Posted inଖେଳ

ଭାରତ-ପାକିସ୍ତାନ ଟି-୨୦ ବିଶ଼୍ବକପ୍‌ ମ୍ୟାଚ୍‌ ପୂର୍ବରୁ ଭାରତକୁ ଝଟକା

ନୂଆଦିଲ୍ଲୀ, ୮ା୬: ଟି-୨୦ ବିଶ଼୍ବକପ୍‌ ପାଇଁ ଏବେ ଅଭ୍ୟାସ ମ୍ୟାଚ୍‌ ଚାଲିଥିବା ବେଳେ ଭାରତୀୟ କ୍ରିକେଟ୍‌ ଦଳର ଅଧିନାୟକ ରୋହିତ ଶର୍ମା ପୁଣିଥରେ ଆହତ ହୋଇଛନ୍ତି। ପୂର୍ବରୁ ଆୟାରଲାଣ୍ଡ ବିପକ୍ଷ ମ୍ୟାଚ୍‌ରେ ରୋହିତ ଆହତ ହୋଇଥିବା ବେଳେ ଏବେ ପାକିସ୍ତାନ ସହିତ ହେବାକୁ ଥିବା ହାଇ-ଭୋଲ୍ଟେଜ୍‌ ମ୍ୟାଚ୍‌ ପୂର୍ବରୁ ପୁଣିଥରେ ଆହତ ହୋଇଛନ୍ତି। ଅଭ୍ୟାସ କରୁଥିବା ବେଳେ ରୋହିତଙ୍କ ବାମ ହାତରେ ଆଘାତ ଲାଗିଥିବା ଜଣାପଡ଼ିଛି।
୯ ଜୁନ୍‌ରେ ଭାରତ ଏବଂ ପାକିସ୍ତାନ ମଧ୍ୟରେ ମ୍ୟାଚ୍‌ ଅନୁଷ୍ଠିତ ହେବ । ନ୍ୟୁୟର୍କରେ ଖେଳାଯିବାକୁ ଥିବା ଏହି ଟି-୨୦ ମ୍ୟାଚ୍‌କୁ ନେଇ କ୍ରେକେଟ୍‌ ପ୍ରାମୀଙ୍କ ମଧ୍ୟରେ ଉତ୍ସାହ ରହିଛି। ଅନ୍ୟପଟେ ରୋହିତ ଆହତ ହେବା ଦଳ ପାଇଁ ମୁଣ୍ଡବିନ୍ଧାର କାରଣ ପାଲଟିଛି।

ଏକ ଜାତୀୟ ଗଣମାଧ୍ୟମର ରିପୋର୍ଟ ଅନୁଯାୟୀ, ରୋହିତ ଶର୍ମା ଥ୍ରୋ ଡାଉନ୍‌ ଏକ୍ସପର୍ଟ ନୁୱାନଙ୍କ ନିର୍ଦ୍ଦେଶରେ ବୋଲିଂ କରୁଥିଲେ । ଏହି ସମୟରେ, ଏକ ବଲ ପିଚରୁ ବାଉନ୍ସ ହୋଇ ତାଙ୍କ ବାମ ହାତରେ ତାଙ୍କ ଗ୍ଲେବ୍ସରେ ଲାଗିଥିଲା, ଯାହା ପରେ ସେ ବହୁତ ଯନ୍ତ୍ରଣା ଅନୁଭବ କରିଥିଲେ । ତଥାପି, ଫିଜିଓ ଦେଖିବା ପରେ ତାଙ୍କୁ ସବୁକିଛି ଠିକ ଥିବା ଲାଗିଥିଲା ।


Enter your email to get our daily news in your inbox.

All Right Reserved By Dharitri.Com

ଇସ୍ତଫା ଦେଲେ ପ୍ରଦେଶ କଂଗ୍ରେସ କମିଟି ସଦସ୍ୟ, କଲେ ବଡ଼ ଖୁଲାସା, ଏହି କାରଣରୁ…

ଦିଗପହଣ୍ଡି,୨୩।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକର ପୂର୍ବତନ ଜିଲା ପରିଷଦ ସଦସ୍ୟ ତଥା ପ୍ରଦେଶ କଂଗ୍ରେସ କମିିଟି ସଦସ୍ୟ ଅରବିନ୍ଦ ନାହାକ ସୋମବାର ସନ୍ଧ୍ୟାରେ…

ଜମି ଅଧିଗ୍ରହଣକୁ ନେଇ ଗ୍ରାମବାସୀ-ପ୍ରଶାସନ ମୁହାଁମୁହିଁ, ଅନୁମତି ଅପେକ୍ଷାରେ…

ଥୁଆମୂଳ ରାମପୁର,୨୩ା୩(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ତହସିଲ ଅନ୍ତର୍ଗତ କୁରୁକୁଟି ମୌଜାରେ ପ୍ରସ୍ତାବିତ ଥଇଥାନ କଲୋନୀ ନିର୍ମାଣ ଓ ଜମି ଅଧିଗ୍ରହଣକୁ ନେଇ ପ୍ରଶାସନ…

‘ସରୁନି ଗପ କି ସରୁନି ପାପ ‘ନାଟକ ମଞ୍ଚସ୍ଥ… 

ଦିଗପହଣ୍ଡି,୨୩|୩(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ପଡିଆ ପୁରୁଷୋତ୍ତମପୁର ଗ୍ରାମ ପ୍ରକଳ୍ପ ଉଚ୍ଚ  ପ୍ରଥମିକ ବିଦ୍ୟାଳୟର ବାର୍ଷିକୋତ୍ସବ ସୋମବାର ଅନୁଷ୍ଠିତ ହୋଇଯାଇଛି।…

୨୨ ବସ୍ତା ଚାଉଳ ସହ ଜିପ୍‌ ଜବତ, ଡ୍ରାଇଭର ଅଟକ

କୋରାପୁଟ,୨୩ା୩(ଅମିତାଭ ବେହେରା): କୋରାପୁଟ ସଦର ଥାନା ପୋଲିସ ସୋମବାର ଅପରାହ୍ନରେ ଏକ  ଜିପ୍‌ ସହ ୨୨ ବସ୍ତା (୧୧ କ୍ୱିଣ୍ଟାଲ) ସରକାରୀ ଚାଉଳ ଜବତ କରିଥିବା ବେଳେ…

ମାଟ୍ରିକ ଛାତ୍ରୀଙ୍କ ସନ୍ଦେହଜନକ ମତ୍ୟୁ; ଶୋକାକୁଳ ପରିବେଶରେ…

ଦିଗପହଣ୍ଡି,୨୩।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବଡ଼ଡୁମ୍ବୁଳା ଗ୍ରାମର ମାଟ୍ରିକ ପରୀକ୍ଷା ଦେଇଥିବା ଜଣେ ଛାତ୍ରୀଙ୍କ ସନ୍ଦେହଜନକ ମୃତ୍ୟୁ ଘଟିଛି। ମୃତକ ଜଣକ ହେଲେ…

୧୫ଦିନରେ ଚାଷୀଙ୍କ ଧାରଣା, ବିକ୍ରି ହେଲାନି ଧାନ: ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ଚାଷୀ

ବରଗଡ଼,୨୩।୩(ପ୍ରେମାନନ୍ଦ ଖମାରୀ): ରବି ଧାନବିକ୍ରି ପାଇଁ ଚାଷୀ ପଞ୍ଜୀକରଣ ଚାଲିଛି । କିନ୍ତୁ ଏପର୍ଯ୍ୟନ୍ତ ବରଗଡ଼ ଜିଲାର ଅନେକ ଚାଷୀ ଗତ ଖରିଫରେ ଅମଳ ଧାନ ବିକ୍ରି…

ଅନ୍ୟ ଜାତିର ଝିଅକୁ ପ୍ରେମ ବିବାହ ପଡିଲା ମହଙ୍ଗା: ଲଣ୍ଡା ହେଲେ ବର, ଚୁଟି କାଟିଲେ କନ୍ୟା

କୋରାପୁଟ,୨୩।୩(ଅମିତାଭ ବେହେରା ):ଆଧୁନିକ ସଭ୍ୟ ସମାଜରେ ଏବଂ ଡିଜିଟାଲ ଯୁଗରେ ଏବେ ମଧ୍ୟ କୁଳପ୍ରଥା ବଞ୍ଚିଛି । ଏହାର ଏକ ଜ୍ୱଳନ୍ତ ନମୁନା କୋରାପୁଟ ବ୍ଲକ ମାଛରା…

ବୋଟ୍‌ରୁ କାଢ଼ୁଥିଲେ ମାଛ ହଠାତ୍‌ ଟଳିପଡ଼ିଲେ…

ବାଲେଶ୍ୱର,୨୩।୩(ବାଞ୍ଛାନିଧି ଦେ): ବିଷାକ୍ତ ଗ୍ୟାସ ଯୋଗୁ ଦୁଇ ଜଣ ବୋଟ କର୍ମଚାରୀଙ୍କ ମତ୍ୟୁ ଅଭିଯୋଗ ହୋଇଛି। ବାଲେଶ୍ୱର ଜିଲା ବଳରାମଗଡ଼ି ମେରାଇନ ଥାନା ନାଉପାଳଗଡ଼ିରେ ଏଭଳି ଘଟଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri