Posted inଖେଳ

ପ୍ରଥମ ଭାରତୀୟ ଭାବେ ରେକର୍ଡ କରିବାକୁ ଯାଉଛନ୍ତି ରୋହିତ

ଅହମ୍ମଦାବାଦ,୮।୨: ଆହତ ସମସ୍ୟା କାରଣରୁ ଦକ୍ଷିଣ ଆଫ୍ରିକା ସିରିଜ୍‌ରୁ ବାଦ୍‌ ପଡ଼ିଥିବା ରୋହିତ ଶର୍ମା ଓ୍ବେଷ୍ଟଇଣ୍ଡିଜ ବିପକ୍ଷ ପ୍ରଥମ ଦିନିକିଆରେ ସଫଳ ପ୍ରତ୍ୟାବର୍ତ୍ତନ କରିଛନ୍ତି। ୩୪ ବର୍ଷୀୟ ଓପନର ୫୧ ବଲରେ ଖେଳିଥିଲେ ୬୦ ରନ୍‌ର ଅର୍ଦ୍ଧଶତକୀୟ ଇନିଂସ। ପାଳିରେ ୧୦ ଚୌକା ଓ ଏକ ଛକା ସାମିଲ ଥିଲା। ଏଥିସହିତ ଦିନିକିଆରେ ରୋହିତଙ୍କ ଛକା ସଂଖ୍ୟା ୨୪୫ରେ ପହଞ୍ଚିଛି। ପ୍ରଥମ ଭାରତୀୟ ଭାବେ ୫୦ ଓଭରିଆ ଫର୍ମାଟରେ ୨୫୦ ଛକା ପୂରଣ କରିବା ପାଇଁ ରୋହିତଙ୍କୁ ମାତ୍ର ୫ ଛକା ଦରକାର।

ଦିନିକିଆରେ ସର୍ବାଧିକ ଛକା ଲଗାଇଥିବା ଭାରତୀୟ ବ୍ୟାଟରଙ୍କ ତାଲିକାରେ ରୋହିତଙ୍କ ଆଖପାଖରେ କୌଣସି ଖେଳାଳି ନାହାନ୍ତି। ତାଙ୍କ ପଛକୁ ଏହି ତାଲିକାରେ ଦ୍ୱିତୀୟ ସ୍ଥାନରେ ଅଛନ୍ତି ପୂର୍ବତନ ଭାରତୀୟ ଅଧିନାୟକ ମହେନ୍ଦ୍ର ସିଂ ଧୋନୀ(୨୨୯ ଛକା)।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

କ୍ରିକେଟ ଖେଳିଲେ ଫଡନବିସ-ଗଡକରି

ମୁମ୍ବାଇ,୨୫।୧: କେନ୍ଦ୍ରମନ୍ତ୍ରୀ ନିତିନ ଗଡକରି ଓ ମହାରାଷ୍ଟ୍ରର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ଭାରତୀୟ ଜନତା ପାର୍ଟି(ଭାଜପା) ନେତା ଦେବେନ୍ଦ୍ର ଫଡନବିସଙ୍କ କ୍ରିକେଟ ଖେଳ ଏବେ ସବୁଠି...

ଗ୍ୟାଲେରୀରେ ଆହିକା-ସୁତୀର୍ଥଙ୍କ ପିତାମାତା

କଟକ ଅଫିସ,୧୮ା୭- ଜବାହରଲାଲ ନେହେରୁ ଇନଡୋର ଷ୍ଟାଡିୟମରେ ୨୧ତମ ରାଜ୍ୟଗୋଷ୍ଠୀ ଟେବୁଲ ଟେନିସ ପ୍ରତିଯୋଗିତା ବୁଧବାର ଉଦ୍‌ଘାଟିତ ହୋଇଛି । ପ୍ରଥମ ଦିବସରେ ଅନୁଷ୍ଠିତ ମ୍ୟାଚ୍‌କୁ...

ଡେଭିସ୍‌ କପ୍‌ ଦଳକୁ ଫେରିଲେ ପେସ୍‌

ନୂଆଦିଲ୍ଲୀ, ୨୬।୧୦(ପି.ଟି.)- ଅଭିଜ୍ଞ ଟେନିସ ତାରକା ଲିଆଣ୍ଡର ପେସ୍‌ ଭାରତୀୟ ଡେଭିସ କପ୍‌ ଦଳକୁ ପ୍ରତ୍ୟାବର୍ତ୍ତନ କରିଛନ୍ତି। ୨୦୧୮ ଏପ୍ରିଲ ପରେ ପ୍ରଥମଥର ପାଇଁ ସେ...

ସଙ୍ଗକାରା ରାଜସ୍ଥାନ ରୟାଲ୍ସ କ୍ରିକେଟ ନିର୍ଦ୍ଦେଶକ

ନୂଆଦିଲ୍ଲୀ, ୨୫ା୧ (ପି.ଟି.)-ଶ୍ରୀଲଙ୍କାର ମହାନ୍‌ ବ୍ୟାଟ୍ସମ୍ୟାନ କୁମାର ସଙ୍ଗକାରା ରବିବାର ଆସନ୍ତା ସିଜନ୍‌ ପାଇଁ ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌) ଫ୍ରାଞ୍ଚାଇଜ୍‌ ରାଜସ୍ଥାନ ରୟାଲ୍ସର କ୍ରିକେଟ...

ବିରାଟ କୋହଲିଙ୍କୁ ଜନ୍ମଦିନ ଶୁଭେଚ୍ଛା ଜଣାଇଲେ ପାକିସ୍ତାନ ଖେଳାଳି, କହିଲେ କାଲି ପର୍ଯ୍ୟନ୍ତ ଅପେକ୍ଷା କରିପାରିବି ନାହିଁ

ଇସଲାମାବାଦ/ନୂଆଦିଲ୍ଲୀ,୫ ।୧୧: ପୂର୍ବତନ ଭାରତୀୟ କ୍ରିକେଟ ଦଳର କ୍ୟାପଟେନ ବିରାଟ କୋହଲି ନଭେମ୍ବର ୫ରେ ୩୪ ବର୍ଷରେ ପଦାର୍ପଣ କରିଛନ୍ତି । ଶନିବାର ସେ ତାଙ୍କର...

ଭେଲୋସିଟି ଦଳରେ ଓଡ଼ିଶାର ସୁଶ୍ରୀ ଦିବ୍ୟଦର୍ଶିନୀ

ନୂଆଦିଲ୍ଲୀ, ୨୬ା୪ (ପି.ଟି.)- ଆସନ୍ତା ମେ ୬ରୁ ୧୧ ପର୍ଯ୍ୟନ୍ତ  ଜୟୁପରସ୍ଥିତ ସଓ୍ବାଇ ମାନସିଂ ଷ୍ଟାଡିୟମରେ ମହିଳା ଟି୨୦ ଚ୍ୟାଲେଞ୍ଜ ସିରିଜ ଖେଳାଯିବ। ଏଥିରେ ଭାଗନେବାକୁ...

ଚତୁର୍ଥ ରାଉଣ୍ଡରୁ ନାଡାଲ ବିଦା

ନ୍ୟୁୟର୍କ,୭।୯(ପି.ଟି.): ୟୁଏସ୍‌ ଓପନ ଚତୁର୍ଥ ରାଉଣ୍ଡରୁ ବିଦା ହେଲେ ସ୍ପେନର ରାଫେଲ ନାଡାଲ। ୨୨ଟି ଗ୍ରାଣ୍ଡସ୍ଲାମ ବିଜୟୀ ନାଡାଲ ପ୍ରଥମ ଥର ପାଇଁ ୟୁଏସ୍‌ ଓପନ...

ପାକିସ୍ତାନ ପେସରଙ୍କ ବୋଲିଂ ଉପରେ ଉଠିଲା ପ୍ରଶ୍ନ

ମେଲବୋର୍ନ,୧୯।୧: ଚଳିତ ବିଗ୍‌ ବାଶ୍‌ ଲିଗ୍‌ (ବିବିଏଲ୍‌)ରେ ଖେଳିଥିବା ପାକିସ୍ତାନ ପେସର ମହମ୍ମଦ ହାସନେନଙ୍କ ବୋଲିଂ ଆକଶନ ଉପରେ ପ୍ରଶ୍ନ ଉଠାଇଛନ୍ତି ଜଣେ ଅମ୍ପାୟର। ୨୧...

Advertisement
Archives

Model This Week