ବିଧାନସଭା ଭିତରେ ମରାଠିରେ ଏମିତି କହିଦେଲେ ରୋହିତ, ମୁଖ୍ୟମନ୍ତ୍ରୀ…

ମୁମ଼୍ବାଇ, ୫।୭: ସ଼୍ବଦେଶ ଫେରିବା ପରେ ବିଶ଼୍ବବିଜୟୀ ଭାରତୀୟ ଟିମ୍‌କୁ ଶୁଭେଚ୍ଛା ଏବଂ ସମ୍ମାନ ସମାରୋହ ଜାରି ରହିଛି । ଗତ ଗୁରୁବାର ମୁମ଼୍ବାଇରେ ସମ଼୍ବର୍ଦ୍ଧନା ପରେ ଆଜି ମହାରାଷ୍ଟ୍ର ବିଧାନସଭାକୁ କ୍ୟାପ୍‌ଟେନ୍‌ ରୋହିତ ଶର୍ମାଙ୍କୁ ଆମନ୍ତ୍ରିତ କରାଯାଇଥିଲା । ରୋହିତଙ୍କ ସହିତ ସ୍କ଼୍ବାଡ୍‌ରେ ସାମିଲ୍‌ ଥିବା ଅନ୍ୟ ମହାରାଷ୍ଟ୍ର ଖେଳାଳି ସୂର୍ଯ୍ୟ କୁମାର ଯାଦବ, ଶିବମ୍‌ ଦୁବେ ଏବଂ ଜଶସ଼୍ବୀ ଜୟସୱଲ୍‌ ମଧ୍ୟ ବିଧାନସଭାକୁ ଯାଇଥିଲେ । ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଏକନାଥ ସିନ୍ଦେ ଏହି ଖେଳାଳିମାନଙ୍କୁ ସ଼୍ବାଗତ ଜଣାଇଥିଲେ । ଗୃହରେ ରୋହିତ ଶର୍ମା ମରାଠିରେ ଭାଷଣ ଦେଇଥିଲେ ।

ରୋହିତ ମହାରାଷ୍ଟ୍ରର ଉପ-ରାଜଧାନୀ ନାଗପୁରରେ ବଢ଼ିଛନ୍ତି । ତେଣୁ ତାଙ୍କୁ ତାଙ୍କର ଅନୁଭବ କହିବାକୁ ଆମନ୍ତ୍ରିତ କରାଯାଇଥିଲା । ସେ ମାଇକ୍‌ ଧରି ଭାଷଣ ଆରମ୍ଭ କରୁ କରୁ ମୁମ଼୍ବାଇର ରାଜା ରୋହିତ୍‌ ଧ଼୍ବନିରେ ଗୃହ କମ୍ପି ଉଠିଥିଲା । ସେ ପ୍ରଥମେ ନମସ୍କାର କରି ଭାଷଣ ଆରମ୍ଭ କରିଥିଲେ । ଏଥିରେ ସେ ଟିମ୍‌ ଇଣ୍ଡିଆର ଭୁରି ଭୁରି ପ୍ରଂଶସା କରିଥିଲେ ।

ରୋହିତ, ସୂର୍ଯ୍ୟ କୁମାରଙ୍କୁ ସମ଼୍େବାଧିତ କରି କହିଥିଲେ ଯେ, ସୂର୍ଯ୍ୟ କୁମାର ଏବେ କହୁଥିଲେ ଯେ ଶେଷ କ୍ୟାଚ୍‌ରେ ବଲ୍‌ ତାଙ୍କ ହାତରେ ଆସି ଆପେ ଆପେ ବସିଯାଇଥିଲା । ଭଲ ହେଲାକି ବଲ୍‌ ଆସି ବସି ଯାଇଛି, ନହେଲେ ଆଗକୁ ତାଙ୍କୁ ବସାଇ ଦେଇଥାନ୍ତା । ରୋହିତଙ୍କ ଏହି ଉକ୍ତି ଶୁଣି ମୁଖ୍ୟମନ୍ତ୍ରୀ ଏକନାଥ ସିନ୍ଦେ, ଉପମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫର୍ଡନାଭିଶ୍‌, ଆଜିତ ପାୱାରଙ୍କ ସମେତ ଗୃହରେ ଉପସ୍ଥିତ ବିଧାୟକ ହସିବାକୁ ଲାଗିଲେ ।


Enter your email to get our daily news in your inbox.

All Right Reserved By Dharitri.Com

କ୍ରିକେଟ କପ୍‌: ବଡ଼ ଡୁଙ୍ଗୁରୀଗୁଡ଼ା ଚାମ୍ପିୟନ

କର୍ଲାମୁଣ୍ଡା:୧୪।୧୨(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରେଗଡ଼ା ପଞ୍ଚାୟତରେ ଦ୍ୱିତୀୟ ଗଜାନନ କ୍ରିକେଟ କପ୍‌ ଭୋଇରମୁଣ୍ଡା ୨୦୨୫ ଅନୁଷ୍ଠିତ ହୋଇଯାଇଛି। ଭୋଇରମୁଣ୍ଡା ଗଜାନନ...

ଇତିହାସ ରଚିଲେ ହାର୍ଦ୍ଦିକ ପାଣ୍ଡ୍ୟା; ଏପରି କରିବାରେ ପ୍ରଥମ ଅଲରାଉଣ୍ଡର

ନୂଆଦିଲ୍ଲୀ,୧୪।୧୨: ଭାରତୀୟ କ୍ରିକେଟର ହାର୍ଦ୍ଦିକ ପାଣ୍ଡ୍ୟା ଦକ୍ଷିଣ ଆଫ୍ରିକା ବିପକ୍ଷରେ ଖେଳାଯାଇଥିବା ଦ୍ୱିତୀୟ ଟି-୨୦ ମ୍ୟାଚରେ ଏକ ବିଶ୍ୱ ରେକର୍ଡ ସ୍ଥାପନ କରିଛନ୍ତି। ସେ ଅନ୍ତର୍ଜାତୀୟ...

ତୃତୀୟ ଟି୨୦ରେ ଭାରତର ଦମ୍‌ଦାର ବିଜୟ: ୨-୧ରେ ସିରିଜ୍‌ ଅଗ୍ରଣୀ

ଧର୍ମଶାଳା,୧୪।୧୨: ଧର୍ମଶାଳାରେ ରବିବାର ଖେଳାଯାଇଥିବା ଭାରତ-ଦକ୍ଷିଣ ଆଫ୍ରିକା ତୃତୀୟ ଟି୨୦ ମ୍ୟାଚ୍‌ରେ ଭାରତ ୭ ଉଇକେଟରେ ବିଜୟୀ ହୋଇଛି। ଭାରତୀୟ ବ୍ୟାଟର ୨୫ ବଲ୍‌ ବାକି...

ମନ୍ଦିରରେ ପଶି ମହିଳା ପୂଜାରିଙ୍କୁ ଛୁରୀ ଭୁସି ହତ୍ୟା, ଅଭିଯୁକ୍ତ ଫେରାର

ନୂଆଦିଲ୍ଲୀ,୧୪।୧୨: ରାଜଧାନୀ ଦିଲ୍ଲୀର ଏକ ମନ୍ଦିର ଭିତରେ ଜଣେ ମହିଳାଙ୍କୁ ଛୁରି ଭୁସି ହତ୍ୟା କରାଯାଇଛି । ଏହି ଘଟଣା ପୂର୍ବ ଦିଲ୍ଲୀର ମାନସରୋବର ପାର୍କ...

ବାୟୁ ପ୍ରଦୂଷଣ ଯୋଗୁଁ ପଞ୍ଚମ ଶ୍ରେଣୀ ଯାଏଁ ବନ୍ଦ ହେଲା ସ୍କୁଲ, ପରୀକ୍ଷା ବାତିଲ

ନୂଆଦିଲ୍ଲୀ,୧୪।୧୨:  ପ୍ରଦୂଷଣ ଯୋଗୁଁ, ଉତ୍ତର ପ୍ରଦେଶର ନୋଏଡାରେ ନର୍ସରୀ ଠାରୁ ପଞ୍ଚମ ଶ୍ରେଣୀ ପର୍ଯ୍ୟନ୍ତ ସମସ୍ତ ସ୍କୁଲକୁ ବନ୍ଦ ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି । ଦିଲ୍ଲୀ-ଏନସିଆରରେ...

ଓଡିଶା – ଝାରଖଣ୍ଡ ସୀମାରେ ଲ୍ୟାଣ୍ଡମାଇନ ବିସ୍ଫୋରଣ, ଯବାନ ଆହତ

ବଣାଇଁ, ୧୪ / ୧୨ (ପ୍ରଦୀପ ତ୍ରିପାଠୀ)- ଓଡିଶା – ଝାରଖଣ୍ଡ ସୀମାରେ ପୁଣି ଆଜି ଲ୍ୟାଣ୍ଡମାଇନ ବିସ୍ଫୋରଣ ହୋଇଥିଲା । ଏଥିରେ କୋବ୍ରା ବାଟାଲିୟନର...

ଦକ୍ଷିଣ ଆଫ୍ରିକା ସିରିଜ ମଝିରୁ ଘରକୁ ଫେରିଗଲେ ବୁମରାହ, ଜାଣନ୍ତୁ କାରଣ

ନୂଆଦିଲ୍ଲୀ,୧୪।୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଖେଳାଯାଉଥିବା ତୃତୀୟ T20 ଆନ୍ତର୍ଜାତୀୟ ମ୍ୟାଚରୁ ଦଳର ମୁଖ୍ୟ ଦ୍ରୁତ ବୋଲର ଯଶପ୍ରୀତ ବୁମରାହ ବାଦ୍ ପଡ଼ିଛନ୍ତି।...

୧୧୭ ରନ୍‌ରେ ଅଟକିଲା ଦକ୍ଷିଣ ଆଫ୍ରିକା

ଧର୍ମଶାଳା,୧୪।୧୨:ଧର୍ମଶାଳାରେ ରବିବାର ଖେଳାଯାଉଥିବା ଭାରତ-ଦକ୍ଷିଣ ଆଫ୍ରିକା ତୃତୀୟ ଟି୨୦ ମ୍ୟାଚ୍‌ରେ ୧୧୭ ରନ୍‌ରେ ଅଲ୍‌ଆଉଟ ହୋଇଯାଇଛି ଦକ୍ଷିଣ ଆଫ୍ରିକା। ଫଳରେ ଭାରତ ଆଗରେ ୧୧୮ ରନ୍‌ର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri