Posted inଖେଳ

ସୁସ୍ଥ ହେଲେ କ୍ୟାପ୍‌ଟେନ୍‌

ବର୍ମିଂହାମ,୩।୭: ଭାରତୀୟ କ୍ରିକେଟ ଟିମ୍‌ର ଅଧିନାୟକ ରୋହିତ ଶର୍ମା କରୋନା ସଂକ୍ରମିତ ହୋଇଥିଲେ। ଏଥିଲାଗି ସେ ଇଂଲଣ୍ଡ ବିପକ୍ଷରେ ଖେଳାଯିବାକୁ ଥିବା ୫ମ ଟେଷ୍ଟ ମ୍ୟାଚ୍‌ ଲାଗି ଉପଲବ୍ଧ ନଥିଲେ। ତାଙ୍କ ସ୍ଥାନରେ ଜସପ୍ରିତ ବୁମ୍‌ରା ଦଳର ନେତୃତ୍ୱ ସମ୍ଭାଳୁଛନ୍ତି। ଏପରି ସ୍ଥିତିରେ ଏବେ ରୋହିତଙ୍କ ରିପୋର୍ଟ ନେଗେଟିଭ୍‌ ଆସିଥିବା ଜଣାପଡ଼ିଛି। ସେ ସମ୍ପୂର୍ଣ୍ଣ ସୁସ୍ଥ ହୋଇଛନ୍ତି। ଏଣୁ ଆଗାମୀ ଦିନରେ ହେବାକୁ ଥିବା ଟି୨୦ ଏବଂ ଦିନିକିଆ ସିରିଜ ଲାଗି ସେ ପ୍ରସ୍ତୁତି ଆରମ୍ଭ କରିଛନ୍ତି।

ଜୁଲାଇ ୭ରୁ ଉଭୟ ଟିମ୍‌ ମଧ୍ୟରେ ଟି୨୦ ସିରିଜ ଖେଳାଯିବ। ସେହିଭଳି ଦିନିକିଆ ସିରିଜର ତିନୋଟି ମ୍ୟାଚ୍‌ ଜୁଲାଇ ୧୨,୧୪,୧୭ରେ ଆୟୋଜିତ ହେବ। ବିସିସିଆଇ ପୂର୍ବରୁ ସିରିଜ ଲାଗି ଦଳ ଘୋଷଣା କରିସାରିଛି। ଟେଷ୍ଟ ମ୍ୟାଚ୍‌ ଖେଳୁଥିବା ବରିଷ୍ଠ ଖେଳାଳିଙ୍କୁ ପ୍ରଥମ ଟି୨୦ ଟିମ୍‌ରେ ସାମିଲ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

କେଣ୍ଟୁକି ହାର୍ଡକୋର୍ଟ ଟୁର୍ନାମେଣ୍ଟରେ ଖେଳିବେ ସେରେନା

ଲେକ୍ସିନଟନ (ୟୁଏସ୍‌),୧୭ା୭ (ଏପି)-ଆସନ୍ତା ମାସରେ କେଣ୍ଟୁକିଠାରେ ହେବାକୁଥିବା ଏକ ନୂଆ ହାର୍ଡକୋର୍ଟ ଟୁର୍ନାମେଣ୍ଟରେ ପ୍ରତିଯୋଗିତାମୂଳକ ଟେନିସକୁ ପ୍ରତ୍ୟାବର୍ତ୍ତନ କରିବା ଲାଗି ଯୋଜନା କରିଛନ୍ତି ସେରେନା ଓ୍ବିଲିୟମ୍ସ।...

ଆର୍‌ସିବିି ବିଜୟ ପରେ ମାତ୍ର ୩ଟି ଶବ୍ଦ କହିଲେ ଏବି ଡି ଭିଲିୟର୍ସ

କୋଲକତା,୨୬।୫: ଇଣ୍ଡିଆନ ପ୍ରିମିୟର ଲିଗ (ଆଇପିଏଲ) ୨୦୨୨ର ଏଲିମିନେଟର ମ୍ୟାଚରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲରୁ (ଆରସିବି) ୧୪ ରନ୍‌ରେ ଲକ୍ଷ୍ନୌ ସୁପର ଜିଆଣ୍ଟସକୁ ପରାସ୍ତ କରିଛି।...

ମୋହିତଙ୍କୁ ବ୍ରୋଞ୍ଜ

ଭୁବନେଶ୍ୱର,୨୩ା୨ (ସ୍ପୋଟର୍‌ସ ବ୍ୟୁରୋ): ମଧ୍ୟପ୍ରଦେଶର ଇନ୍ଦୋର ଠାରେ ଚାଲିଥିବା ୨୫ ତମ ସର୍ବଭାରତୀୟ ବଧିର ଶୁଟିଂ ପ୍ରତିଯୋଗିତାରେ ଓଡିଶାର ମୋହିତ କୁମାର ପସାନ ୧୦ ମିଟର...

ଆଇପିଏଲର ବାକି ମ୍ୟାଚ୍‌ ପାଇଁ ମାଷ୍ଟର ପ୍ଲାନ

ଲଣ୍ଡନ,୨୧।୫: ଚଳିତ ବର୍ଷ ସେପ୍ଟେମ୍ବରରେ ଆଇପିଏଲ-୧୪’ର ଅବଶିଷ୍ଟ ମ୍ୟାଚ୍‌ ଆୟୋଜନ କରିବା ପାଇଁ ମାଷ୍ଟର ପ୍ଲାନ ପ୍ରସ୍ତୁତ କରିଛି ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ)।...

ଆଇପିଏଲ୍‌ରେ ଇତିହାସ ରଚିଲେ ଏହି ବୋଲର୍‌

ଦୁବାଇ,୭।୧୦:ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁର ପେସର୍‌ ହର୍ଷଲ ପଟେଲ ଆଇପିଏଲ -୨୦୨୧ରେ ଏକ ରେକର୍ଡ ସୃଷ୍ଟି କରିଛନ୍ତି। ସେ ଏପର୍ଯ୍ୟନ୍ତ ଏକ ଲିଗ ସିଜନରେ ସର୍ବାଧିକ ଉଇକେଟ...

ପ୍ରି-ସିଜନ ଆରମ୍ଭ କରିବ ଅଷ୍ଟ୍ରେଲିଆ

ସିଡ୍‌ନୀ, ୮।୫-ଚଳିତ ମାସ ଶେଷ ଭାଗରେ କ୍ରିକେଟ ଅଷ୍ଟ୍ରେଲିଆ (ସିଏ) ଏହାର ପ୍ରି-ସିଜନ ଆରମ୍ଭ କରିବ। କରୋନା ଭାଇରସ୍‌ ସଂକ୍ରମଣ ଯୋଗୁ ଖେଳାଳିଙ୍କ ସୁରକ୍ଷା ସ୍ଥିତିକୁ...

ଗୋଟିଏ ଭୁଲ୍‌ ପାଇଁ ଆଫଗାନିସ୍ତାନର ସ୍ବପ୍ନ ଧୂଳିସାତ୍‌

ଆଣ୍ଟିଗୁଆ,୨।୨:ଇଂଲଣ୍ଡ ଅଣ୍ଡର -୧୯ ବିଶ୍ୱକପ ଫାଇନାଲରେ ପହଞ୍ଚିଛି। ପ୍ରଥମ ସେମିଫାଇନାଲରେ ସେମାନେ ଡକ ଓ୍ବର୍ଥ-ଲୁଇସ ନିୟମ ଆଧାରରେ ଆଫଗାନିସ୍ତାନକୁ ୧୫ ରନ୍‌ରେ ପରାସ୍ତ କରିଥିଲେ। ଏହା...

ପଞ୍ଜାବ ପାଇଁ ‘କର ବା ମର’ ସ୍ଥିତି

ଶାରଜା,୩।୧୦: ଆଇପିଏଲ ୨୦୨୧ର ୪୮ତମ ମ୍ୟାଚ ଶାରଜା କ୍ରିକେଟ ଷ୍ଟାଡିୟମରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ଏବଂ ପଞ୍ଜାବ କିଙ୍ଗ୍ସ ଧ୍ୟରେ ଖେଳାଯାଉଛି। ବେଙ୍ଗାଲୁରୁ ଅଧିନାୟକ ବିରାଟ...

Advertisement
Archives

Model This Week