Posted inଖେଳ

ବୁଢା ହୋଇଗଲେଣି ରୋହିତ ଶର୍ମା, ଅବସର ନେଇଯାନ୍ତୁ: ହିଟ୍‌ମ୍ୟାନଙ୍କ ଉପରେ ବର୍ଷିଲେ ପୂର୍ବତନ କ୍ରିକେଟର୍‌

ନୂଆଦିଲ୍ଲୀ,୬।୧୧: ନ୍ୟୁଜିଲାଣ୍ଡ ବିପକ୍ଷ ଟେଷ୍ଟ ସିରିଜରେ ରୋହିତ ଶର୍ମା ଏବଂ ବିରାଟ କୋହଲିଙ୍କ ଖରାପ ଫର୍ମ ଦଳ ପାଇଁ ବୁମେରାଂ ସାବ୍ୟସ୍ତ ହୋଇଥିଲା। ଫଳରେ ଭାରତ ୩-୦ରେ ପରାଜୟବରଣ କରିଥିଲା। ବିରାଟ ଏବଂ ରୋହିତଙ୍କ ଏହି ଖରାପ ଫର୍ମକୁ ନେଇ ଭାରତୀୟ କିମ୍ବଦନ୍ତୀ କ୍ରିଷ୍ଣମଚାରୀ ଶ୍ରୀକାନ୍ତ ଏକ ବଡ଼ ବିବୃତ୍ତି ଦେଇଛନ୍ତି। ନ୍ୟୁଜିଲାଣ୍ଡ ବିପକ୍ଷ ସିରିଜର ୬ ଇନିଂସରେ ୯୧ ରନ ସ୍କୋର କରିଥିବା ରୋହିତ ଶର୍ମାବର୍ତ୍ତମାନ ଅବସର ନେଇଯିବା ଉଚିତ୍‌ ବୋଲି କହିଛନ୍ତି।

ଶ୍ରୀକାନ୍ତ କହିଛନ୍ତି ଯଦି, ଯଦି ରୋହିତ ଶର୍ମା ଅଷ୍ଟ୍ରେଲିଆରେ ଭଲ ପ୍ରଦର୍ଶନ କରନ୍ତି ନାହିଁ ତେବେ ସେ ଟେଷ୍ଟ କ୍ରିକେଟରୁ ଅବସର ନେବା ଉଚିତ୍‌। ରୋହିତ ଟି-୨୦ କ୍ରିକେଟରୁ ଅବସର ନେଇସାରିଛନ୍ତି ଏବଂ ଟେଷ୍ଟ କ୍ରିକେଟ ଛାଡିବା ପରେ ସେ କେବଳ ଦିନିକିଆ ଖେଳିବା ଜାରି ରଖନ୍ତୁ। ଆମକୁ ଏହା ମଧ୍ୟ ମନେ ରଖିବାକୁ ହେବ ଯେ ସେ ଏବେ ବୟସ୍କ ଖେଳାଙ୍କ ତାଲିକା ମଧ୍ୟରେ ନାହାଁନ୍ତି। ଯେ ଆଉ ଯୁବକ ନୁହେଁ, ବୁଢା ହୋଇଗଲେଣି।

ରୋହିତ ଶର୍ମାଙ୍କ ବ୍ୟତୀତ ଶ୍ରୀକାନ୍ତ ବିରାଟ କୋହଲିଙ୍କ କ୍ୟାରିୟର ବିଷୟରେ ମଧ୍ୟ ଅନେକ କିଛି କହିଛନ୍ତି। ଶ୍ରୀକାନ୍ତ କହିଛନ୍ତି,କୋହଲି ଅଷ୍ଟ୍ରେଲିଆରେ ଭଲ ପ୍ରତ୍ୟାବର୍ତ୍ତନ କରିବେ। ଅଷ୍ଟ୍ରେଲିଆରେ ସେ ରନ ସ୍କୋର କରିବାକୁ ପସନ୍ଦ କରନ୍ତି, ଏହା ମଧ୍ୟ ତାଙ୍କର ଶକ୍ତି। କୋହଲି ବର୍ତ୍ତମାନ କ୍ରିକେଟ ଛାଡିବା କଥା କହିବା ଭାବିବା ଉଚିତ୍‌ ନୁହେଁ।


Enter your email to get our daily news in your inbox.

All Right Reserved By Dharitri.Com

ଚପଲ ପିନ୍ଧି ମହାପ୍ରସାଦ ବାଣ୍ଟିଲେ, ଠିଆହୋଇ ଖାଇଲେ

ପୁରୀ,୩୧ା୧୨(ଅଜିତ୍‌ କୁମାର ମହାନ୍ତି): ମହାପ୍ରସାଦ ଓ ମହାପ୍ରଭୁଙ୍କୁ ଅପମାନ କଲାଭଳି ଦୃଶ୍ୟ ପୁଣି ଦେଖିବାକୁ ମିଳିଛି। ଏନେଇ ବିଭିନ୍ନ ମହଲରେ ଅସନ୍ତୋଷ ପ୍ରକାଶ ପାଇଛି। କେତେଜଣ...

ନୂଆବର୍ଷ ପୂର୍ବରୁ ବଡ଼ ଧରଣର ଭୂକମ୍ପ ଝଟକା, ଭୟରେ…

ନୂଆଦିଲ୍ଲୀ,୩୧।୧୨: ନୂତନ ବର୍ଷ ପୂର୍ବ ସନ୍ଧ୍ୟାରେ ଜାପାନରେ ବଡ଼ ଧରଣର ଭୂକମ୍ପ ଅନୁଭୂତ ହୋଇଛି । ରିକ୍ଟର ସ୍କେଲରେ ତୀବ୍ରତା ୬ ରେକର୍ଡ କରାଯାଇଛି ।...

ଘରକୁ ଫେରିବା ବାଟରେ ଭୟଙ୍କର ଦୁର୍ଘଟଣା: ବାଇକ୍‌କୁ ଧକ୍କା ଦେଇ ଟ୍ରକ୍‌କୁ ପିଟିଲା ବୋଲେରୋ; ଯୁବକ ଗୁରୁତର; ଡ୍ରାଇଭର…

କେସିଙ୍ଗା,୩୧।୧୨( ତୁମେଶ୍ୱର ସାହୁ): ରାତି ପାହିଲେ ନୂଆବର୍ଷ। ଗାଁଠୁ ନେଇ ସହର ଯାଏ ନୂଆବର୍ଷ ପାଳନ ପାଇଁ ଚାଲିଛି ସଜ ବାଜ। ଏଭଳି ସମୟରେ କେସିଙ୍ଗା...

ବରିଷ୍ଠ IAS ଅରବିନ୍ଦ ପାଢ଼ୀଙ୍କୁ ମିଳିଲା ପ୍ରମୋଶନ

ଭୁବନେଶ୍ବର,୩୧ା୧୨: ଓଡ଼ିଶା ପ୍ରଶାସନିକ ସ୍ତରରେ ଏକ ବଡ଼ ପରିବର୍ତ୍ତନ ହୋଇଛି। କୃଷି ଓ କୃଷକ ସଶକ୍ତିକରଣ ବିଭାଗର ପ୍ରମୁଖ ସଚିବ ତଥା ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ...

ରୁଷକୁ ବିଶ୍ବାସ ଯେ… ୨୦୨୫ ବର୍ଷର ଶେଷ ଭାଷଣରେ ଜେଲେନ୍ସକିଙ୍କ ବିଷୟରେ କଣ କହିଲେ ପୁଟିନ୍

ନୂଆଦିଲ୍ଲୀ,୩୧।୧୨: ରୁଷ ରାଷ୍ଟ୍ରପତି ପୁଟିନ ନୂତନ ବର୍ଷ ପୂର୍ବ ସନ୍ଧ୍ୟାରେ ଦେଶକୁ ସମ୍ବୋଧିତ କରିଛନ୍ତି । ୟୁକ୍ରେନରେ ଚାଲିଥିବା ଯୁଦ୍ଧ ସମ୍ପର୍କରେ ସେ କହିଥିଲେ ଯେ...

ଭୂତକୋଠା ପାଲଟିଛି ଶିକ୍ଷକ ଭବନ, ରାତି-ଦିନରେ ଜମୁଛି ମଦର ଆସର

ମୋହନା,୩୧/୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକ ଏକ ଆଦିବାସୀ ଅଧ୍ୟୁଷିତ ଅଞ୍ଚଳ । ଏହା ୩୯ଟି ପଞ୍ଚାୟତକୁ ନେଇ ଗଠିତ । ଏହି ବ୍ଲକର...

ପ୍ରଭାକର ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟ, ଡେଙ୍ଗାପଦର ଭଲିବଲ ଟିମ୍ ବିଜୟୀ

ଦିଗପହଣ୍ଡି, ୩୧|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟର ୪ର୍ଥ ଦିବସ ଆଜି ଆୟୋଜିତ...

ରାସନ୍ କାର୍ଡ E-KYC ନେଇ ଯୋଗାଣ ମନ୍ତ୍ରୀଙ୍କ ବଡ଼ ଘୋଷଣା, ଏତିକି ଦିନ ବଢ଼ିଲା ଅବଧି

ଭୁବନେଶ୍ବର,,୩୧/୧୨: ରାସନକାର୍ଡ ହିତାଧିକାରୀଙ୍କ ପାଇଁ ବଡ଼ ଖବର । ଆହୁରି ୨ ମାସ ବଢିଲା ରାସନ୍ କାର୍ଡ E-KYC ଅବଧି । ଆଜି  E-KYC ଅବଧି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri