Posted inଖେଳ

ଟି -୨୦ ବିଶ୍ୱକପ ଚୟନ ଖବରକୁ ଖଣ୍ଡନ ରୋହିତ ଶର୍ମା, ଦେଲେ ବଡ଼ ବୟାନ

ନୂଆଦିଲ୍ଲୀ,୧୮।୪: ଭାରତୀୟ କ୍ରିକେଟ ଦଳର ଅଧିନାୟକ ରୋହିତ ଶର୍ମା ମିଡିଆ ରିପୋର୍ଟକୁ ଅସ୍ବୀକାର କରିଛନ୍ତି। ଯେଉଁଥିରେ ଦାବି କରାଯାଉଥିଲା ଯେ, ଟି -୨୦ ବିଶ୍ୱକପ ଚୟନକୁ ନେଇ ସେ ଚୟନ କମିଟିର ଅଧ୍ୟକ୍ଷ ଅଜିତ ଅଗରକର ଏବଂ ମୁଖ୍ୟ ପ୍ରଶିକ୍ଷକ ରାହୁଲ ଦ୍ରାବିଡଙ୍କ ସହ ଏକ ବିଶେଷ ଆଲୋଚନା କରିଛନ୍ତି। ଜୁନ୍ ୧ ରୁ ଆମେରିକା ଏବଂ ୱେଷ୍ଟଇଣ୍ଡିରେ ଟି୨୦ ବିଶ୍ୱକପ୍‌ ଖେଳାଯିବ। ତେବେ ଏହି ଖବରକୁ ରୋହିତ ଗୁଜବ ବୋଲି କହିଛନ୍ତି।

ଆଇସିସି ପୁରୁଷ ଟି -୨୦ ବିଶ୍ୱକପ ୨୦୨୪ ଆରମ୍ଭ ପାଇଁ ବହୁତ କମ୍ ସମୟ ବାକି ଅଛି। ଆସନ୍ତା ଟି -୨୦ ବିଶ୍ୱକପ ଜୁନ୍ ୧ ରୁ ୱେଷ୍ଟଇଣ୍ଡିଜ୍ ଏବଂ ଆମେରିକାରେ ଖେଳାଯିବ। କିଛି ଦିନ ମଧ୍ୟରେ ଟି -୨୦ ବିଶ୍ୱକପ ପାଇଁ ଭାରତୀୟ ଦଳ ଘୋଷଣା କରାଯିବ। ଏଥିପାଇଁ ଅଜିତ ଅଗରକରଙ୍କ ନେତୃତ୍ୱରେ ଭାରତୀୟ ଚୟନକର୍ତ୍ତାଙ୍କ ବୈଠକ ଏହି ମାସର ଶେଷ ତାରିଖ (ଏପ୍ରିଲ ୩୦) କିମ୍ବା ପରବର୍ତ୍ତୀ ମାସର ପ୍ରଥମ ଦିନରେ ଅନୁଷ୍ଠିତ ହୋଇପାରେ।

ଟି -୨୦ ବିଶ୍ୱକପ ପାଇଁ ଭାରତୀୟ ଦଳ ଚୟନକୁ ନେଇ ଗୁଜବ ବଜାର ଅତ୍ୟନ୍ତ ଗରମ। କେତେକ ଗଣମାଧ୍ୟମ ରିପୋର୍ଟରେ ଦର୍ଶାଯାଇଛି ଯେ ଦଳ ଚୟନକୁ ନେଇ ଭାରତୀୟ ଅଧିନାୟକ ରୋହିତ ଶର୍ମା ମୁଖ୍ୟ ପ୍ରଶିକ୍ଷକ ରାହୁଲ ଦ୍ରାବିଡ ଏବଂ ମୁଖ୍ୟ ଚୟନକର୍ତ୍ତା ଅଜିତ ଅଗରକରଙ୍କୁ ଭେଟିଛନ୍ତି। ମିଡିଆ ରିପୋର୍ଟରେ ଏହା ମଧ୍ୟ ଦାବି କରାଯାଇଛି ଯେ ରୋହିତ ଶର୍ମା ଏବଂ ବିରାଟ କୋହଲି ଟି -୨୦ ବିଶ୍ୱକପରେ ଖୋଲିବେ। ତେବେ ରୋହିତ ଏହି ଖବରକୁ ଏବେ ଖଣ୍ଡନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ସର୍ବସାଧାରଣରେ ଅପମାନ ପାଇଲା ପାକିସ୍ତାନ, ଟିମ ଇଣ୍ଡିଆ କଲା ଏମିତି କାମ

ନୂଆଦିଲ୍ଲୀ,୧୪।୯: ଭାରତୀୟ ଦଳ ଶ୍ରୀଲଙ୍କାକୁ ପରାସ୍ତ କରି ମହିଳା ଏସିଆ କପ ୨୦୨୬ର ଟାଇଟଲ ଜିତିଛି। ଫାଇନାଲ ମ୍ୟାଚରେ ଭାରତୀୟ ଦଳ ୭୨ ରନରେ ବିଜୟୀ ହୋଇଥିଲା,…

ମାଡ଼ ମାରି ଭାଉଜଙ୍କ ହାତ ଭାଙ୍ଗିଦେଲେ ଦିଅର, ଆଉ ତା’ପରେ…

ଦିଗପହଣ୍ଡି,୧୩।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଖଣ୍ଡଦେଉଳି ଗ୍ରାମର ବନିତା ପ୍ରଧାନଙ୍କୁ ରବିବାର ତାଙ୍କ ଦିଅର ପଦ୍ମ ଲୋଚନ ପ୍ରଧାନ ଆକ୍ରମଣ କରି ବାମ…

ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଭେଟିଲେ ବାଲ୍ୟବନ୍ଧୁ, BJP ବିଧାୟକଙ୍କୁ ନେଇ ଆଣିଲେ ବଡ଼ ଅଭିଯୋଗ! ଛାନିଆ ହୋଇଗଲେ….

ମୁମ୍ବାଇ,୧୩।୯: ମହାରାଷ୍ଟ୍ରର ଭାୟନ୍ଦରରେ ଜମି ବିବାଦକୁ ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବାଲ୍ୟବନ୍ଧୁ ଅସଗରଅଲି ଭୋରା ତାଙ୍କୁ ଭେଟିଛନ୍ତି । ୮ ସେପ୍ଟେମ୍ବରରେ ୮୧ ବର୍ଷୀୟ ଭୋରା…

ପଶ୍ଚିମବଙ୍ଗରେ ବନ୍ଦ ହେଲା ୨୫୨ ମଦ୍ରାସା

କୋଲକାତା,୧୩ା୯: ପଶ୍ଚିମବଙ୍ଗ ସରକାର ରାଜ୍ୟରେ ଚାଲୁଥିବା ଇସ୍‌ଲାମୀୟ ଶିକ୍ଷାନୁଷ୍ଠାନଗୁଡ଼ିକର ସମୀକ୍ଷା କରିବା ପରେ ୨୫୨ ମଦ୍ରାସାକୁ ବନ୍ଦ କରିବା ପାଇଁ ନୋଟିସ ଜାରି କରିଛନ୍ତି। ଯାଞ୍ଚ ପ୍ରକ୍ରିୟାର…

ବ୍ୟବସାୟିକ ଜାହାଜ ଉପରେ ଆକ୍ରମଣ: ଭାରତୀୟ ନାବିକ ନିଖୋଜ

ନୂଆଦିଲ୍ଲୀ,୧୩ା୯: ଓମାନ ଉପକୂଳରେ ବ୍ୟବସାୟିକ ଜାହାଜ ଏମ୍‌ଟି ଏଲ୍‌ ଗାଇଆ ଉପରେ ଆକ୍ରମଣ ହେବାରୁ ଜଣେ ଭାରତୀୟ ନାବିକ ନିଖୋଜ ହୋଇଥିବା ବହିର୍ବ୍ୟାପାର ମନ୍ତ୍ରଣାଳୟ ରବିବାର ସ୍ପଷ୍ଟ…

ଖଟିଆରେ ଗର୍ଭବତୀଙ୍କୁ ବୁହାହେବା ଘଟଣା, ନବଜାତ ଶିଶୁ-ମା’ଙ୍କୁ ଭେଟିଲେ ସିଡିପିଓ

ଗୁଡାରି,୧୩।୯(ପ୍ରମୋଦ କୁମାର ପତି): ଶନିବାର ଦିନ ବ୍ଳକର ଶିରିଗୁଡା ଗ୍ରାମପଂଚାୟତ ଅନ୍ତର୍ଗତ ସାଡାକଣା ଗ୍ରାମର ଗର୍ଭବତୀ ମହିଳାଙ୍କୁ ଖଟିଆରେ ୩ କିଲୋମିଟର ବୋହିବା ପରେ ଆମ୍ବୁଲାନ୍ସ ଯୋଗେ…

ତାତିଲେ ମହିଳା, ଭାଙ୍ଗିଲେ ମଦ ଭାଟି

ମୋହନ,୧୩।୯(ମନ୍ମଥ ମିଶ୍ର): ଗାଁରେ ଚାଲିଥିଲା ମଦ ଭାଟି। ଏନେଇ ଗାଁରେ ଅଶାନ୍ତ ପରିବେଶ ସୃଷ୍ଟି ହେବା ଯୁବପିଢୀ ପଥଭ୍ରଷ୍ଟ ହେଉଥିଲେ। ବାରମ୍ବାର ଅଭିଯୋଗ ପରେ ବି କାହାର…

ସନତ ସଭାପତି, ଉମାକାନ୍ତ ସାଧାରଣ ସମ୍ପାଦକ ନିର୍ବାଚିତ

ବରଗଡ଼,୧୩।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ହାବିଲଦାର, କନେଷ୍ଟବଲ ଆସୋସିଏଶନ ନିର୍ବାଚନ ଫଳାଫଳ ରବିବାର ଘୋଷଣା ହୋଇଛି। ଏଥିରେ ସଭାପତି ସନତ କୁମାର ହୋତା ସଭାପତି ନିର୍ବାଚିତ ହୋଇଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?