Posted inଖେଳ

ଅନ୍ତର୍ଜାତୀୟ ଟି୨୦ରେ ପୂରଣ କଲେ ୧୫୦ ଛକା

କୋଲକାତା,୨୧।୧୧: ନ୍ୟୁଜିଲାଣ୍ଡ ବିପକ୍ଷ ତୃତୀୟ ତଥା ଅନ୍ତିମ ଟି୨୦ ମ୍ୟାଚ୍‌ରେ ଭାରତୀୟ ଦଳର ଅଧିନାୟକ ରୋହିତ ଶର୍ମା ଏକ ସ୍ବତନ୍ତ୍ର ରେକର୍ଡର ଅଧିକାରୀ ହୋଇଛନ୍ତି। ମ୍ୟାଚ୍‌ରେ ରୋହିତ ୩୧ ବଲରେ ୫୬ ରନ୍‌ର ବିସ୍ଫୋରକ ଅର୍ଦ୍ଧଶତକୀୟ ପାଳି ଅବସରରେ ୩ ଛକା ଲଗାଇଥିଲେ। ଏଥିସହ ଅନ୍ତର୍ଜାତୀୟ ଟି୨୦ କ୍ରିକେଟରେ ସେ ୧୫୦ ଛକା ପୂରଣ କରିଛନ୍ତି। ଏହି ସଫଳତା ପାଇବାରେ ରୋହିତ ବିଶ୍ୱର  ଦ୍ୱିତୀୟ ବ୍ୟାଟର। ତାଙ୍କ ପୂର୍ବରୁ ପ୍ରଥମ କ୍ରିକେଟର ଭାବେ ଅନ୍ତର୍ଜାତୀୟ ଟି୨୦ରେ ୧୫୦ ଛକା ଲଗାଇଥିଲେ ନ୍ୟୁଜିଲାଣ୍ଡର ଓପନର ମାର୍ଟିନ ଗୁପଟିଲ। ଏବେ ଗୁପଟିଲଙ୍କ ନାମରେ ଅଛି ସର୍ବାଧିକ ୧୬୧ ଛକା। ଦ୍ୱିତୀୟ ଇନିଂସରେ ଏହି ସଂଖ୍ୟାରେ ବୃଦ୍ଧି ହୋଇପାରେ।

ତେବେ ୟୁନିଭର୍ସ ବସ୍‌ ଭାବେ ଜଣାଶୁଣା ଓ୍ବେଷ୍ଟଇଣ୍ଡିଜର ପୂର୍ବତନ ଓପନର କ୍ରିସ ଗେଲ ୧୨୪ ଛକା ସହ ତୃତୀୟ ସ୍ଥାନରେ ରହିଛନ୍ତି। ତାଲିକାରେ ରହିଛନ୍ତି ପୂର୍ବତନ ଭାରତୀୟ ଅଧିନାୟକ ବିରାଟ କୋହଲି। ତାଙ୍କ ନାମରେ ରହିଛି ୯୧ ଛକା।


Enter your email to get our daily news in your inbox.

All Right Reserved By Dharitri.Com

କାହିଁ ଆମର ସ୍ବାଭିମାନ

ବେଳେ ବେଳେ ମନେହୁଏ, ସ୍ବତନ୍ତ୍ର ଉତ୍କଳ ପ୍ରଦେଶ ଗଠନର ଏତେ ବର୍ଷ ପରେ ଆମେ ଓଡ଼ିଶାର ଅଧିବାସୀ ତଥା ଓଡ଼ିଆ ଭାଷାଭାଷୀମାନେ ସାମଗ୍ରିକ ଭାବରେ ଆମ ରାଜ୍ୟ…

ବଢ଼ୁଛି ସହରୀକରଣ: ୨୧୦୦ ସୁଦ୍ଧା ୩୮% ଲୋକ ବଡ଼ ସହରରେ କରିବେ ବାସ

ନୂଆଦିଲ୍ଲୀ,୧।୭ (ପିଟି):ସମୟର ତାଳେ ତାଳେ ସାରା ବିଶ୍ୱରେ ସହରୀକରଣ ବୃଦ୍ଧି ପାଇବାରେ ଲାଗିଛି। ଆଉ ଏହି ଧାରା ଜାରି ରହିଲେ ୨୧୦୦ ମସିହା ସୁଦ୍ଧା ୩୮% ଲୋକ…

ଇଂଲଣ୍ଡ ପହଞ୍ଚୁ ପହଞ୍ଚୁ ଟିମ୍‌ ଇଣ୍ଡିଆକୁ ବଡ଼ ଝଟ୍‌କା: ଦିନିକିଆ ସିରିଜରୁ ବାଦ୍‌ ପଡ଼ିବେ ଏହି ଷ୍ଟାର ଖେଳାଳି!

ନୂଆଦିଲ୍ଲୀ,୩୦।୬: ଆୟରଲ୍ୟାଣ୍ଡ ବିପକ୍ଷ ଟି-୨୦ ସିରିଜ୍ ହରାଇବା ପରେ ଭାରତୀୟ ଦଳ ଏବେ ଇଂଲଣ୍ଡରେ ପହଞ୍ଚି ସାରିଛି। ଜୁଲାଇ ୧ ତାରିଖରୁ ଭାରତ ଏବଂ ଇଂଲଣ୍ଡ ମଧ୍ୟରେ…

ବୈଭବ ସୂର୍ଯ୍ୟବଂଶୀଙ୍କୁ ପୁଣି ମିଳିବନି ସୁଯୋଗ? ଡେବ୍ୟୁକୁ ନେଇ ଏ କ’ଣ କହିଦେଲେ ଅଧିନାୟକ

ନୂଆଦିଲ୍ଲୀ,୩୦।୬: ଆୟରଲ୍ୟାଣ୍ଡ ବିପକ୍ଷ ଟି-୨୦ ସିରିଜ୍‌ରେ ଆଶ୍ଚର୍ଯ୍ୟଜନକ ପରାଜୟ ପରେ ଭାରତୀୟ ଦଳର ବ୍ୟାଟିଂ ଲାଇନ୍-ଅପ୍‌କୁ ନେଇ ଅନେକ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ବିଶେଷ କରି ଚମତ୍କାର…

ବରଗଡ଼ ଆସିବେ ଅମିତ୍ ଶାହା: ୨ଜି ଇଥାନଲ ପ୍ଲାଣ୍ଟର କରିବେ ଉଦଘାଟନ, ଗସ୍ତ ପୂର୍ବରୁ ପ୍ରଶାସନ ତତ୍ପର

ବରଗଡ଼,୩୦।୬(ପ୍ରେମାନନ୍ଦ ଖମାରୀ)- ସ୍ଵରାଷ୍ଟ୍ର ମନ୍ତ୍ରୀ ଅମିତ୍ ଶାହା ଆସନ୍ତା ଜୁଲାଇ ମାସ ୪ତାରିଖ ବରଗଡ଼ ଗସ୍ତରେ ଆସିବାର କାର୍ଯ୍ୟକ୍ରମ ରହିଛି। ଏହି ଗସ୍ତରେ ଆସି ସେ ଭଟଲି…

ଥୁଆମୂଳ ରାମପୁରରେ ଦୁର୍ଘଟଣା: ଗୁରୁତରଙ୍କୁ ମିଳିଲାନି ଆମ୍ବୁଲାନ୍ସ, ବେସରକାରୀ ଗାଡ଼ିରେ ମେଡିକାଲ ସ୍ଥାନାନ୍ତର, ବଢ଼ିଲା ଅସନ୍ତୋଷ

ଥୁଆମୂଳ ରାମପୁର, ୩୦।୬ (ଦୁର୍ଗା କୀର୍ତ୍ତି): ଥୁଆମୂଳ ରାମପୁର ଥାନା ସଦର ସ୍ଥିତ ତାଳବନ୍ଧ ପଡ଼ା ଓ କାଲି ମନ୍ଦିର ପଡ଼ା ମଝିରେ ଥିବା ଦୁଇଟି ବନ୍ଧ…

ବିଶ୍ୱକପ୍‌ରୁ ବିଦାୟ ନେବା ପରେ ମୁହିଁ ଖୋଲିଲେ ଅଧିନାୟକ, କହିଲେ…

ଫକ୍ସବରୋ,୩୦ା୬: କ୍ରମାଗତ ତୃତୀୟଥର ପାଇଁ ଜର୍ମାନୀ ବିଶ୍ୱକପ୍‌ର ପ୍ରାରମ୍ଭିକ ପର୍ଯ୍ୟାୟରୁ ବିଦାୟ ନେଇଛି। ଏଥର ଦଳ ପେନାଲ୍ଟି ଶୁଟ୍‌ଆଉଟ୍‌ରେ ପାରାଗୁଏଠାରୁ ଲଜ୍ଜାଜନକ ପରାଜୟ ବରଣ କରିଛନ୍ତି। ଦକ୍ଷିଣ…

ଅଧ୍ୟକ୍ଷା ସ୍ମିତାରାଣୀଙ୍କ ଅବସର ପରେ ସୁଶାନ୍ତ ନେଲେ ଅଧ୍ୟକ୍ଷ ଦାୟିତ୍ୱ

ଭଞ୍ଜନଗର,୩୦।୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସାବିତ୍ରୀ ମହିଳା ମହାବିଦ୍ୟାଳୟ ଅଧ୍ୟକ୍ଷା ଡ. ସ୍ମିତାରାଣୀ ପଣ୍ଡା ମଙ୍ଗଳବାର ଚାକିରିରୁ ଅବସର ନେଇଛନ୍ତି। ଏହି ଅବସରରେ ନୂତନ ଭାରପ୍ରାପ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri