Posted inଖେଳ

ପତ୍ନୀଙ୍କ ସହ ଛୁଟି ବିତାଉଛନ୍ତି ରୋହିତ

ନୂଆଦିଲ୍ଲୀ,୨୪।୫: ଆଇପିଏଲ୍‌ ୨୦୨୨ରେ ନୈରାଶ୍ୟଜନକ ପ୍ରଦର୍ଶନ ପରେ ଟୁର୍ନାମେଣ୍ଟରୁ ବିଦା ହୋଇଛି ମୁମ୍ବାଇ ଇଣ୍ଡିଆନ୍ସ। ଏଥିଯୋଗୁ ଅଧିନାୟକ ରୋହିତ ଶର୍ମା ଶୀର୍ଘ ମୁକ୍ତ ହୋଇଛନ୍ତି। ଏବେ ସେ ପରିବାର ସହ ଛୁଟି କଟାଇବାକୁ ମାଳଦ୍ୱିପ ଯାଇଛନ୍ତି। ରୋହିତ ନିଜର ଇନ୍‌ଷ୍ଟାଗ୍ରାମରେ ଏହାର କିଛି ଫଟୋ ଶେୟାର କରିଛନ୍ତି। ସେଥିରେ ସେ ଝିଅ ସମାୟରାଙ୍କ ସହ ସମୁଦ୍ରକୂଳରେ ବସିଥିବା ଦେଖାଯାଇଛି। ଏହାଛଡ଼ା ସେ ଥିବା ହୋଟେଲର ମଧ୍ୟ କିଛି ଫଟୋ ରହିଛି। ସେହିଭଳି ରୋହିତଙ୍କ ସ୍ତ୍ରୀ ରିତିକା ମଧ୍ୟ ଇନଷ୍ଟାଗ୍ରାମରେ କିଛି ଫଟୋ ଶେୟାର କରିଛନ୍ତି।

 

View this post on Instagram

 

A post shared by Rohit Sharma (@rohitsharma45)

କହିରଖୁଛୁ, ରୋହିତ ଆଇପିଏଲ୍‌ ପରେ କିଛି ଦିନର ବ୍ରେକ୍‌ ନେଇଛନ୍ତି। ସେ ଦକ୍ଷିଣ ଆଫ୍ରିକା ବିପକ୍ଷ ଟି-୨୦ ସିରିଜ ଖେଳିବେ ନାହିଁ। ତାଙ୍କ ସ୍ଥାନରେ କେ ଏଲ୍‌ ରାହୁଲ ଭାରତୀୟ ଦଳର ନେତୃତ୍ୱ ନେବେ। ପରେ ଇଂଲଣ୍ଡ ବିପକ୍ଷ ଟେଷ୍ଟ ମ୍ୟାଚ୍‌ରେ ସେ ଦଳକୁ ଫେରିବେ।


Enter your email to get our daily news in your inbox.

All Right Reserved By Dharitri.Com

ମା’, ଝିଅଙ୍କୁ ହତ୍ୟା 

ଠାକୁରମୁଣ୍ଡା,୨୭।୬(ତାରାକାନ୍ତ ପଟ୍ଟନାୟକ): ମୟୂରଭଞ୍ଜ ଜିଲା ଠାକୁରମୁଣ୍ଡା ବ୍ଲକ ମହୁଲଡିହା ଥାନା ଅଧୀନ ତରାମରା ପଞ୍ଚାୟତ ମୁକ୍ତାଝରୀ ଗ୍ରାମରେ ଶନିବାର ଏକ ହୃଦୟବିଦାରକ ଘଟଣା ଘଟିଛି।  ମା’, ଝିଅଙ୍କୁ…

ବର୍ଷାରେ ବେହାଲ କୋରାପୁଟ: ରାସ୍ତାରେ ଭାସିଲା ନର୍ଦ୍ଦମା ପାଣି

କୋରାପୁଟ, ୨୭।୬(ଅମିତାଭ ବେହେରା): କୋରାପୁଟ ସହରରେ ଶନିବାର ଅପରାହ୍ନ ୧ଟାରୁ ୨ଟା ଯାଏ ପ୍ରାୟ ଘଣ୍ଟାଏ ଧରି ପ୍ରବଳ ବର୍ଷା ହୋଇଛି। ବର୍ଷାରେ ସହରର ଜନଜୀବନ ବେହାଲ…

ତାମିଲନାଡୁ ଗ୍ୟାସ୍‌ ଲିକ୍‌: ଆଖି ବୁଜିଲେ ଆଉ ଜଣେ ଜୁଆଙ୍ଗ ଯୁବତୀ

ଭୁବନେଶ୍ୱର,୨୭।୬: ତାମିଲନାଡୁର ତିରୁଭଲ୍ଲୁରଠାରେ ଘଟିଥିବା ଆମୋନିଆ ଗ୍ୟାସ୍‌ ଲିକ ଘଟଣାରେ ଶନିବାର ମୃତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି ପାଇଛି। ଚିକିତ୍ସାଧୀନ ଅବସ୍ଥାରେ ଆଖି ବୁଜିଛନ୍ତି ଆଉ ଜଣେ…

ମନ୍ଦିରରୁ ଦର୍ଶନ ସାରି ଫେରିବାବେଳେ ଦୁର୍ଘଟଣା: ସ୍କୁଟିକୁ ଧକ୍କା ଦେଇ ଅଟୋ…

ଦିଗପହଣ୍ଡି,୨୭ା୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପଳାସପୁର ନିକଟ ନୂଆ ଜଲମରା ବ୍ରିଜ ନିକଟରେ ଶନିବାର ମଧ୍ୟାହ୍ନରେ ଏକ ସ୍କୁଟି (ନଂ. ଓଡ଼ି୩୨ ଏମ…

ଥରିଲା ଆଫଗାନିସ୍ତାନ: ଭାରତ, ପାକିସ୍ତାନରେ ଝଟ୍‌କା

କାବୁଲ/ନୂଆଦିଲ୍ଲୀ,୨୭ା୬: ଆଫଗାନିସ୍ତାନର ହିନ୍ଦୁକୁଶ ଅଞ୍ଚଳରେ ଶନିବାର ରାତିରେ ବଡ଼ ଧରଣର ଭୂକମ୍ପ ଅନୁଭୂତ ହୋଇଛି। ରିକ୍ଟର ସ୍କେଲ୍‌ରେ ଏହାର ତୀବ୍ରତା ୬.୨ ଥିବା ନ୍ୟାଶନାଲ ସେଣ୍ଟର ଫର୍‌…

ଧାନକିଣାରେ ମନ୍ଥର, ଜୁନ ଶେଷ, ଉଠିନି ମେ’ ମାସର ଧାନ

ଭବାନୀପାଟଣା,୨୭ା୬(ଉତ୍ତମ କୁମାର ଦାଶ): କଳାହାଣ୍ଡିରେ ଗତ ମେ ୨୦ରୁ ରବି ଧାନ ମଣ୍ଡି ଆରମ୍ଭ ହୋଇଥିବାବେଳେ ଏପର୍ଯ୍ୟନ୍ତ ଉକ୍ତ ମାସର ଧାନ ଉଠିପାରିନାହିଁ। ଫଳରେ ଗତ ମାସେ…

ଏନ୍‌ଇଇଟି ପ୍ରଶ୍ନପତ୍ର ପ୍ରଘଟ ମାମଲା: ଧର୍ମେନ୍ଦ୍ର ପ୍ରଧାନଙ୍କ କୁଶପୁତ୍ତଳିକା ଦାହ କରି ଯୁବ କଂଗ୍ରେସ…

ବରଗଡ଼,୨୭ା୬(ପ୍ରେମାନନ୍ଦ ଖମାରୀ): ଏନ୍‌ଇଇଟି ପ୍ରଶ୍ନପତ୍ର ପ୍ରଘଟ ଘଟଣାରେ ଅସନ୍ତୋଷ, ଆନ୍ଦୋଳନ ଥମିବାର ନାଁ ନେଉ ନାହିଁ। ଏହି କ୍ରମରେ ଶନିବାର ବରଗଡ଼ ଜିଲା ଯୁବ କଂଗ୍ରେସ ପକ୍ଷରୁ…

ଠିକାଦାରଙ୍କ ନିମ୍ନମାନର କାର୍ଯ୍ୟ, ପାଚେରି ତଳେ ଚାପି ହୋଇ ଚାଲିଗଲା ମହିଳାଙ୍କ ଜୀବନ

ପୁରୁଷୋତ୍ତମପୁର,୨୭ା୬(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁରବ୍ଲକ ତଥା ହିଞ୍ଜିଳୀଥାନା ଅନ୍ତର୍ଗତ ଅନ୍ତରିଗାଁ ଗ୍ରାମରେ ଶନିବାର ସନ୍ଧ୍ୟାରେ ଏକ ଅଭାବନୀୟ ଘଟଣା ଘଟିଛି। ଗାଁ ପାଶର୍‌ବଦେଇ ଯାଇଥିବା ଋଷିକୂଲ୍ୟା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri