Posted inଖେଳ

ରୋହିତଙ୍କ କୀର୍ତ୍ତିମାନ

ଧର୍ମଶାଳା,୨୭।୨: ଅନ୍ତର୍ଜାତୀୟ ଟି୨୦ କ୍ରିକେଟରେ ସର୍ବାଧିକ ମ୍ୟାଚ୍‌ ଖେଳିବାର ରେକର୍ଡର ଅଧିକାରୀ ହୋଇଛନ୍ତି ଭାରତୀୟ ଅଧିନାୟକ ରୋହିତ ଶର୍ମା। ରବିବାର ଶ୍ରୀଲଙ୍କା ବିପକ୍ଷରେ ଖେଳାଯାଇଥିବା ଅନ୍ତିମ ତଥା ତୃତୀୟ ଟି୨୦ ମୁକାବିଲା ଥିଲା ତାଙ୍କ କ୍ୟାରିୟରର ୧୨୫ତମ ମ୍ୟାଚ୍‌। ଏହି ଧାରାରେ ସେ ପାକିସ୍ତାନର ଭେଟେରାନ ଅଲରାଉଣ୍ଡର ଶୋଏବ ମଲିକ(୧୨୪ ମ୍ୟାଚ୍‌)ଙ୍କୁ ପଛରେ ପକାଇଛନ୍ତି। ଏହି ତାଲିକାରେ ତୃତୀୟ ସ୍ଥାନରେ ଅଛନ୍ତି ପାକିସ୍ତାନର ପୂର୍ବତନ ମହମ୍ମଦ ହାଫିଜ (୧୧୯ ମ୍ୟାଚ୍‌)।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ସ୍ଥାନ ବଜାୟ ରଖିଲେ ମନ୍ଧାନା

ଦୁବାଇ, ୨୧।୬: ମଙ୍ଗଳବାର ପ୍ରକାଶିତ ଆଇସିସି ମହିଳା ଦିନିକିଆ କ୍ରିକେଟ ର଼୍ୟାଙ୍କିଙ୍ଗ୍‌ର ବ୍ୟାଟର ବିଭାଗରେ ଭାରତର ସ୍ମୃତି ମନ୍ଧାନା ୮ମ ସ୍ଥାନ ବଜାୟ ରଖିଛନ୍ତି। ତେବେ...

ଅଧିନାୟକଙ୍କ ଭଳି କାମ କରୁଛନ୍ତି କୋହଲି

ଲଣ୍ଡନ,୩।୭: ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ଏଜବାଷ୍ଟନ୍‌ରେ ପଞ୍ଚମ ଟେଷ୍ଟ ଖେଳାଯାଉଛି। ମ୍ୟାଚର ଦ୍ୱିତୀୟ ଦିନରେ ବିରାଟ କୋହଲି ଫିଲ୍ଡିଂ ବେଳେ ଅଧିନାୟକ ଜଶପ୍ରୀତ ବୁମ୍‌ରାଙ୍କୁ...

ପୂର୍ବତନ ବିଶ୍ୱ ଚାମ୍ପିୟନ ବକ୍ସର ଜିଭୋଜିକ୍‌ଙ୍କ ଅବସର

କିଏଭ୍‌ ,୧୦।୬ (ଏପି): ପୂର୍ବତନ ବିଶ୍ୱ ଲାଇଟ୍‌ ହେଭିଓ୍ବେଟ୍‌ ବକ୍ସିଂ ଚାମ୍ପିୟନ ଆଲେକଜାଣ୍ଡାର ଜିଭୋଜିକ୍‌ ଅବସର ଘୋଷଣା କରିଛନ୍ତି। ଏ ନେଇ ତାଙ୍କ ମ୍ୟାନେଜର ଏଗିସ୍‌...

ଅଷ୍ଟ୍ରେଲିୟ କ୍ରିକେଟରଙ୍କ ଦୃଢ଼ୋକ୍ତି, ଭାରତର ଏହି ସ୍ପିନର ଭାଙ୍ଗିବେ ମୁରଲୀଧରନ୍‌ଙ୍କ ରେକର୍ଡ !

ନୂଆଦିଲ୍ଲୀ,୨୮।୫: ଅଷ୍ଟ୍ରେଲିଆର ପୂର୍ବ ଚାଇନାମ୍ୟାନ୍‌ ବ୍ରାଡ୍‌ ହଗ୍‌ ଭାରତୀୟ କ୍ରିକେଟର ରବିଚନ୍ଦ୍ରନ ଅଶ୍ୱିନଙ୍କ ବଡ଼ ପ୍ରଶଂସକ। ଏବେ ହଗ୍‌ ଅଶ୍ୱିନଙ୍କୁ ନେଇ ଏକ ବଡ଼ ମନ୍ତବ୍ୟ...

ସୁଖଜିତଙ୍କ ଡବଲ୍‌ରେ ଭାରତ ବିଜୟୀ

ଭୁବନେଶ୍ୱର (ସ୍ପୋଟର୍‌ସ ବ୍ୟୁରୋ)/ରାଉରକେଲା ଅଫିସ୍‌,୧୧ା୩: ରାଉରକେଲାର ବିର୍ସା ମୁଣ୍ଡା ଅନ୍ତର୍ଜାତୀୟ ହକି ଷ୍ଟାଡିୟମରେ ଅନୁଷ୍ଠିତ ଏଫ୍‌ଆଇଏଚ୍‌ ପ୍ରୋ ଲିଗ୍‌ ହକି ମ୍ୟାଚରେ ଜର୍ମାନୀକୁ ୩-୨ ଗୋଲରେ...

ଅନ୍ତରାଷ୍ଟ୍ରୀୟ କ୍ରିକେଟରେ ସର୍ବାଧିକ ଥର ଶୂନରେ ଆଉଟ୍‌ ହୋଇଛନ୍ତି ଏହି ଖେଳାଳି, ନାମରେ ଅଛି ଲଜ୍ଜାଜନକ ରେକର୍ଡ

ନୂଆଦିଲ୍ଲୀ,୮।୧: ଅନ୍ତରାଷ୍ଟ୍ରୀୟ କ୍ରିକେଟରେ ଦେଶ ପାଇଁ ଖେଳିବା ଯେତିକି ଗୌରବର କଥା, ଶୂନରେ ଆଉଟ୍‌ ହେବା ସେତିକି ଲଜ୍ଜାଜନକ ବିଷୟ। କ୍ରିକେଟଜଗତରେ ଏପରି ଅନେକ ଖେଳାଳି...

ଆମିସଙ୍କ ନାମରେ ପ୍ରଥମ ବିଶ୍ୱକପ୍‌ ଶତକ

ନୂଆଦିଲ୍ଲୀ, ୨୩।୫- ଆଇସିସି ବିଶ୍ୱକପ୍‌ ଆସନ୍ତା ୩୦ରୁ ବ୍ରିଟେନରେ ଆରମ୍ଭ ହେବ। କ୍ରିକେଟ ବିଶ୍ୱକପ୍‌ର ଏହାହେବ ଦ୍ୱାଦଶ ସଂସ୍କରଣ। ଏହା ମଧ୍ୟରେ ବିଶ୍ୱକପ୍‌ରେ ଅନେକ ରେକର୍ଡ...

ଭାରତ-ଇଂଲଣ୍ଡ ଫାଇନାଲ ଆଜି

ପୋଶ୍ଚେଫଷ୍ଟ୍ରୁମ୍‌, ୨୯ା୧: ଚଳିତ ୧୯ ବର୍ଷରୁ କମ୍‌ ମହିଳା ଆଇସିସି ଟି୨୦ କ୍ରିକେଟ ବିଶ୍ୱକପ୍‌ର ଫାଇନାଲ ମ୍ୟାଚ ରବିବାର ଭାରତ ଓ ଇଂଲଣ୍ଡ ମଧ୍ୟରେ ଖେଳାଯିବ।...

Advertisement
Archives

Model This Week