Posted inଖେଳ

ଜବରଦସ୍ତ ବିଜୟ ପରେ ବି ଖୁସି ନାହାନ୍ତି ରୋହିତ ଶର୍ମା: କହିଦେଲେ ଏମିତି କଥା

ଲକ୍ଷ୍ନୌ,୩୦।୧୦: ଚାଲିଥିବା ବିଶ୍ୱକପ ୨୦୨୨ରେ ଟିମ ଇଣ୍ଡିଆ ଇଂଲଣ୍ଡକୁ ୧୦୦ ରନରେ ପରାସ୍ତ କରି ପଏଣ୍ଟ ଟେବୁଲର ଶୀର୍ଷରେ ଅଛି। ଭାରତ ସେମିଫାଇନାଲ ରେସ୍‌କୁ ପ୍ରାୟ ଏକ ଔପଚାରିକତାରେ ପରିଣତ କରିଛି। ଭାରତୀୟ ବୋଲରମାନେ ବିଶେଷକରି ଦ୍ରୁତ ବୋଲରମାନେ ମହମ୍ମଦ ଶାମିଙ୍କ ନେତୃତ୍ୱରେ ଦ୍ରୁତ ବୋଲରମାନେ ଚମତ୍କାର ପ୍ରଦର୍ଶନ କରିଥିଲେ। କିନ୍ତୁ ଏତେ ବଡ଼ ବିଜୟ ସତ୍ତ୍ୱେ ଖୁସି ନାହାନ୍ତି ରୋହିତ ଶର୍ମା। ରୋହିତ କହିଛନ୍ତି, ତାଙ୍କ ବ୍ୟାଟ୍ସମ୍ୟାନ୍‌ମାନେ ଆଶା ଅନୁସାରେ ପ୍ରଦର୍ଶନ କରିନାହାଁନ୍ତି। ମୁଁ ଭାବୁଛି ଏହି ମ୍ୟାଚରେ ଆମେ ଭଲ ପ୍ରଦର୍ଶନ କରିଛୁ। ସମସ୍ତ ଅଭିଜ୍ଞ ଖେଳାଳିମାନେ ଠିକ ସମୟରେ ଦାୟିତ୍ୱବୋଧକ ଭାବରେ ଖେଳି ମ୍ୟାଚ ଜିତିଥିଲେ। ଆମେ ଜାଣିଥିଲୁ ପିଚ ସାହାଯ୍ୟକାରୀ ଏବଂ ଆମର ବୋଲିଂ ଅଭିଜ୍ଞ ଥିଲା ତେଣୁ ଆମେ ଭଲ ସ୍କୋରରେ ପହଞ୍ଚିବାକୁ ଚାହୁଁଥିଲୁ। ପାୱାରପ୍ଲେରେ ୩ଟି ଉଇକେଟ ହରାଇବା ଏକ ଆଦର୍ଶ ପରିସ୍ଥିତି ନୁହେଁ। କିନ୍ତୁ ଆମକୁ ଆହୁରି ଧ୍ୟାନ ଦେବାକୁ ପଡ଼ିବ।


Enter your email to get our daily news in your inbox.

All Right Reserved By Dharitri.Com

ଗୁଣିଗାରେଡ଼ି ସନ୍ଦେହରେ ମୋହନାରେ ବିଭତ୍ସ ହତ୍ୟାକାଣ୍ଡ: ପାହାଡ଼ ଉପରେ କୁଡ଼ିଆରେ ହାଣି ପୋଡ଼ିଦେଲେ!

ମୋହନା,୨୭।୯( ମନ୍ମଥ ମିଶ୍ର ): ଗୁଣିଗାରେଡ଼ି ସନ୍ଦେହରେ ଗାଁଠାରୁ ଅଢ଼େଇ କିଲୋମିଟର ଦୂର ପାହାଡ଼ ଉପରେ କୁଡ଼ିଆ ଘରେ ରହୁଥିବା ଜଣେ ବ୍ୟକ୍ତିଙ୍କୁ ଧାରୁଆ ଅସ୍ତ୍ରରେ ହତ୍ୟା…

ଚିଖିଲିକୁ ପଶିଲା ଜଳଭଣ୍ଡାରର ବନ୍ୟା ପାଣି, ଶହ ଶହ ଏକର ଚାଷଜମି ଜଳମଗ୍ନ

ବରଗଡ଼,୨୭।୯(ପ୍ରେମାନନ୍ଦ ଖମାରୀ): ଛତିଶଗଡ଼ ରାଜ୍ୟର ବିଭିନ୍ନ ଅଞ୍ଚଳରେ ଲଗାଣ ବର୍ଷା ହୋଇଛି। ଏହାର ପ୍ରଭାବ ସୀମାବର୍ତ୍ତୀ ବରଗଡ଼ ଜିଲାର ଅମ୍ବାଭୋନା ବ୍ଲକ ଅଞ୍ଚଳରେ ଦେଖିବାକୁ ମିଳିଛି। ଉପରମୁଣ୍ଡରେ…

ପିକ୍‌ଅପ୍‌ ଧକ୍କାରେ ଶିଶୁ ମୃତ୍ୟୁ ଘଟଣା: ସହାୟତା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ପୁରୁଷୋତ୍ତମପୁର,୨୭।୯(ସବିତା ମିଶ୍ର): ଏକ ପିକ୍‌ଅପ୍‌ ଭ୍ୟାନ୍‌ ଧକ୍କାରେ ୪ ବର୍ଷର ଶିଶୁର ମୃତ୍ୟୁ ଘଟିଥିଲା। ଏନେଇ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ସହରରେ ରବିବାର ସନ୍ଧ୍ୟାରେ ଉତ୍ତେଜନା ପରିସ୍ଥିତି…

ବିରାଟ-ଗିଲ୍‌ଙ୍କ ଶତକରେ ଭାରତର ବଡ଼ ବିଜୟ, ୮ ୱିକେଟ୍‌ରେ ହାରିଲା ୱେଷ୍ଟଇଣ୍ଡିଜ

ତିରୁଭାନନ୍ତପୁରମ,୨୭।୯: ୱେଷ୍ଟଇଣ୍ଡିଜ ବିପକ୍ଷ ପ୍ରଥମ ODIରେ ଭାରତ ୮ ୱିକେଟ୍‌ରେ ବିଜୟୀ ହୋଇଛି । ତିରୁଭାନନ୍ତପୁରମର ଗ୍ରୀନ୍‌ଫିଲ୍ଡ ଇଣ୍ଟରନ୍ୟାସନାଲ ଷ୍ଟାଡିୟମ୍‌ରେ ଖେଳାଯାଇଥିବା ମ୍ୟାଚ୍‌ରେ ୱେଷ୍ଟଇଣ୍ଡିଜ ଭାରତ ସମ୍ମୁଖରେ…

କ୍ୟାଣ୍ଡଲ ଜାଳି ଶିକ୍ଷକ ସୁନୀଲଙ୍କୁ ଶ୍ରଦ୍ଧାଞ୍ଜଳି

ଗଞ୍ଜାମ,୨୭।୯(ଅନାଥ ତରାଇ): ଗଞ୍ଜାମ ସହରର ଜଣାଶୁଣା ଶିକ୍ଷକ ସ୍ବର୍ଗତ ସୁନୀଲ ସାମଲଙ୍କ ଦ୍ୱାଦଶ ଅବସରରେ ରବିବାର କ୍ୟାଣ୍ଡଲ ଯାତ୍ରା ସହ ଏକ ଶୋକସଭା ଅନୁଷ୍ଠିତ ହୋଇଯାଇଛି। ଜୟଶ୍ରୀ…

ସଚିନଙ୍କ ବଡ଼ ରେକର୍ଡ ଭାଙ୍ଗିଲେ ବିରାଟ କୋହଲି, ଦିନିକିଆ କ୍ରିକେଟରେ କଲେ….

ତିରୁଭାନନ୍ତପୁରମ,୨୭।୯: ବିରାଟ କୋହଲି ଦିନିକିଆ କ୍ରିକେଟ୍‌ରେ ଆଉ ଏକ ବଡ଼ କୀର୍ତ୍ତିମାନ ସ୍ଥାପନ କରିଛନ୍ତି। ବିରାଟ କୋହଲି ଦିନିକିଆ ଆନ୍ତର୍ଜାତୀୟ କ୍ରିକେଟରେ ୧୫,୦୦୦ ରନ୍ ପୂରଣ କରିଛନ୍ତି।ଏହା…

ସ୍କୁଟିକୁ ଧକ୍କା ଦେଲା ଟ୍ରକ: ଚାଲିଗଲା ମତ୍ସ୍ୟଜୀବୀଙ୍କ ଜୀବନ, ଉତ୍ତେଜନା

ଛତ୍ରପୁର,୨୭।୯:(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଛତ୍ରପୁର ପୌରପରିଷଦ ଅନ୍ତର୍ଗତ ଡିଆର୍‌ଡିଏ ଛକ ନିକଟ ୧୬ ନମ୍ବର ଜାତୀୟ ରାଜପଥରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ…

କୋଟପାଡ଼ରେ ବନ୍ୟା ସ୍ଥିତି ପରଖିଲେ ମୁଖ୍ୟମନ୍ତ୍ରୀ, ପୀଡ଼ିତଙ୍କୁ ନେଇ କଲେ ବଡ଼ ଘୋଷଣା

କୋରାପୁଟ,୨୭।୯(ଅମିତାଭ ବେହେରା ): କୋରାପୁଟ ଜିଲାର ବନ୍ୟା ପ୍ରଭାବିତ କୋଟପାଡ଼ ବ୍ଲକର ବିଭିନ୍ନ ଅଞ୍ଚଳ ପରିଦର୍ଶନ କରି ବନ୍ୟା ସ୍ଥିତି ଅନୁଧ୍ୟାନ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?