Posted inଖେଳ

ପରାଜୟ ପରେ ରାଗିଗଲେ ରୋହିତ ଶର୍ମା: କହିଲେ ଏମିତି କଥା

କଲମ୍ବୋ,୫।୮: ଶ୍ରୀଲଙ୍କା ବିପକ୍ଷ ଦ୍ୱିତୀୟ ଦିନିକିଆରେ ଭାରତର ପରାଜୟକୁ ନେଇ କ୍ୟାପଟେନ ରୋହିତ ଶର୍ମା ନିରାଶ ହୋଇଛନ୍ତି। ରବିବାର ଖେଳାଯାଇଥିବା ମ୍ୟାଚରେ ଶ୍ରୀଲଙ୍କା ଭାରତକୁ ୩୨ ରନରେ ପରାସ୍ତ କରିଛି। ଏହି ବିଜୟ ସହିତ ଆୟୋଜକମାନେ ସିରିଜରେ ୧-୦ ଅଗ୍ରଣୀ ହାସଲ କରିଛନ୍ତି। ଏବେ ତୃତୀୟ ଦିନିକିଆ ଉପରେ ଭାରତର ନଜର ରହିବ।
ତୃତୀୟ ଦିନିକିଆରେ ପରାଜୟ ପରେ ରୋହିତ ଶର୍ମା କହିଛନ୍ତି, ଅନ୍ତର୍ଜାତୀୟ ମ୍ୟାଚ୍‌ରେ ହାରିଲେ କଷ୍ଟ ହୁଏ। ଏହା କେବଳ ୧୦ ଓଭରରେ ନୁହେଁ, ଯେଉଁଥିରେ ଭାରତ ୫୦ରନ ପାଇଁ ୬ଟି ଉଇକେଟ ହରାଇଥିଲା। ଆମକୁ କ୍ରମାଗତ କ୍ରିକେଟ ଖେଳିବାକୁ ପଡିବ ଏବଂ ଆମେ ତାହା କରିବାରେ ବିଫଳ ହେଲୁ। ଅବଶ୍ୟ କ୍ରିକେଟ୍‌ରେ ଏହା ଘଟେ। ଆମେ ଭଲ ଖେଳି ନ ଥିଲୁ। ଅମକୁ ଖେଳ ଉପରେ ଅଧିକ ଧ୍ୟାନ ଦେବାକୁ ପଡ଼ିବ। କିନ୍ତୁ ମଧ୍ୟମ ଓଭରରେ ଆମର ବ୍ୟାଟିଂ ବିଷୟରେ ଆଲୋଚନା ହେବ।


Enter your email to get our daily news in your inbox.

All Right Reserved By Dharitri.Com

ଛାତ୍ରୀଛାତ୍ରଙ୍କ ସ୍ବାସ୍ଥ ପାଇଁ ତତ୍ପର:  ଚିକିତ୍ସା ପାଇଁ ଅନ୍ୟତ୍ର ଯିବାକୁ…

ଦାରିଙ୍ଗବାଡି,୬।୧୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଠାରେ ଥିବା ଓଡ଼ିଶା ଆଦର୍ଶ ବିଦ୍ୟାଳୟ ପରିସର ମଧ୍ୟରେ ଶନିବାର ଛାତ୍ରୀଛାତ୍ରଙ୍କ ଚକ୍ଷୁ ପରୀକ୍ଷା ଓ ପ୍ରାଥମିକ...

ବଂଶଧାରା ନଦୀ ଉପରେ ନିର୍ମାଣ ହେବ ପୋଲ: ଆନ୍ଧ୍ର -ଓଡିଶା ମଧ୍ୟରେ ବାଣିଜ୍ୟ ସଂପର୍କକ….

ପାରଳାଖେମୁଣ୍ଡି,୬ା୧୨(ଗିରିଧାରୀ ପରିଚ୍ଛା): ବଂଶଧାରା ନଦୀ ଉପରେ ନିର୍ମାଣ ହେବ ପୋଲ। ଗୁପ୍ତ ବୃନ୍ଦାବନ ରୂପେ ପରିଚିତ ଲିହୁରି ଗୋପୀନାଥ ମନ୍ଦିରକୁ ଯାତାୟାତ କରିବା ଏଣିକି ଓଡିଶାବାସୀଙ୍କ...

ପ୍ରେମିକାଙ୍କ ପାଇଁ ଗଳା କାଟିଦେଲେ ପ୍ରେମିକ, ଆଉ ତା’ ପରେ…

ଜି.ଉଦୟଗିରି,୬ା୧୨(ଚିନ୍ମୟ କୁମାର ସେଠୀ): କଳିଙ୍ଗା ପଞ୍ଚାୟତର ଡୁଗୁଡ଼ିପାରୀ ଗ୍ରାମରେ ଶନିବାର ସକାଳେ ଜଣେ ଯୁବକ ଆତ୍ମହତ୍ୟା ଉଦ୍ୟମ କରିଥିବା ଦେଖିବାକୁ ମିଳିଛି। ପ୍ରେମିକାଙ୍କ ନିଜ ଘରକୁ...

୨୩ରୁ ଭଞ୍ଜନଗରରେ ଖୋଲିବ ଧାନ ମଣ୍ଡି: ୨୪ ଘଣ୍ଟିଆ ନଜର ରଖିବ…

ଭଞ୍ଜନଗର,୬।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡରେ ଆସନ୍ତା ୨୩ ତାରିଖରୁ ମଣ୍ଡିରେ ଧାନ ସଂଗ୍ରହ ହେବ। ତେଣୁ ଏହା ପୂର୍ବରୁ ଭଞ୍ଜନଗର ଉପଖଣ୍ଡ ପ୍ରଶାସନ...

କେନ୍ଦ୍ର ସରକାରଙ୍କ ବଡ଼ ନିଷ୍ପତ୍ତି: ୧୮ହଜାର ଟପିବ ନାହିଁ ଘରୋଇ ବିମାନ ଭଡ଼ା, କିଲୋମିଟର ଅନୁଯାୟୀ ପଡିବ…

ନୂଆଦିଲ୍ଲୀ,୬।୧୨: ଗତ ୫ ଦିନ ଧରି ଇଣ୍ଡିଗୋ ବିମାନ ଚଳାଚଳ ବନ୍ଦ ହେବା ଏବଂ ଯାତ୍ରୀଙ୍କ ସଂଖ୍ୟା ଆଶାତିତ ବୃଦ୍ଧି ଯୋଗୁ, ଅନ୍ୟ ବିମାନ କମ୍ପାନୀଗୁଡ଼ିକର...

ଅସମାଜିକଙ୍କ ଆଡ୍ଡାସ୍ଥଳୀ ପାଲଟିଛି ଉଦ୍ୟାନ କୃଷି କୋଠା, ସବୁ ଜାଣି ପ୍ରଶାସନ ଚୁପ୍‌

ଥୁଆମୂଳ ରାମପୁର,୬ା୧୨(ଦୁର୍ଗା କୀର୍ତ୍ତି): କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ମିଳିତ ସହଯୋଗରେ ବିଭିନ୍ନ ଯୋଜନା ମଧ୍ୟରେ ଉଦ୍ୟାନ କୃଷି ଉପରେ ଅଧିକ ଗୁରୁତ୍ୱ ଦିଆଯାଉଛି। ଉଦ୍ୟାନ...

ବିଜେଡିକୁ ଶକ୍ତ ଝଟ୍‌କା: ଭାଜପାରେ ଯୋଗଦେଲେ ପ୍ରଫୁଲଙ୍କ ଦୁଇ ପୁଅ

ଭୁବନେଶ୍ୱର/ଭଦ୍ରକ,୬।୧୨(ସନାତନ ରାଉତ): ଭଦ୍ରକ ବିଜେଡି କନ୍ଦଳ ନେଇ ରାଜନୀତି ସରଗରମ ଥିବାବେଳେ ଶେଷରେ ବିଜେଡିକୁ ଶକ୍ତ ଝଟ୍‌କା । ଭାଜପାରେ ମିଶିଲେ ପ୍ରଫୁଲ୍ଲ ସାମଲଙ୍କ ୨...

ଚୁଲି ଜାଳି ନିଆଁ ପୁଇଁ ହେଉଥିଲେ ମହିଳା, ଶାଢ଼ିରେ ଲାଗିଗଲା ନିଆଁ, ଆଉ ତା’ ପରେ…

ଆନନ୍ଦପୁର,୬ା୧୨(ସୁଶାନ୍ତ କୁମାର ସାହୁ): ଚୁଲିନିଆଁରେ ପୋଡ଼ି ହୋଇ ଜଣେ ମହିଳା ଗୁରୁତର ହୋଇଛନ୍ତି। ଆନନ୍ଦପୁର ଉପଖଣ୍ଡ ନନ୍ଦିପଦା ଥାନା କରଗୋଳା ଗାଁରେ ଘଟିଛି ଏଭଳି ଏକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri