Posted inଖେଳ

ସିଜିନ୍‌ର ପ୍ରଥମ ବିଜୟରେ ଆତ୍ମବିଭୋର ମୁମ୍ବାଇ ଅଧିନାୟକ: ବୋଲର୍‌ଙ୍କୁ ନେଇ ଦେଲେ ଏଭଳି ବୟାନ

ନୂଆଦିଲ୍ଲୀ,୧୪।୪: ଆଇପିଏଲ୍‌ରେ ପ୍ରଥମ ମ୍ୟାଚ୍‌ ହାରିବା ପରେ ମୁମ୍ବାଇ ଇଣ୍ଡିଆନ୍ସ(ଏମ୍‌ଆଇ) ଟିମ୍‌ କୋଲକାତା ନାଇଟ୍‌ ରାଇଡର୍ସ(କେକେଆର୍‌) ବିପକ୍ଷ ମ୍ୟାଚ୍‌ ଜିତିଛି। ସୂର୍ଯ୍ୟକୁମାର ଯାଦବ ଏବଂ ରୋହିତ ଶର୍ମାଙ୍କ ଉଲ୍ଲେଖନୀୟ ବ୍ୟାଟିଂ ଯୋଗୁ ଦଳ ୧୫୨ରନ୍‌ର ବିଜୟ ଲକ୍ଷ୍ୟ ରଖିଥିଲା। ଜବାବରେ କୋଲକାତା ଟିମ୍‌ ନିର୍ଦ୍ଧାରିତ ୨୦ ଓଭରରେ ୭ ଉଇକେଟ ହରାଇ ୧୪୨ରନ୍‌ କରିପାରିଥିଲା। ଫଳରେ ଏମ୍‌ଆଇ ୧୦ରନ୍‌ରେ ବିଜୟ ହାସଲ କରିଥିଲା। ସିଜିନ୍‌ରେ ପ୍ରଥମ ବିଜୟକୁ ନେଇ ପ୍ରତିକ୍ରିୟା ରଖି ଏମ୍‌ଆଇ ଅଧିନାୟକ ରୋହିତ ଶର୍ମା କହିଛନ୍ତି, ଖେଳାଳିମାନଙ୍କ ପ୍ରତ୍ୟାବର୍ତ୍ତନ ମୋତେ ପ୍ରଭାବିତ କରିଛି। ସମସ୍ତେ ନିଜର ଶ୍ରେଷ୍ଠ ଦେଇଛନ୍ତି। ସବୁବେଳେ ଏଭଳି ମ୍ୟାଚ୍‌ ଦେଖିବାକୁ ମିଳେନାହିଁ। ଏଭଳି ମୁକାବିଲା ଆତ୍ମବିଶ୍ୱାସ ବଢ଼ାଇଥାଏ। ପାଓ୍ବାର ପ୍ଲେ ସମୟରେ କେକେଆର୍‌ର ଖେଳାଳିମାନେ ଭଲ ବ୍ୟାଟିଂ କରିଥିଲେ। ମାତ୍ର ରାହୁଲ ଚାହର ୪ ଉଇକେଟ ନେବା ପରେ ଆମକୁ ମିଡିଲ୍‌ ଓଭରରେ ମହତ୍ୱପୂର୍ଣ୍ଣ ଉଇକେଟ ମିଳିଥିଲା। ଶେଷରେ କ୍ରୁଣାଳ ପାଣ୍ଡ୍ୟା ଭଲ ଓଭର ପକାଇଥିଲେ। ବିଜୟର ଶ୍ରେୟ ଟିମ୍‌ର ବୋଲର୍‌ମାନଙ୍କୁ ଯାଉଛି ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକା ଗୋଟିଏ ରାତିରେ ଇରାନ୍‌କୁ କରିଦେବ ଧ୍ୱଂସ: ଚେତାବନୀ ଦେଲେ ଟ୍ରମ୍ପ, ଖୁବଶୀଘ୍ର…

ୱାଶିଂଟନ,୬/୪:ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ୍ ଯୁଦ୍ଧକୁ ନେଇ ସୋମବାର ପୁଣି କଡ଼ା ମନ୍ତବ୍ୟ ଦେଇଛନ୍ତି। ସେ କହିଛନ୍ତି,ଆମେରିକା ମାତ୍ର ଗୋଟିଏ ରାତିରେ ସମ୍ପୂର୍ଣ୍ଣ ଇରାନ୍‌କୁ ଧ୍ୱଂସ…

ବିରୋଧୀଙ୍କୁ ଝଟ୍‌କା: CEC ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଅଭିଯୋଗ ପ୍ରସ୍ତାବ ଖାରଜ

ନୂଆଦିଲ୍ଲୀ,୬।୪: ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଭିଯୋଗ ପ୍ରସ୍ତାବକୁ ଖାରଜ କରାଯାଇଛି। ରାଜ୍ୟ ସଭା ଅଧ୍ୟକ୍ଷ ଏହି ପ୍ରସ୍ତାବକୁ ଖାରଜ କରିଛନ୍ତି। ବିରୋଧୀ ଦଳ…

ଥୁଆମୂଳ ରାମପୁରରେ ସଡ଼କ ଦୁର୍ଘଟଣା: ଗଲା ୩ ଜୀବନ, କ୍ଷତିପୂରଣ ପାଇଁ ରାସ୍ତାରୋକୋ

ଥୁଆମୂଳ ରାମପୁର, ୬ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅଞ୍ଚଳରେ ସୋମବାର ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ୩ ଜଣଙ୍କ…

ସୁନା ଭର୍ତ୍ତି ବ୍ୟାଗ୍‌ ନେଇ ଯାଉଥିଲେ ପବିତ୍ର: ବାଟରେ ଛକିଥିଲେ ୪ ଦୁର୍ବୃତ୍ତ: ଆଉ ତା’ପରେ ଘଟିଲା..

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଗ୍ରାମର ଖଜୁରୀପଦା ସାହି ନିକଟରେ ସୋମବାର ରାତି ପ୍ରାୟ ୮ଟାରେ ଗୁଳି ଫୁଟିଛି। ଡେଙ୍ଗାଓସ୍ତା-ଭୀଷ୍ମଗିରି ଗ୍ରାମ…

କାମଦେବଙ୍କୁ ମିଳିଲା ବଡ଼ ଦାୟିତ୍ୱ: ଆଦିବାସୀଙ୍କ ବିକାଶ ପାଇଁ ଦେଲେ ପ୍ରତିଶ୍ରୁତି

ମୋହନା,୬।୪(ମନ୍ମଥ ମିଶ୍ର): ଗଜପତି ଜିଲାର ସର୍ବାଙ୍ଗୀନ ଉନ୍ନତି ପାଇଁ ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷ ଭାବେ କାମଦେବ ବଡ଼ନାୟକଙ୍କୁ ରାଜ୍ୟ ସରକାର ମନୋନୀତ କରିଛନ୍ତି। ସେ ମୋହନା…

ସଲମାନଙ୍କ ଫଟା ଜୋତାର ଦାମ୍‌ ଜାଣିଲେ ଉଡିଯିବ ହୋଶ୍‌

ସଲମାନ ଖାନ ବଲିଉଡ ସୁପରଷ୍ଟାର ଭାବରେ ଜଣାଶୁଣା। ସେ ଯାହା କରନ୍ତି, ସମସ୍ତଙ୍କ ନଜର ତାଙ୍କ ଉପରେ ଥାଏ। ସେ ଫ୍ୟାଶନ ହେଉଛି କି ଫିଲ୍ମ ସବୁଠି…

ହାର୍‌ ମାନିଗଲେ ଟ୍ରମ୍ପ! ଶେଷରେ ଇରାନକୁ କହିଲେ ଶକ୍ତିଶାଳୀ, ଯୁଦ୍ଧ ଶେଷ କରିବା ଉପରେ ଦେଲେ ବଡ଼ ଅପଡେଟ୍‌

ଓ୍ବାଶିଂଟନ୍‌,୬।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନର ଶକ୍ତିକୁ ସ୍ବୀକାର କରିଛନ୍ତି। ଚାଲିଥିବା ଶାନ୍ତି ଆଲୋଚନା ଏବଂ ୪୮ ଘଣ୍ଟାର ଅଲ୍ଟିମେଟମ୍‌…

ବରଗଡ଼ରେ କରାମାଡ଼,ଫସଲ ଧୂଳିସାତ୍‌: ଉଜୁଡିଲା ଚାଷୀଙ୍କ ଅମଳ ଆଶା

ବରଗଡ଼,୬।୪(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉତ୍ପାଦନ ଯୋଗୁ ରାଜ୍ୟର ଭାତହାଣ୍ଡି କୁହାଯାଉଥିବା ବରଗଡ଼ ଜିଲାର ଚାଷୀଙ୍କ ଦୁଃଖ ସରୁନାହିଁ। ଧାନବିକ୍ରି ଅବ୍ୟବସ୍ଥା ସାଧାରଣରେ ପରିଣତ ହୋଇଥିବାବେଳେ ପ୍ରକୃତିର ତାଣ୍ଡବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri