Posted inଖେଳ

କୋହଲିଙ୍କୁ ଦଳରୁ ବାହାର କରିଦେବେ କି? ପ୍ରଶ୍ନ ଶୁଣି ଏଭଳି କହିଲେ ରୋହିତ

ନୂଆଦିଲ୍ଲୀ,୧୫।୨: କ୍ୟାରିୟରର ସବୁଠାରୁ ଖରାପ ସମୟ ଦେଇ ଗତି କରୁଛନ୍ତି ଭାରତର ପୂର୍ବତନ ଅଧିନାୟକ ବିରାଟ କୋହଲି। ତିନୋଟିଯାକ ଫର୍ମାଟରେ ତାଙ୍କ ପ୍ରଦର୍ଶନ ବହୁତ ଖରାପ ରହିଛି। ଏବେ କୋହଲିଙ୍କ ଫର୍ମକୁ ନେଇ ବଡ଼ ବୟାନ ଦେଇଛନ୍ତି ଅଧିନାୟକ ରୋହିତ ଶର୍ମା।

ମଙ୍ଗଳବାର ଓ୍ବେଷ୍ଟଇଣ୍ଡିଜ ବିପକ୍ଷ ଟି-୨୦ ସିରିଜ ପୂର୍ବରୁ କୋହଲିଙ୍କୁ ନେଇ ଗଣମାଧ୍ୟମ ପ୍ରଶ୍ନର ଉତ୍ତର ଦେଇ ରୋହିତ କହିଛନ୍ତି, ‘ସେ କୌଣସି ଚାପରେ ଚାହାନ୍ତି। ଖୁବ୍‌ଶୀଘ୍ର ବଡ ଇନିଂସ ଖେଳିବେ। ଫର୍ମ କଥା ଦେଖାଗଲେ ସେ ବହୁତ ଭଲ ଫର୍ମରେ ଅଛନ୍ତି। ଏକ ଦଶନ୍ଧିରୁ ଅଧିକ ସମୟ ଧରି ଅନ୍ତର୍ଜାତୀୟ ଦଳର ଅଂଶବିଶେଷ ରହିଛନ୍ତି। ଅନ୍ତର୍ଜାତୀୟ କ୍ରିକେଟରେ ସେ ଏତେ ସମୟ ଅତିବାହିତ କରିଛନ୍ତି ଯେ ଚାପ ପରିସ୍ଥିତିର ମୁକାବିଲା କିଭଳି କରିହେବ ତାହା ଭଲ ଭାବେ ଜାଣନ୍ତି। ମୁଁ ଭାବୁଛି ସବୁକିଛି ଆପଣମାନଙ୍କଠାରୁ ଆରମ୍ଭ ହୋଇଛି। ଯଦି ଆପଣମାନେ କିଛି ସମୟ ଚୁପ୍‌ ରହିପାରିବେ ତେବେ ସବୁକିଛି ଠିକ୍‌ ହୋଇଯିବ। ’

କହିରଖୁଛୁ, ଓ୍ବେଷ୍ଟଇଣ୍ଡିଜ୍‌ ବିପକ୍ଷ ଦିନିକିଆ ସିରିଜରେ କୋହଲି ମୋଟ ୨୬ ରନ୍‌ କରିଥିଲେ। ସେ ୮,୧୮ ଏବଂ ୦ ରନ୍‌ର ଇନିଂସ ଖେଳିଥିଲେ। ଏବେ ରୋହିତ କୋହଲିଙ୍କ ଏଭଳି ପ୍ରଦର୍ଶନର ଦୋଷ ଗଣମାଧ୍ୟମ ଉପରେ ଲଦିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନାବାଳକଙ୍କୁ ଅସଦାଚରଣ: ପଡୋଶୀ ଘରର ନାବାଳକଙ୍କୁ ଘରକୁ ଡାକି….

ବଲାଙ୍ଗୀର, ୨୨ା୫ (ସୁନିଲ କୁମାର ମହାନ୍ତି): ଜଣେ ନାବାଳକଙ୍କୁ ଅସଦାଚରଣ ଅଭିେଯାଗରେ ପୁଇଁନ୍ତଳା ଥାନା ପୋଲିସ ଜଣେ ବ୍ୟକ୍ତିଙ୍କୁ ଥାନାକୁ ଆଣି ଅଟକ ରଖିଥିବା ଜଣାପଡିଛି। ବ୍ୟକ୍ତି…

ରାଜ୍ୟରେ ଶକ୍ତି ସଙ୍କଟ: ଆସନ୍ତା ୬ ମାସ ପାଇଁ ‘ଏସ୍‌ମା’ ଲାଗୁ କଲେ ସରକାର

ଭୁବନେଶ୍ୱର,୨୨।୫(ରବିନାରାୟଣ ଜେନା):  ରାଜ୍ୟରେ କିଭଳି ନିରବଚ୍ଛିନ୍ନ ବିଦ୍ୟୁତ୍‌ ସରବରାହ ହୋଇପାରିବ ଏବଂ କର୍ମଚାରୀମାନେ ଆନ୍ଦୋଳନକୁ ନ ଓହ୍ଲାଇବେ ତାକୁ ଦୃଷ୍ଟିରେ ରଖି ଶୁକ୍ରବାର ରାଜ୍ୟ ସରକାରଙ୍କ ପକ୍ଷରୁ…

ପେଣ୍ଟ ପକେଟ୍‌ରେ ଥିଲା ମୋବାଇଲ୍ ହଠାତ ହେଲା ବିସ୍ଫୋରଣ, ଅଳ୍ପକେ ବଞ୍ଚିଲେ..

ପଦ୍ମପୁର, ୨୨/୦୫ (ପ୍ରଦୀପ୍ତ ଦାଶ): ପଦ୍ମପୁର ନିକଟସ୍ଥ ଭେଉଁରିଆ ପଞ୍ଚାୟତର ଅମିତ କୁମାର ସାହୁ ସାଧାରଣ ଦିନମାନଙ୍କ ଭଳି ପେଣ୍ଟ ପକେଟ୍‌ରେ ମୋବାଇଲ୍ ରଖି କାମକୁ ବାହାରିଥିଲେ।…

ଗ୍ରାହକଙ୍କ ପାଇଁ ଆଶ୍ଵସ୍ତି: ଟଳିଲା ଷ୍ଟ୍ରାଇକ୍, ମେ ୨୫ ଓ ୨୬ରେ ସ୍ଵାଭାବିକ ରହିବ ଷ୍ଟେଟ୍ ବ୍ୟାଙ୍କ…

ନୂଆଦିଲ୍ଲୀ,୨୨।୫: ଷ୍ଟେଟ୍ ବ୍ୟାଙ୍କ ଅଫ୍ ଇଣ୍ଡିଆ (SBI) ଗ୍ରାହକଙ୍କ ପାଇଁ ଏକ ବଡ଼ ଆଶ୍ଵସ୍ତିକର ଖବର। ଆସନ୍ତା ମେ ୨୫ ଏବଂ ୨୬ ତାରିଖରେ ବ୍ୟାଙ୍କର ସମସ୍ତ…

ଥୁଆମୂଳ ରାମପୁରରେ କାଳବୈଶାଖୀର ତାଣ୍ଡବ

ଥୁଆମୂଳ ରାମପୁର, ୨୨ା୫ (ଦୁର୍ଗା କୀର୍ତ୍ତି): ଥୁଆମୂଳ ରାମପୁର ବ୍ଲକ ନାକୁରୁଣ୍ଡି ପଞ୍ଚାୟତର ବିଭିନ୍ନ ଗ୍ରାମରେ ଶୁକ୍ରବାର ଅପରାହ୍ନରେ କାଳବୈଶାଖୀର ତାଣ୍ଡବ ଦେଖିବାକୁ ମିଳିଛି। ହଠାତ୍‌ ବର୍ଷାପବନ…

ସିବିଏସଇ ଭଳି ସିଏଚଏସଇରେ ବିକାଶର ନୂଆଁ ରେକର୍ଡ: ଖୁସିରେ ମିଠା ଖୁଆଇଲେ କ୍ରୀଷ୍ଣା ବିକାଶ ଗ୍ରୁପ୍ ଚେୟାରମେନ, ସତ୍ୟସୁନ୍ଦର ରାଜ୍ୟ ଓ ସମର୍ପିତା ପଶ୍ଚିମ ଓଡ଼ିଶା ଟପ୍ପର

ବରଗଡ଼,୨୨।୫(ପ୍ରେମାନନ୍ଦ ଖମାରୀ): କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ପରିଷଦ (ସିବିଏସଇ) ପରିଚାଳିତ ପରୀକ୍ଷା ଭଳି ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ, ଭୁବନେଶ୍ୱର, ଓଡ଼ିଶା ଦ୍ଵାରା ଆୟୋଜିତ ଦ୍ଵାଦଶ ଶ୍ରେଣୀ…

KKRକୁ ବଡ଼ ଝଟକା: ଭାଙ୍ଗିଗଲା ଆଙ୍ଗୁଠି, ଆଇପିଏଲ୍‌ରୁ ବାଦ୍ ପଡ଼ିଲେ ଷ୍ଟାର୍ ବ୍ୟାଟ୍ସମ୍ୟାନ୍…

କୋଲକାତା,୨୨।୫: ଆଇପିଏଲ୍ (IPL) ୨୦୨୬ରେ ପ୍ଲେ-ଅଫ୍ ଦୌଡ଼ରେ ରହିଥିବା କୋଲକାତା ନାଇଟ୍ ରାଇଡର୍ସ (KKR) ଦଳକୁ ଏକ ଶକ୍ତ ଧକ୍କା ଲାଗିଛି। ଦଳର ଶେଷ ଲିଗ୍ ମ୍ୟାଚ୍…

ଚୋରା ଚାଲାଣ ରୋକିବା ପାଇଁ ବାଲି ସୈରାତକୁ ଖୋଳି ଦେଲା ଖଣି ବିଭାଗ   

ଦିଗପହଣ୍ଡି,୨୨|୫(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ନିକଟ ପତ୍ରଚୁଡ଼ି, ସୁନ୍ଦରଡ଼ା ଗ୍ରାମ ନିକଟ ବାହୁଦା ନଦୀ ର ବାଲି ସୈରାତ ନିଲାମ ହୋଇନଥିବା ବେଳେ ସେଠାରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri