Posted inଖେଳ

ପ୍ରଥମ ଟେଷ୍ଟରୁ ବାଦ୍‌ ପଡିଲେ ରୋହିତ ଶର୍ମା

ନୂଆଦିଲ୍ଲୀ,୧୧।୧୨: ବାଂଲାଦେଶ ବିପକ୍ଷ ଆଗାମୀ ଟେଷ୍ଟ ସିରିଜକୁ ନେଇ ବୋର୍ଡ ଅଫ କଣ୍ଟ୍ରୋଲ ଫର କ୍ରିକେଟ ଇନ ଇଣ୍ଡିଆ (ବିସିସିଆଇ) କିଛି ପରିବର୍ତ୍ତନ କରିଛି। ଆହତ କାରଣରୁ ଅଧିନାୟକ ରୋହିତ ଶର୍ମା ବାଂଲାଦେଶ ବିପକ୍ଷ ପ୍ରଥମ ଟେଷ୍ଟରୁ ବାଦ ପଡିଛନ୍ତି। ତାଙ୍କ ସ୍ଥାନରେ କେଏଲ ରାହୁଲ ଦଳର ନେତୃତ୍ୱ ନେବେ। ଏଥିସହିତ ଚେତେଶ୍ୱର ପୂଜାରାଙ୍କୁ ଉପ-ଅଧିନାୟକ କରାଯାଇଛି।
ପ୍ରଥମ ଟେଷ୍ଟ ପାଇଁ ରୋହିତଙ୍କ ସ୍ଥାନରେ ଭାରତ-ଏ ଅଧିନାୟକ ଅଭିମନ୍ୟୁ ଇଶ୍ୱରନ୍‌ଙ୍କୁ ଦଳରେ ସାମିଲ କରାଯାଇଛି। ବାଂଲାଦେଶ ବିପକ୍ଷ ଦ୍ୱିତୀୟ ଦିନିକିଆରେ ନିୟମିତ ଅଧିନାୟକ ରୋହିତ ଶର୍ମା ଆହତ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

କଟା ଘା’ରେ ଚୂନ ଲଗାଇଲେ ଇଂଲଣ୍ଡ କ୍ରିକେଟର୍‌

ଲିଡ୍ସ,୨୭।୮: ଲିଡ୍ସ ଟେଷ୍ଟରେ ଟିମ ଇଣ୍ଡିଆର ପ୍ରଥମ ଇନିଂସ ମାତ୍ର ୭୮ ରନ ସଂଗ୍ରହ କରିଥିଲା। ଏଭଳି ଖରାପ ପ୍ରଦର୍ଶନ ପରେ ନିଶ୍ଚିତ ଭାବେ ପ୍ରଶ୍ନ...

ରସିଦଙ୍କ ଅଲରାଉଣ୍ଡ ଶୋ: ସୁବିଧାଜନକ ସ୍ଥିତିରେ ଆଫଗାନିସ୍ତାନ

ଚିଟ୍ଟାଗଙ୍ଗ,୭।୯(ଏଏଫ୍‌ପି)- ତାରକା ଅଲରାଉଣ୍ଡର ରସିଦ ଖାଁ ଉଭୟ ବୋଲିଂ ଓ ବ୍ୟାଟିଂରେ ଦମ୍‌ଦାର ପ୍ରଦର୍ଶନ କରି ବାଂଲାଦେଶ ବିପକ୍ଷ ଏକମାତ୍ର ଟେଷ୍ଟ ମ୍ୟାଚ୍‌ରେ ଆଫଗାନିସ୍ତାନକୁ ସୁବିଧାଜନକ...

ବିଡବ୍ଲ୍ୟୁଏଫ୍‌ ର଼୍ୟାଙ୍କିଙ୍ଗ୍‌: କ୍ୟାରିୟାର ଶ୍ରେଷ୍ଠ ୨୯ତମ ସ୍ଥାନରେ ସୌରଭ

ନୂଆଦିଲ୍ଲୀ,୩।୧୨(ପି.ଟି.)- ମଙ୍ଗଳବାର ପ୍ରକାଶିତ ହୋଇଥିବା ବିଡବ୍ଲ୍ୟୁଏଫ୍‌ ର଼୍ୟାଙ୍କିଙ୍ଗ୍‌ରେ ଭାରତୀୟ ତାରକା ବ୍ୟାଡମିଣ୍ଟନ ଖେଳାଳି ସୌରଭ ବର୍ମା ୭ଟି ସ୍ଥାନ ଉପରକୁ ଉଠି କ୍ୟାରିୟରର ଶ୍ରେଷ୍ଠ ୨୯ତମ...

ଚେତାବନୀ ଦେଲା ଅଫଗାନିସ୍ତାନ

ଶାରଜା,୨୬।୧୦: ଟି-୨୦ ବିଶ୍ୱକପ୍‌ରେ ଆଫଗାନିସ୍ତାନ ଏବଂ ସ୍କଟଲ୍ୟାଣ୍ଡ ଭଳି ଦେଶକୁ ଅନେକ ଲୋକ ଭାବନ୍ତି ଯେ ଏହି ଦୁଇଜଣ ଛୋଟ ଏବଂ ଦୁର୍ବଳ ଦଳ। କିନ୍ତୁ...

ପେନାଲ୍ଟି କର୍ନର: ହରମନପ୍ରୀତଙ୍କ ଶତକ ମ୍ୟାଚ

ଭୁବନେଶ୍ୱର, ୧୫।୬(କ୍ରୀଡ଼ା ପ୍ରତିନିଧି)- କଳିଙ୍ଗ ଷ୍ଟାଡିୟମରେ ଚାଲିଥିବା ଏଫ୍‌ଆଇଏଚ୍‌୍‌ ସିରିଜ ଫାଇନାଲ୍ସ ହକି ଟୁର୍ନାମେଣ୍ଟର ଶୁକ୍ରବାର ଅନୁଷ୍ଠିତ ଜାପାନ ବିପକ୍ଷ ସେମିଫାଇନାଲରେ କ୍ୟାରିୟରର ୧୦୦ତମ ଅନ୍ତର୍ଜାତୀୟ...

ଏହି ଯୁବତୀଙ୍କ ପ୍ରେମରେ ପଡିଛନ୍ତି କ୍ରିକେଟର୍‌ ନବଦୀପ ସଇନି

ଭାରତ ପାଇଁ ବେଶ ଚମତ୍କାର ପ୍ରଦର୍ଶନ କରିଥିବା ଯୁବ ଦ୍ରୁତ ବୋଲର ନବଦୀପ ସଇନି ଏବେ ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରିଛନ୍ତି। ନ୍ୟୁଜିଲାଣ୍ଡରେ ଭଲ ପ୍ରଦର୍ଶନ...

ବିଶ୍ୱର ନମ୍ବର ୧ ବ୍ୟାଟ୍ସମ୍ୟାନ୍‌ ହେଲେ କେନ୍‌ ଓ୍ବିଲିୟମସନ, କୋହଲି ଏହି ସ୍ଥାନରେ

ଦୁବାଇ,୩୧।୧୨: ଆଇସିସି ଟେଷ୍ଟ ର଼୍ୟାଙ୍କିଙ୍ଗ୍‌ ତାଲିକା ପ୍ରକାଶ ପାଇଛି। ଏହି ତାଲିକାର ପ୍ରଥମ ସ୍ଥାନକୁ ଉନ୍ନୀତ ହୋଇଛନ୍ତି ନ୍ୟୁଜିଲାଣ୍ଡ ଅଧିନାୟକ କେନ୍‌ ଓ୍ବିଲିୟମସନ୍‌। ସେ ଭାରତୀୟ...

ଇଣ୍ଡିଆନ ସୁପର ଲିଗ୍‌: ଓଡ଼ିଶା- କେରଳ ସମ୍ମାନ ଲଢ଼େଇ

ଭୁବନେଶ୍ୱର, ୨୩।୨(ସ୍ପୋଟର୍‌ସ ବ୍ୟୁରୋ)- ହାଇପ୍ରୋଫାଇଲ ଇଣ୍ଡିଆନ ସୁପର ଲିଗ୍‌ (ଆଇଏସ୍‌ଏଲ୍‌)ରେ ରବିବାର କେରଳ ବ୍ଲାଷ୍ଟର୍ସ ଓ ଘରୋଇ ଓଡ଼ିଶା ଏଫ୍‌ସି ପରସ୍ପରକୁ ଭେଟିବେ। ପ୍ଲ ଅଫ୍‌...

Advertisement
Archives

Model This Week