Posted inଖେଳ

ବଡ଼ ଇନିଂସ ନ ହେଲେ ବି ଗୋଟିଏ ଛକା ମାରି ରେକର୍ଡ କଲେ ଭାରତୀୟ ଅଧିନାୟକ

ମୋହାଲି,୨୦।୯: ଅଷ୍ଟ୍ରେଲିଆ ବିପକ୍ଷରେ ମଙ୍ଗଳବାର ପ୍ରଥମ ଟି -୨୦ ଅନ୍ତର୍ଜାତୀୟ ମ୍ୟାଚ୍‌ ଖେଳୁଛି ଭାରତ। ଏହି ମ୍ୟାଚ୍‌ରେ ଭାରତୀୟ ଅଧିନାୟକ ରୋହିତ ଶର୍ମା ବଡ଼ ଇନିଂସ ଖେଳିପାରି ନ ଥିଲେ ହେଁ ଏକ ଉଲ୍ଲେଖନୀୟ ସଫଳତା ହାସଲ କରିଛନ୍ତି। ରୋହିତ ଏକ ଛକା ମାରି ଟି-୨୦ ଅନ୍ତର୍ଜାତୀୟ କ୍ରିକେଟରେ ସର୍ବାଧିକ ଛକା ମାରିଥିବା ବ୍ୟାଟ୍ସମ୍ୟାନ ହେବାର ରେକର୍ଡ କରିଛନ୍ତି। ତେବେ ରୋହିତ ଏହି ମାମଲାରେ ନ୍ୟୁଜିଲ୍ୟାଣ୍ଡର ଅଭିଜ୍ଞ ଓପନର୍‌ ମାର୍ଟିନ ଗୁପ୍ତିଲଙ୍କ ସମକକ୍ଷ ହୋଇଛନ୍ତି। ଏହାର ଅର୍ଥ ହେଉଛି ଉଭୟ ଏବେ ମିଳିତ ଭାବେ ଟି -୨୦ ଆନ୍ତର୍ଜାତୀୟ କ୍ରିକେଟରେ ସର୍ବାଧିକ ଛକା ମାରିବା ତାଲିକାର ଶୀର୍ଷରେ ଅଛନ୍ତି।

ଉଭୟ ରୋହିତ ଶର୍ମା ଏବଂ ମାର୍ଟିନ ଗୁପ୍ତିଲ ଟି -୨୦ ଆନ୍ତର୍ଜାତୀୟ କ୍ରିକେଟରେ ୧୭୧ ଛକା ମାରିଛନ୍ତି। ଗୁପ୍ତିଲଙ୍କୁ ଅତିକ୍ରମ କରିବାକୁ ରୋହିତଙ୍କୁ ଦୁଇଟି ଛକା ମାରିବାର ଆବଶ୍ୟକତା ଥିଲା। ହେଲେ ସେ ଗୋଟିଏ ଛକା ମାରିବାରେ ସଫଳ ହୋଇଥିଲେ।

ଉଲ୍ଲେଖଥାଉ କି, ରୋହିତ ଟି-୨୦ ଆନ୍ତର୍ଜାତୀୟ କ୍ରିକେଟରେ ଅନେକ ରେକର୍ଡ ନିଜ ନାମରେ କରିଛନ୍ତି। ସେ ସର୍ବାଧିକ ଟି -୨୦ ଅନ୍ତର୍ଜାତୀୟ ମ୍ୟାଚ୍‌ ଖେଳିବା ବ୍ୟତୀତ ସର୍ବାଧିକ ରନ ସ୍କୋରର୍‌ ମଧ୍ୟ ଅଟନ୍ତି। ଏହାଛଡ଼ା ଟି -୨୦ ଆନ୍ତର୍ଜାତୀୟ କ୍ରିକେଟରେ ସର୍ବାଧିକ ଶତକ ହାସଲ କରିଥିବା ବ୍ୟାଟ୍ସମ୍ୟାନ ହେଉଛନ୍ତି ସେ ।


Enter your email to get our daily news in your inbox.

All Right Reserved By Dharitri.Com

T20 ବିଶ୍ୱକପ୍‌ରୁ ବାଦ୍ ପଡ଼ିବ କି ଅଷ୍ଟ୍ରେଲିଆ? ଦମଦାର ବିଜୟ ସହ ସୁପର-୮ରେ ଶ୍ରୀଲଙ୍କା

ନୂଆଦିଲ୍ଲୀ,୧୬।୨: ଚଳିତ T20 ବିଶ୍ୱକପ୍ ୨୦୨୬ରେ ଦେଖିବାକୁ ମିଳିଛି ଏକ ବଡ଼ ବିପର୍ଯ୍ୟୟ। ଓପନର ପଥୁମ ନିସାଙ୍କାଙ୍କ ବିଧ୍ୱଂସକାରୀ ଶତକ ବଳରେ ଶ୍ରୀଲଙ୍କା ୮ ୱିକେଟ୍‌ରେ ଅଷ୍ଟ୍ରେଲିଆକୁ…

ପୂର୍ବତନ ବିଧାୟିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କ ପରଲୋକ; ମୁଖ୍ୟମନ୍ତ୍ରୀଙ୍କ ଶୋକ

ଭୁବନେଶ୍ୱର,୧୬।୨: ସମ୍ବଲପୁରର ପୂର୍ବତନ ବିଧାୟିକା ତଥା ବିଶିଷ୍ଟ ଚିକିତ୍ସିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କର ଦେହାନ୍ତ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୭୯ ବର୍ଷ ବୟସ ହୋଇଥିଲା। ସମ୍ବଲପୁର…

ନକଲି ମାଓବାଦୀ ଆତ୍ମସମର୍ପଣ ଯୋଜନା ପଣ୍ଡ: ଖବରଦାତାଙ୍କ ସହ ୪ ଗିରଫ

ରାୟଗଡ଼ା,୧୬।୨(ଆଶିଷ ରଞ୍ଜନ ପଣ୍ଡା) ମାଓବାଦୀଙ୍କ ନାଁରେ ପୋଷ୍ଟର ମାରିବା ଏବଂ ନକଲି ମାଓବାଦୀଙ୍କୁ ଆତ୍ମସମର୍ପଣ କରାଇ ସରକାରୀ ଅର୍ଥ ଲୁଟ ପାଇଁ ଉଦ୍ୟମ କରିବା ଘଟଣାରେ ରାୟଗଡ଼ା…

ବଟେଶ୍ୱର ଜାଗର ମହୋତ୍ସବ: ମୋହିଲା ଛାତ୍ରୀଛାତ୍ରଙ୍କ ନୃତ୍ୟ

ଗଞ୍ଜାମ,୧୬ା୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ପ୍ରସିଦ୍ଧ ବଟେଶ୍ୱର ମନ୍ଦିର ବାଲିଯାତ୍ରା ପଡିଆରେ ମହାଶିବରାତ୍ରି ଉପଲକ୍ଷେ ପ୍ରଥମଥର ପାଇଁ ଜାଗର ମହୋତ୍ସବ ଅନୁଷ୍ଠିତ ହୋଇଯାଇଛି।…

ପୂର୍ବତନ ବିଧାୟିକା ରାସେଶ୍ୱରୀ ପାଣିଗ୍ରାହୀଙ୍କ ପରଲୋକ

ସମ୍ୱଲପୁର,୧୬।୨: ସମ୍ୱଲପୁର ପୂର୍ବତନ ବିଧାୟିକା ଡା. ରାସେଶ୍ୱରୀ ପାଣିଗ୍ରାହୀଙ୍କ ସୋମବାର ରାତିରେ ପରଲୋକ ହୋଇଯାଇଛି। ତାଙ୍କୁ ମୃତ୍ୟୁ ବେଳକୁ ୭୯ ବର୍ଷ ବୟସ ହୋଇଥିଲା। ରାତି ପ୍ରାୟ…

ପାଠ ଗଲା ଚୁଲିକୁ, କ୍ରିକେଟରୁ ମିଳୁଛି ଟଙ୍କା

ନୂଆଦିଲ୍ଲୀ,୧୬।୨: ଭାରତୀୟ କ୍ରିକେଟ ଜଗତରେ ଏବେ ଟଙ୍କାର ବର୍ଷା ହେଉଛି। ବହୁତ କମ୍ ବୟସରୁ ଉଦୟମାନ କ୍ରିକେଟର ମାନଙ୍କୁ କୋଟି କୋଟି ଟଙ୍କାରେ IPL ଟିମ୍ ସବୁ…

ଏହି ଷ୍ଟେସନର ବଦଳିବ କାୟାକଳ୍ପ: ଏତିକି କୋଟି ମଞ୍ଜୁର କଲେ କେନ୍ଦ୍ର ସରକାର

ଭୁବନେଶ୍ୱର,୧୬।୨: ଓଡ଼ିଶାର ରେଳ ଭିତ୍ତିଭୂମି ପାଇଁ ୯୩.୧୯ କୋଟି ଟଙ୍କା ଅନୁମୋଦନ କରିଛନ୍ତି କେନ୍ଦ୍ର ସରକାର। ଏହି ଟଙ୍କାରେ ବ୍ରହ୍ମପୁର ରେଳ ଷ୍ଟେସନର ପୁନଃ ବିକାଶ କରାଯିବ।…

ମହିଳାଙ୍କୁ ଗୋଡାଇ କାମୁଡ଼ିଲା ବିଲୁଆ

ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ୫ ନଂ ୱାର୍ଡ ପଠାଣ ଗଳି ବାସିନ୍ଦା କେ.ପାର୍ୱତୀ ଦୋରା(୪୦) ବିଲୁଆ କାମଡ଼ାରେ ଗୁରୁତର ଆହତ ହୋଇଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri