Posted inଖେଳ

କୋହଲିଙ୍କୁ ନେଇ ମୁହଁ ଖୋଲିଲେ ରୋହିତ ଶର୍ମା

ନୂଆଦିଲ୍ଲୀ,୧୦।୧୧: ଭାରତର ଦିନିକିଆ ଦଳର ନୂତନ ଅଧିନାୟକ ହୋଇଛନ୍ତି ରୋହିତ ଶର୍ମା। ଅଧିନାୟକ ଦାୟିତ୍ୱ ନେବା ପରେ ସେ କହିଛନ୍ତି ଯେ, ଅଧିନାୟକଙ୍କ ୨୦ ପ୍ରତିଶତ କାର୍ଯ୍ୟ ପଡ଼ିଆରେ ଏବଂ ବାକି ରଣନୀତିରେ ଅଛି। ପ୍ରତ୍ୟେକ ଅଧିନାୟକ ଚାହାଁନ୍ତି ଯେ ତାଙ୍କ ଖେଳାଳିମାନେ ବଡ଼ ଆଇସିସି ମ୍ୟାଚଗୁଡିକର ନିର୍ଣ୍ଣାୟକ ଅବସ୍ଥାକୁ ଦୃଷ୍ଟିରେ ରଖି ନିଜକୁ ପ୍ରସ୍ତୁତ ରୁହନ୍ତୁ। ଦଳକୁ ସବୁବେଳେ ବିରାଟ କୋହଲିଙ୍କ ଭଳି ବ୍ୟାଟ୍ସମ୍ୟାନ ଆବଶ୍ୟକ ରହିଛି। ସେ ଦଳର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ବ୍ୟକ୍ତି। ମୋର କାମ ବାହାରେ ଅଧିକ ହେବ। ଦଳ ପରିଚାଳନାରେ ଏକ ଦୃଢ ଦଳ ଗଠନ ଆବଶ୍ୟକ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ବାୟୋ-ବବଲ ନିୟମ ଉଲ୍ଲଂଘନ: ୧କୋଟି ଜରିମାନା, ୨ପଏଣ୍ଟ କାଟ୍‌ ବ୍ୟବସ୍ଥା

ନୂଆଦିଲ୍ଲୀ, ୨ା୧୦ (ପି.ଟି.)-ଇଣ୍ଡିଆନ ପ୍ରିମିୟର ଲିଗ୍‌(ଆଇପିଏଲ୍‌)ରେ ବାୟୋ-ବବଲ (କ୍ରିକେଟ ଟିମ୍‌କୁ ଅନ୍ୟମାନଙ୍କଠାରୁ ଦୂରରେ ରଖିବା) ନିୟମକୁ କଡ଼ାକଡ଼ି ପାଳନ କରାଯାଉଛି। ଏହାର ଉଲ୍ଲଂଘନ କଲେ ଦଳକୁ...

ଖୁବ୍‌ଶୀଘ୍ର ଦ୍ୱିତୀୟ ପାଳି ଆରମ୍ଭ କରିବେ କ୍ରିକେଟର୍‌ ହରଭଜନ ସିଂ

ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଫ୍‌ସ୍ପିନର୍‌ ହରଭଜନ ସିଂ ଦ୍ୱିତୀୟ ପାଳି ଆରମ୍ଭ କରିବାକୁ ଯାଉଛନ୍ତି। କ୍ରିକେଟରେ ସଫଳ ହେବା ପରେ ସେ ଏବେ ବଲିଉଡ୍‌...

ଜେଭ୍‌ରେଭ୍‌ଙ୍କ ସଂଘର୍ଷପୂର୍ଣ୍ଣ ବିଜୟ

ପ୍ୟାରିସ, ୨୯ା୫ (ଏଏଫ୍‌ପି)- ଫ୍ରେଞ୍ଚ୍‌ ଓପନ୍‌ ଗ୍ରାଣ୍ଡସ୍ଲାମ ଟେନିସ ପ୍ରତିଯୋଗିତାରେ ୫ମ ସିଡ୍‌ ତଥା ଜର୍ମାନ ଖେଳାଳି ଆଲେକ୍‌ଜାଣ୍ଡର ଜେଭ୍‌ରେଭ୍‌ ସଂଘର୍ଷପୂର୍ଣ୍ଣ ବିଜୟ ସହ ଦ୍ୱିତୀୟ...

କେବଳ ଟେଷ୍ଟ ଦଳର୍‌ ଦାୟିତ୍ୱ ନେବି

ଲଣ୍ଡନ,୩୧।୧୨: ପୂର୍ବତନ ଭାରତ ଓ ଦକ୍ଷିଣ ଆଫ୍ରିକା କୋଚ୍‌ ଗାରି କର୍ଷ୍ଟନ ଇଂଲଣ୍ଡ ଟେଷ୍ଟ ଦଳର କୋଚିଂ ଭାର ସମ୍ଭାଳିବାକୁ ଇଚ୍ଛା ପ୍ରକାଶ କରିଛନ୍ତି। ଟେଷ୍ଟ...

ଧୋନୀ, ଗାଙ୍ଗୁଲିଙ୍କୁ ପ୍ରଶଂସା କଲେ ଏହି ଦକ୍ଷିଣ ଆଫ୍ରିକା କ୍ରିକେଟର୍‌

ନୂଆଦିଲ୍ଲୀ, ୧୨।୭- ଭାରତୀୟ କ୍ରିକେଟ୍‌ ଦଳର ଦୁଇ ସଫଳ ଅଧିନାୟକ ମହେନ୍ଦ୍ର ସିଂ ଧୋନୀ ଓ ସୌରଭ ଗାଙ୍ଗୁଲିଙ୍କ ପ୍ରଶଂସାରେ ଶତମୁଖ ହୋଇଛନ୍ତି କ୍ରିକେଟ୍‌ ଦକ୍ଷିଣ...

ବଲ୍‌ରେ ସାଲିଭା ବ୍ୟବହାର କରିଥିଲେ ଉଥାପ୍ପା

ଦୁବାଇ, ୨ା୧୦ (ପି.ଟି.)-ରାଜସ୍ଥାନ ରୟାଲ୍ସ ଓ କୋଲକାତା ନାଇଟ ରାଇଡର୍ସ (କେକେଆର୍‌) ମଧ୍ୟରେ ବୁଧବାର ଖେଳାଯାଇଥିବା ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌) ମ୍ୟାଚରେ ଅନ୍ତର୍ଜାତୀୟ କ୍ରିକେଟ...

ସାମ୍ନାକୁ ଆସିଲା ସତ: ଭାରତୀୟ ବୋଲର୍‌ଙ୍କୁ ଏମିତି କହି ଗାଳି ଦେଲେ ଦର୍ଶକ

ସିଡନୀ, ୧୦।୧: ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ସିଡନୀରେ ଚାଲିଥିବା ତୃତୀୟ ଟେଷ୍ଟରେ ଅଷ୍ଟ୍ରେଲିଆର କିଛି ଦର୍ଶକ ସମସ୍ତ ସୀମା ଅତିକ୍ରମ କରିଥିଲେ। ବିସିସିଆଇ ସୂତ୍ର...

ଫାଷ୍ଟ ଆଣ୍ଡ ଫ୍ୟୁରିୟସ ହେଲେ ଏହି କ୍ରିକେଟର

ଭାରତର ପୂର୍ବତନ ବ୍ୟାଟ୍ସମ୍ୟାନ ଯୁବରାଜ ସିଂ ଏବେ ପୁଣି ଥରେ ଚର୍ଚ୍ଚାରେ। ସୟଦ ମୁସ୍ତାକ ଅଲି ଟ୍ରଫିରେ ଯୁବରାଜଙ୍କୁ ସାମିଲ କରାଯାଇଥିଲେ ମଧ୍ୟ ବିସିସିଆଇ ତାଙ୍କୁ...

Advertisement
Archives

Model This Week