Posted inଖେଳ

୬୭ ବର୍ଷ ପରେ ଭାରତୀୟ କ୍ରିକେଟରେ ଘଟିଲା ଏମିତି

ମୋହାଲି,୬।୩: ଶ୍ରୀଲଙ୍କା ବିପକ୍ଷରେ ଏକ ଇନିଂସ ଓ ୨୨୨ ରନ୍‌ର ବିରାଟ ବିଜୟ ସହ ଆରମ୍ଭ ହୋଇଛି ଅଧିନାୟକ ରୋହିତ ଶର୍ମା ଟେଷ୍ଟ କ୍ୟାରିୟର। ଅଧିନାୟକ ଭାବେ ପଦାର୍ପଣ ମ୍ୟାଚ୍‌କୁ ଏକ ଇନିଂସ ବ୍ୟବଧାନରେ ଜିତିବାରେ ରୋହିତ ଦ୍ୱିତୀୟ ଭାରତୀୟ। ତାଙ୍କ ପୂର୍ବରୁ ପ୍ରଥମ ଭାରତୀୟ ଭାବେ ୧୯୫୫ରେ ଏହି ସଫଳତା ପାଇଥିଲେ ପଲି ଉମରିଗର।

ମାତ୍ର ୮ ଟେଷ୍ଟରେ ଭାରତୀୟ ଦଳର ନେତୃତ୍ୱ ନେଇଥିବା ଉମରିଗର ଅଧିନାୟକ ଭାବେ ପଦାର୍ପଣ ମ୍ୟାଚ୍‌ରେ ନ୍ୟୁଜିଲାଣ୍ଡକୁ ଏକ ଇନିଂସ ଏବଂ ୨୭ ରନ୍‌ରେ ହରାଇଥିଲା ଟିମ୍‌ ଇଣ୍ଡିଆ।

ଉଲ୍ଲେଖଯୋଗ୍ୟ, ରବୀନ୍ଦ୍ର ଜାଡେଜା ଓ ରବିଚନ୍ଦ୍ରନ ଅଶ୍ୱିନଙ୍କ ଅଲରାଉଣ୍ଡ ପ୍ରଦର୍ଶନ ବଳରେ ଭାରତ ମ୍ୟାଚ୍‌କୁ ୩ ଦିନ ମଧ୍ୟରେ ଜିତି ନେଇଛି। ରବିବାର ଦୁଇ ଅଲରାଉଣ୍ଡର ୪ ଲେଖାଏ ଉଇକେଟ ନେଇ ଶ୍ରୀଲଙ୍କାକୁ ୧୭୮ ରନ୍‌ରେ ରୋକି ଦେଇଥିଲେ। ପ୍ରଥମ ଇନିଂସରେ ଜାଡେଜା ୫ ଉଇକେଟ ଅକ୍ତିଆର କରିବା ସହ ୧୭୫ ରନ୍‌ର ଅପରାଜିତ ପାଳି ଖେଳିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭକ୍ତଙ୍କ ନାଁରେ ରୋକଠୋକ୍‌ ଏମିତି କହିଦେଲେ ସୋଫିଆ: ବଢୁଛି ଚର୍ଚ୍ଚା

ଭୁବନେଶ୍ୱର,୧୦।୭ (ରବିନାରାୟଣ ଜେନା):ରାଜ୍ୟ କଂଗ୍ରେସରେ କିଛି ଠିକ୍‌ଠାକ୍‌ ଚାଲିନାହିଁ ବୋଲି ନିଲମ୍ବିତ କଂଗ୍ରେସ ବିଧାୟିକା ସୋଫିଆ ଫିର୍ଦ୍ଦୋସ କହିଛନ୍ତି। ବିଧାନସଭାର ସ୍ଥାୟୀ କମିଟି ବୈଠକ ଅବସରରେ ଗୁରୁବାର…

ଧରିତ୍ରୀ ପ୍ରଭାବ: ମରାମତି ହେଲା ବିଜୁ ଏକ୍ସପ୍ରେସ ୱେ

ନୂଆପଡ଼ା,୧୦ା୭ (ମକାରୁ ବେମାଲ): ନୂଆପଡ଼ା ଜିଲା ଘାଟିପଡାଠାରୁ ସିନାପାଲି ଦେଇ କୋରାପୁଟକୁ ସଂଯୋଗ କରୁଥିବା ବିଜୁ ଏକ୍ସପ୍ରେସ ୱେ ମରଣଯନ୍ତା ପାଲଟିବା ଖବର ଧରିତ୍ରୀରେ ଗୁରୁବାର ପ୍ରକାଶିତ…

ସମ୍ପତ୍ତି ପାଇଁ ସୈତାନ ସାଜିଲେ ଝିଅ: ନିଜ ମାଆକୁ ହତ୍ୟା କରିବା ପାଇଁ ରଚିଥିଲେ ଭୟଙ୍କର ଷଡ଼ଯନ୍ତ୍ର, ପୂରା ଘଟଣା କରିଦେବ ସ୍ତବ୍ଧ

ଜୟପୁର,୧୦।୭: ରାଜସ୍ଥାନରୁ ଏକ ଏଭଳି ହୃଦୟବିଦାରକ ଘଟଣା ସାମ୍ନାକୁ ଆସିଛି, ଯାହା ମାଆ-ଝିଅର ପବିତ୍ର ସମ୍ପର୍କକୁ କଳଙ୍କିତ କରିଦେଇଛି। ଜୟପୁରର ପ୍ରତାପ ନଗର ଅଞ୍ଚଳରେ ଜଣେ ୨୩…

ପାଟପୁର ଶନି ମନ୍ଦିରରେ କଳାକନା ବୁଲାଇଲେ ଦୁର୍ବୃତ୍ତ, ଦାନ ହୁଣ୍ଡି ଭାଙ୍ଗି ଲୁଟିନେଲେ…

ଦିଗପହଣ୍ଡି,୧୦ା୭(ଅଶେଷ ନାଥ ମିଶ୍ର): ମନ୍ଦିରର ଦାନବାକ୍ସ ଭାଙ୍ଗି ଚୋରି କରିନେଲେ ଦୁର୍ବୃତ୍ତ । ଏଭଳି ଘଟଣା ଘଟିଛି ଗଞ୍ଜାମ ଜିଲା ପାଟପୁର ଥାନା ଠାରୁ ମାତ୍ର ଶହେ…

୪ ବର୍ଷର ଶିଶୁ କନ୍ୟାଙ୍କୁ ନିର୍ଜନ ସ୍ଥାନକୁ ଡାକିନେଲେ ନାବାଳକ: ବଳାତ୍କାର ପରେ ଘଟିଲା…

ଡାବୁଗାଁ,୧୦।୭(ସବିତା ମହାନ୍ତି):ନବରଙ୍ଗପୁର ଜିଲା ଡାବୁଗାଁ ଥାନା ଅଞ୍ଚଳର ଜଣେ ୪ବର୍ଷର ଶିଶୁକନ୍ୟାଙ୍କୁ ବଳାତ୍କାର କରାଯାଇଥିବା ନେଇ ଅଭିଯୋଗ ହୋଇଛି। ଏହି ଘଟଣାରେ ସମ୍ପୃକ୍ତ ଜଣେ ନାବାଳକଙ୍କୁ ପୋଲିସ…

ମେଲବୋର୍ନ କ୍ରିକେଟ୍ ଗ୍ରାଉଣ୍ଡରୁ ମୋଦିଙ୍କ ବଡ଼ ଘୋଷଣା, ଏଠାରେ ଖେଳାଯିବ ବିଗ୍ ବାଶ ଲିଗ୍

ନୂଆଦିଲ୍ଲୀ,୧୦।୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଅଷ୍ଟ୍ରେଲିଆ ଗସ୍ତ ସମୟରେ ପ୍ରତିଷ୍ଠିତ ମେଲବୋର୍ନ କ୍ରିକେଟ୍ ଗ୍ରାଉଣ୍ଡ (MCG) ପରିଦର୍ଶନ କରିଥିଲେ। ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ କ୍ରୀଡା କୂଟନୀତିକୁ…

ରାଶନ କାର୍ଡ ଅଛି, ଚାଉଳ ମିଳୁନାହିଁ: ୫ ମାସ ଧରି ଅପେକ୍ଷାରେ ହିତାଧିକାରୀ

ଅମରପାଲି, ୧୦ା୭ (ପୀତାମ୍ବର ସାହୁ): ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗର ଖାଦ୍ୟ ସୁରକ୍ଷା ଯୋଜନାରେ ବୀରମହାରାଜପୁର ବ୍ଲକରେ ଗୁରୁତର ଅବ୍ୟବସ୍ଥା ଅଭିଯୋଗ ସାମ୍ନାକୁ ଆସିଛି।…

ମଦ ଦୋକାନ ଉଦ୍‌ଘାଟନ କଲେ ଭାଜପା ନେତା: ପ୍ରତିଶ୍ରୁତି ଭୁଲିଗଲା ଦଳ

ସମ୍ବଲପୁର,୧୦ା୭(ବି.ଶଙ୍କର): ସାଧାରଣ ନିର୍ବାଚନ ପୂର୍ବରୁ ଭାଜପା କ୍ଷମତାକୁ ଆସିଲେ ରାଜ୍ୟକୁ ନିଶାମୁକ୍ତ କରାଯିବ ଏବଂ ମଦ ବନ୍ଦ ହେବ ବୋଲି ପ୍ରତିଶ୍ରୁତି ଦେଇଥିଲା। ଅଥଚ ସରକାର ଗଠନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri