ବିଧାନସଭା ଭିତରେ ମରାଠିରେ ଏମିତି କହିଦେଲେ ରୋହିତ, ମୁଖ୍ୟମନ୍ତ୍ରୀ…

ମୁମ଼୍ବାଇ, ୫।୭: ସ଼୍ବଦେଶ ଫେରିବା ପରେ ବିଶ଼୍ବବିଜୟୀ ଭାରତୀୟ ଟିମ୍‌କୁ ଶୁଭେଚ୍ଛା ଏବଂ ସମ୍ମାନ ସମାରୋହ ଜାରି ରହିଛି । ଗତ ଗୁରୁବାର ମୁମ଼୍ବାଇରେ ସମ଼୍ବର୍ଦ୍ଧନା ପରେ ଆଜି ମହାରାଷ୍ଟ୍ର ବିଧାନସଭାକୁ କ୍ୟାପ୍‌ଟେନ୍‌ ରୋହିତ ଶର୍ମାଙ୍କୁ ଆମନ୍ତ୍ରିତ କରାଯାଇଥିଲା । ରୋହିତଙ୍କ ସହିତ ସ୍କ଼୍ବାଡ୍‌ରେ ସାମିଲ୍‌ ଥିବା ଅନ୍ୟ ମହାରାଷ୍ଟ୍ର ଖେଳାଳି ସୂର୍ଯ୍ୟ କୁମାର ଯାଦବ, ଶିବମ୍‌ ଦୁବେ ଏବଂ ଜଶସ଼୍ବୀ ଜୟସୱଲ୍‌ ମଧ୍ୟ ବିଧାନସଭାକୁ ଯାଇଥିଲେ । ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଏକନାଥ ସିନ୍ଦେ ଏହି ଖେଳାଳିମାନଙ୍କୁ ସ଼୍ବାଗତ ଜଣାଇଥିଲେ । ଗୃହରେ ରୋହିତ ଶର୍ମା ମରାଠିରେ ଭାଷଣ ଦେଇଥିଲେ ।

ରୋହିତ ମହାରାଷ୍ଟ୍ରର ଉପ-ରାଜଧାନୀ ନାଗପୁରରେ ବଢ଼ିଛନ୍ତି । ତେଣୁ ତାଙ୍କୁ ତାଙ୍କର ଅନୁଭବ କହିବାକୁ ଆମନ୍ତ୍ରିତ କରାଯାଇଥିଲା । ସେ ମାଇକ୍‌ ଧରି ଭାଷଣ ଆରମ୍ଭ କରୁ କରୁ ମୁମ଼୍ବାଇର ରାଜା ରୋହିତ୍‌ ଧ଼୍ବନିରେ ଗୃହ କମ୍ପି ଉଠିଥିଲା । ସେ ପ୍ରଥମେ ନମସ୍କାର କରି ଭାଷଣ ଆରମ୍ଭ କରିଥିଲେ । ଏଥିରେ ସେ ଟିମ୍‌ ଇଣ୍ଡିଆର ଭୁରି ଭୁରି ପ୍ରଂଶସା କରିଥିଲେ ।

ରୋହିତ, ସୂର୍ଯ୍ୟ କୁମାରଙ୍କୁ ସମ଼୍େବାଧିତ କରି କହିଥିଲେ ଯେ, ସୂର୍ଯ୍ୟ କୁମାର ଏବେ କହୁଥିଲେ ଯେ ଶେଷ କ୍ୟାଚ୍‌ରେ ବଲ୍‌ ତାଙ୍କ ହାତରେ ଆସି ଆପେ ଆପେ ବସିଯାଇଥିଲା । ଭଲ ହେଲାକି ବଲ୍‌ ଆସି ବସି ଯାଇଛି, ନହେଲେ ଆଗକୁ ତାଙ୍କୁ ବସାଇ ଦେଇଥାନ୍ତା । ରୋହିତଙ୍କ ଏହି ଉକ୍ତି ଶୁଣି ମୁଖ୍ୟମନ୍ତ୍ରୀ ଏକନାଥ ସିନ୍ଦେ, ଉପମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫର୍ଡନାଭିଶ୍‌, ଆଜିତ ପାୱାରଙ୍କ ସମେତ ଗୃହରେ ଉପସ୍ଥିତ ବିଧାୟକ ହସିବାକୁ ଲାଗିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ରାସ୍ତା ପ୍ରଶସ୍ତୀକରଣ ପାଇଁ ଜବରଦଖଲ ଉଚ୍ଛେଦ

ନୂଆପଡା/ସିନାପାଲି,୬ା୩(ମକାରୁ ବେମାଲ/ମନଫୁଲ ମେହେର)- ସିନାପାଲି- ଖଡ଼ିଆଳ ମୁଖ୍ୟ ରାସ୍ତା ପ୍ରଶସ୍ତୀକରଣ ପାଇଁ ଶୁକ୍ରବାର ଜିଲା ଓ ବ୍ଲକ ପ୍ରଶାସନର ପ୍ରତିଶ୍ରୁତି ମୁତାବକ ଜବରଦଖଲ ଉଚ୍ଛେଦ କାର୍ଯ୍ୟ ଆରମ୍ଭ…

ବୁମରାଙ୍କ ବ୍ରହ୍ମାସ୍ତ୍ର ଆଗରେ ସବୁ ଫେଲ୍‌! କେଉଁ ସ୍ପେଶାଲ୍ ପ୍ଲାନରେ ବ୍ୟାଟରଙ୍କୁ ନାକେଦମ୍ କରୁଛନ୍ତି ଏହି ୟର୍କର କିଙ୍ଗ?

ନୂଆଦିଲ୍ଲୀ,୬।୩: ଭାରତୀୟ କ୍ରିକେଟ ପ୍ରେମୀଙ୍କ ପାଇଁ ଏକ ବଡ଼ ଖବର। ଟିମ୍‌ ଇଣ୍ଡିଆ କ୍ରମାଗତ ଦ୍ୱିତୀୟ ଥର ପାଇଁ ଟି-୨୦ ବିଶ୍ୱକପ୍‌ର ଫାଇନାଲରେ ପ୍ରବେଶ କରିଛି। ଇଂଲଣ୍ଡ…

ମା’ ତାରାତାରିଣୀଙ୍କ ଚୈତ୍ରଯାତ୍ରା ଲାଗି ପ୍ରସ୍ତୁତି ବଳି ପକାଇଲେ ହେବ କଠୋର କାର୍ଯ୍ୟାନୁଷ୍ଠାନ: ମନ୍ତ୍ରୀ

ପୁରୁଷୋତ୍ତମପୁର,୬ା୩ (ସବିତା ମିଶ୍ର): ଚଳିତବର୍ଷ ମାର୍ଚ୍ଚ ୧୦ରୁ ଗଞ୍ଜାମର ଅଧିଷ୍ଠାତ୍ରୀ ଦେବୀ ମା’ ତାରାତାରିଣୀଙ୍କ ଚୈତ୍ର ଯାତ୍ରା ଆରମ୍ଭ ହେବ। ଏନେଇ ବାଣିଜ୍ୟ ଓ ପରିବହନ ମନ୍ତ୍ରୀ…

ନୀତିଶ ଯିବେ ଦିଲ୍ଲୀ, ବିହାର ସମ୍ଭାଳିବେ ପୁଅ; କାଲିଠାରୁ ସକ୍ରିୟ ରାଜନୀତିରେ ଏଣ୍ଟ୍ରି, ହୋଇପାରନ୍ତି Dy CM

ପାଟନା,୬।୩: ବିହାର ରାଜନୀତିରେ ଏକ ବଡ଼ ଧରଣର ପରିବର୍ତ୍ତନ ଦେଖିବାକୁ ମିଳିଛି। ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ରାଜ୍ୟ ରାଜନୀତି ଛାଡ଼ି ଜାତୀୟ ରାଜନୀତିକୁ ଯିବା ପ୍ରାୟତଃ ସ୍ପଷ୍ଟ…

କେସିଙ୍ଗା ଆଦର୍ଶ ଥାନା ଉଦ୍‌ଘାଟନ କଲେ ସ୍ବରାଷ୍ଟ୍ର ମନ୍ତ୍ରୀ

କେସିଙ୍ଗା,୬।୩(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଆଦର୍ଶ ଥାନାର ଶୁଭ ଉଦ୍‌ଘାଟନ ଭିଡିଓ କନ୍ଫରେନ୍ସ ମାଧ୍ୟମରେ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କ ଦ୍ୱାରା  ଶୁକ୍ରବାର ସନ୍ଧ୍ୟାରେ ଉଦ୍‌ଘାଟିତ…

ସୂର୍ଯ୍ୟ-ଗମ୍ଭୀରଙ୍କ ହଜିଲା ନିଦ…ଫାଇନାଲ ପୂର୍ୱରୁ ଟେନଶନରେ ଟିମ ଇଣ୍ଡିଆ

ନୂଆଦିଲ୍ଲୀ,୬।୩: ଅହମ୍ମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ରବିବାର କେବଳ ଏକ ମ୍ୟାଚ ନୁହେଁ, ବରଂ 2023 ର କ୍ଷତର ହିସାବ ହେବ! ନ୍ୟୁଜିଲାଣ୍ଡ ବିପକ୍ଷରେ T20 ବିଶ୍ୱକପ…

ହାଇଦ୍ରାବାଦରେ ଓଡ଼ିଆ ଦାଦନ ଶ୍ରମିକଙ୍କ ମୃତ୍ୟୁ

କୋକସରା,୬।୩(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କାମଧନ୍ଦା ନ ପାଇ ହାଇଦ୍ରାବାଦ ସହରକୁ ଦାଦନ ଖଟିବାକୁ ଯାଇଥିବା ଜଣେ ଓଡ଼ିଆ ଶ୍ରମିକଙ୍କ ମୃତ୍ୟୁ ଘଟିଥିବା ବେଳେ ଅନ୍ୟଜଣେ ଗୁରୁତର ଆହତ…

ଏହି ଖେଳାଳି ହେବେ ‘ପ୍ଲେୟାର ଅଫ ଦି ମ୍ୟାଚ’! ଫାଇନାଲ ପୂର୍ୱରୁ ସଞ୍ଜୁ ସାମସନଙ୍କ ବଡ଼ ଭବିଷ୍ୟବାଣୀ…

ନୂଆଦିଲ୍ଲୀ,୬।୩: ଟ୍ବେଣ୍ଟି ଟ୍ବେଣ୍ଟି ବିଶ୍ବକପ୍‌ର ଗ୍ରାଣ୍ଡ ଫିନାଲେ ମୁକାବିଲା ମାର୍ଚ୍ଚ ୮ ତାରିଖରେ ଖେଳାଯିବ । ଗୁଜରାଟର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ମୁହାଁମୁହିଁ ହେବେ ଟିମ୍ ଇଣ୍ଡିଆ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri