Posted inଖେଳ

କ୍ୟାପଟେନ ରୋହିତ ଶର୍ମା କରୋନା ପଜିଟିଭ

ନୂଆଦିଲ୍ଲୀ,୨୬ ।୬: ଭାରତୀୟ କ୍ରିକେଟ ଟିମର କ୍ୟାପଟେନ ରୋହିତ ଶର୍ମା କରୋନାରେ ପୀଡ଼ିତ ହୋଇଛନ୍ତି । ଶନିବାର ତାଙ୍କର ରାପିଡ ଆଣ୍ଟିଜେନ ଟେଷ୍ଟ କରାଯାଇଥିବା ବେଳେ ସେ କରୋନା ସଂକ୍ରମିତ ଥିବା ଜଣାପଡିଥିଲା । ବିସିସିଆଇ ଟୁଇଟ କରି ଏହି ସୂଚନା ଦେଇଛି । ଏହାସହ ବିସିସିଆଇ ସୂଚନା ଦେଇଛି କି କ୍ୟାପଟେନ ରୋହିତ ଶର୍ମା ଏବେ ହୋଟେଲରେ ଆଇସୋଲେଶନରେ ରହିଛନ୍ତି ଓ ବିସିସିଆଇର ମେଡିକାଲ ଟିମ ତାଙ୍କର ଦେଖାରଖା କରୁଛନ୍ତି ।
ସୂଚନାଯୋଗ୍ୟ, ଏହା ପୂର୍ବରୁ ଭାରତୀୟ ଦଳର ସ୍ପିନର ରବିଚନ୍ଦ୍ରନ ଅଶ୍ୱିନ ବି କରୋନାରେ ସଂକ୍ରମିତ ହୋଇଥିଲେ । ଯେଉଁଥିପାଇଁ ସେ ଅନ୍ୟ ଖେଳାଳିମାନଙ୍କ ସହ ଲଣ୍ଡନ ଯାଇ ପାରି ନ ଥିଲେ । ଏବେ ସେ ସୁସ୍ଥ ହୋଇଯାଇଛନ୍ତି । ଗଣମାଧ୍ୟମର ସୂଚନା ଅନୁଯାୟୀ, ଗତ ସପ୍ତାହରେ ଲଣ୍ଡନ ପହଞ୍ଚିବା ପରେ ବିରାଟ କୋହଲି ବି କରୋନାରେ ସଂକ୍ରମିତ ହୋଇଥିବା ଜଣାପଡିଥିଲା । ହେଲେ ଏବେ ସେ ସୁସ୍ଥ ହୋଇଯାଇଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରାକ୍‌ରୁ ଖସିଲା ଟ୍ରେନ୍‌, ଯୁଦ୍ଧକାଳୀନ ଭିତ୍ତିରେ ଚାଲିଛି…

କୋରାପୁଟ,୧୪ା୨(ଅମିତାଭ ବେହେରା): କୋରାପୁଟ ନିକଟରେ ଏକ ମାଲବାହୀ ଟ୍ରେନର ଗୋଟିଏ ଓ୍ବାଗନ ଲାଇନଚ୍ୟୁତ ହୋଇଥିବା ଜଣାଯାଇଛି। କେ କେ ଲାଇନର ଦୟାନିଧିଗୁଡ଼ା-ମାନବାର ମଧ୍ୟରେ ଏହି ଓ୍ବାଗନ ଲାଇନଚ୍ୟୁତ…

ଲକ୍ଷ ଲକ୍ଷ ଟଙ୍କା ଠକେଇ: ଜୟଦୂର୍ଗା ଫାଉଣ୍ଡେସନ ଅଧ୍ୟକ୍ଷା ଗିରଫ

ହାଟଡିହୀ,୧୪।୨(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଜଳକଳଙ୍ଗ ଗ୍ରାମର ସୁରେଶରୀ ସାଗରିକା ଜେନା ନାମ୍ନୀ ଜଣେ ମହିଳାଙ୍କୁ କେନ୍ଦୁଝର ଜିଲା ନନ୍ଦିପଦା ପୋଲିସ ସହାୟତାରେ ଖଣ୍ଡଗିରି…

ପ୍ରେମ ସପ୍ତାହରେ ପଢ଼ାଉଥିଲେ ପ୍ରେମପାଠ, ଛାତ୍ରୀଙ୍କୁ ଗୁଲଗୁଲା-ସିଙ୍ଗଡ଼ା ଡାକି ବନ୍ଧାହେଲେ ବିଜ୍ଞାନ ଶିକ୍ଷକ

ଦେବଗଡ଼,୧୪ା୨(ଶଶାଙ୍କ ଶେଖର ଝାଙ୍କର): ପ୍ରେମ ସପ୍ତାହରେ ବିଜ୍ଞାନ ଶିକ୍ଷକ ସ୍କୁଲ ଛାତ୍ରୀଙ୍କୁ ପ୍ରେମର ପାଠ ପଢ଼ାଉଥିବା ଘଟଣାରେ ଶନିବାର ଗିରଫ ହେଇଥିବା ଜଣାପଡ଼ିଛି। ଖବର ମୁତାବକ କୁଣ୍ଢେଇଗୋଳା…

ବିଧାୟକଙ୍କ ବଡ଼ ବୟାନ: ଏଣିକି ତଡ଼ିପାର୍‌ ହେବେ ସହରର…

ବରଗଡ଼,୧୪ା୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହର ବିକାଶ ଆଡ଼କୁ ମୁହାଁଉଛି। ମାତ୍ର ଏଠାରେ ଆଇନଶୃଙ୍ଖଳା ତଥା ସୁରକ୍ଷା ବ୍ୟବସ୍ଥା ହୁଗୁଳା ହୋଇପଡ଼ିଛି। ସ୍ଥାନୀୟ ଯୁବପିଢ଼ି ନିଶାଖୋର୍‌ ହୋଇ ପଥଭ୍ରଷ୍ଟ…

ଜୀବିତ ବୃଦ୍ଧାଙ୍କୁ ମୃତ ସଜାଇ ୪ ବର୍ଷ ହେଲା ମୁହଁରୁ ଦାନା ଛଡ଼ାଇ ନେଇଛନ୍ତି, ଏଯାଏ ମିଳିନି ଆବାସ କି…

ଥୁଆମୂଳ ରାମପୁର,୧୪ା୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ଅଡ୍ରି ପଞ୍ଚାୟତସ୍ଥିତ ଦୋଲଗୁଡ଼ା (ଟଟା ପଡ଼ା) ଗ୍ରାମରେ ଯେଉଁ ଦୃଶ୍ୟ ଦେଖିବାକୁ ମିଳିଛି, ତାହା ବିକାଶର…

ମହାମୁକାବିଲା ପୂର୍ବରୁ ଭାରତକୁ ଖୋଲା ଚ୍ୟାଲେଞ୍ଜ୍‌ ଦେଲେ ପାକିସ୍ତାନ ଅଧିନାୟକ

କଲମ୍ବୋ,୧୪।୨:ଭାରତ-ପାକିସ୍ତାନ ମହାମୁକାବିଲା ପୂର୍ବରୁ ପାକିସ୍ତାନ ଅଧିନାୟକ ସଲମାନ ଅଲି ଆଗା ଟିମ୍‌ଇଣ୍ଡିଆକୁ ଖୋଲା ଚ୍ୟାଲେଞ୍ଜ ଦେଇଛନ୍ତି। ଟି୨୦ ବିଶ୍ୱକପରେ ସମସ୍ତେ ଏହି ମ୍ୟାଚକୁ ଉତ୍ସାହର ସହିତ ଅପେକ୍ଷା…

ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ନିଯୁକ୍ତି ସୁଯୋଗ ପାଇବେ ୧୨୦୦ ଯୁବତୀ-ଯୁବକ

କେନ୍ଦୁଝର,୧୪ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଶନିବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଦିନିକିଆ କେନ୍ଦୁଝର ଜିଲା ଗସ୍ତରେ ଆସି ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ କରି ଫେରିଛନ୍ତି। କେନ୍ଦୁଝର ଜିଲାରେ…

WHOର ଭୟଙ୍କର ଭବିଷ୍ୟବାଣୀ: ୨୦୫୦ ସୁଦ୍ଧା ବିଶ୍ୱରେ…

ଓ୍ବାଶିଂଟନ୍‌,୧୪।୨: ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ(WHO)ର ଏକ ଚାଞ୍ଚଲ୍ୟକର ରିପୋର୍ଟ ପ୍ରକାଶ କରିଛି। ପ୍ରଥମ ଓ୍ବାଲର୍‌ଡ ରିପୋର୍ଟ ଅନ୍‌ ହିଅରିଂ ଅନୁଯାୟୀ, ୨୦୫୦ ସୁଦ୍ଧା ବିଶ୍ୱରେ ପ୍ରାୟ ୨.୫…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri