୧୨ ଲକ୍ଷ ଟଙ୍କା ଜୋରିମନା ଦେବେ ରୋହିତ ଶର୍ମା

ମୁମ୍ବାଇ,୨୮।୩: ଆଇପିଏଲ ୨୦୨୨ର ଦ୍ୱିତୀୟ ମ୍ୟାଚରେ ଦିଲ୍ଲୀ କ୍ୟାପିଟାଲ୍ସ ମୁମ୍ବାଇ ଇଣ୍ଡିଆନ୍ସକୁ ପରାସ୍ତ କରିଛି। ପ୍ରଥମେ ବ୍ୟାଟିଂ କରି ମୁମ୍ବାଇ ଏହି ମ୍ୟାଚରେ ଦିଲ୍ଲୀ ସମ୍ମୁଖରେ ୧୭୮ରନ ଟାର୍ଗେଟ ରଖିଥିଲା। ଏହାର ଜବାବରେ ଦିଲ୍ଲୀ ମୁମ୍ବାଇ ଇଣ୍ଡିଆନ୍ସକୁ ୪ ଉଇକେଟରେ ପରାସ୍ତ କରିଛି। ପୁଣି ଥରେ ଅଧିନାୟକ ରୋହିତ ଶର୍ମାଙ୍କ ପାଇଁ ଆଇପିଏଲର ଆରମ୍ଭ ଅତ୍ୟନ୍ତ ଖରାପ ଥିଲା। କିନ୍ତୁ ବର୍ତ୍ତମାନ ରୋହିତଙ୍କୁ ଏହି ପରାଜୟ ଅପେକ୍ଷା ଏକ ବଡ଼ ଦଣ୍ଡ ଦେବାକୁ ପଡିବ।
ଦିଲ୍ଲୀ କ୍ୟାପିଟାଲ୍ସ ବିପକ୍ଷରେ ଖେଳାଯାଇଥିବା ଆଇପିଏଲ ମ୍ୟାଚରେ ମୁମ୍ବାଇ ଇଣ୍ଡିଆନ୍ସ ଅଧିନାୟକ ରୋହିତ ଶର୍ମାଙ୍କୁ ୧୨ ଲକ୍ଷ ଟଙ୍କା ଜୋରିମନା କରାଯାଇଛି। ମୁମ୍ବାଇ ଇଣ୍ଡିଆନ୍ସକୁ ମନ୍ଥର ଓଭର ହାର ପାଇଁ ଜୋରିମନା କରାଯାଇଛି ବୋଲି ଜଣାପଡିଛି।
ମୁମ୍ବାଇ ଇଣ୍ଡିଆନ୍ସ ହେଉଛି ଆଇପିଏଲର ସବୁଠାରୁ ସଫଳ ଦଳ। ରୋହିତ ଶର୍ମାଙ୍କ ଅଧିନାୟକତ୍ୱରେ ମୁମ୍ବାଇ ଇଣ୍ଡିଆନ୍ସ ୨୦୧୩, ୨୦୧୫, ୨୦୧୭,୨୦୧୯ଏବଂ ୨୦୨୦ରେ ଆଇପିଏଲ ଟାଇଟଲ ଜିତିଛି।


Enter your email to get our daily news in your inbox.

All Right Reserved By Dharitri.Com

ଏସିଆନ ଶୁଟିଂରେ ଭରତର ଆଧିପତ୍ୟ ଜାରି: ସୁରୁଚି-ରାଣାଙ୍କୁ ମିଳିଲା ରୌପ୍ୟ

ନୂଆଦିଲ୍ଲୀ,୫ା୨: ଭାରତ ନୂଆଦିଲ୍ଲୀଠାରେ ଚାଲିଥିବା ଏସିଆନ ଶୁଟିଂ ଚାମ୍ପିୟନଶିପ୍‌ରେ ନିଜ ଆଧିପତ୍ୟ ଜାରି ରଖିଛି। ବିଶ୍ୱ ଚାମ୍ପିୟନ ସମ୍ରାଟ ରାଣା ଓ ବିଶ୍ୱ କପ୍‌ ଫାଇନାଲ ବିଜେତା…

ଘରେ କେହି ନଥିବାର ସୁଯୋଗ ନେଇ ଘରେ କଳାକନା ବୁଲାଇଲେ ଚୋର, ନେଇଗଲେ ୧୦ ଭରି ସୁନା ଗହଣା ସହ…

କୋକସରା,୫।୨(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା ଆମପାଣି ଥାନା ଆମପାଣି ଗ୍ରାମର ବ୍ୟବସାୟୀ ସନ୍ତୋଷ କୁମାର ସାହୁ ତାଙ୍କ ପରିବାର ଲୋକଙ୍କ ସହିତ ବୁଧବାର ଘରେ ନ…

ବିବାହ ଚର୍ଚ୍ଚା ଭିତରେ ବେବି ବମ୍ପ ସହ ନଜର ଆସିଲେ ଅଭିନେତ୍ରୀ, ସାଥିରେ ଥିଲେ ବିବାହିତ ଅଭିନେତା

ମୁମ୍ବାଇ: ବଲିଉଡ ଅଭିନେତ୍ରୀ ମୃଣାଲ ଠାକୁର ବର୍ତ୍ତମାନ ଅଭିନେତା ଧନୁଷଙ୍କ ସହ ତାଙ୍କ ସମ୍ପର୍କ ଏବଂ ତାଙ୍କ ବିବାହ ଯୋଜନା ପାଇଁ ଖବରରେ ଅଛନ୍ତି। ଅଭିନେତ୍ରୀ ସମ୍ପ୍ରତି…

ମେଘାଳୟରେ ଭୟଙ୍କର ଖଣି ବିସ୍ଫୋରଣ: ୧୬ ଶ୍ରମିକଙ୍କ ମୃତ୍ୟୁ, ଅନେକ ଫସି ରହିଥିବା ଆଶଙ୍କା

ନୂଆଦିଲ୍ଲୀ,୫।୨: ମେଘାଳୟର ଏକ ବେଆଇନ ଖଣିରେ ବିସ୍ଫୋରଣ ଘଟି ୧୬ ଶ୍ରମିକ ମୃତ୍ୟୁବରଣ କରିଛନ୍ତି। ଗୁରୁବାର ସକାଳେ ଥାଙ୍ଗସ୍କୁ ଅଞ୍ଚଳରେ ଘଟିଥିବା ଏହି ଦୁର୍ଘଟଣାରେ ଏବେ ମଧ୍ୟ…

ଭାରତର ଏହି ଧାବିକା ହେଲେ ସସ୍‌ପେଣ୍ଡ

ନୂଆଦିଲ୍ଲୀ,୫ା୨: ଡୋପ୍‌ ଟେଷ୍ଟକୁ ଏଡାଇ ଭାରତର ଲଙ୍ଗ ଡିଷ୍ଟାନ୍ସ ଧାବିକା ପୂଜା ଆତ୍ମାରାମ ଆଥଲେଟିକ୍ସ ଇଣ୍ଡିଗ୍ରିଟି ୟୁନିଟ୍‌ (ଏଆଇୟୁ) ଦ୍ୱାରା ସାମୟିକ ସସ୍‌ପେଣ୍ଡ ହୋଇଛନ୍ତି। ପୂଜା ୫୦୦୦…

ଆସିଲା ନୂଆ ଆଇନ, ମହିଳାଙ୍କୁ ମିଳିଲା ମୋଟରସାଇକେଲ ଚଳାଇବାକୁ ଅନୁମତି

ତେହେରାନ,୫।୨: ଇରାନ ସରକାର ମହିଳାମାନଙ୍କ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛନ୍ତି। ସ୍ଥାନୀୟ ଗଣମାଧ୍ୟମ ଅନୁଯାୟୀ, ଇରାନ ମହିଳାମାନଙ୍କୁ ଆଇନଗତ ଭାବରେ ମୋଟରସାଇକେଲ ଚଲାଇବାକୁ ଅନୁମତି ଦିଆଯାଇଛି।…

ଲଜ୍ଜା: ମୂକ ଓ ବଧିର ଝିଅକୁ ବଳାତ୍କାର କରି ଗର୍ଭବତୀ କଲେ ଜନ୍ମକଲା ବାପା

ମୁମ୍ବାଇ,୫।୨: ମୁମ୍ବାଇର କଫ୍ ପ୍ୟାରେଡ୍ ଅଞ୍ଚଳରୁ ଏକ ଅମାନବୀୟ ତଥା ହୃଦୟବିଦାରକ ଘଟଣା ସାମ୍ନାକୁ ଆସିଛି। ଜଣେ ୨୦ ବର୍ଷୀୟା ମୂକ ଓ ବଧିର ଯୁବତୀଙ୍କୁ ବଳାତ୍କାର…

IND vs PAK: ‘ଆମର ଫ୍ଲାଇଟ ବୁକ୍‌ ଅଛି…’, କାହିଁକି ଏମିତି କହିଲେ ସୂର୍ଯ୍ୟକୁମାର? ଜାଣନ୍ତୁ ଏହା ପଛର କାରଣ

ନୂଆଦିଲ୍ଲୀ,୫।୨: ପାକିସ୍ତାନ ସରକାର ସ୍ପଷ୍ଟ କରିଛନ୍ତି ଯେ ସେମାନଙ୍କ ଦଳ 2026 T-20 ବିଶ୍ୱକପ ଖେଳିବ, କିନ୍ତୁ କେବଳ ଫେବୃଆରୀ ୧୫ରେ ଭାରତ ବିପକ୍ଷରେ ମ୍ୟାଚ ଖେଳିବ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri