Posted inଖେଳ

ଧୋନୀ-ରୋହିତଙ୍କ ପ୍ରଶଂସକଙ୍କ ମଧ୍ୟରେ ହେଲା ଜୋରଦାର ଝଗଡା, ସେହ୍ବାଗ କହିଲେ ଏମିତି

ଭାରତୀ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂ ଧୋନୀ ଏବଂ ରୋହିତ ଶର୍ମାଙ୍କ ପ୍ରଶଂସକଙ୍କ ମଧ୍ୟରେ ଝଗଡା ହୋଇଛି। ପରିସ୍ଥିତି ମାଡ ମରାମରି ଉପରେ ପହଞ୍ଚିଥିଲା। ଭାରତୀୟ କ୍ରିକେଟ ଦଳର ପୂର୍ବତନ ବ୍ୟାଟ୍ସମ୍ୟାନ୍‌ ଏହି ଝଗଡା ଉପରେ ନିଜ ମତ ରଖିଛନ୍ତି। ମହାରାଷ୍ଟ୍ରର କୋହ୍ଲାପୁରରେ ଆଇପିଏଲ ପୂର୍ବରୁ ଧୋନୀ-ରୋହିତଙ୍କ ପ୍ରଶଂସକ ନିଜ ନିଜ ହିରୋଙ୍କ ଫଟୋ ନେଇ ରାଜରାସ୍ତାକୁ ଓହ୍ଲାଇଥିଲେ। ଧୋନୀ କ୍ରିକେଟରୁ ଅବସର ନେବା ପରେ ତାଙ୍କ ପ୍ରଶଂସକ ବାହାରକୁ ବାହାରିଥିବାବେଳେ ରୋହିତ ରାଜୀବ ଗାନ୍ଧୀ ଖେଳରତ୍ନ ପୁରସ୍କାର ପାଇବା ପରେ ତାଙ୍କ ପ୍ରଶଂସକ ରାଜରାସ୍ତାକୁ ଓହ୍ଲାଇ ଖୁସି ମନାଉଥିଲେ। ଏହି ସମୟରେ କିଛି ଅଜ୍ଞାତ ବ୍ୟକ୍ତି ରୋହିତଙ୍କ ପୋଷ୍ଟରକୁ ଚିରି ଦେଇଥିଲେ। ଏହା ପରେ ଉଭୟ ପକ୍ଷ ପ୍ରଶଂସକଙ୍କ ମଧ୍ୟ ଝଗଡା ତୀବ୍ରତର ହୋଇଥିଲା। ପରିସ୍ଥିତ ଏଭଳି ହୋଇଥିଲା ଠେଙ୍ଗାରେ ମାରପିଟ୍‌ ହୋଇଥିଲା। ଏହି ଘଟଣା ପରେ ସେହ୍ବାଗ କହିଛନ୍ତି, ଏଭଳି ପାଗଳାମୀ କାମ କରିବା ଆଦୌ ଉଚିତ୍‌ ନୁହେଁ। ଖେଲାଳିମାନେ ପରସ୍ପରକୁ ବହୁତ୍‌ ଭଲ ପାଆନ୍ତି। ତେଣୁ ପ୍ରଶଂସକମାନେ ନିଜ ଭିତରେ ଝଗଡା କରିବା ପାଗଳାମୀ। ଭାରତୀୟ ଦଳକୁ ଏକ ଦଳ ଭଳି ମନେ ରକତ୍ବାକୁ ସେ ପ୍ରଶଂସକଙ୍କୁ ଅପିଲ୍‌ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭାରସାମ୍ୟ ହରାଇ ପିଟି ହେଲା ବାଇକ୍, ଗଛରେ ଲାଗିଗଲା ମୁଣ୍ଡର ଖପୁରି

ମୋହନା,୨୦।୪(ମନ୍ମଥ ମିଶ୍ର): ଭାରସାମ୍ୟ ହରାଇ ଗଛକୁ ପିଟି ହେଲା ବାଇକ୍ । ଏଭଳି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ଗଜପତି ଜିଲା ଅଡବା ଥାନା ଅନ୍ତର୍ଗତ ଡେକାପଙ୍କା…

ପୁଣି ପ୍ରେମାନନ୍ଦ ଜୀ ମହାରାଜଙ୍କ ଶରଣରେ ବିରୁଷ୍କା: ୫ ମାସ ମଧ୍ୟରେ ତୃତୀୟଥର ପାଇଁ…

ନୂଆଦିଲ୍ଲୀ,୨୦।୩: IPL 2026ରେ ଚମତ୍କାର ପ୍ରଦର୍ଶନ କରୁଥିବା RCBର କିମ୍ବଦନ୍ତୀ ବ୍ୟାଟସମ୍ୟାନ ବିରାଟ କୋହଲି IPL ମଝିରୁ ସମୟ ବାହାର କରି କୋହଲି ସ୍ତ୍ରୀ ଅନୁଷ୍କାଙ୍କ ସହିତ…

ଗଞ୍ଜାମ ଜିଲା ପାଇଁ କ୍ରିକେଟ ଖେଳିବେ ଆୟୁଷା, ଘୋଷଣା କଲା ଓସିଏ

ଗୁଡାରି,୨୦।୪(ପ୍ରମୋଦ କୁମାର ପତି ): ଗୁଡାରି ସହରର ପାଇକ ସାହିର ୧୪ ବର୍ଷୀୟା ଝିଅ ଆୟୁଷା ଗଞ୍ଜାମ ଜିଲା ପାଇଁ ଓସିଏ ଆନ୍ତଃଜିଲା ମହିଳା କ୍ରିକେଟ ଟୁର୍ନାମେଣ୍ଟ…

ଇରାନ ବୈଦେଶିକ ମନ୍ତ୍ରଣାଳୟର ବଡ଼ ବୟାନ; ବ୍ଲେମ୍ ଗେମ୍ ଖେଳୁଛି ଆମେରିକା, ଆଉ ଆଲୋଚନା ପାଇଁ…

ତେହରାନ,୨୦।୪: ଇରାନ ଏବଂ ଆମେରିକା ମଧ୍ୟରେ ଯୁଦ୍ଧ ଥମିବାର କୌଣସି ସଙ୍କେତ ଦେଖାଯାଉ ନାହିଁ । ଏହାରି ଭିତରେ ଇରାନ ସ୍ପଷ୍ଟ ଭାବରେ କହିଛି ଯେ ବର୍ତ୍ତମାନ ଆମେରିକା…

ମୋତେ ଭାରତ ପକ୍ଷରୁ ଖେଳିବାକୁ ମିଳିଥିଲା ଅଫର୍‌: ସାଂଘାତିକ ଖୁଲାସା କଲେ ରଶିଦ ଖାନ

ନୂଆଦିଲ୍ଲୀ,୨୦।୪: ଆଫଗାନିସ୍ତାନର ଅଲରାଉଣ୍ଡର ରଶିଦ ଖାନ କ୍ରିକେଟ ଜଗତରେ ନିଜ ପାଇଁ ଏକ ସ୍ବତନ୍ତ୍ର ସ୍ଥାନ ସୃଷ୍ଟି କରିଛନ୍ତି। ତାଙ୍କୁ ବର୍ତ୍ତମାନ ବିଶ୍ୱର ଶ୍ରେଷ୍ଠ ସ୍ପିନରମାନଙ୍କ ମଧ୍ୟରୁ…

ମିଳିଲା ଅଗ୍ନିବୀରଙ୍କ ମୃତଦେହ, ଉଚ୍ଚସ୍ତରୀୟ ତଦନ୍ତ ଦାବି କଲେ ବାପା

ବାଲୁଗାଁ,୨୦।୪: ଖୋଦ୍ଧା ଜିଲା INS ଚିଲିକାରେ ପୁଣି ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ସୋମବାର ଜଣେ ଅଗ୍ନିବୀରଙ୍କ ଝୁଲନ୍ତା ମୃତଦେହ ପୋଲିସ ଉଦ୍ଧାର କରିଛି। ମୃତ…

ଡ୍ରାଇଭରଙ୍କ ଉପସ୍ଥିତ ବୁଦ୍ଧି ଯୋଗୁଁ ଟଳିଗଲା ବଡ଼ ଦୁର୍ଘଟଣା, ଟ୍ରକ୍‌କୁ ରକ୍ଷା କରିବାକୁ ଯାଇ ବସକୁ ବାଲି ଗଦା ଉପରକୁ…

ଢେଙ୍କାନାଳ,୨୦।୪(ରତନ ନାୟାର): ପୁରୀରୁ ତୀର୍ଥ ସାରି ମହାରାଷ୍ଟ୍ର ନାସିକ ଫେରୁଥିବା ଏକ ତୀର୍ଥଯାତ୍ରୀ ବସ ଏକ ବଡ଼ ଦୁର୍ଘଟଣା ରୁ ଅଳ୍ପକେ ବର୍ତ୍ତି ଯାଇଛି । ଵସ…

ଯୁବକଙ୍କୁ ଧକ୍କା ଦେଲା ୧୦୮ ଆମ୍ବୁଲାନ୍ସ, ରାସ୍ତାକଡ଼ରେ ଝିଟ୍‌କି ହୋଇପଡିଥିବା ଗୁରୁତର ଆହତଙ୍କୁ ଡ୍ରାଇଭର…

ମୋହନା,୨୦।୪ ( ମନ୍ମଥ ମିଶ୍ର ) : ରାୟଗଡା ଠାରୁ ରୋଗୀଙ୍କୁ ନେଇ ବ୍ରହ୍ମପୁର ଯିବା ସମୟରେ ବିରିକୋଟ ନିକଟସ୍ଥ ଶିବ ମନ୍ଦିର ନିକଟରେ ଯୁବକକୁ ଧକ୍କା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri