳନରେ ରାୟଗଡ଼ା ଜିଲା କ୍ରୀଡ଼ାବିତ୍‌ଙ୍କ ବାଜିମାତ୍‌: ୩ଦିନରେ ୫ ସ୍ୱର୍ଣ୍ଣ, ୪ ରୌପ୍ୟ ଏବଂ ଗୋଟିଏ କାଂସ୍ୟ ପଦକ…

ରାୟଗଡ଼ା,୧୦।୨(ଆଶିଷ ରଞ୍ଜନ ପଣ୍ଡା)- ଓଡ଼ିଶା ଶକ୍ତି ଉତ୍ତୋଳନ ସଂଘ ପକ୍ଷରୁ ଭୁବନେଶ୍ୱର ସ୍ଥିତ ଉତ୍କଳ କରାଟେ ବିଦ୍ୟାଳୟଠାରେ ୬ରୁ ୮ ତାରିଖ ତିନିଦିନିଆ ୩୨ତମ ରାଜ୍ୟ ଶକ୍ତି…

ଅପରାହ୍ନରେ ସଚେତନତା, ସନ୍ଧ୍ୟାରେ ନିଆଁ; ହୁତୁହୁତୁ ହୋଇ ଜଳୁଛି ସୋରଦେବି ଜଙ୍ଗଲ…

ଭଞ୍ଜନଗର,୧୦।୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ସ୍ଥିତ ଘୁମୁସର ଉତ୍ତର ବନଖଣ୍ଡର ଲାଲସିଂ ନର୍ସରୀ ପରିସରରେ ମଙ୍ଗଳବାର ସକାଳୁ ଅପରାହ୍ନ ୪ଟା ପର୍ଯ୍ୟନ୍ତ ବନଖଣ୍ଡସ୍ତରୀୟ ବନାଗ୍ନୀ ପ୍ରଶମନ ସଚେତନତା…

୧୦ ଉଇକେଟରେ ଜିତିଲା ନ୍ୟୁଜିଲାଣ୍ଡ

ଚେନ୍ନାଇ,୧୦ା୨- ଟି୨୦ ବିଶ୍ୱକପ୍‌ରେ ମଙ୍ଗଳବାର ଖେଳାଯାଇଥିବା ମ୍ୟାଚ୍‌ରେ ନ୍ୟୁଜିଲାଣ୍ଡ ୧୦ ଉଇକେଟରେ ୟୁଏଇକୁ ପରାସ୍ତ କରିଛି। ୟୁଏଇ ଦ୍ୱାରା ଧାର୍ଯ୍ୟ ୧୭୪ ରନ୍‌ର ଟାର୍ଗେଟ୍‌କୁ ଟିମ୍‌ ସିଫର୍ଟ…

ଭାରତରେ କଠୋର ହେଲା AI ନିୟମ: ୩ ଘଣ୍ଟା ମଧ୍ୟରେ ହଟାଯିବ ଏସବୁ ପୋଷ୍ଟ

ନୂଆଦିଲ୍ଲୀ,୧୦।୨: AI ଏବଂ ଡିପଫେକ୍’ର ଅପବ୍ୟବହାର ରୋକିବା ପାଇଁ ଭାରତ ସରକାର ବଡ଼ ପଦକ୍ଷେପ ଗ୍ରହଣ କରିଛନ୍ତି। ନୂତନ ଆଇଟି ନିୟମ ଅନୁଯାୟୀ, ସୋସିଆଲ ମିଡିଆ ପ୍ଲାଟଫର୍ମଗୁଡ଼ିକୁ…

ବଲିଉଡରେ ହଇଚଇ: ରଣବୀର ସିଂଙ୍କୁୁ ମିଳିଲା ଧମକ, କୋଟି କୋଟି ଟଙ୍କା ଦାବି; ସୁରକ୍ଷା ବଢ଼ାଇଲା… 

ମୁମ୍ବାଇ: ଅଭିନେତା ରଣବୀର ସିଂଙ୍କୁ ଧମକ। ଘର ବାହାରେ ବଢ଼ାଗଲା ସୁରକ୍ଷା। କିଛି ଏଭଳି ଖବରକୁ ନେଇ ବଲିଉଡରେ ହଇଚଇ ସୃଷ୍ଟି ହୋଇଛି। ସୂଚନା ପ୍ରକାରେ ଅଭିନେତାଙ୍କୁ…

ବିବାଦ ପରେ ମୁହଁ ଖୋଲିଲେ ପୂର୍ବତନ ସେନାମୁଖ୍ୟ: ”ଏହା ହିଁ ବହିର…”

ନୂଆଦିଲ୍ଲୀ,୧୦।୨: ନିଜର ଅପ୍ରକାଶିତ ବହିକୁ ନେଇ ବିବାଦ ଜୋର ଧରିବା ପରେ ମୁହଁ ଖୋଲିଛନ୍ତି ପୂର୍ବତନ ସ୍ଥଳସେନା ମୁଖ୍ୟ ଜେନେରାଲ ଏମ୍.ଏମ୍. ନରଭାଣେ। ତାଙ୍କର ଏହି ଆତ୍ମଜୀବନୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri