ଟସ୍‌ ହାରି ପ୍ରଥମେ ବ୍ୟାଟିଂ ସୁଯୋଗ ପାଇଲେ ରୋହିତ୍‌ ଶର୍ମା

ଆବୁଧାବି, ୨୩।୯: ଆଇପିଏଲ୍‌ ତ୍ରୟୋଦଶ ସଂସ୍କରଣର ୫ମ ମୁକାବିଲାରେ ବୁଧବାର ଡିଫେଣ୍ଡିଂ ଚାମ୍ପିୟନ ମୁମ୍ବାଇ ଇଣ୍ଡିଆନ୍ସ ଓ କୋଲକାତା ନାଇଟ୍‌ ରାଇଡର୍ସ ପରସ୍ପର ସାମ୍ନାସାମ୍ନି ହୋଇଛନ୍ତି। ସ୍ଥାନୀୟ ଶେଖ୍‌ ଜାୟେଦ ଷ୍ଟାଡିୟମରେ ଖେଳାଯାଇଥିବା ଏହି ମ୍ୟାଚ୍‌ରେ ଟସ୍‌ ଜିତି କୋଲକାତା ନାଇଟ୍‌ ରାଇଡର୍ସ ପ୍ରଥମେ ବୋଲିଂ କରିବାର ନିଷ୍ପତ୍ତି ନେଇଛି। ଅପରପକ୍ଷରେ ମୁମ୍ବାଇ ଅଧିନାୟକ ରୋହିତ୍‌ ଶର୍ମା ଟସ୍‌ ହାରି ପ୍ରଥମେ ବ୍ୟାଟିଂ ସୁଯୋଗ ପାଇଛନ୍ତି। ଚଳିତ ସିଜନରେ କୋଲକାତାର ଏହା ପ୍ର୍‌ଥମ ମ୍ୟାଚ୍‌ ହୋଇଥିବାବେଳେ ମୁମ୍ବାଇର ଦ୍ୱିତୀୟ। ପୂର୍ବରୁ ଉଦ୍‌ଘାଟନୀ ମ୍ୟାଚ୍‌ରେ ମୁମ୍ବାଇ ୫ ଉଇକେଟ୍‌ରେ ଚେନ୍ନାଇ ସୁପର୍‌କିଙ୍ଗ୍ସ ନିକଟରୁ ମ୍ୟାଚ୍‌ ହାରିଥିଲା।
ମୁମ୍ବାଇ ଇଣ୍ଡିଆନ୍ସ: ରୋହିତ୍‌ ଶର୍ମା (ଅଧିନାୟକ), କ୍ୱିଣ୍ଟନ ଡି କକ୍‌ (ଉଇକେଟ୍‌କିପର), ସୂର୍ଯ୍ୟକୁମାର ଯାଦବ, ସୌରଭ ତିଓ୍ବାରୀ, ହାର୍ଦ୍ଦିକ ପାଣ୍ଡ୍ୟା, କିରନ ପୋଲାର୍ଡ, କ୍ରୁନାଲ ପାଣ୍ଡ୍ୟା, ଜେମ୍ସ ପାଟ୍ଟିନସନ, ରାହୁଲ ଚହର, ଟ୍ରେଣ୍ଟ ବୋଲ୍ଟ ଓ ଯଶପ୍ରୀତ୍‌ ବୁମ୍‌ରା।
କୋଲକାତା ନାଇଟ୍‌ ରାଇଡର୍ସ: ସୁନୀଲ ନାରିନ, ଶୁଭମନ ଗିଲ୍‌, ନୀତୀଶ ରାଣା, ଇଅନ ମୋର୍ଗାନ, ଆନ୍ଦ୍ରେ ରସେଲ, ଦିନେଶ କାର୍ତ୍ତିକ (ଅଧିନାୟକ/ଉଇକେଟ୍‌କିପର), ନିଖିଳ ନାୟକ, ପ୍ୟାଟ୍‌ କୁମିନ୍ସ, କୁଲଦୀପ ଯାଦବ, ସନ୍ଦୀପ ଓ୍ବାରିୟର ଓ ଶିଭମ ମାଭି।


Enter your email to get our daily news in your inbox.

All Right Reserved By Dharitri.Com

ଡେଭିସ୍‌ କପ୍‌ ଦଳକୁ ଫେରିଲେ ପେସ୍‌

ନୂଆଦିଲ୍ଲୀ, ୨୬।୧୦(ପି.ଟି.)- ଅଭିଜ୍ଞ ଟେନିସ ତାରକା ଲିଆଣ୍ଡର ପେସ୍‌ ଭାରତୀୟ ଡେଭିସ କପ୍‌ ଦଳକୁ ପ୍ରତ୍ୟାବର୍ତ୍ତନ କରିଛନ୍ତି। ୨୦୧୮ ଏପ୍ରିଲ ପରେ ପ୍ରଥମଥର ପାଇଁ ସେ...

କୋହଲିଙ୍କ ସହିତ ଖେଳିଥିବାରୁ ଭାଗ୍ୟବାନ ମନେ କରୁଛି: ଓ୍ବିଲିୟମସନ

ମୁମ୍ବାଇ,୭।୬(ପି.ଟି.): ଭାରତୀୟ ଅଧିନାୟକ ବିରାଟ କୋହଲିଙ୍କ ପ୍ରଶଂସାରେ ଶତମୁଖ ହୋଇଛନ୍ତି ନ୍ୟୁଜିଲାଣ୍ଡ ଅଧିନାୟକ କେନ୍‌ ଓ୍ବିଲିୟମସନ। କୋହଲିଙ୍କ ସହିତ ଖେଳିଥିବାରୁ ନିଜକୁ ଭାଗ୍ୟବାନ ମନେ କରୁଛି...

ଡୋପ୍‌ ଟେଷ୍ଟରେ ବିଫଳ ହେଲେ ଗୋମତୀ

ନୂଆଦିଲ୍ଲୀ, ୨୨ା୫ (ପି.ଟି.)-ଗତମାସରେ ଅନୁଷ୍ଠିତ ଏସିଆନ ଚାମ୍ପିୟନଶିପ୍‌ ୮୦୦ମିଟର ରେସ୍‌ରେ ସ୍ବର୍ଣ୍ଣ ଜିତିଥିବା ଗୋମତୀ ମାରିମୁଥୁ ଡୋପ୍‌ ଟେଷ୍ଟରେ ବିଫଳ ହୋଇଛନ୍ତି। ତାଙ୍କୁୁ ମଙ୍ଗଳବାର ତୁରନ୍ତ...

ବିଶ୍ୱ ଏକାଦଶ-ଏସିଆ ଏକାଦଶ ମ୍ୟାଚ୍ ସ୍ଥଗିତ

ଢାକା, ୧୨୩ (ପି.ଟି.)- କରୋନା ଭାଇରସ୍ ଲାଗି ଆଗାମୀ ଦିନରେ ବିଶ୍ୱ ଏକାଦଶ ଓ ଏସିଆ ଏକାଦଶ ମଧ୍ୟରେ ଖେଳାଯିବାକୁ ଥତ୍ବା ମ୍ୟାଚ୍କୁ ଆୟୋଜକ ବାଂଲାଦେଶ...

ହାର୍ଟ ଅପରେଶନ କରିବେ ଲେହମ୍ୟାନ

ସିଡ୍‌ନୀ, ୫।୨ (ଏଏଫ୍‌ପି): ପୂର୍ବତନ ଅଷ୍ଟ୍ରେଲିଆ କ୍ରିକେଟର୍‌ ତଥା କୋଚ୍‌ ଡାରେନ ଲେହମ୍ୟାନ ହାର୍ଟ ବାଇପାସ ଅପରେସନ କରିବେ। ବୁଧବାର ଛାତିରେ କଷ୍ଟ ଅନୁଭବ କରିବା...

ସେରେନା, ନାଡାଲ, ହାଲେପ ବିଜୟୀ

ଆଡିଲେଡ୍‌, ୩୦ା୧(ଏପି)-ଆଡିଲେଡ ପ୍ରଦର୍ଶନୀ ଟୁର୍ନାମେଣ୍ଟରେ ସେରେନା ଓ୍ବିଲିୟମ୍ସ, ରାଫାଲ ନାଡାଲ ଓ ସିମୋନା ହାଲେପ ସେମାନଙ୍କ ମ୍ୟାଚରେ ବିଜୟ ଲାଭ କରିଛନ୍ତି। ଅଷ୍ଟ୍ରେଲିଆର କୋଭିଡ୍‌ ନିୟମ...

ସଚିନଙ୍କ ଝିଅଙ୍କୁ ପ୍ରେମ କରି ବସିଛନ୍ତି ଏହି କ୍ରିକେଟର, ଭାଇରାଲ ହେଉଛି ମେସେଜ୍‌

କ୍ରିକେଟର ସଚିନ ତେନ୍ଦୁଲକରଙ୍କ ଝିଅ ସାରାଙ୍କୁ ନେଇ ଏବେ ଚର୍ଚ୍ଚା ଜୋର ଧରିଛି। ସେ କୁଆଡେ ଏବେ ଜଣେ କ୍ରିକେଟରଙ୍କ ପ୍ରେମରେ ପଡିଥିବା ନେଇ ଆଲୋଚନା...

ପ୍ରଥମ ଦେଖାରେ ମଡେଲଙ୍କୁ କିସ୍‌ କରିଥିଲେ ଲୋକପ୍ରିୟ ଭାରତୀୟ କ୍ରିକେଟର

ପ୍ରାୟତଃ ପ୍ରଥମ ଦେଖାରେ ଉଭୟ ଯୁବକ ଓ ଯୁବତୀ ଲାଜ କରନ୍ତି କଥା ହେବାକୁ। ଆଉ ଅନ୍ୟ ସବୁ ତ ଦୂର କଥା। କିନ୍ତୁ ଲୋକପ୍ରିୟ...

Advertisement

BGU

Archives

Model This Week

Why Dharitri