ଟସ୍‌ ହାରି ପ୍ରଥମେ ବ୍ୟାଟିଂ ସୁଯୋଗ ପାଇଲେ ରୋହିତ୍‌ ଶର୍ମା

ଆବୁଧାବି, ୨୩।୯: ଆଇପିଏଲ୍‌ ତ୍ରୟୋଦଶ ସଂସ୍କରଣର ୫ମ ମୁକାବିଲାରେ ବୁଧବାର ଡିଫେଣ୍ଡିଂ ଚାମ୍ପିୟନ ମୁମ୍ବାଇ ଇଣ୍ଡିଆନ୍ସ ଓ କୋଲକାତା ନାଇଟ୍‌ ରାଇଡର୍ସ ପରସ୍ପର ସାମ୍ନାସାମ୍ନି ହୋଇଛନ୍ତି। ସ୍ଥାନୀୟ ଶେଖ୍‌ ଜାୟେଦ ଷ୍ଟାଡିୟମରେ ଖେଳାଯାଇଥିବା ଏହି ମ୍ୟାଚ୍‌ରେ ଟସ୍‌ ଜିତି କୋଲକାତା ନାଇଟ୍‌ ରାଇଡର୍ସ ପ୍ରଥମେ ବୋଲିଂ କରିବାର ନିଷ୍ପତ୍ତି ନେଇଛି। ଅପରପକ୍ଷରେ ମୁମ୍ବାଇ ଅଧିନାୟକ ରୋହିତ୍‌ ଶର୍ମା ଟସ୍‌ ହାରି ପ୍ରଥମେ ବ୍ୟାଟିଂ ସୁଯୋଗ ପାଇଛନ୍ତି। ଚଳିତ ସିଜନରେ କୋଲକାତାର ଏହା ପ୍ର୍‌ଥମ ମ୍ୟାଚ୍‌ ହୋଇଥିବାବେଳେ ମୁମ୍ବାଇର ଦ୍ୱିତୀୟ। ପୂର୍ବରୁ ଉଦ୍‌ଘାଟନୀ ମ୍ୟାଚ୍‌ରେ ମୁମ୍ବାଇ ୫ ଉଇକେଟ୍‌ରେ ଚେନ୍ନାଇ ସୁପର୍‌କିଙ୍ଗ୍ସ ନିକଟରୁ ମ୍ୟାଚ୍‌ ହାରିଥିଲା।
ମୁମ୍ବାଇ ଇଣ୍ଡିଆନ୍ସ: ରୋହିତ୍‌ ଶର୍ମା (ଅଧିନାୟକ), କ୍ୱିଣ୍ଟନ ଡି କକ୍‌ (ଉଇକେଟ୍‌କିପର), ସୂର୍ଯ୍ୟକୁମାର ଯାଦବ, ସୌରଭ ତିଓ୍ବାରୀ, ହାର୍ଦ୍ଦିକ ପାଣ୍ଡ୍ୟା, କିରନ ପୋଲାର୍ଡ, କ୍ରୁନାଲ ପାଣ୍ଡ୍ୟା, ଜେମ୍ସ ପାଟ୍ଟିନସନ, ରାହୁଲ ଚହର, ଟ୍ରେଣ୍ଟ ବୋଲ୍ଟ ଓ ଯଶପ୍ରୀତ୍‌ ବୁମ୍‌ରା।
କୋଲକାତା ନାଇଟ୍‌ ରାଇଡର୍ସ: ସୁନୀଲ ନାରିନ, ଶୁଭମନ ଗିଲ୍‌, ନୀତୀଶ ରାଣା, ଇଅନ ମୋର୍ଗାନ, ଆନ୍ଦ୍ରେ ରସେଲ, ଦିନେଶ କାର୍ତ୍ତିକ (ଅଧିନାୟକ/ଉଇକେଟ୍‌କିପର), ନିଖିଳ ନାୟକ, ପ୍ୟାଟ୍‌ କୁମିନ୍ସ, କୁଲଦୀପ ଯାଦବ, ସନ୍ଦୀପ ଓ୍ବାରିୟର ଓ ଶିଭମ ମାଭି।


Enter your email to get our daily news in your inbox.

All Right Reserved By Dharitri.Com

ଲକ୍‌ଡାଉନ ସତ୍ତ୍ୱେ ଖେଳ ସମ୍ଭବ: ମୋର୍ଗାନ

ଅହମଦାବାଦ, ୨୮ା୪ (ପି.ଟି.)- କୋଭିଡ୍‌ ପାଇଁ ଲକ୍‌ଡାଉନ ସତ୍ତ୍ୱେ ଖେଳ ସମ୍ଭବ ବୋଲି କହିଛନ୍ତି ଇଂଲଣ୍ଡ ଓ କୋଲକାତା ନାଇଟ ରାଇଡର୍ସ ଅଧିନାୟକ ଇଅନ ମୋର୍ଗାନ।...

ଏଫ୍‌ଆଇଏଚ୍‌ ପୁରୁଷ ସିରିଜ ଫାଇନାଲ: ଟିକେଟ ବିକ୍ରି ଅର୍ଥ ଓଡ଼ିଶା ସରକାରଙ୍କୁ ଦିଆଯିବ

ଭୁବନେଶ୍ୱର,୩୧।୫(ସ୍ପୋଟର୍‌ସ ବ୍ୟୁରୋ)- ଏଠାରେ ଆୟୋଜନ ହେବାକୁଥିବା ଏଫ୍‌ଆଇଏଚ୍‌ ପୁରୁଷ ସିରିଜ ଫାଇନାଲ୍ସର ଟିକେଟ ବିକ୍ରିରୁ ଉପାର୍ଜିତ ହେବାକୁଥିବା ଅର୍ଥ ଓଡ଼ିଶା ସରକାରଙ୍କୁ ପ୍ରଦାନ କରାଯିବ ବୋଲି...

ସ୍ବତନ୍ତ୍ର କ୍ଲବ୍‌ରେ ସାମି

ନୂଆଦିଲ୍ଲୀ,୧।୭-ଭାରତୀୟ ପେସର ମହମ୍ମଦ ସାମି ଇଂଲଣ୍ଡ ବିପକ୍ଷରେ ଖେଳାଯାଇଥିବା ମ୍ୟାଚ୍‌ରେ ୫ ଉଇକେଟ ନେଇଛନ୍ତି। ଏଥିସହିତ ସେ ବିଶ୍ୱକପ୍‌ରେ କ୍ରମାଗତ ୩ଥର ୪ କିମ୍ବା ତା’ଠାରୁ...

ପୁଣି ସାପ ପଶିବାରୁ ମ୍ୟାଚ୍‌ ବାଧାପ୍ରାପ୍ତ

ନୂଆଦିଲ୍ଲୀ, ୬।୧- ବର୍ଷା ଯୋଗୁ ଭାରତ-ଶ୍ରୀଲଙ୍କା ସିରିଜର ପ୍ରଥମ ଟି୨୦ ମ୍ୟାଚ୍‌ ବାତିଲ ହୋଇଯାଇଛି। ଦେଶର ଅନ୍ୟ ଭାଗରେ ସମାନ ଦିନ ଏକ ମ୍ୟାଚ୍‌ ଭିନ୍ନ...

ଧାଓ୍ବନଙ୍କ ଧୂଆଁଧାର ବ୍ୟାଟିଂ: ମୁମ୍ବାଇ ଆଗରେ ୧୯୯ ରନ୍‌ର ବିଜୟ ଲକ୍ଷ୍ୟ

ମୁମ୍ବାଇ,୧୩ା୪: ବୁଧବାର ମୁମ୍ବାଇ ଇଣ୍ଡିଆନ୍ସ(ଏମ୍‌ଆଇ) ବିପକ୍ଷରେ ଚାଲିଥିବା ଆଇପିଏଲ୍‌ ମ୍ୟାଚ୍‌ରେ ପଞ୍ଜାବ କିଙ୍ଗ୍‌ସର ଖେଳାଳିଙ୍କ ଧୂଆଁଧାର ବ୍ୟାଟିଂ ଦେଖିବାକୁ ମିଳିଛି। ପ୍ରଥମେ ଟସ୍‌ ଜିତି ବୋଲିଂ...

ଚେନ୍ନାଇର ହ୍ୟାଟ୍ରିକ ପରାଜୟ

ଦୁବାଇ, ୩।୧୦-ଏକାଧିକ କ୍ୟାଚ ଡ୍ରପ୍‌ ଏବଂ ଟପ୍‌ ଅର୍ଡର ବ୍ୟାଟ୍ସମ୍ୟାନଙ୍କ ବିଫଳତା ଚେନ୍ନାଇ ସୁପରକିଙ୍ଗ୍ସ ପାଇଁ ମହଙ୍ଗା ପଡ଼ିଛି। ଶୁକ୍ରବାର ଅନୁଷ୍ଠିତ ମ୍ୟାଚରେ ଦଳ ସନ୍‌ରାଇଜର୍ସ...

ଭାରତର ବୃହତ୍‌ ବିଜୟ

କଲମ୍ବୋ,୧୨।୯: ଚଳିତ ଏସିଆ କପ୍‌ କ୍ରିକେଟ ଟୁର୍ନାମେଣ୍ଟର ବର୍ଷା ବାଧାପ୍ରାପ୍ତ ସୁପର-୪ ମ୍ୟାଚରେ ଭାରତ ୨୨୮ ରନରେ ପାକିସ୍ତାନକୁ ପରାସ୍ତ କରିଛି। ଦୁଇ ଦିନରେ ଶେଷ...

ଆଥ୍‌ଲେଟଙ୍କ ଟିକାକରଣ ନେଇ ଆଇଓଏ ତଥ୍ୟ ମାଗିଲା

ନୂଆଦିଲ୍ଲୀ,୨୭।୫(ପି.ଟି.): ଟୋକିଓ ଅଲିମ୍ପିକ୍ସରେ ଅଂଶଗ୍ରହଣ କରିବାକୁ ଥିବା ଆଥ୍‌ଲେଟମାନଙ୍କ ଟିକାକରଣ ନେଇ ବିଭିନ୍ନ ଜାତୀୟ ଫେଡେରେଶନଗୁଡିକୁ ଭାରତୀୟ ଅଲିମ୍ପିକ ଆସୋସିଏଶନ ତଥ୍ୟ ମାଗିଛି। ଟିକା ନେଇଥିବା...

Advertisement
Archives

Model This Week