Posted inଖେଳ

ମଙ୍ଗଳବାର ହେବ ବିଶ୍ୱକପ୍‌ ପାଇଁ ଟିମ ଇଣ୍ଡିଆ ଘୋଷଣା

ନୂଆଦିଲ୍ଲୀ,୪।୯: କ୍ରିକେଟ ବିଶ୍ୱକପ୍‌ର ପ୍ରଥମ ମ୍ୟାଚ ୫ ଅକ୍ଟୋବରରୁ ଅନୁଷ୍ଠିତ ହେବ। ଏହି ଟୁର୍ନାମେଣ୍ଟର ଫାଇନାଲ ମ୍ୟାଚ ୧୯ ନଭେମ୍ବରରେ ଖେଳାଯିବ। ଭାରତୀୟ ଦଳ ଅଷ୍ଟ୍ରେଲିଆ ବିପକ୍ଷ ମ୍ୟାଚରୁ ଅଭିଯାନ ଆରମ୍ଭ କରିବ। ଅକ୍ଟୋବର ୮ରେ ଚେନ୍ନାଇରେ ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ମ୍ୟାଚ ଖେଳାଯିବ। ତେବେ ଭାରତୀୟ ପ୍ରଶଂସକଙ୍କ ପାଇଁ ଏକ ଖୁସି ଖବର ଅଛି। ମଙ୍ଗଳବାର ବିଶ୍ୱକପ୍‌ ପାଇଁ ଟିମ ଇଣ୍ଡିଆ ଘୋଷଣା କରାଯିବ ବୋଲି ସୂଚନା ରହିଛି।

ବିଶ୍ୱକପ୍‌ ପାଇଁ ଟିମ ଇଣ୍ଡିଆର ପ୍ରାୟ ୧୫ ଖେଳାଳିଙ୍କ ନାମ ଉପରେ ମୋହର ଲାଗିଛି। କିନ୍ତୁ ୨ଟି ନାମରେ ଚୂଡ଼ାନ୍ତ ନିଷ୍ପତ୍ତି ନେବାକୁ ପଡିବ। ଏହା ବ୍ୟତୀତ ଏସିଆ କପରେ ଖେଳୁଥିବା ଟିମ ଇଣ୍ଡିଆର ଅଧିକାଂଶ ଖେଳାଳି ବିଶ୍ୱକପ୍‌ରେ ନଜର ଆସିବେ। ରୋହିତ ଶର୍ମାଙ୍କ ବ୍ୟତୀତ ବିରାଟ କୋହଲି, ଜସପ୍ରୀତ ବୁମ୍ରା, ଶ୍ରେୟସ ଆୟର, ଇଶାନ କିଷନ, ମହମ୍ମଦ ଶାମି, ମହମ୍ମଦ ସିରାଜ, ହାର୍ଦ୍ଦିକ ପାଣ୍ଡ୍ୟା, ରବିନ୍ଦ୍ର ଜାଡେଜା ଏବଂ କୁଲଦୀପ ଯାଦବଙ୍କ ଭଳି ଖେଳାଳିଙ୍କ ନାମ ପ୍ରାୟ ସ୍ଥିର ହୋଇଛି।

 

 


Enter your email to get our daily news in your inbox.

All Right Reserved By Dharitri.Com

ଗେରୁଆ ରଙ୍ଗର ଜର୍ସିକୁ ନେଇ ହକି ଇଣ୍ଡିଆର ସ୍ପଷ୍ଟୀକରଣ, କାହିଁକି ବଛାଗଲା ଏହି ରଙ୍ଗ କହିଲା କାରଣ

ନୂଆଦିଲ୍ଲୀ,୩୦।୭: ଭାରତୀୟ ହକି ଟିମ୍‌ ଉଭୟ ପୁରୁଷ ଓ ମହିଳା ଟିମର ଜର୍ସିର ରଙ୍ଗ ନୀଳରୁ ଗେରୁଆ କରିଛି । ଗେରୁଆ ଜର୍ସିରେ ୨୦୨୬ FIH ହକି…

Shukra Gochar: ୪ ରାଶିଙ୍କ ଅଯଥା ହେବ ଧନ ହାନୀ! ହଠାତ୍ ଚାକିରିରୁ ହେବେ ବିଦା..

ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ଆଜି, ଶୁକ୍ର ଗ୍ରହ ଉତ୍ତରାଫାଲଗୁନି ନକ୍ଷତ୍ରରେ ପ୍ରବେଶ କରିଛନ୍ତି। ସକାଳ ୪:୫୬ ସମୟରେ ହୋଇଥିବା ଶୁକ୍ରଙ୍କ ଏହି ଗୋଚର ଶୁଭ, କିନ୍ତୁ ଏପରି…

ଲକ୍ଷ୍ମୀ ଯୋଜନା: ପ୍ରତିମାସରେ ମିଳିବ ୨୫୦୦ଟଙ୍କା, RD ରେ ଜମା କଲେ ସିଧା ୧ ଲକ୍ଷ! ଜାଣନ୍ତୁ ସମ୍ପୂର୍ଣ୍ଣ ହିସାବ…

ନୂଆଦିଲ୍ଲୀ,୩୦।୭: ସାଧାରଣତଃ ଆମକୁ ଟଙ୍କା ମିଳିଲେ ଆମେ ତାହା ଖର୍ଚ୍ଚ କରିଦେଇଥାଉ, କିନ୍ତୁ କିଛି ଟଙ୍କା ଯଦି ଆର.ଡି. (RD) ରେ ନିବେଶ କରାଯାଏ, ତେବେ ଅନେକ…

ବନ୍ୟା ପ୍ରଭାବିତ ଅଞ୍ଚଳ ବୁଲି ଦେଖିଲେ ଜିଲାପାଳ

ତୁଣ୍ଡଲା,୩୦ା୭(ପିରୋଜ କୁମାର ଦାଶ): ଦୀର୍ଘଦିନରୁ ଲଘୁଚାପ ଜନିତ ଲଗାଣ ବର୍ଷାରେ କଳାହାଣ୍ଡି ଜିଲାର ବିଭିନ୍ନ ଅଞ୍ଚଳ ବନ୍ୟାରେ ପ୍ରଭାବିତ ହୋଇଥିବା ଦେଖିବାକୁ ମିଳିଛି। କେସିଙ୍ଗା ବ୍ଲକର ବେଲଖଣ୍ଡି,…

ପାଇଖାନା ଟାଙ୍କିରେ ପଡ଼ି ଚାଲିଗଲା ଦୁଇ ଭଉଣୀଙ୍କ ଜୀବନ, କାନ୍ଦ ବୋବାଳିରେ ଫାଟି ପଡୁଛି ଗାଁ ଦାଣ୍ଡ

ଟେନସା,୩୦।୭(ସମୀର କୁମାର ପାଢୀ): ସୁନ୍ଦରଗଡ ଜିଲା କୋଇଡା ବ୍ଲକ୍ ଅନ୍ତର୍ଗତ କାଦୋଡିହା ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି । ଗୁରୁବାର ଦ୍ବିପହର ୨ଟା ସମୟରେ ପାଇଖାନା…

‘ବ୍ରାହ୍ମ ମୁହୂର୍ତ୍ତ’ରେ ‘ରାମାୟଣ’ର ଟ୍ରେଲର ରିଲିଜ: ଚର୍ଚ୍ଚା ସାଉଁଟିଲେ ରଣବୀର

ବଲିଉଡ ସୁପରଷ୍ଟାର ରଣବୀର କପୁରଙ୍କ ବହୁଚର୍ଚ୍ଚିତ ଫିଲ୍ମ ‘ରାମାୟଣ’ର ଟ୍ରେଲର ରିଲିଜ ହୋଇଛି। ନିର୍ମାତାମାନେ ଶୁଭ ‘ବ୍ରାହ୍ମ ମୁହୂର୍ତ୍ତ’ରେ ଟ୍ରେଲରକୁ ସାରା ବିଶ୍ୱରେ ଉନ୍ମୋଚନ କରିଛନ୍ତି। ଏହାକୁ…

ତେଲ-ଉତେଇ ନଦୀରେ ବନ୍ୟା:ଲୋକଙ୍କୁ ନଦୀକୁ ଯିବାକୁ ବାରଣ

କର୍ଲାମୁଣ୍ଡା,୩୦।୭(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଅଞ୍ଚଳ ଦେଇ ପ୍ରବାହିତ ହେଉଥିବା ତେଲ ଓ ଉତେଇ ନଦୀରେ ବନ୍ୟା ଆସି ନିକଟସ୍ଥ ଅଞ୍ଚଳକୁ ମାଡି…

‘CJPରେ ଯୋଗଦିଅ,୫୦ ହଜାର ମାସକୁ ପାଅ’! ସିନିୟର ମେମ୍ବର ହେବାକୁ…

ନୂଆଦିଲ୍ଲୀ,୩୦।୭: ‘କକ୍ରୋଚ୍ ଜନତା ପାର୍ଟି’ (CJP) ନାମରେ ସୋସିଆଲ ମିଡିଆରେ ଚାଲିଥିବା ଏକ କଥିତ ନକଲି ଅଭିଯାନ ସାମ୍ନାକୁ ଆସିଛି । ଯାହା ଗୁଇନ୍ଦା ସଂସ୍ଥାଗୁଡ଼ିକୁ ସତର୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri