Posted inଖେଳ

‘ଶାର୍ଦ୍ଦୁଳ ଜଣେ ଯାଦୁଗର’

ଇନ୍ଦୋର,୨୫।୧: ନ୍ୟୁଜିଲାଣ୍ଡକୁ ବିପକ୍ଷ ସିରିଜକୁ କ୍ଲିନ୍‌ ସୁଇପ୍‌ କରିବା ପରେ ଭାରତ ଏବେ ଆଇସିସି ର଼୍ୟାଙ୍କିଂର ଶୀର୍ଷ(ନଂ-୧) ସ୍ଥାନରେ ପହଞ୍ଚିଛି। ଏହାପରେ ଅଧିନାୟକ ରୋହିତ ଶର୍ମା ଖେଳାଳିଙ୍କ ପ୍ରଦର୍ଶନକୁ ନେଇ ଖୁସିବ୍ୟକ୍ତ କରିବା ସହ ମ୍ୟାଚ୍‌କୁ ବିରୋଧି ଟିମ୍‌ ହାତରୁ ଛଡ଼ାଇ ଆଣିଥିବା ଶାର୍ଦ୍ଦୁଳ ଠାକୁରଙ୍କ ପ୍ରଶଂସାରେ ଶତମୁଖ ହୋଇଛନ୍ତି।

ରୋହିତ କହିଛନ୍ତି, ଶାର୍ଦ୍ଦୁଳ ଦୀର୍ଘ ଦିନ ଧରି ଦଳ ପାଇଁ ଏଭଳି କରି ଆସୁଛନ୍ତି। ସ୍କ୍ବାର୍ଡରେ ତାଙ୍କୁ ‘ଯାଦୁଗର’ ବୋଲି କୁହାଯାଉଛି। ଅନେକ ଥର ସେ ସଠିକ୍‌ ସମୟରେ ଉଇକେଟ ନେଇଥାନ୍ତି। ଏଣୁ ତାଙ୍କୁ ଅଧିକ ସୁଯୋଗ ମିଳିବାର ଆବଶ୍ୟକତା ରହିଛି।
ସେହିଭଳି ଶୁଭମନ ଗିଲଙ୍କୁ ନେଇ ରୋହିତ ବହୁତ ଆଶାବାଦୀ ଥିବା କହିଛନ୍ତି। ଜଣେ ଯୁବ ଖେଳାଳି ଭାବେ ଯେଉଁଭଳି ଚିନ୍ତାଧାରା ରଖିବା ଉଚିତ ତାଙ୍କର ଅଛି। ସେ ପ୍ରତିଟି ଇନିଂସକୁ ଏକ ଅଧ୍ୟାୟ ଭାବି ଆଗକୁ ବଢ଼ୁଥିବା ଅଧିନାୟକ କହୁଛନ୍ତି।

ଏହାଛଡ଼ା ମ୍ୟାଚ୍‌ରେ ନୂଆ ଖେଳାଳିଙ୍କୁ ସୁଯୋଗ ଦେବା ପ୍ରସଙ୍ଗରେ ରୋହିତ କହିଛନ୍ତି, ଆମେ ଏହି ମ୍ୟାଚ୍‌ରେ ନୂଆ ଖେଳାଳିଙ୍କ ସୁଯୋଗ ଦେବାକୁ ଚାହୁଁଥିଲୁ। ଏହି କାରଣରୁ ସିରାଜ ଏବଂ ଶାମୀଙ୍କୁ ବାଦ ଦିଆଯାଇଥିଲା। ଯୁଜବେନ୍ଦ୍ର ଚହଲ ଏବଂ ଉମରାନ ମଲିକଙ୍କୁ ସୁଯୋଗ ଦେବାର ଆବଶ୍ୟକତା ଥିଲା। ଏହାଫଳରେ ସେମାନେ ଏଭଳି ମୁକାବିଲା ଲାଗି ପ୍ରସ୍ତୁତ ହୋଇପାରିବେ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରବି ଧାନ ବିକ୍ରି ପଞ୍ଜିକରଣ ଅବଧି ବୃଦ୍ଧି ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଦାବିପତ୍ର

କୋକସରା,୩୧।୩(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଇନ୍ଦ୍ରାବତୀ ଉଠା ଜଳସେଚନ ଅଞ୍ଚଳର ଚାଷୀମାନେ ଚଳିତ ବର୍ଷ ରବି ଚାଷ ଧାନ ବିକ୍ରି ପଞ୍ଜିକରଣରୁ ବାଦ ପଡ଼ିଛନ୍ତି। ଫଳରେ କୋକସରା ବ୍ଳକ…

ଉତ୍କଳ ପ୍ରଦେଶ ଗଠନରେ ବଡ଼ଖେମୁଣ୍ଡିର ଅବଦାନ

ଦିଗପହଣ୍ଡି,୩୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ବଡ଼ଖେମୁଣ୍ଡି ହାଇସ୍କୁଲ ପରିସରରେ ମଙ୍ଗଳବାର ଉତ୍କଳ ସମ୍ମିଳନୀ ଗଞ୍ଜାମ ଜିଲା ଶାଖା ଆନୁକୂଲ୍ୟରେ ପବିତ୍ର ଉତ୍କଳ ଦିବସ ଅବ୍ୟବହିତ…

ଲୁଚାଇ ରଖିଥିଲେ: ମିଳିଲା ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର, ମାଓବାଦୀ ସାମଗ୍ରୀ

ଫୁଲବାଣୀ,୩୧।୩(ରାକେଶ କୁମାର ରାଉତ): କନ୍ଧମାଳ ଜିଲା ଦାରିଙ୍ଗିବାଡି ଥାନା ଅଞ୍ଚଳରେ କୋମ୍ବିଂ ଅପରେଶନ ବେଳେ ସୁରକ୍ଷାକର୍ମୀ ବିପୁଳ ପରିମାଣର ମାଓବାଦୀ ସାମଗ୍ରୀ ଜଙ୍ଗଲରୁ ଜବତ କରିଛନ୍ତି। ଜବତ…

କଢ଼ାଗଲା ଝଡ଼ ବତାସରେ ଛିଣ୍ଡିଥିବା ତ୍ରିରଙ୍ଗା: ପୁଣି ଗାନ୍ଧିଛକରେ ଉଡିଲା …

ବରଗଡ଼,୩୧।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହର ଗାନ୍ଧିଛକରେ ଉଡୁଥିବା ଛିଣ୍ଡା ତ୍ରିରଙ୍ଗାକୁ ମଙ୍ଗଳବାର ଅପସାରିତ କରାଯାଇଛି। ଅପସାରଣ ପରେ ସେଠାରେ ନୂଆ ତ୍ରିରଙ୍ଗା ଉଡୁଛି। ଏଠାରେ ଉଲ୍ଲେଖନୀୟ, ସହର…

ଆପଣାଇଥିଲେ ଅନ୍ୟ ଧର୍ମ: ୧୭ ଘଣ୍ଟା ହେଲା ପଡ଼ିଛି ମୃତଦେହ, ଶ୍ମଶାନରେ ମିଳୁନି

ଉମରକୋଟ,୩୧।୩(ସନ୍ତୋଷ ଶତପଥୀ): ଦୀର୍ଘ ୧୭ ଘଣ୍ଟା ହେବ ଘରେ ପଡି ରହିଛି ମୃତଦେହ। ଏଭଳି ଘଟଣା ଦେଖିବାକୁ ମିଳିଛି ନବରଙ୍ଗପୁର ଜିଲାଉମରକୋଟ ଥାନା ପୂଜାରୀଭରଣ୍ଡୀ ଗ୍ରାମରେ ।…

ଜିଲାସ୍ତରୀୟ ଅନ୍ତର୍ଜାତୀୟ ଟ୍ରାନ୍ସଜେଣ୍ଡର ଦୃଶ୍ୟତା ଦିବସ ପାଳନ:  ଉଲ୍ଲେଖନୀୟ ଅବଦାନ ପାଇଁ ୫ ଟ୍ରାନ୍ସଜେଣ୍ଡରଙ୍କୁ…

ଛତ୍ରପୁର,୩୧।୩(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ପ୍ରଶାସନ ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗ ପକ୍ଷରୁ ଜିଲାସ୍ତରୀୟ ଅନ୍ତର୍ଜାତୀୟ ଟ୍ରାନ୍ସଜେଣ୍ଡର ଦୃଶ୍ୟତା ଦିବସ ୨୦୨୬ ପାଳିତ ହୋଇଯାଇଛି…

କାମରେ ହେଲା କଥା କଟାକଟି, ଘରକୁ ଫେରିବା ବେଳେ ଛକିକି ହାଣିଲେ..

ବନ୍ତ,୩୧। ୧(କିଶୋର କୁମାର ସେଠୀ): ଭଦ୍ରକ ଜିଲା ବନ୍ତ ଥାନା ଅଞ୍ଚଳରେ କଥାକଟାକଟିରୁ ଛୁରା ମାଡ଼ । ପୋଲିସ ଅଭିଯୋଗ ପାଇବା ପରେ ତଦନ୍ତ ଆରମ୍ଭ କରିଥିବା ବେଳେ…

ଓଡ଼ିଶାରେ SIR ସ୍ଥଗିତ, ଜାଣନ୍ତୁ କାହିଁକି…

ଭୁବନେଶ୍ୱର,୩୧।୩: Special Intensive Revision(SIR)କୁ ନେଇ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ(CEO )ମଙ୍ଗଳବାର ଏକ ବଡ଼ ସୂଚନା ଦେଇଥିଲେ। ବୁଧବାରଠାରୁ ଓଡ଼ିଶାରେ ହେବାକୁ ଥିବା SIRକୁ ସ୍ଥଗିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri