Posted inଖେଳ

ସିରିଜ୍‌ ହାରିବା ପରେ ବି ୱାନ୍‌ଡେରେ କମାଲ୍‌ କରିଛନ୍ତି ରୋହିତ୍‌, ଏହି ଲିଷ୍ଟ୍‌ରେ ସବୁଠାରୁ ଆଗରେ…

ନୂଆଦିଲ୍ଲୀ, ୦୮।୦୮: ଶ୍ରୀଲଙ୍କାରେ ଖେଳାଯାଇଥିବା ୱାନ୍‌ଡେ ସିରିଜ୍‌ରେ ଭାରତର ଶୋଚନୀୟ ପରାଜୟ ହୋଇଛି । ଶ୍ରୀଲଙ୍କା ଏହି ସିରିଜ୍‌କୁ ୨-୦ ରେ ପୋଛି ନେଇଛି । ପ୍ରଥମ ମ୍ୟାଚ୍‌ ଟାଇ ରହିଥିବା ବେଳେ ଦ଼୍ବିତୀୟ ମ୍ୟାଚ୍‌ ୩୨ ରନ୍‌ରେ ଏବଂ ତୃତୀୟ ମ୍ୟାଚ୍‌ ୧୧୦ ରନ୍‌ର ବ୍ୟବଧାନରେ ଶ୍ରୀଲଙ୍କା ଜିତିନେଇଛି । ଭାରତ ସିରିଜ୍‌ ହାରିଥିଲେ ମଧ୍ୟ କ୍ୟାପ୍ଟେନ୍‌ ରୋହିତ ଶର୍ମାଙ୍କ କମାଲ୍‌ ଏଥିରେ ଦେଖିବାକୁ ମିଳିଛି। ରୋହିତ ୩ମ୍ୟାଚ୍‌ ବିଶିଷ୍ଟ ସିରିଜ୍‌ର ୩ ପାଳିରେ ୧୫୭ ରନ୍‌ କରିଛନ୍ତି।

୨୦୨୪ରେ ରୋହିତ ଶର୍ମାଙ୍କ ୱାନ୍‌ଡେ ଫର୍ମାଟରେ ଆଭରେଜ୍‌ ରନ୍‌ ରେଟ୍‌ ୫୨.୩୩ ରହିଛି । ଏଥିସହିତ ରୋହିତ ତାଙ୍କ ୱାନ୍‌ଡେ କ୍ୟାରିୟରରେ ଗୋଟିଏ ବର୍ଷରେ ୫୦ରୁ ଅଧିକ ରନ୍‌ରେଟ୍‌ ରଖିବାରେ ରେକର୍ଡ କରିଛନ୍ତି। ୧୧ ଥର ୫୦ ଅଧିକ ରନ୍‌ ରେଟ୍‌ ରଖିଛନ୍ତି ରୋହିତ୍‌ ।
ତେବେ ଏହି କ୍ରମରେ ରହିଛନ୍ତି-

ରୋହିତ ଶର୍ମା – ୧୧ ଥର

ବିରାଟ କୋହଲି – ୯ ଥର

ମହେନ୍ଦ୍ର ସିଂ ଧୋନି – ୮ ଥର

ରାସ୍‌ ଟେଲର – ୮ ଥର

ଏବି ଡିଭିଲିୟର୍ସ -୮ ଥର

ସଚିନ୍‌ ତେନ୍ଦୁଲକର -୭ ଥର

ମାଇକେଲ୍‌ ବେବନ୍‌- ୭ ଥର


Enter your email to get our daily news in your inbox.

All Right Reserved By Dharitri.Com

ରାତି ପାହିଲେ ଶ୍ରାବଣ ସୋମବାର, ଋଷିକୁଲ୍ୟା ନଦୀରେ କୂଳରେ ବୋଲବମ ଭକ୍ତଙ୍କ ଭିଡ଼

ଗଞ୍ଜାମ,୨।୮(ବିଦ୍ୟାଧର ସାହୁ): ଗଞ୍ଜାମ ଏନଏସି ଅନ୍ତର୍ଗତ ଦାମୋଦରପୁର ଗ୍ରାମ ନିକସ୍ଥ ଋଷିକୁଲ୍ୟା ନଦିଘାଟରେ ବୋଲବମ ଭକ୍ତଙ୍କ ଭିଡ଼ ଜମିଥିବା ଦେଖିବାକୁ ମିଳିଛି । ସୋମବାର ପବିତ୍ର ଶ୍ରାବଣ…

ବ୍ଲାକମେଲ ପରେ ନାବାଳିକାଙ୍କ ଆତ୍ମହତ୍ୟା ଘଟଣା, ଦୁଇ ଜଣଙ୍କୁ କୋର୍ଟଚାଲାଣ କଲା ପୋଲିସ

ପୁରୁଷୋତ୍ତମପୁର,୨।୮(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ସହରର ଗଡ଼ସାହିରେ ନାବାଳିକାଙ୍କ ଆତ୍ମହତ୍ୟା ଘଟଣାରେ ପୋଲିସ ଦୁଇଜଣଙ୍କୁ ଗିରଫ କରି କୋର୍ଟଚାଲାଣ କରିଛି । ସୂଚନା ଅନୁସାରେ, ବ୍ଲାକମେଲରେ…

ବିମାନବନ୍ଦରରେ ପଦକଧାରୀଙ୍କୁ ଭବ୍ୟ ସମ୍ବର୍ଦ୍ଧନା

ନୂଆଦିଲ୍ଲୀ,୨ା୮: ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ସଫଳ ପ୍ରଦର୍ଶନ ପରେ ଓ୍ବେଟଲିଫ୍ଟର ମୀରାବାଈ ଚାନୁ, ଲଭପ୍ରୀତ ସିଂଙ୍କ ସମେତ ଭାରତୀୟ ଖେଳାଳିଙ୍କ ପ୍ରଥମ ବ୍ୟାଚ୍‌ ରବିବାର ଇନ୍ଦିରା ଗାନ୍ଧୀ ଅନ୍ତର୍ଜାତୀୟ…

ବିବାହ ପ୍ରଲୋଭନ ଦେଖାଇ ବିଧବା ମହିଳାଙ୍କଠୁ ୬୦ ଲକ୍ଷର ଠକେଇ, ବାପାଙ୍କ ରୋଗ କଥା କହି….

​ଛତ୍ରପୁର,୨।୮(ଦିଲ୍ଲୀପ ସାମଲ/ଦ୍ଵାରିକା ପଟ୍ଟନାୟକ) : କନ୍ଧମାଳ ଜିଲା ଚକାପାଦ ଥାନା ଅନ୍ତର୍ଗତ ତଳସାହିର ଉତ୍ତମ କୁମାର ସାହୁ (୩୧)ଙ୍କୁ ଗିରଫ କରିଛି ଗଞ୍ଜାମ ସାଇବର କ୍ରାଇମ୍ ଥାନା…

ବଡ଼ଓସ୍ତିଆ ପଞ୍ଚାୟତର ହଜାର ହଜାର ହେକ୍ଟର ଚାଷଜମି ଜଳମଗ୍ନ, କୃଷି ଋଣ ଛାଡ଼ ଦାବି

ଚାନ୍ଦବାଲି,୨।୮(କିଷାନ ପାତ୍ର): ଲଗାଣ ବର୍ଷା ଓ ବୈତରଣୀ ନଦୀର ବନ୍ୟା ଜଳ ମାଡ଼ି ଆସି ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକ ଅନ୍ତର୍ଗତ ବଡ଼ଓସ୍ତିଆ ପଞ୍ଚାୟତର ଅନେକ ଅଞ୍ଚଳ…

ଜମିରେ ତଳି ରୋଇବା ବେଳେ ବଜ୍ରପାତ, ମହିଳା ଅଚେତ ହୋଇ…

ଦିଗପହଣ୍ଡି,୨।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବଡ଼ଡୁମ୍ବୁଳା ପଞ୍ଚାୟତ କୃଷ୍ଣପୁର ଗ୍ରାମରୁ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ସ୍ଥାନୀୟ ଜଣେ ମହିଳା ଚାଷଜମିରେ…

ସହାୟତାର ହାତ ବଢାଇଲେ ବବିତା

ସିଂହପୁର,୨।୮(ଅନଙ୍ଗ ଉଦୟ ବେଉରିଆ): ବିଞ୍ଝାରପୁର ବ୍ଲକ ଅଧୀନ ରଣପୁର ପଞ୍ଚାୟତ ବନ୍ୟା ବିପନ୍ନଙ୍କୁ ରିଲିଫ ସାମଗ୍ରୀ ବଣ୍ଟନ କରାଯାଇଛି। ବିଞ୍ଝାରପୁର ଭାଜପା ନେତ୍ରୀ ବବିତା ମଲ୍ଲିକ ବନ୍ୟା…

ହୃଦଘାତରେ ଚାଲିଗଲା ପରମବ୍ରହ୍ମ ଯୋଶୀଙ୍କ ଜୀବନ, କଳାହାଣ୍ଡିରେ ଶୋକର ଛାୟା

ଭବାନୀପାଟଣା,୨।୮(ଉତ୍ତମ କୁମାର ଦାଶ): ବରିଷ୍ଠ ପ୍ରଶାସନିକ ଅଧିକାରୀ ତଥା କଳାହାଣ୍ଡି ଜିଲା ଜୁନାଗଡ଼ର ପୂର୍ବତନ ବିଡ଼ିଓ ପରମ ବ୍ରହ୍ମ ଯୋଶୀ (୬୭)ଙ୍କ ଶନିବାର ଅପରାହ୍ନରେ ହୃଦଘାତରେ ପରଲୋକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri