Posted inଖେଳ

ସାଥୀ ଖେଳାଳିଙ୍କୁ ଖାସ୍‌ ମେସେଜ୍‌ ଦେଲେ ରୋହିତ ଶର୍ମା

ଧର୍ମଶାଳା,୨୮।୨: ଭାରତୀୟ କ୍ରିକେଟ ଦଳର ବିଜୟ ଧାରା ଜାରି ରହିଛି। ରୋହିତ ଶର୍ମାଙ୍କ ନେତୃତ୍ୱରେ ଦଳ ରବିବାର ସିରିଜର ତୃତୀୟ ତଥା ଅନ୍ତିମ ଟି -୨୦ ମ୍ୟାଚରେ ଶ୍ରୀଲଙ୍କାକୁ ୬ ଉଇକେଟରେ ପରାସ୍ତ କରିଛି। ଏହିପରି, ଆୟୋଜକ ଦଳ ୩ ମ୍ୟାଚ ବିଶିଷ୍ଟ ସିରିଜ ୩-୦ରେ ଜିତିଛି। ନିର୍ଦ୍ଧାରିତ ୨୦ ଓଭରରେ ଶ୍ରୀଲଙ୍କା ୧୪୬ ରନ ସଂଗ୍ରହ କରିଥିଲା। ୧୯ ଟି ବଲ ବାକି ଥାଇ ଭାରତ ୪ ଉଇକେଟ୍‌ ହରାଇ ଲକ୍ଷ୍ୟ ହାସଲ କରିଥିଲା। ଶ୍ରେୟସ ଆୟର ବଲରେ ୭୩ ରନ ସଂଗ୍ରହ କରି ଅପରାଜିତ ରହିଥିଲେ।
ମ୍ୟାଚ ପରେ ଭାରତୀୟ ଅଧିନାୟକ ରୋହିତ ଶର୍ମା କହିଛନ୍ତି, ଏହା ଏକ ଢାଞ୍ଚା। ଆମେ ବହୁତ ଭଲ ଖେଳିଲୁ। ସିରିଜରୁ ଅନେକ ସକାରାତ୍ମକ ଜିନିଷ ବାହାରିଲା। ଆମ ପାଖରେ କେଉଁ ପ୍ରକାରର ବେଞ୍ଚ ଶକ୍ତି ଅଛି ତାହା ଆମେ ବୁଝିବାକୁ ଚାହୁଁ। ସମସ୍ତ ଖେଳାଳିଙ୍କୁ ସୁଯୋଗ ଦେବା ଭଲ। ଖେଳାଳିମାନଙ୍କୁ ଦଳରେ ସେମାନଙ୍କ ସ୍ଥିତି ବିଷୟରେ ଚିନ୍ତା ନ କରିବାକୁ କହିବା ସବୁଠାରୁ ଗୁରୁତ୍ୱପୂର୍ଣ୍ଣ। ଆମର ଯାହା ଅଛି, ଆମେ ଏହାକୁ ପୂରଣ କରିବାକୁ ଚେଷ୍ଟା କରୁଛୁ। ଏହାକୁ ଧ୍ୟାନରେ ରଖି ଆମେ ଆଗକୁ ବଢିବାକୁ ଚାହୁଁଛୁ।
ଶ୍ରୀଲଙ୍କା ବିପକ୍ଷରେ ୨ ମ୍ୟାଚ ବିଶିଷ୍ଟ ଟେଷ୍ଟ ସିରିଜ ଖେଳାଯିବ। ମୋହାଲିରେ ପ୍ରଥମ ଟେଷ୍ଟ ଖେଳାଯିବ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଖାଲି ହାତରେ ଫେରିଲେ କ୍ରିଷ୍ଣନ

ନୂଆଦିଲ୍ଲୀ,୨୪।୭:ଟୋକିଓ ଅଲିମ୍ପିକ୍ସରେ ପଦକ ଖାତା ଖୋଲିଛନ୍ତି ମୀରାବାଇ ଚାନ୍ନୁ। କିନ୍ତୁ ଭାରତର ସବୁଠୁ ବଡ଼ ପଦକ ଆଶା କୁହାଯାଉଥିବା ବିକାଶ କ୍ରିଷ୍ଣନ ପ୍ରଥମ ରାଉଣ୍ଡ ମଧ୍ୟ...

ଚେନ୍ନାଇକୁ ଲାଗିବ ବଡ଼ ଝଟ୍‌କା

ବିଶ୍ୱର ସର୍ବବୃହତ କ୍ରିକେଟ ଲିଗ ଆଇପିଏଲର ୧୪ତମ ସିଜନ ଏପ୍ରିଲ ୯ରୁ ଆରମ୍ଭ ହେବ। ବିସିସିଆଇ ଏହାର କାର୍ଯ୍ୟସୂଚୀ ଘୋଷଣା କରିଛି। ଆଇପିଏଲ କାର୍ଯ୍ୟସୂଚୀରେ ସବୁଠାରୁ...

ନେରୋକାର ପ୍ରଥମ ବିଜୟ

ଇମ୍ଫାଲ, ୬ା୧୨ (ପି.ଟି.)-ଚଳିତ ବର୍ଷର ଆଇ-ଲିଗ୍‌ରେ ନେରୋକା ଏଫ୍‌ସି ଏହାର ପ୍ରଥମ ବିଜୟ ହାସଲ କରିଛି। ଖୁମାନ ଲାମ୍ପାକଠାରେ ଶୁକ୍ରବାର ଖେଳାଯାଇଥିବା ଏକ ମ୍ୟାଚରେ ଦଳ...

କରୋନାଭାଇରସ ସଂକ୍ରମଣ ରୋକିବା ପାଇଁ ଏଟିପି, ଡବ୍ଲ୍ୟୁଟିଏର ଉପାୟ ଘୋଷଣା

ଲସ୍‌ ଏଞ୍ଜେଲ୍ସ,୮।୩ (ଏଏଫ୍‌ପି)- ଇଣ୍ଡିଆନ ଓ୍ବେଲ୍ସରେ ବିଏନ୍‌ପି ପାରିବାସ ଓପନ୍‌ ଟେନିସ ଟୁର୍ନାମେଣ୍ଟର ଅବ୍ୟବହିତ ପୂର୍ବରୁ ଏଟିପି ଓ ଡବ୍ଲ୍ୟୁଟିଏ କରୋନା ଭାଇରସ ସଂକ୍ରମଣ ରୋକିବା...

ଜାଣନ୍ତି ଶତକ ହାସଲ ପରେ କାହିଁକି ଜିଭ କାଢନ୍ତି ରସ୍‌ ଟେଲର

ହାମିଲଟନ, ୭।୨: ସେଡନ ପାର୍କ ଗ୍ରାଉଣ୍ଡରେ ଖେଳାଯାଇଥିବା ପ୍ରଥମ ଦିନିକିଆ ମ୍ୟାଚରେ ନ୍ୟୁଜିଲାଣ୍ଡ ଅଭିଜ୍ଞ ରସ ଟେଲରଙ୍କ ଅପରାଜିତ ଶତକ ସହାୟତାରେ ଭ୍ରମଣକାରୀ ଭାରତକୁ ୧୧ଟି...

ସ୍ବାର୍ଥ ନିହିତ ଦ୍ୱନ୍ଦ୍ୱ ପ୍ରସଙ୍ଗ: ଏଥିକ୍ସ ଅଫିସରଙ୍କ ନିକଟରେ ହାଜର ହେବେ ଡ୍ରାଭିଡ

ନୂଆଦିଲ୍ଲୀ,୨୭ା୮(ପି.ଟି.)-ସ୍ବାର୍ଥ ନିହିତ ଦ୍ୱନ୍ଦ୍ୱ (କନଫ୍ଲିକ୍ଟ ଅଫ୍‌ ଇଣ୍ଟରେଷ୍ଟ) ଅଭିଯୋଗରେ ଭାରତର ପୂର୍ବତନ ଅଧିନାୟକ ରାହୁଲ ଡ୍ରାଭିଡ ସେପ୍ଟେମ୍ବର ୨୬ରେ ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ)...

ଆଇସିସି ଏଲିଟ୍‌ ଅମ୍ପାୟର ପ୍ୟାନେଲରେ ଗଫ୍‌, ଓ୍ବିଲସନ୍‌

ଦୁବାଇ, ୩୦।୭ (ପି.ଟି.)- ଅନ୍ତର୍ଜାତୀୟ କ୍ରିକେଟ୍‌ ପରିଷଦ (ଆଇସିସି) ଏହାର ଏଲିଟ୍‌ ଅମ୍ପାୟର ପ୍ୟାନେଲରେ ମଙ୍ଗଳବାର ୨ଜଣ ନୂଆ ସଦସ୍ୟଙ୍କୁ ସାମିଲ କରିଛି। ଏହି ଦୁଇଜଣ...

ଭାରତ ବିପକ୍ଷ ଦିନିକିଆ ସିରିଜ: ଅଷ୍ଟ୍ରେଲିଆ ଦଳରେ ଲାବୁସାନେ ସାମିଲ

ମେଲବୋର୍ନ, ୧୭।୧୨ (ପି.ଟି.)- ଆସନ୍ତା ମାସରେ ଅଷ୍ଟ୍ରେଲିଆ କ୍ରିକେଟ୍‌ ଦଳ ଭାରତ ଗସ୍ତରେ ଆସି ୩ ମ୍ୟାଚ୍‌ବିଶିଷ୍ଟ ଦିନିକିଆ ସିରିଜ ଖେଳିବାର କାର୍ଯ୍ୟସୂଚୀ ରହିଛି। ଏହି...

Advertisement
Archives

Model This Week