Posted inଖେଳ

ଦଳର ପରାଜୟରେ ଭାଙ୍ଗିପଡିଲେ ରୋହିତ ଶର୍ମା: ପଡ଼ିଆରେ କାନ୍ଦିଲେ

ଅହମ୍ମଦାବାଦ୍‌,୧୯।୧୧: ଦିନିକିଆ ବିଶ୍ୱକପ ୨୦୨୩ର ଫାଇନାଲରେ ଭାରତ ପରାଜୟର ସମ୍ମୁଖୀନ ହୋଇଛି। ଅଷ୍ଟ୍ରେଲିଆ ଟିମ ଇଣ୍ଡିଆକୁ ୬ ଉଇକେଟରେ ପରାସ୍ତ କରି ଷଷ୍ଠ ଥର ପାଇଁ ଦିନିକିଆ ବିଶ୍ୱକପ ଜିତିଥିଛି। ଏଥି ସହିତ ଟିମ ଇଣ୍ଡିଆ ଆଇସିସି ଟ୍ରଫି ଜିତିବାର ଆଉ ଏକ ସୁବର୍ଣ୍ଣ ସୁଯୋଗ ହାତଛଡା କରିଛି। ଭାରତ ଟୁର୍ନାମେଣ୍ଟରେ ଚମତ୍କାର ଖେଳିଥିଲା ଏବଂ ଅପରାଜିତ ରହି ଫାଇନାଲରେ ପ୍ରବେଶ କରିଥିଲା, କିନ୍ତୁ ଟାଇଟଲ ମ୍ୟାଚରେ ପରାଜୟ ସମସ୍ତ ପ୍ରଶଂସକଙ୍କ ତଥା ଖେଳାଳିଙ୍କ ହୃଦୟ ଭାଙ୍ଗି ଦେଇଥିଲା।
ଭାରତର ପରାଜୟ ପରେ ସମସ୍ତ ଖେଳାଳି ନିରାଶ ହୋଇଥିଲେ। କ୍ୟାପଟେନ ରୋହିତ ଶର୍ମା ଏବଂ ମହମ୍ମଦ ସିରାଜ ଭାବପ୍ରବଣ ହୋଇପଡିଥିଲେ। ସେମାନେ ପଡିଆରେ କାନ୍ଦିଥିଲେ। ରୋହିତ ଶର୍ମା କାନ୍ଦି କାନ୍ଦି ଡ୍ରେସିଂ ରୁମକୁ ଯାଇଥିବାବେଳେ ଜସପ୍ରୀତ ବୁମରା ସିରାଜଙ୍କୁ ଶାନ୍ତ କରୁଥିବା ଦେଖିବାକୁ ମିଳିଥିଲା। ଏହି ପରାଜୟ ପରେ ବିରାଟ କୋହଲି ମଧ୍ୟ ବହୁତ ନିରାଶ ହୋଇଥିଲେ। ଖେଳାଳିଙ୍କ ସ୍ତ୍ରୀ ଏବଂ ପ୍ରଶଂସକମାନେ ମଧ୍ୟ ସେମାନଙ୍କ ଲୁହକୁ ନିୟନ୍ତ୍ରଣ କରିପାରି ନ ଥିଲେ।

https://twitter.com/aquilwho/status/1726272394397098318


Enter your email to get our daily news in your inbox.

All Right Reserved By Dharitri.Com

୬ ମାସ ହେଲା ହୋଇନି ଛତ୍ରପୁର ପଞ୍ଚାୟତ ସମିତି ବୈଠକ, ବ୍ଲକ ଅଧ୍ୟକ୍ଷା ଜିଲାପାଳଙ୍କୁ ଭେଟି…

ଛତ୍ରପୁର,୩୦ା୭(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲା ଛତ୍ରପୁର ପଞ୍ଚାୟତ ସମିତିର ବୈଠକ ତୁରନ୍ତ କରିବାକୁ ଗୁରୁବାର ବ୍ଲକ ଅଧ୍ୟକ୍ଷା କିରନ କୁମାରୀ ଦାସ ଗଞ୍ଜାମ ଜିଲାପାଳଙ୍କୁ ଭେଟି…

କାଦୁଅ ପଚପଚରେ ଖୋଲା ଜିମ୍‌ କେନ୍ଦ୍ର ନିର୍ମାଣ, ବିନା ସୂଚନାଫଳକକୁ ନେଇ ତାତିଲେ ଗ୍ରାମବାସୀ

କେସିଙ୍ଗା,୩୦ା୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅଧିନସ୍ଥ ତୁର୍ଳାଖମାନ ଗ୍ରାମରେ ଲୋକଙ୍କ ସ୍ବାସ୍ଥ୍ୟ ସୁଦୃଢ଼ କରିବା ପାଇଁ ଲୋକ ସଭା ଏମ୍‌ପି ସୁଜିତ କୁମାର ଏକ…

ପଞ୍ଚମ ଶ୍ରେଣୀ ଛାତ୍ରଙ୍କ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡଲ; ଗ୍ରୀନ କରିଡ଼ରରେ ୮୦ କିମି ଗଲେ, ଓଡ଼ିଶାରେ ପ୍ରଥମ

କୃଷ୍ଣପ୍ରସାଦ,୩୦।୭(କୈଳାଶ ଚନ୍ଦ୍ର ପଟ୍ଟନାୟକ): ପୁରୀ ଜିଲା କୃଷ୍ଣପ୍ରସାଦ ବ୍ଲକର ପଥରକଟା ଗାଁରୁ ଏକ ଛାତିଥରା ଦୃଶ୍ୟ ସାମ୍ନାକୁ ଆସିଛି । ପ୍ରଭୁଦତ୍ତ ଜେନାଙ୍କ ପାଇଁ ସାଇକେଲ ସାଜିଲା…

ଫସଲ ବୀମା ଅଗଷ୍ଟ ୩୧ ପର୍ଯ୍ୟନ୍ତ ବୃଦ୍ଧି ଦାବି, ଜିଲାପାଳଙ୍କୁ ଦାବିପତ୍ର ପ୍ରଦାନ କରି…

ଛତ୍ରପୁର,୩୦ା୭(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଓଡ଼ିଶା କୃଷକ ସଭା ଗଞ୍ଜାମ ଜିଲା କମିଟି ପକ୍ଷରୁ ଚାଷୀଙ୍କ ହିତ ପାଇଁ ୮ ଦଫା ଦାବି ନେଇ ଗଞ୍ଜାମ ଜିଲାପାଳଙ୍କ ଉଦ୍ଦେଶ୍ୟରେ…

ଭାରତୀୟ ଏମପିଙ୍କ ଠୁ ଏତେ ଅଧିକ ଦରମା ପାଆନ୍ତି ପାକିସ୍ତାନୀ ଏମପି? ଜାଣନ୍ତୁ ସାଲାରୀ-ଭତ୍ତା ସବୁକିଛି…

ନୂଆଦିଲ୍ଲୀ,୩୦।୭: ଆଇନପ୍ରଣେତା ବା ସାଂସଦମାନଙ୍କ ସୁବିଧା ସୁଯୋଗକୁ ତୁଳନା କଲେ ଜଣାପଡ଼େ ଯେ, ପାକିସ୍ତାନୀ ଏବଂ ଭାରତୀୟ ସାଂସଦମାନେ ପ୍ରାୟ ସମାନ ମୂଳ ଦରମା ପାଇଥାନ୍ତି, କିନ୍ତୁ…

‘ଆପଣଙ୍କ ମୁହଁ ଖୋଲୁନାହିଁ, କିଏ ସିଲ୍ କରିଦେଇଛି…’, ଶାହାଙ୍କୁ ଖାର୍ଗେଙ୍କ କଡ଼ା ଟାର୍ଗେଟ

ନୂଆଦିଲ୍ଲୀ,୩୦।୭: ରାଜ୍ୟ ସଭାରେ ପେପର ଲିକ୍ ପ୍ରସଙ୍ଗକୁ ନେଇ ଆଲୋଚନା ସମୟରେ ମଲ୍ଲିକାର୍ଜୁନ ଖାର୍ଗେ କେନ୍ଦ୍ର ସରକାର ଏବଂ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କୁ କଡ଼ା ସମାଲୋଚନା…

ଭଞ୍ଜନଗରରେ ଖୁବ୍‌ଶୀଘ୍ର ‘ଘୁମୁସର ରେଡିଓ’, ୪୦ କିଲୋମିଟର ପରିଧିରେ ହେବ ପ୍ରସାରଣ

ଭଞ୍ଜନଗର,୩୦ା୭(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରବାସୀଙ୍କ ପାଇଁ ଖୁସି ଖବର। ସ୍ଥାନୀୟ ଅଞ୍ଚଳର ଲୋକଙ୍କ ସ୍ବର, ସମସ୍ୟା ଓ ସଂସ୍କୃତିକୁ ନେଇ ଖୁବଶୀଘ୍ର ଆରମ୍ଭ ହେବାକୁ ଯାଉଛି…

ସରକାରୀ ଦେଶୀ ମଦଭାଟି ବନ୍ଦ ଦାବି ଜୋର୍‌ ଧରିଲା, ଜିଲାପାଳ-ଅବକାରୀ ଅଧୀକ୍ଷକଙ୍କୁ ଭେଟି…

ଛତ୍ରପୁର,୩୦ା୭(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଅବକାରୀ ଅଧୀନରେ ଥିବା ନୋଳିଆ ନୂଆଗାଁ ସରକାରୀ ଦେଶୀ ମଦଭାଟି ବନ୍ଦ କରିବା ଦାବି ନେଇ ଗୁରୁବାର ଛତ୍ରପୁର ବ୍ଲକ ଅଧ୍ୟକ୍ଷା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri