Posted inଖେଳ

‘ଫ୍ଲାଇଙ୍ଗ୍‌ କିସ୍‌’ ଦେଇ ଚର୍ଚ୍ଚାରେ ରୋହିତ ଶର୍ମା: ଦେଖନ୍ତୁ ଭିଡିଓ

ମୁମ୍ବାଇ,୨୭।୩: ଆଇପିଏଲ ୨୦୨୪ର ଅଷ୍ଟମ ମ୍ୟାଚ ସନରାଇଜର୍ସ ହାଇଦ୍ରାବାଦ୍‌ ଏବଂ ମୁମ୍ବାଇ ମଧ୍ୟରେ ଖେଳାଯିବ। ହାଇଦ୍ରାବାଦ ଏବଂ ମୁମ୍ବାଇର ଦଳ ଚଳିତ ସିଜନରେ ଏପର୍ଯ୍ୟନ୍ତ ଗୋଟିଏ ମ୍ୟାଚ ଖେଳିଛନ୍ତି। ଓପନିଂ ମ୍ୟାଚରେ ଉଭୟ ଦଳ ପରାଜୟର ସମ୍ମୁଖୀନ ହୋଇଛନ୍ତି। ନିକଟରେ ସନରାଇଜର୍ସ ହାଇଦ୍ରାବାଦ ମୁମ୍ବାଇ ଇଣ୍ଡିଆର ପୂର୍ବତନ ଅଧିନାୟକ ରୋହିତ ଶର୍ମାଙ୍କ ଫଟୋ ଶେୟାର କରଥିଲା। ଏହା ପରେ ଏହାକୁ ଡିଲିଟ୍‌ କରାଯାଇଥିଲା। ଏହି ଫଟୋରେ ରୋହିତ ମୟଙ୍କ ଅଗ୍ରୱାଲଙ୍କୁ ‘ଫ୍ଲାଇଙ୍ଗ କିସ’ ଦେଉଥିବାର ନଜର ଆସିଥିଲେ।
ସନରାଇଜର୍ସ ହାଇଦ୍ରାବାଦର ପ୍ରଥମ ମ୍ୟାଚ କୋଲକାତା ନାଇଟ ରାଇଡର୍ସ ବିପକ୍ଷରେ ହୋଇଥିଲା। ଏହି ମ୍ୟାଚ୍‌ରେ ହର୍ଷିତ ରାଣା ମୟଙ୍କଙ୍କୁ ଆଉଟ୍‌ କରିଥିଲେ। ଏହା ପରେ ସେ ତାଙ୍କୁ ଏକ ‘ଫ୍ଲାଇଙ୍ଗ କିସ’ ଦେଇଥିଲେ। ଏହି କାର୍ଯ୍ୟ ହର୍ଷିତଙ୍କ ପାଇଁ ମହଙ୍ଗା ସାବ୍ୟସ୍ତ ହୋଇଥିଲା ଏବଂ ତାଙ୍କୁ ଜରିମାନା କରାଯାଇଥିଲା। ଏହା ପରେ ରୋହିତ ମ୍ୟାଚ ପୂର୍ବରୁ ମୟଙ୍କଙ୍କୁ ଏକ ‘ଫ୍ଲାଇଙ୍ଗ କିସ’ ଦେଇଥିଲେ। ମୟଙ୍କ ଅଗ୍ରୱାଲ ଏହା ଉପରେ ହସିଥିଲେ।

https://twitter.com/rssb_berojgar/status/1772827108399632585


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

କ୍ୟାପ୍ଟେନ୍ସ ମିଟ୍‌ରେ ହେଲା ବଡ଼ ନିଷ୍ପତ୍ତି: ଓଭର ହାର ଲାଗି ଅଧିନାୟକଙ୍କୁ…

ନୂଆଦିଲ୍ଲୀ,୨୦ା୩: ଆଇପିଏଲ୍‌ରେ ଓଭର ହାର ଅପରାଧ ଲାଗି ଅଧିନାୟକଙ୍କୁ ବ୍ୟନ୍‌ କରାଯିବ ନାହିଁ। ଏହା ବଦଳରେ ଡିମେରିଟ ପଏଣ୍ଟ ଦିଆଯିବ। ଗୁରୁବାର ଅନୁଷ୍ଠିତ କ୍ୟାପ୍ଟେନ୍ସ ମିଟ୍‌ରେ...

ଡବ୍ଲ୍ୟୁଟିସିରେ ଲାଗୁ ହୋଇପାରେ ନୂଆ ବୋନସ ପଏଣ୍ଟ ସିଷ୍ଟମ

ନୂଆଦିଲ୍ଲୀ,୨୦ା୩: ଓ୍ବାଲର୍‌ଡ ଟେଷ୍ଟ ଚାମ୍ପିୟନଶିପ୍‌ର ୨୦୨୫-୨୭ ସାଇକେଲରେ ଏକ ନୂଆ ବୋନସ ପଏଣ୍ଟ ବ୍ୟବସ୍ଥା ଲାଗୁ କରାଯାଇପାରେ। ଯାହାଫଳରେ ଉଚ୍ଚ ର଼୍ୟାଙ୍କଧାରୀ ଦଳ ବିପକ୍ଷରେ ବିଜୟ...

ବକ୍ସିଂ ମହାସଂଘ: ଅନୁରାଗଙ୍କ ନିର୍ବାଚନ ଲଢ଼ିବା ଲାଗି ପଥ ପରିଷ୍କାର

ଶିମ୍‌ଳା,୨୦ା୩: ହିମାଚଳ ପ୍ରଦେଶ ହାଇକୋର୍ଟଙ୍କ ରହିତାଦେଶ ପରେ ପୂର୍ବତନ କ୍ରୀଡ଼ାମନ୍ତ୍ରୀ ଅନୁରାଗ ଠାକୁର ଭାରତ ବକ୍ସିଂ ମହାସଂଘ (ବିଏଫ୍‌ଆଇ) ସଭାପତି ପାଇଁ ନିର୍ବାଚନ ଲଢ଼ିବା ଲାଗି...

ଭାରତରେ ହେବ ଏସିଆନ ସୁଇମିଂ ଚାମ୍ପିୟନଶିପ୍‌

ନୂଆଦିଲ୍ଲୀ,୨୦ା୩: ଖୁସି ଖବର। ଭାରତ ଏସିଆନ ସୁଇମିଂ ଚାମ୍ପିୟନଶିପ୍‌ର ୧୧ଶ ସଂସ୍କରଣର ଆୟୋଜକ ହୋଇଛି। ଏହି ଇଭେଣ୍ଟ ଅହମ୍ମଦାବାଦସ୍ଥିତ ନାରଣପୁର ସ୍ପୋଟର୍‌ସ କମ୍ପ୍ଲେକ୍ସଠାରେ ଅକ୍ଟୋବର ୧ରୁ...

IPL 2025 କାର୍ଯ୍ୟସୂଚୀରେ ହେଲା ପରିବର୍ତ୍ତନ, କୋଲକାତା-ଲକ୍ଷ୍ନୌ ମ୍ୟାଚର ସ୍ଥାନ ହୋଇଛି ପରିବର୍ତ୍ତନ, ଜାଣନ୍ତୁ କାରଣ

ନୂଆଦିଲ୍ଲୀ,୨୦।୩: ଏପ୍ରିଲ ୬ରେ ହେବାକୁ ଥିବା କୋଲକାତା ନାଇଟ ରାଇଡର୍ସ (KKR) ଏବଂ ଲକ୍ଷ୍ନୌ ସୁପରଜିଆଣ୍ଟସ (LSG) ମଧ୍ୟରେ ମ୍ୟାଚ ଏବେ କୋଲକାତା ପରିବର୍ତ୍ତେ ଗୁଆହାଟୀରେ...

ସାକିବଙ୍କୁ ବଡ଼ ଆସ୍ବସ୍ତି

ଢାକା,୨୦ା୩:: ବାଂଲାଦେଶର ପୂର୍ବତନ ଅଧିନାୟକ ସାକିବ ଅଲ ହାସନଙ୍କୁ ସନ୍ଦେହଜନକ ବୋଲିଂ ଆକ୍ସନରୁ ମୁକ୍ତ କରାଯାଇଛି। ସେ ଏବେ ଅନ୍ତର୍ଜାତୀୟ ଦିନିକିଆ ଓ ବିଶ୍ୱର ବିଭିନ୍ନ...

ମାହିଙ୍କୁ ନେଇ ବଡ଼ ବୟାନ ଦେଲେ Zaheer Khan

ନୂଆଦିଲ୍ଲୀ,୨୦।୩: ପୂର୍ବତନ ଭାରତୀୟ ଦ୍ରୁତ ବୋଲର ଜାହିର ଖାନ IPL-୨୦୨୫ରେ ଲକ୍ଷ୍ନୌ ସୁପରଜିଆଣ୍ଟସର ପରାମର୍ଶଦାତା। ସେ ନିକଟରେ ଏକ ସାମ୍ବାଦିକ ସମ୍ମିଳନୀରେ ଏପରି କିଛି କହିଥିଲେ...

ଛାଡ଼ପତ୍ର ହେଉ ହେଉ ଧନଶ୍ରୀଙ୍କୁ ଉପହାସ କଲେ ଚହଲ

ମୁମ୍ବାଇ,୨୦।୩: ଛାଡପତ୍ର ପରେ କ୍ରିକେଟର ୟୁଜଭେନ୍ଦ୍ର ଚହଲ ଏବଂ ଧନଶ୍ରୀ ବର୍ମା ଏବେ ଅଲଗା ହୋଇଯାଇଛନ୍ତି। ଆଜି ଦୁହେଁ ଛାଡପତ୍ର ପାଇଁ ମୁମ୍ବାଇ ଫ୍ୟାମିଲି କୋର୍ଟରେ...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri