Posted inଖେଳ

ଆରମ୍ଭ ହେଲା ଆଇପିଏଲ୍‌, ପ୍ରଥମେ ବ୍ୟାଟିଂ କରିବ ସିଏସ୍‌କେ

ଦୁବାଇ,୧୯।୯: ଚଳିତ ଆଇପିଏଲ ସିଜନର ଦ୍ୱିତୀୟ ପର୍ଯ୍ୟାୟର ଲିଗ୍‌ ମ୍ୟାଚ୍‌ ରବିବାରଠାରୁ ଦୁବାଇରେ ଆରମ୍ଭ ହୋଇଯାଇଛି। ପ୍ରଥମ ମ୍ୟାଚ୍‌ରେ ଟସ୍‌ ଜିତି ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଛନ୍ତି ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ) ଅଧିନାୟକ ମହେନ୍ଦ୍ର ସିଂ ଧୋନୀ। ତେବେ ମ୍ୟାଚ୍‌ରେ ରୋହିତ ଶର୍ମା ଖେଳୁ ନ ଥିବାରୁ ମୁମ୍ବାଇ ଇଣ୍ଡିଆନ୍ସ ଦଳର ନେତୃତ୍ୱ ନେଉଛନ୍ତି କିରନ ପୋଲାର୍ଡ।

ବ୍ୟାଟିଂ ପାଇଁ ପିଚ୍‌ ଭଲ ଦେଖାଯାଉଛି। ପ୍ରତିପକ୍ଷ ଦଳ ଆଗରେ ଏକ ଟାର୍ଗେଟ ଛିଡ଼ା କରିବା ଏକ ଭଲ ବିକଳ୍ପ ହେବ ବୋଲି ଟସ୍‌ ଜିତିବା ପରେ ଧୋନୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଭାରତକୁ ଭଲ ପ୍ରାରମ୍ଭ ଦେଲେ ଧାଓ୍ବନ

ମୁମ୍ବାଇ, ୧୪।୧- ଭ୍ରମଣକାରୀ ଅଷ୍ଟ୍ରେଲିଆ ବିପକ୍ଷରେ ସ୍ଥାନୀୟ ଓ୍ବାଙ୍ଖଡେ ଷ୍ଟାଡିୟମରେ ଅନୁଷ୍ଠିତ ପ୍ରଥମ ଦିନିକିଆ ମ୍ୟାଚ୍‌ରେ ଭାରତକୁ ପ୍ରାରମ୍ଭିକ ଝଟକା ଲାଗିଛି। ଟସ୍‌ ହାରି ବ୍ୟାଟିଂ...

ରୋନାଲ୍ଡୋଙ୍କ ଏକାଧିକ କିର୍ତ୍ତୀମାନ

ଲିସବନ (ପର୍ତ୍ତୁଗାଲ), ୧୨।୯- ୟୁରୋ ୨୦୨୦ ପ୍ରତିଯୋଗିତାର ଏକ ଯୋଗ୍ୟତା ପର୍ଯ୍ୟାୟ ମ୍ୟାଚ୍‌ରେ ତାରକା ଖେଳାଳି କ୍ରିଷ୍ଟିଆନୋ ରୋନାଲ୍ଡୋଙ୍କ ଦମ୍‌ଦାର ପ୍ରଦର୍ଶନ ବଳର ପର୍ତ୍ତୁଗାଲ ୫-୧...

ଆସିଫଙ୍କ ବଡ଼ ଖୁଲାସା: ନିଜକୁ ୧୭-୧୮ ବର୍ଷ କହୁଥିବା ପାକିସ୍ତାନର ବୋଲର୍‌ ବାସ୍ତବରେ ୨୭-୨୮ ବର୍ଷ ବୟସ୍କ

କରାଚି,୨।୧: କ୍ରିକେଟରେ ଖେଳାଳିଙ୍କ ବୟସଜନିତ ଠକେଇ ବେଶ ଚିନ୍ତାର ବିଷୟ ପାଲଟେ। ବର୍ତ୍ତମାନ ସମୟରେ ପାକିସ୍ତାନ କ୍ରିକେଟର ଅନେକ ଖେଳାଳି ବୟସକୁ ନେଇ ରାଡାରରେ ଅଛନ୍ତି।...

ଫିଫା ସର୍ଭେ: ୭୦ ପ୍ରତିଶତ ମହିଳା କ୍ଲବ କ୍ଷତିରେ ଚାଲୁଛି

ଜେନେଭା,୨୮।୫(ଏପି): ବିଶ୍ୱ ଫୁଟ୍‌ବଲର ସର୍ବୋଚ୍ଚ ପ୍ରଶାସନିକ ସଂସ୍ଥା ଫିଫାର ଏକ ସର୍ଭେ ବିଶ୍ୱ ମହିଳା ଫୁଟ୍‌ବଲର ସମସ୍ୟାକୁ ପଦାରେ ପକାଇଛି। ଅନ୍ତର୍ଜାତୀୟସ୍ତରର ୭୦ ପ୍ରତିଶତ ମହିଳା...

ଲଜ୍ଜାଜନକ ରେକର୍ଡ ହାସଲ କଲେ ଏହି କ୍ରିକେଟର୍‌: ୧୩୭ ବର୍ଷରେ କୌଣସି ଖେଳାଳି ଏମିତି କରି ନ ଥିଲେ

ଇଂଲଣ୍ଡ,୧୭।୮:ପ୍ରତ୍ୟେକ ଖେଳାଳି ଲର୍ଡସର ଐତିହାସିକ ଗ୍ରାଉଣ୍ଡରେ ନିଜର ଶ୍ରେଷ୍ଠ ପ୍ରଦର୍ଶନ କରିବାକୁ ଚାହଁାନ୍ତି। ବ୍ୟାଟ୍ସମ୍ୟାନ ଏକ ଶତକ ଏବଂ ବୋଲର ଗୋଟିଏ ଇନିଂସରେ ପାଞ୍ଚ କିମ୍ବା...

ଅଷ୍ଟ୍ରେଲିଆ ଖେଳାଳି ମାଳଦୀପ ବାଟଦେଇ ସ୍ବଦେଶ ଫେରିବେ

ନୂଆଦିଲ୍ଲୀ,୫।୫(ପି.ଟି.): କୋଭିଡ୍‌-୧୯ ପାଇଁ ଅଷ୍ଟ୍ରେଲିଆ ଭାରତରୁ ସବୁପ୍ରକାର ବିମାନଯାତ୍ରାକୁ ବାତିଲ କରିଛି। ଫଳରେ ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ରେ ସାମିଲ ଥିବା ଅଷ୍ଟ୍ରେଲିଆ କ୍ରିକେଟର, ସପୋର୍ଟ...

ରାହାନେଙ୍କ ଉପରେ ଅଧିନାୟକତ୍ୱ ଚାପ ରହିବ ନାହିଁ’

ନୂଆଦିଲ୍ଲୀ, ୧୫ା୧୨ (ପି.ଟି.): ବିରାଟ କୋହଲିଙ୍କ ଅନୁପସ୍ଥିତିରେ ଅଜିଙ୍କ୍ୟ ରାହାନେଙ୍କୁ ଅଷ୍ଟ୍ରେଲିଆ ବିପକ୍ଷ ଶେଷ ତିନୋଟି ଟେଷ୍ଟ ମ୍ୟାଚରେ ଭାରତୀୟ ଦଳର ନେତୃତ୍ୱ ନେବାକୁ ପଡ଼ିବ।...

ଭାରତୀୟ ଦଳର ବୃଦ୍ଧା ଫ୍ୟାନଙ୍କୁ ଟିକେଟ୍‌ ଦେବେ କୋହଲି

ବର୍ମିଂହାମ,୩।୭(ପିଟି)- ବାଂଲାଦେଶ ବିପକ୍ଷରେ ଏଠାରେ ଖେଳାଯାଇଥିବା ମ୍ୟାଚ୍‌ ଦେଖିବା ଲାଗି ଚାରୁଲତା ପଟେଲ ନାମ୍ନୀ ଜଣେ ବୃଦ୍ଧା (୮୭) ଷ୍ଟାଡିୟମରେ ଉପସ୍ଥିତ ରହି ଭାରତୀୟ ଦଳକୁ...

Advertisement


Archives

Model This Week